ବାଣିଜ୍ୟ

ଭାରତ ମସଲାର ରେକର୍ଡ କାରବାର

କଟକ,୬।୧୨:ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭାରତ ମସଲା ପକ୍ଷରୁ ଐତିହାସିକ କଟକ ବାଲିଯାତ୍ରା ପରିସରରେ ଆକର୍ଷଣୀୟ ଭାରତ ମଣ୍ଡପ (ଷ୍ଟଲ୍‌) ଖୋଲାଯାଇଥିଲା। ଏପରିକି ବାଲିଯାତ୍ରା ଅବସରରେ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଆକର୍ଷଣୀୟ ରିହାତି ସହ ପ୍ରତିଦିନ ଲକି...

ନୀତାଙ୍କୁ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର ଆଓ୍ବାର୍ଡ

ଭୁବନେଶ୍ୱର,୭।୧୨:ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍‌. ଅମ୍ବାନୀଙ୍କୁ ନିକଟରେ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର (ମହିଳା) ଆଓ୍ବାର୍ଡ (ପୁରସ୍କାର)ରେ ସମ୍ମାନିତ କରାଯାଇଛି। ବିଶେଷକରି କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୀତାଙ୍କୁ ଉପରୋକ୍ତ ଆଓ୍ବାର୍ଡ ଦିଆଯାଇଛି।...

ଟାଟା ମୋଟର୍ସର ଅଲ୍‌ ନ୍ୟୁ ଏସ୍‌ସିଭି ରେଞ୍ଜର ଅନାବରଣ

ଭୁବନେଶ୍ୱର,୬।୧୨(ଅଭୟ ଦାଶ):ଭାରତର ସର୍ବବୃହତ୍‌ ବାଣିଜି୍ୟକ ଯାନ ଉପତ୍ାଦନକାରୀ ‘ଟାଟା ମୋଟର୍ସ’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏସ୍‌ସିଭି (ସ୍ମଲ କମର୍ସିଆଲ ଭେଇକିଲ ବା ଏସ୍‌ସିଭି) ରେଞ୍ଜର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ମଙ୍ଗଳବାର ଆନୁଷ୍ଠାନିକ ଭାବେ...

ଆଦାନୀ ଗ୍ରୁପ ବିରୋଧରେ ହିଣ୍ଡେନବର୍ଗ ରିପୋର୍ଟକୁ ନେଇ ଆମେରିକା ସରକାରଙ୍କ ବଡ ମନ୍ତବ୍ୟ, ରିପୋର୍ଟର ପ୍ରାସଙ୍ଗିତା ନାହିଁ

ନୂଆଦିଲ୍ଲୀ,୫।୧୨: ଗୌତମ ଆଦାନୀଙ୍କ ବିରୋଧରେ ହିଣ୍ଡେନବର୍ଗ ରିର୍ପୋଟରେ ଲଗାଯାଇଥିବା ଅଭିଯୋଗ ପ୍ରାସଙ୍ଗିକ ନୁହେଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଆମେରିକା ସରକାର। ଏପରି କହିବା ସହ ଆମେରିକା ଆଦାନୀ ଗ୍ରୁପକୁ ଶ୍ରୀଲଙ୍କାରେ କଣ୍ଟେନର ଟର୍ମିନାଲ ପାଇଁ ୫୫.୩କୋଟି ଆମେରିକା ଡଲାର ଋଣ...

ଇତିହାସ ରଚିଲା ସେୟାର ବଜାରର, ପ୍ରଥମ ଥର ରେକର୍ଡ ଉଚ୍ଚ ସ୍ତରରେ ନିଫ୍ଟି, ସେନସେକ୍ସ

ମୁମ୍ବାଇ,୫।୧୨: ମଙ୍ଗଳବାର କ୍ରମାଗତ ଷଷ୍ଠ ଦିନ ପାଇଁ ଷ୍ଟକ୍ ମାର୍କେଟରେ ବୃଦ୍ଧି ଦେଖିବାକୁ ମିଳିଛି। ଦୁଇ ଭାରତୀୟ ଇଣ୍ଡେକ୍ସ ଏହି ସମୟରେ ନୂଆ ଉଚ୍ଚତା ଛୁଇଁଛନ୍ତି। ବିଏସଇ ସେନସେକ୍ସ ୪୩୧ ପଏଣ୍ଟ ବୃଦ୍ଧି ପାଇଁ ୬୯,୨୯୬ ରେ ବନ୍ଦ ହୋଇଛି,...

ଶରତ ସାହୁଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୫।୧୨: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରାର ମୁଖ୍ୟ ପ୍ରାୟୋଜକ ‘ରୁଚି ମସଲା’କୁ ବାଲିଯାତ୍ରା ଆୟୋଜନ ସମିତି ତଥା କଟକ ଜିଲା ପ୍ରଶାସନ ପକ୍ଷରୁ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, କଟକ ବାଲିଯାତ୍ରା ପଡିଆର ବୈଷ୍ଣବ ପାଣି...

କ୍ରସ୍‌ ପକ୍ଷରୁ ଡିଆର୍‌ଏଚ୍‌ପି ଦାଖଲ

ଭୁବନେଶ୍ୱର,୫।୧୨: ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ କ୍ରସ୍‌ ଲିମିଟେଡ୍‌ ପକ୍ଷରୁ ଡ୍ରାଫ୍‌ଟ ରେଡ୍‌ ହେରିଂ ପ୍ରସ୍‌ପେକ୍ଟସ୍‌ (ଡିଆର୍‌ଏଚ୍‌ପି) ଦାଖଲ କରାଯାଇଛି। ବିଶେଷକରି ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଜରିଆରେ କମ୍ପାନୀ ପାଣ୍ଠି ଉଠାଣ ଲାଗି ସେବି...

ରେକର୍ଡ ସ୍ତରରେ ନିଫ୍ଟିର କାରବାର

ଭୁବନେଶ୍ୱର,୫।୧୨: ଗତ କିଛି ସପ୍ତାହ ହେବ ଦଲାଲ ଷ୍ଟ୍ରିଟରେ ଉତ୍ସାହ ରହିଛି। ଫଳରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇପାରିଛନ୍ତି। ଏପରିକି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ନିଫ୍ଟି-୫୦ରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ବିଶେଷ କରି ଗତ ୩ ସପ୍ତାହ ହେଲା...

ବିଓବିର ନୂତନ ଉତ୍ପାଦ

ଭୁବନେଶ୍ୱର,୫।୧୨: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ର ନୂତନ ଉତ୍ପାଦ ‘ବିଓବି ପରିବାର ଆକାଉଣ୍ଟ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବିଓବିର ସେଭିଙ୍ଗ୍‌ସ ଓ କରେଣ୍ଟ ଆକାଉଣ୍ଟ ପାଇଁ ଉକ୍ତ ଆକାଉଣ୍ଟ ଆରମ୍ଭ ହୋଇଛି। ଏପରିକି ବ୍ୟାଙ୍କର ‘ମାଇଁ...

କର୍ମକ୍ଷେତ୍ର ଗଠନକୁ ବେଦାନ୍ତର ଗୁରୁତ୍ୱ

ଭୁବନେଶ୍ୱର,୫।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର ଉଭୟ ଓଡ଼ିଶା ଓ ଛତିଶଗଡ଼ ୟୁନିଟ...

ଏଆଇଇଟିର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୫।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆରିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଏଆଇଇଟି) ଭୁବନେଶ୍ୱର ପକ୍ଷରୁ ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଚେତନତା କାର୍ଯ୍ୟକ୍ରମ ସହ ଦିନିକିଆ କର୍ମଶାଳା (ଆଲୋଚନା ଚକ୍ର)ର...

ପହିଲାରୁ ବଢ଼ିବ ୪ ଚକିଆ ଯାନ ଦର

ଭୁବନେଶ୍ୱର,୫।୧୨: ଦେଶର ପ୍ରମୁଖ ୪ଚକିଆ ଯାନ ନିର୍ମାତା ଓ ଅଟୋମୋବାଇଲ୍ସ କମ୍ପାନୀଗୁଡିକ ୨୦୨୪ ଜାନୁୟାରୀରୁ ନୂଆ ଦର ଲାଗୁ କରିବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବିଶେଷ କରି ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଘରୋଇ ବଜାରରେ କଞ୍ଚାମାଲର ଅଭାବ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri