ବାଣିଜ୍ୟ

ଓ-ହବ୍‌ ପରିଦର୍ଶନରେ ଡ. ଆଣ୍ଡ୍ରି୍ୟୁ ଫ୍ଲେମିଂ

ଭୁବନେଶ୍ୱର, ୧୪।୧୧(ଅଭୟ ଦାଶ): ଷ୍ଟାର୍ଟଅପ୍‌ ଓଡ଼ିଶାର ଆଇକନିକ ପ୍ଲାଟ୍‌ଫର୍ମ (ବିଲ୍ଡି) ଓ-ହବ୍‌ ଅଭିନବତାର ଏକ ଜୀବନ୍ତ ଓ ଔଦ୍ୟୋଗିକୀ ହବ୍‌ ହୋଇପାରିଛି। ଏପରିକି ମଙ୍ଗଳବାର କୋଲକାତାର ବ୍ରିଟିଶ ଡେପୁଟି ହାଇକମିଶନର ଡ. ଆଣ୍ଡ୍ରି୍ୟୁ ଫ୍ଲେମିଂ ପରିଦର୍ଶନରେ ଆସିଥିବାବେଳେ ତାଙ୍କୁ ଓ-...

ଜେଡ୍ ବ୍ଲାକ୍ ଅଗରବତୀ ଓ ଏମ୍‌ଏସ୍ ଧୋନିଙ୍କ ମଧ୍ୟରେ ସହଭାଗିତା

ଭୁବନେଶ୍ୱର,୧୫।୧୧: ଭାରତର ଅଗ୍ରଣୀ ପ୍ରିମିୟମ ଧୂପକାଠି ନିର୍ମାତା ଜେଡ୍ ବ୍ଲାକ୍‌ ଅଗରବତୀ ଓ କ୍ରିକେଟ କିମ୍ବନ୍ଦନ୍ତୀ ଏମ୍‌ଏସ୍ ଧୋନି ଆଇସିସି କ୍ରିକେଟ୍ ୱାର୍ଲ୍ଡକପ୍‌ ୨୦୨୩ ସମୟରେ ସାମୂହିକ ପ୍ରାର୍ଥନାର ଉତ୍ସାହ ଓ ପ୍ରାର୍ଥନାର ଶକ୍ତିକୁ ପାଳନ କରିବା ପାଇଁ ଏକାଠି...

ଖସୁଛି ପାଇକାରୀ ମୁଦ୍ରାସ୍ଫୀତି ହାର

ଭୁବନେଶ୍ୱର, ୧୫।୧୧: ଗତ କିଛି ମାସ ହେଲା ପାଇକାରୀ ମୁଦ୍ରାସ୍ଫୀତି ହାର କ୍ରମାଗତ ଭାବେ ହ୍ରାସ ପାଇଚାଲିଛି। ଏପରିକି ଚଳିତ ବର୍ଷ ଅକ୍ଟୋବରରେ ପାଇକାରୀ ମୁଦ୍ରାସ୍ଫୀତି ହାର-୦.୫୨% ରହିଛି। ପୂର୍ବ ମାସ (ସେପ୍ଟେମ୍ବର)ରେ ପାଇକାରୀ ମୁଦ୍ରାସ୍ଫୀତି -୦.୨୬% ରହିଥିଲା। ସୂଚନାଯୋଗ୍ୟ,...

ଅନୁକୂଳ ପରିବେଶ ସୃଷ୍ଟି କରିବାକୁ ପ୍ରୟାସ

ଭୁବନେଶ୍ୱର, ୧୫।୧୧: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ସଫଳତା ମିଳିଥିବାବେଳେ କ୍ରିସିଲ ରେଟିଂଠାରୁ ଏକ ରେଟିଂ ଅପ୍‌ଗ୍ରେଡ୍‌ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ଦୀର୍ଘକାଳୀନ ବ୍ୟାଙ୍କ ସୁବିଧା ଏବଂ ଋଣ ପ୍ରୋଗ୍ରାମକୁ କ୍ରିସିଲ ଏଏ-ପଜିଟିଭ୍‌ରୁ କ୍ରିସିଲ ଏଏ-ଷ୍ଟେବଲକୁ...

ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ୍‌ ଉଦ୍‌ଘାଟିତ

ଭୁବନେଶ୍ୱର, ୧୪।୧୧ (ଅସମାପିକା ସାହୁ): ନୂଆଦିଲ୍ଲୀସ୍ଥିତ ପ୍ରଗତି ମଇଦାନରେ ମଙ୍ଗଳବାର ୪୨ତମ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା ଆରମ୍ଭ ହୋଇଛି। ମେଳା ପରିସରରେ ଓଡ଼ିଶା ପାଭିଲିୟନକୁ ଓଡ଼ିଶା ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦ୍‌ଘାଟନ କରିଛନ୍ତି। ବାଣିଜ୍ୟ...

ଆଜି ଖାତାକୁ ଆସିବ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଟଙ୍କା, ଏହି ଉପାୟରେ ନିଜର ଖାତା ଚେକ୍ କରନ୍ତୁ

ନୂଆଦିଲ୍ଲୀ, ୧୫।୧୧: ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୧୫ ତମ କିସ୍ତି ପାଇଁ ଅପେକ୍ଷା କରିଥିବା କୃଷକ ଭାଇମାନଙ୍କ ପାଇଁ ଏକ ବଡ଼ ଖବର। ଏହି ଯୋଜନା ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର କୃଷକଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର...

ଭାରତୀୟ ମନ୍ତ୍ରୀଙ୍କୁ କ୍ଷମା ମାଗିଲେ ଏଲନ ମସ୍କ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୧୪।୧୧: ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପିୟୁଷ ଗୋୟେଲ ଆମେରିକାର କାଲିଫର୍ଣ୍ଣିଆରେ ଥିବା ଇଲେକ୍ଟ୍ରି କାର ନିର୍ମାତା ଟେସଲା କାରଖାନାକୁ ଗସ୍ତ କରିଥିଲେ। ଏଠାରେ ବିଭିନ୍ନ ବିଭାଗର ପ୍ରମୁଖ ଦାୟିତ୍ୱରେ ଥିବା ଭାରତୀୟ ମାନଙ୍କ ସହିତ ସେ ସାକ୍ଷାତ...

ପରଲୋକରେ ଓବରୋଇ ଗ୍ରୁପ୍‌ ଚେୟାରମ୍ୟାନ୍‌ ପିଆର୍‌ଏସ୍‌ ଓବରୋଇ

ନୂଆଦିଲ୍ଲୀ,୧୪।୧୧: ଓବରୋଇ ଗ୍ରୁପ୍‌ର ଚେୟାରମ୍ୟାନ୍‌ ପିଆର୍‌ଏସ୍‌ ଓବରୋଇଙ୍କ ମଙ୍ଗଳବାର ସକାଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲା। ତେବେ ଭାରତରେ ହୋଟେଲ ବ୍ୟବସାୟର ରୂପରେଖ ବଦଳାଇବାର ଶ୍ରେୟ ତାଙ୍କୁ ଦିଆଯାଉଥିଲା। ଅପରାହ୍ନ ୪ଟାରେ ଭଗବତୀ ଓବରୋଇ...

ନଓ୍ବାଜ ମୋଦି କିଏ? ଯାହାଙ୍କଠାରୁ ୩୨ ବର୍ଷ ପରେ ଅଲଗା ହେଲେ ରେମଣ୍ଡ ଗ୍ରୁପ୍‌ ଚେୟାରମ୍ୟାନ୍‌

ନୂଆଦିଲ୍ଲୀ,୧୪।୧୧: ବ୍ୟବସାୟଜଗତରେ ରେମଣ୍ଡ ଗ୍ରୁପ୍‌ର ଚେୟାରମ୍ୟାନ୍‌ ଗୌତମ ସିଙ୍ଘାନିଆ ଜଣେ ପରିଚିତ ନାମ। ୧୧,୦୦୦ କୋଟି ଟଙ୍କା ସମ୍ପତ୍ତିର ମାଲିକ ସେ। ଗୌତମ ସ୍ତ୍ରୀ ନଓ୍ବାଜ ମୋଦି ସିଙ୍ଘାନିଆଙ୍କଠାରୁ ଅଲଗା ହେବାନେଇ ଘୋଷଣା କରିବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ତେବେ...

ଦୀର୍ଘ ୩୨ ବର୍ଷର ବୈବାହିକ ଜୀବନ ପରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ରେମଣ୍ଡ ଗ୍ରୁପ୍‌ ଚେୟାରମ୍ୟାନ୍‌; ଚମକାଇଲା ନିଷ୍ପତ୍ତି

ନୂଆଦିଲ୍ଲୀ,୧୪।୧୧: ଦୀର୍ଘ ୩୨ ବର୍ଷର ବୈବାହିକ ଜୀବନ ପରେ ପ୍ରତିଷ୍ଠିତ ରେମଣ୍ଡ ଗ୍ରୁପ୍‌ର ଚେୟାରମ୍ୟାନ୍‌ ଗୌତମ ସିଙ୍ଘାନିଆ ପତ୍ନୀ ନଓ୍ବାଜ ମୋଦି ସିଙ୍ଘାନିଆଙ୍କ ଠାରୁ ଅଲଗା ହୋଇଛନ୍ତି। ଏନେଇ ସେ ଘୋଷଣା କରିବା ପରେ ଦୁହେଁ ଚର୍ଚ୍ଚାର ପରିସରକୁ ଆସିଛନ୍ତି।...

ଜୟ ଆଲୁକ୍କାସ୍‌ଙ୍କ ଆତ୍ମଜୀବନୀ ‘ବ୍ୟାପ୍ତ ଆନନ୍ଦ’ ଉନ୍ମୋଚିତ

ଭୁବନେଶ୍ୱର,୧୪।୧୧: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଜୟ ଆଲୁକ୍କାସ୍‌ର ଅଧ୍ୟକ୍ଷ ତଥା ଏମ୍‌ଡି ଜୟ ଆଲକ୍କାସଙ୍କର ଆତ୍ମଜୀବନୀ ‘ବ୍ୟାପ୍ତ ଆନନ୍ଦ’ (ସ୍ପ୍ରେଡିଂ ଜୟ) ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷକରି ଜୟ ଆଲୁକ୍କାସ୍‌ କିପରି ବିଶ୍ୱର ଜଣେ ଜଣାଶୁଣା ଗହଣା ବ୍ୟବସାୟୀ ହୋଇଗଲେ...

ଏଲ୍‌ଆଇସିର ଦ୍ୱିତୀୟ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୪।୧୧: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ ଅଫ୍‌ ଡାଇରେକ୍ଟର୍ସ) ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ନିଗମର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା ବେଳେ ୨୦୨୩-୨୪ ଆର୍ଥିକ ବର୍ଷର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri