ବାଣିଜ୍ୟ

ଶେୟାର ବଜାରରେ ଉତ୍ସାହ

ଭୁବନେଶ୍ୱର, ୭।୧୦: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷ କରି...

ରାଜ୍‌ ଇଲେକ୍ଟ୍ରୋନିକ୍ସର ପାର୍ବଣ ଅଫର

ଭୁବନେଶ୍ୱର, ୭।୧୦: ରାଜ୍ୟର ୧ ନମ୍ବର ରିଟେଲ ଚେନ୍‌ ଷ୍ଟୋର ରାଜ୍‌ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ପାର୍ବଣ ଅଫରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ବର୍ଷର ପାର୍ବଣ ସେଲିଂରେ ଆକର୍ଷଣୀୟ ୪୦% ପର୍ଯ୍ୟନ୍ତର ରିହାତି ଏବଂ ୨୦,୦୦୦ ଟଙ୍କା...

ଜିଓମାର୍ଟର ବ୍ରାଣ୍ଡ ଆମ୍ବାସାଡର ହେଲେ ଧୋନି

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ସହିତ ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଧୋନିଙ୍କୁ ରିଲାଏନ୍ସ ରିଟେଲର ଜିଓମାର୍ଟର ବ୍ରାଣ୍ଡ ଆମ୍ବାସାଡର କରାଯାଇଛି। ଧୋନି ପୂର୍ବରୁ ଅନେକ କମ୍ପାନୀ...

ମହଙ୍ଗା ହେଲା ଇଣ୍ଡିଗୋ ବିମାନ ଟିକେଟ୍‌; ୩୦୦ରୁ ୧୦୦୦ ଯାଏ ବଢ଼ିଲା ଦାମ…

ନୂଆଦିଲ୍ଲୀ,୬।୧୦: ଭାରତର ସବୁଠାରୁ ବଡ଼ ବିମାନ କମ୍ପାନୀ ‘ଇଣ୍ଡିଗୋ’ ଏହାର ଟିକେଟ ଦାମ ବୃଦ୍ଧି କରିଛି। ବିମାନ କମ୍ପାନୀ ଏବେ ଘରୋଇ ଏବଂ ଅନ୍ତର୍ଜାତୀୟ ଉଭୟ ରୁଟ୍‌ ଲାଗି ଫ୍ଳାଇଟ୍‌ର ଟିକେଟ୍‌ ଦାମକୁ ୩୦୦ରୁ ୧୦୦୦ ଟଙ୍କା ଯାଏ ବଢ଼ାଇଛି।...

ରେପୋ ରେଟ୍‌ ୬.୫%ରେ ଅପରିବର୍ତ୍ତିତ

ମୁମ୍ବାଇ,୬।୧୦: ଆରବିଆଇର ମୁଦ୍ରା ନୀତି କମିଟି ପୁଣି ଥରେ ଲୋକଙ୍କୁ ଏକ ବଡ଼ ଉପହାର ଦେଇଛି। କ୍ରମାଗତ ଚତୁର୍ଥ ଥର ପାଇଁ ରେପୋ ରେଟ୍‌ ୬.୫ ପ୍ରତିଶତ ବଜାୟ ରହିଛି। ମୁଦ୍ରା ନୀତି କମିଟି ବୈଠକ ପରେ ରିଜର୍ଭ ବ୍ୟାଙ୍କ...

ଭଦ୍ରକ ପଲିଟେକ୍‌ନିକ୍‌ ସହ ସାମଲ ଇକ୍ୟୁପ୍‌ର ବୁଝାମଣା

ନୂଆଦିଲ୍ଲୀ,୬।୧୦:ରାଜ୍ୟ ପ୍ରମୁଖ ଘରୋଇ ସଂସ୍ଥା ତଥା ସାମଲ ଗ୍ରୁପ୍‌ ଅଫ୍‌ କମ୍ପାନିଜ୍‌ର ଅଗ୍ରଣୀ ସଂସ୍ଥା ସାମଲ ଇକ୍ୟୁପ୍‌ (ଜେସିବି ଇଣ୍ଡିଆ ଲିମିଟେଡ୍‌ର ସ୍ବୀକୃତିପ୍ରାପ୍ତ ଡିଲର ସାମଲ ଇକ୍ୟୁପ୍‌) ଏବଂ ଓଡ଼ିଶା ସରକାରଙ୍କ ଦ୍ୱାରା ପରିଚାଳିତ ଭଦ୍ରକ ସରକାରୀ ପଲିଟେକ୍‌ନିକ୍‌ ମଧ୍ୟରେ...

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର,୬।୧୦:ଗତ କିଛି ସପ୍ତାହ ହେବ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ି। ବିଶେଷକରି ଗୁରୁବାର...

ସେପ୍ଟେମ୍ବରରେ ୫ଲକ୍ଷରୁ ଅଧିକ ଗାଡ଼ି ବିକ୍ରି

ଭୁବନେଶ୍ୱର, ୬।୧୦:ଦେଶର ପ୍ରମୁଖ ୨ଚକିଆ ଯାନ ନିର୍ମାତା ତଥା ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ ପକ୍ଷରୁ ଚଳିତ ବର୍ଷ ସେପ୍ଟେମ୍ବର ମାସର ଗାଡ଼ି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ,୨୦୨୩ ସେପ୍ଟେମ୍ବରରେ ୫ଲକ୍ଷରୁ ଅଧିକ...

ଦିନେଶ ଖାରାଙ୍କ କାର୍ଯ୍ୟକାଳ ବୃଦ୍ଧି

ଭୁବନେଶ୍ୱର, ୬।୧୦:ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ)ର ଚେୟାରମ୍ୟାନ ଦିନେଶ ଖାରାଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ଆସନ୍ତା ବର୍ଷ ଅଗଷ୍ଟ ପର୍ଯ୍ୟନ୍ତ ବଢ଼ାଇଛନ୍ତି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଏପରିକି ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଖାରା ୨୦୨୪ ଅଗଷ୍ଟ ପର୍ଯ୍ୟନ୍ତ ଉକ୍ତ...

ସାମ୍‌ସଙ୍ଗ୍‌ର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର, ୬।୧୦:ସାମ୍‌ସଙ୍ଗ୍‌ର ନୂତନ ଉତ୍ପାଦ ‘ଏସ୍‌୨୩ଏଫ୍‌ଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ସାମ୍‌ସଙ୍ଗ୍‌ର ଆଇକନିକ୍‌ ଗାଲାକ୍ସି ଏସ୍‌ ସିରିଜରେ ଉକ୍ତ ନୂତନ ମଡେଲ ହୋଇଥିବା ବେଳେ ଯୁବ ଗାଲାକ୍ସି ବ୍ୟବହାରକାରୀଙ୍କ ପାଇଁ ସାମ୍‌ସଙ୍ଗ୍‌ର ସର୍ବୋତ୍ତମ ଫ୍ଲାଗ୍‌ଶିପ୍‌ ଅଭିଜ୍ଞତା ପ୍ରଦାନ...

ଅହମଦାବାଦରେ ଫିକିର ଜାତୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକ

ଭୁବନେଶ୍ୱର, ୬।୧୦:ଦେଶର ପ୍ରମୁଖ ଶିଳ୍ପ ସଙ୍ଗଠନ ତଥା ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ଜାତୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକ ଅହମଦାବାଦଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ ସମ୍ମାନିତ...

ଓଡିଏମ୍‌ରେ ସାଇବର ସୁରକ୍ଷା ଅଭିଯାନ ରଥ

ଭୁବନେଶ୍ୱର, ୬।୧୦:ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ‘ଓଡିଏମ୍‌ ପବ୍ଲିକ୍‌ ସ୍କୁଲ’ ପଟିଆ ଭୁବନେଶ୍ୱର ପରିସରରେ ଏକ ଦିନିକିଆ ସଚେତନତା କାର୍ଯ୍ୟକ୍ରମ ଓଡ଼ିଶା ପୋଲିସର ‘ସାଇବର ସୁରକ୍ଷା ଅଭିଯାନ’ ଓଡ଼ିଶା-୨୦୨୩ ଅନୁଷ୍ଠିତ ହୋଇଯାଇଛି। ଏପରିକି ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri