ବାଣିଜ୍ୟ

ସମ୍ବଲପୁରରେ ମାଲାବାରର ନୂତନ ଷ୍ଟୋର

ଭୁବନେଶ୍ୱର,୨୬।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂତନ ଷ୍ଟୋର ସମ୍ବଲପୁର (ଓଡ଼ିଶା) ରେ ଖୋଲିବାକୁ ଯାଉଛି। ୨୦୨୪ ସେପ୍ଟେମ୍ବର ୨୮ରେ ସମ୍ବଲପୁରର ବୁଢ଼ାରାଜା ରୋଡ୍‌ଠାରେ ମାଲାବାରର...

ସର୍ବୋଚ୍ଚ ସ୍ତରରେ ଶେୟାର ବଜାର କାରବାର

ମୁମ୍ବାଇ,୨୬।୯: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ମଧ୍ୟରେ ଭାରତୀୟ ଷ୍ଟକ୍‌ ମାକେର୍ଟ ପ୍ରଥମ ଥର ପାଇଁ ଏକ ନୂଆ ମାଇଲଖୁଣ୍ଟ ସହ ଐତିହାସିକ ରେକର୍ଡ ସ୍ଥାପନ କରିଛି। ଏପରିକି ଘରୋଇ ଶେୟାର ବଜାର କାରବାର ବୁଧବାର ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଛି। ଉଲ୍ଲେଖଯୋଗ୍ୟ, ଉଭୟ...

୩୧ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର: ୨୪,୧୬୨ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୪।୯: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ୧୩୧ତମ ରାଜ୍ୟସ୍ତରୀୟ ଏକକ ବାତାୟନ କମିଟି ( ସିଙ୍ଗଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି) ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ...

ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ

ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର କହିଛନ୍ତି। ଓଡ଼ିଶାରୁ ଏହି ପ୍ରକଳ୍ପକୁ ମହାରାଷ୍ଟ୍ରକୁ ସ୍ଥାନାନ୍ତର କରିବାକୁ ଯୋଜନା କରୁଥିବା ଜାତୀୟ...

ନୂତନ ସଦସ୍ୟତାରେ ଇପିଏଫ୍‌ଓର ରେକର୍ଡ

ଭୁବନେଶ୍ୱର,୨୪।୯ (ଅନୁରାଧା ମହାରଣା): କେନ୍ଦ୍ର ଶ୍ରମ ଓ ରୋଜଗାର ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ସୋମବାର ଜୁଲାଇ ୨୦୨୪ ପାଇଁ କର୍ମଚାରୀ ଭବିଷ୍ୟନିଧି ସଂସ୍ଥାନ ଇପିଏଫ୍‌ଓର ଅସ୍ଥାୟୀ ବେତନ ତଥ୍ୟ ପ୍ରକାଶ କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୯: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷ କରି ସୋମବାର ବମ୍ବେ...

ଜୟଆଲୁକ୍କାସ ଚେନ୍‌ ଫେଷ୍ଟ ଉଦ୍‌ଘାଟିତ

ଭୁବନେଶ୍ୱର,୨୪।୯: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସର ବହୁ ପ୍ରତୀକ୍ଷିତ ପ୍ରଦର୍ଶନୀ ‘ଚେନ୍‌ ଫେଷ୍ଟ’ (ଜୟଆଲୁକ୍କାସ ଚେନ ଫେଷ୍ଟ) ନିକଟରେ ଉଦଘାଟିତ ହୋଇଯାଇଛି। ଏହି ଫେଷ୍ଟ ୨୦୨୪ ଅକ୍ଟୋବର ୬ ପର୍ଯ୍ୟନ୍ତ ଜାରି ରହିବ...

ଜିଓର ୧.୮୫ଲକ୍ଷ ନୂଆ ମୋବାଇଲ ଗ୍ରାହକ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ଟେଲିକମ କମ୍ପାନୀ ତଥା ରିଲାଏନ୍ସ ଜିଓ ୨୦୨୪ ଜୁଲାଇରେ ପ୍ରାୟ ୧.୮୫ ଲକ୍ଷ ନୂଆ ମୋବାଇଲ ଗ୍ରାହକ ଏବଂ ୧୧,୦୦୦ ରୁ ଅଧିକ ଜିଓ ଫାଇବର ଓ ଜିଓ ଏୟାରଫାଇବର ଗ୍ରାହକ ଓଡ଼ିଶା ବଜାରରେ...

ଏଚ୍‌ସିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଉପକୂଳ ସଂରକ୍ଷଣ ଅଭିଯାନ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଆଇଟି କମ୍ପାନୀ ଏଚ୍‌ସିଏଲ୍‌ ଟେକ୍‌ର କର୍ପୋରେଟ ସୋସିଆଲ ରେସପନି୍ସବିଲିଟି ବା ସିଏସ୍‌ଆର୍‌ ପଦକ୍ଷେପଗୁଡିକୁ କାର୍ଯ୍ୟକାରୀ କରୁଥିବା ଏଚ୍‌ସିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଉପକୂଳ ସଂରକ୍ଷଣ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏପରିକି ଅନ୍ତର୍ଜାତୀୟ ଉପକୂଳ...

ଏୟାରଟେଲ ୟୁଜର୍ସଙ୍କ ବଲ୍ଲେ ବଲ୍ଲେ, ଲଞ୍ଚ୍‌ ହେଲା ୩ଟି ଶସ୍ତା ପ୍ଲାନ୍‌, ମାସେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୩।୯: ଏୟାରଟେଲ ଏହାର ପ୍ରିପେଡ ବ୍ୟବହାରକାରୀଙ୍କ ପାଇଁ ୩ ଟି ନୂଆ ଯୋଜନା ଆରମ୍ଭ କରିଛି । ସମସ୍ତ ତିନୋଟି ଯୋଜନା ହେଉଛି ଡାଟା ଭାଉଚର୍‌ ଯୋଜନା । ଏହି ଯୋଜନାଗୁଡିକରେ ଆପଣ ଡାଟା ସୁବିଧା ପାଇବେ। ଦୟାକରି ଧ୍ୟାନ...

୫୦ କୋଟିର କାରବାର ଆକଳନ

ଭୁବନେଶ୍ୱର,୨୩।୯ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୟପୁରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ରଗ୍‌ ଉତ୍ସବ’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି ଭାରତର ହସ୍ତତନ୍ତ ଉପତ୍ାଦନ କରୁଥିବା ଏବଂ ସମୃଦ୍ଧ ବୟନ ଐତିହ୍ୟର ସ୍ଥଳୀ ଜୟପୁରର...

ଆଇଏସ୍‌ବି ପକ୍ଷରୁ ପିଜିପି ୱାଇଏଲ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ମ୍ୟାନେଜମେଣ୍ଟ କଲେଜ ଇଣ୍ଡିଆନ ସ୍କୁଲ ଅଫ୍‌ ବିଜ୍‌ନେସ୍‌ ବା ଆଇଏସ୍‌ବିର ନୂତନ ପାଠ୍ୟକ୍ରମ ‘ପିଜିପି ୱାଇଏଲ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ୨୦୨୫ ମଧ୍ୟଭାଗରେ ଆରମ୍ଭ ହେଉଥିବା ଏହି ଅଭିନବ ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri