ବାଣିଜ୍ୟ

କିଷାନ ଋଣ ପୋର୍ଟାଲ ଆରମ୍ଭ କଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୯।୯ : କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗଣେଶ ଚତୁର୍ଥୀରେ ଦେଶର ଚାଷୀଙ୍କୁ ଏକ ବଡ ଉପହାର ଦେଇଛନ୍ତି। କୃଷକମାନଙ୍କୁ ସବସିଡି ଋଣ ଏବଂ ପାଣ୍ଠିର ସମସ୍ୟାକୁ ଦୂର କରିବା ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ କୃଷି...

ଆଉ ‘କ୍ୟାଶ ଅନ୍‌ ଡେଲିଭରି’ ଲାଗି ୨୦୦୦ ଟଙ୍କିଆ ନୋଟ ନେବ ନାହିଁ ଆମାଜନ୍‌

ନୂଆଦିଲ୍ଲୀ,୧୯।୯: ଇ-କମର୍ସ ପ୍ଲାଟଫର୍ମ ‘ଆମାଜନ’ ଏବେ କ୍ୟାଶ ଅନ୍‌ ଡେଲିଭରି ଲାଗି ୨୦୦୦ ଟଙ୍କିଆ ନୋଟ୍‌କୁ ଗ୍ରହଣ କରିବ ନାହିଁ। କମ୍ପାନୀ ସେପ୍ଟେମ୍ବର ୧୯ରୁ କ୍ୟାଶ ଅନ୍‌ ଡେଲିଭରି ଲାଗି ୨୦୦୦ ଟଙ୍କିଆ ନ ନେବାକୁ ନିଷ୍ପତ୍ତି ନେଇଛି। ଏହା...

ଟିଏସ୍‌ଏମ୍‌ଏଲ୍‌କୁ ସଷ୍ଟେନେବଲ୍‌ ମାଇନିଂ ପୁରସ୍କାର

ଭୁବନେଶ୍ୱର,୧୯।୯: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ (ଟିଏସ୍‌ଏମ୍‌ଏଲ୍‌)କୁ ଆଉ ଏକ ଜାତୀୟ ସ୍ତରୀୟ ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷକରି ଟାଟା ଷ୍ଟିଲର ସୁକିନ୍ଦା କ୍ରୋମାଇଟ୍‌ ଖଣି ସମ୍ମାନଜନକ ହିଣ୍ଡାଲ୍‌କୋ-ଆଦିତ୍ୟ ବିର୍ଲା ଆୱାର୍ଡ ଫର ସଷ୍ଟେନେବଲ୍‌ ମାଇନିଂ ପୁରସ୍କାରରେ ପୁରସ୍କୃତ...

ଫ୍ରିଡମ୍‌ ଅଏଲର ଜିଲାସ୍ତରୀୟ ରିଟେଲର୍ସ ମିଟ୍‌

ଭୁବନେଶ୍ୱର,୧୯।୯: ଦେଶର ପ୍ରମୁଖ ଖାଇବା ତେଲ ଫ୍ରିଡମ୍‌ ଅଏଲର ଓଡ଼ିଶା ବଜାର ପକ୍ଷରୁ ସୋମବାର ଏକ ଜିଲାସ୍ତରୀୟ ରିଟେଲର୍ସ ମିଟ୍‌ ସତ୍ୟମ୍‌ ଡିଷ୍ଟ୍ରିବ୍ୟୁଟର ଓ ରାଜ୍ୟଶ୍ରୀ ସପ୍ଲାୟର୍ସ୍‌ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ରିଟେଲ ମିଟ୍‌ ଭଦ୍ରକ ଚାରିଘରିଆ ଛକସ୍ଥିତ ନରେନ୍ଦ୍ର...

ତ୍ରିଶୂଳିଆରେ ମହାଦେବ ଗ୍ରୀନ୍‌ସ

ଭୁବନେଶ୍ୱର,୧୯।୯: ମହାଦେବ ଗୃହ ନିର୍ମାଣ ପ୍ରାଇଭେଟ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ନୂତନ ପ୍ରକଳ୍ପ ‘ମହାଦେବ ଗ୍ରୀନ୍‌ସ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଉକ୍ତ ପ୍ରକଳ୍ପ ଭୁବନେଶ୍ୱର-କଟକ ମଧ୍ୟଭାଗ ତ୍ରିଶୂଳିଆ ଆବାସିକ ଅଞ୍ଚଳରେ ନିର୍ମିତ ହେଉଥିବା ଏହି ନୂତନ...

ଡ. ଶେଷ କିଷାନ ଫାର୍ମାର ଶୁଭାରମ୍ଭ

ଭୁବନେଶ୍ୱର,୧୯।୯: ଓଡ଼ିଶାର ବହୁ ଚର୍ଚ୍ଚିତ ତଥା ମେଧାବୀ ଛାତ୍ର ଶେଷ କିଷାନଙ୍କ ସ୍ବପ୍ନ ଆଜିଠାରୁ ବାସ୍ତବ ରୂପରେ ସାକାର ହୋଇଛି। ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ଡ. ଶେଷ କିଷାନ ଫାର୍ମା ପ୍ରାଇଭେଟ ଲିମିଟେଡ ଆନୁଷ୍ଠାନିକ ଭାବେ ଲୋକାର୍ପିତ ହେଉଥିବା...

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୧୯।୯: ବିଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ସୋମବାର...

ପ୍ରତ୍ୟକ୍ଷ ଟିକସ ସଂଗ୍ରହରେ ୨୩.୫% ବୃଦ୍ଧି

ଭୁବନେଶ୍ୱର,୧୯।୯ (ଅଭୟ ଦାଶ): ଚଳିତ ବର୍ଷ ଏପ୍ରିଲ ପହିଲାରୁ ସେପ୍ଟେମ୍ବର ୧୬ ମଧ୍ୟରେ ଦେଶର ପ୍ରତ୍ୟକ୍ଷ ଟିକସ ସଂଗ୍ରହରେ ୨୩.୫୧% ବୃଦ୍ଧି ଘଟି ୮.୬୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଫଳରେ ସରକାରଙ୍କ ପାଣ୍ଠିକୁ ବର୍ଷକୁ ବର୍ଷ ଭିତ୍ତିରେ ପ୍ରତ୍ୟକ୍ଷ ଟିକସ...

ବିଓଆଇର ହିନ୍ଦୀ ମାସ ସମାରୋହ

ଭୁବନେଶ୍ୱର,୧୮।୯: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ହିନ୍ଦୀ ମାସ ସମାରୋହ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କ ପକ୍ଷରୁ ସମାଚାର ପାଠ, ଇ-ମେଲ୍‌ ପ୍ରତିଯୋଗିତା, ହିନ୍ଦୀରେ ସର୍ବାଧିକ କାମକାର୍ଯ୍ୟ, ପ୍ରବନ୍ଧ, ଓଡ଼ିଆ-ହିନ୍ଦୀ ସଙ୍ଗୀତ ପ୍ରତିଯୋଗିତା...

ନିର୍ମାଣ କ୍ଷେତ୍ରରେ ନୂଆ ଟେକ୍ନୋଲୋଜିର ବ୍ୟବହାର

ଭୁବନେଶ୍ୱର,୧୮।୯ (ଅଭୟ ଦାଶ): ଦେଶର ପ୍ରମୁଖ ଗୃହ ନିର୍ମାଣକାରୀ ସଂଗଠନ କ୍ରେଡାଇର ଓଡ଼ିଶା ୟୁନିଟ୍‌(କ୍ରେଡାଇ ଭୁବନେଶ୍ୱର)ର ବାର୍ଷିକ ସାଧାରଣ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି କ୍ରେଡାଇ ଭୁବନେଶ୍ୱର ସିଟି ଚାପ୍ଟରର ସଭାପତି ସୋଫିଆ ଫିରଦୋଷଙ୍କ ଅଧ୍ୟକ୍ଷତାରେ ସଭା ପରିଚାଳିତ...

ଟିପିସିଓଡିଏଲ୍‌ର ‘ବିଲ୍‌ ପେ ଆଣ୍ଡ ୱିନ୍‌ ସ୍କିମ୍‌’

ଭୁବନେଶ୍ୱର,୧୮।୯: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ଅଭିନବ ଯୋଜନା ‘ବିଲ୍‌ ପେ ଆଣ୍ଡ ୱିନ୍‌ ସ୍କିମ୍‌’ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଟିପିସିଓଡିଏଲ୍‌ର ଗ୍ରାହକମାନେ ଏହି ଯୋଜନା ଜରିଆରେ ଆକର୍ଷଣୀୟ ପୁରସ୍କାର ଜିତିବାର ସୁଯୋଗ ପାଇପାରିବେ। ଏପରିକି...

ବିଓଏମ୍‌ର ୮୯ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧୮।୯: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ୮୯ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ବିଭିନ୍ନ ପ୍ରମୁଖ ବିଭାଗ ଓ ହିତାଧିକାରୀଙ୍କ ସହ ଏକ ଋଣନୀତିକ ବୈଠକର ଅନୁଷ୍ଠିତ ହୋଇଯାଇଛି। ସେହିଭଳି ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri