ବାଣିଜ୍ୟ

ଟାଟା ପାୱାରର ନୂତନ ଅଭିଯାନ

ଭୁବନେଶ୍ୱର,୨୨।୧୧: ଟାଟା ପାଓ୍ବାରର ନୂତନ ଅଭିଯାନ ଓଃ ମାଇଁ ବିଉଟିଫୁଲ ଓଡ଼ିଶା ଫଟୋଗ୍ରାଫି ପ୍ରତିଯୋଗିତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ବର୍ଷ ନଭେମ୍ବର ୩୦ ପର୍ଯ୍ୟନ୍ତ ଉକ୍ତ ପ୍ରତିଯୋଗିତାର ଆବେଦନ ଗ୍ରହଣ କରାଯିବ। ଉଲ୍ଲେଖଯୋଗ୍ୟ, ଟାଟା ପାୱାର...

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର,୨୨।୧୧: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌...

ଓଡ଼ିଶାରେ ଜିଓ ଏୟାରଫାଇବର

ଭୁବନେଶ୍ୱର,୨୨।୧୧: ବିଶ୍ୱର ସର୍ବବୃହତ୍‌ ଘରୋଇ ମୋବାଇଲ ଡାଟା ନେଟ୍‌ୱର୍କ ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ତଥା ସର୍ବାଧୁନିକ ହୋମ୍‌ ଏଣ୍ଟରଟେଣ୍ଟମେଣ୍ଟ ସ୍ମାର୍ଟହୋମ୍‌ ସେବା ଏବଂ ହାଇ-ସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସମନ୍ବିତ ଏଣ୍ଡ୍‌-ଟୁ-ଏଣ୍ଡ୍‌ ସମାଧାନ ଜିଓ ଏୟାରଫାଇବର ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା...

ପଶ୍ଚିମବଙ୍ଗରେ ୨୦,୦୦୦ କୋଟି ନିବେଶ କରିବ ଆର୍‌ଆଇଏଲ୍‌

ଭୁବନେଶ୍ୱର,୨୨।୧୧: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ପଶ୍ଚିମବଙ୍ଗ ରାଜଧାନୀ କୋଲକାତାଠାରେ ଆୟୋଜିତ ୭ମ ବେଙ୍ଗଲ ଗ୍ଲୋବାଲ ସମ୍ମିଟ୍‌ରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପଶ୍ଚିମବଙ୍ଗରେ ୨୦,୦୦୦କୋଟି ଟଙ୍କା ବିନିଯୋଗ କରିବା ନେଇ ଘୋଷଣା କରିଛନ୍ତି। ଉକ୍ତ...

ଭାରତରେ ୨ ବିଲିୟନ ଡଲାର ନିବେଶ କରିବେ ଏଲନ ମସ୍କ

ନୂଆଦିଲ୍ଲୀ,୨୧।୧୧: ବିଶ୍ୱର ଏକ ନମ୍ବର ଧନୀ ଏଲନ ମସ୍କଙ୍କ ଇଲେକ୍ଟ୍ରିକ୍ କାର୍ ନିର୍ମାଣ କରୁଥିବା କମ୍ପାନୀ ଟେସଲା ସହିତ ବଡ଼ ଚୁକ୍ତି କରିବାର ନିକଟତର ହୋଇଛନ୍ତି। ଏହି ଚୁକ୍ତି ଅନୁଯାୟୀ ଟେସଲା ଭାରତକୁ ଏହାର କାର୍ ଆମଦାନୀ କରିବାକୁ ଅନୁମତି...

୨୨ରେ ଖୋଲିବ ଟିଟିଏଲ୍‌ର ଆଇପିଓ

ଭୁବନେଶ୍ୱର,୨୧ା୧୧: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଟାଟା ଗ୍ରୁପର ସହଯୋଗୀ ସଂସ୍ଥା ଟାଟା ଟେକ୍ନୋଲୋଜି ଲିମିଟେଡ୍‌ (ଟିଟିଏଲ୍‌)ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଚଳିତ ବର୍ଷ ନଭେମ୍ବର ୨୨ରେ ଖୋଲିବ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି।...

କାନାରା ବ୍ୟାଙ୍କର ପ୍ରତିଷ୍ଠାତାଙ୍କ ଦିବସ

ଭୁବନେଶ୍ୱର,୨୧ା୧୧ (ଅଭୟ ଦାଶ): କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ବ୍ୟାଙ୍କର ପ୍ରତିଷ୍ଠାତାଙ୍କ ୧୧୮ତମ ଦିବସ ନିକଟରେ ପାଳିତ ହୋଇଯାଇଛି। ଏପରିକି ବ୍ୟାଙ୍କର ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଶ୍ରଦ୍ଧାଞ୍ଜଳି ସଭା (କାର୍ଯ୍ୟକ୍ରମ)ର ଆୟୋଜନ କରାଯାଇଥିଲା।...

ମୀନକେତନଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୨୧ା୧୧(ଅନୁରାଧା ମହାରଣା): ସମଗ୍ର ଓଡ଼ିଶା ଏବଂ ଭାରତରେ ନେଚେରୋପାଥି ଚିକିସତ୍ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଅନ୍ତର୍ଜାତୀୟ ନେଚେରୋପାଥି ସଙ୍ଗଠନ ତଥା ୱାଲଡେନ ଉଡ୍‌ସ ଫାଉଣ୍ଡେଶନ ପକ୍ଷରୁ ହେଲ୍‌ଥଭିଲେର ଚେୟାରମ୍ୟାନ ଡ. ସତ୍ୟବ୍ରତ ମୀନକେତନଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ (ଜୀବନବ୍ୟାପୀ କୃତିିତ୍ୱ...

ସେପ୍ଟେମ୍ବରରେ ୧୭.୨୧ ଲକ୍ଷ ନୂତନ ସଦସ୍ୟ

ଭୁବନେଶ୍ୱର,୨୧ା୧୧ :ଦେଶର ଜଣାଶୁଣା ତଥା ଲୋକପ୍ରିୟ ଅନୁଷ୍ଠାନ କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫଓ) ରେ ଚଳିତ ବର୍ଷ ସେପ୍ଟେମ୍ବରରେ ମୋଟ ୧୭.୨୧ ଲକ୍ଷ ନୂତନ ସଦସ୍ୟ ସାମିଲ ହୋଇଛନ୍ତି। ଏପରିକି ସୋମବାର ପ୍ରକାଶିତ ବେତନ ତଥ୍ୟ ଅନୁଯାୟୀ ଇପିଏଫଓ ୨୦୨୩...

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୨୧ା୧୧: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ...

ସୋନିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୨୦।୧୧: ସୋନି ଇଣ୍ଡିଆର ନୂତନ ଉତ୍ପାଦ ତଥା ଆଲ୍‌ଫା ୭ ସିରିଜର ଦୁଇଟି ନୂଆ କ୍ୟାମେରାକୁ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷକରି ଆଲ୍‌ଫା ୭ ସିରିଜର ‘ଆଲ୍‌ଫା ୭ସି୨ ଓ ଆଲ୍‌ଫା ୭ସିଆର୍‌’ମଡେଲ ସାମିଲ ରହିଛି। ଯେଉଁଥିରେ କମ୍ପାକ୍ଟ ଫୁଲ୍‌...

ବଜାରରେ ହୋଣ୍ଡା ମୋଟରସାଇକେଲର ନୂଆ ସିବି ୩୫୦

ଭୁବନେଶ୍ୱର,୨୦।୧୧: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ନୂତନ ମଡେଲ ଅଲ୍‌ ନ୍ୟୁ ରେଟ୍ରୋ କ୍ଲାସିକ ସିବି୩୫୦କୁ ନିକଟରେ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ପରିଚାଳନା ନିର୍ଦ୍ଦେଶକ, ସଭାପତି ଓ ସିଇଓ ସୁସ୍ତୁମୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri