ବାଣିଜ୍ୟ

ଏଏସ୍‌ବିଏମ୍‌ର ଶିକ୍ଷାରମ୍ଭ ଉତ୍ସବ ‘ଆକାଂକ୍ଷା’

ଭୁବନେଶ୍ୱର,୩।୯: ଏଏସ୍‌ବିଏମ୍‌ ୟୁନିଭର୍ସିଟିର ଶିକ୍ଷାରମ୍ଭ ଉତ୍ସବ ‘ଆକାଂକ୍ଷା’ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ୨୦୨୩-୨୪ ଶିକ୍ଷାବର୍ଷର ନୂତନ ବ୍ୟାଚ୍‌ ଶିକ୍ଷାଦାନ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୁକ୍ତରାଷ୍ଟ୍ର ଆମେରିକାର ୱାଡେନ୍‌ ବିଶ୍ୱବିଦ୍ୟାଳୟର ପ୍ରଫେସର ଡ....

୨୭ତମ ରୁଚି ପ୍ରତିଭା ସମ୍ମାନ ସମାରୋହ

କଟକ,୩।୯: ରୁଚି ଫୁଡ୍‌ଲାଇନର ସାମାଜିକ ପ୍ରତିଷ୍ଠାନ ରୁଚି ପ୍ରତିଭା ଫାଉଣ୍ଡେଶନ ପକ୍ଷରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସେଭେନ୍‌ ପିଲାର୍ସ ଅଫ୍‌ ଓି୍ବଜ୍‌ଡମ୍‌ର ମୁଖ୍ୟ ସମ୍ମିଳନୀ କକ୍ଷରେ ରୁଚି ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର...

ବାର୍ଷିକ ଖଣି ସୁରକ୍ଷା ସପ୍ତାହରେ ଓସିପିଏଲ୍‌ ପୁରସ୍କୃତ

ଭୁବନେଶ୍ୱର,୩।୯ (ଅଭୟ ଦାଶ): ଓଡ଼ିଶା କୋଲ୍‌ ଆଣ୍ଡ୍‌ ପାୱାର ଲିମିଟେଡ୍‌(ଓସିପିଏଲ୍‌) କୁ ନିକଟରେ ଆଉ ଏକ ସମ୍ମାନ ଓ ସ୍ବୀକୃତି ପ୍ରଦାନ କରାଯାଇଛି। ଓସିପିଏଲ୍‌ ପ୍ରଥମଥର ପାଇଁ ଖଣି ସୁରକ୍ଷା ନିର୍ଦ୍ଦେଶାଳୟ (ଡିଜିଏମ୍‌ଏସ୍‌) ଏବଂ ମହାନାଦୀ କୋଲ ଫିଲ୍ଡସ୍‌ ଲିମିଟେଡ୍‌...

ଜିଓ ଟ୍ରୁ-୫ଜି କ୍ୟାମ୍ପସ୍‌ ଅଭିଯାନ

ଭୁବନେଶ୍ୱର,୩।୯: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଜିଓ ଟ୍ରୁ-୫ଜି କ୍ୟାମ୍ପସ୍‌ ଅଭିଯାନର ଶୁଭାରମ୍ଭ କରାଯାଇଛି। ବିଶେଷକରି ଜିଓ ଟ୍ରୁ-୫ଜି ଜରିଆରେ ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନକୁ ସ୍ବତନ୍ତ୍ର ଭାବେ ୫ଜି ସଂଯୋଗ ଦେବା ସହିତ...

ମେଶିନ ଲର୍ନିଂ ଅନ୍‌ରାମ୍ପର ଶୁଭାରମ୍ଭ

ଭୁବନେଶ୍ୱର,୩।୯: ମାଥ୍‌ୱାର୍କସ ଇଣ୍ଡିଆ ଏବଂ ଆଇଇଇଇ ଭୁବନେଶ୍ୱରର ମିଳିତ ସହଯୋଗରେ ଏକ ଅତ୍ୟାଧୁନିକ ପ୍ଲାଟ୍‌ଫର୍ମ ‘ମେଶିନ ଲର୍ନ ଅନ୍‌ରାମ୍ପ’ର ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଉଭୟ ସଂସ୍ଥା ପକ୍ଷରୁ ଏକ ଦିନିକିଆ କର୍ମଶାଳାର ମଧ୍ୟ ଆୟୋଜନ କରାଯାଇଥିଲା। ବିଶେଷକରି ଇଞ୍ଜିନିୟରିଂ...

କେୟାରକୁ ବେଷ୍ଟ କାର୍ଡିଓଲୋଜି ହସ୍ପିଟାଲ ସମ୍ମାନ

ଭୁବନେଶ୍ୱର,୩।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କେୟାର ହସ୍ପିଟାଲ ଭୁବନେଶ୍ୱରକୁ ନିକଟରେ ଆଉ ଏକ ସମ୍ମାନ ଓ ସ୍ବୀକୃତି ପ୍ରଦାନ କରାଯାଇଛି। ବିଶେଷକରି ଓ ଟିଭି ଓଡ଼ିଶା ବିଜ୍‌ନେସ୍‌ ଆଓ୍ବାର୍ଡ କାର୍ଯ୍ୟକ୍ରମରେ କେୟାର ହସ୍ପିଟାଲକୁ ବେଷ୍ଟ କାର୍ଡିଓଲୋଜି...

ଅଶୋଧିତ ତୈଳ ଉପରେ ଟିକସ ହ୍ରାସ କଲେ କେନ୍ଦ୍ର ସରକାର, ଡିଜେଲ ଓ ଏଟିଏଫ ରପ୍ତାନିରେ ଟିକସ ବୃଦ୍ଧି

ନୂଆଦିଲ୍ଲୀ,୨।୯: ଦେଶରେ ଉତ୍ପାଦିତ ଅଶୋଧିତ ତୈଳ ଉପରେ ଲଗାଯାଇଥିବା ଟିକସକୁ ହ୍ରାସ କରିଛନ୍ତି କେନ୍ଦ୍ର ସରକାର। କିନ୍ତୁ ଡିଜେଲ ଓ ଏଟିଏଫ (ବିମାନ ଇନ୍ଧନ) ରପ୍ତାନି ଉପରେ ଥିବା ଟିକସକୁ ବୃଦ୍ଧି କରିଛନ୍ତି। ଏହି ସୂଚନା ଏକ ସରକାରୀ ବିଜ୍ଞପ୍ତିରେ...

ସିଇଓ ପଦରୁ ଇସ୍ତଫା ଦେଲେ କୋଟାକ ମହିନ୍ଦ୍ରା ବ୍ୟାଙ୍କର ମୁଖ୍ୟ ଉଦୟ କୋଟାକ

ନୂଆଦିଲ୍ଲୀ,୨।୯: କୋଟାକ ମହିନ୍ଦ୍ରା ବ୍ୟାଙ୍କର ଏମଡି ତଥା ସିଇଓ ଉଦୟ କୋଟାକ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଷ୍ଟକ ଏକ୍ସଚେଞ୍ଜ ଫାଇଲିଂରେ ବ୍ୟାଙ୍କ ଏନେଇ ସୂଚନା ଦେଇଛି। ଉଦୟ କୋଟାକଙ୍କ ପରେ ଦୀପକ ଗୁପ୍ତା ଏମଡି ଏବଂ ସିଇଓ ଭାବରେ...

କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ହେବ ୪ ପ୍ରତିଶତ ବୃଦ୍ଧି !…

କୋଲକାତା,୨।୯ : କେନ୍ଦ୍ର ସରକାରରେ ଏକ କୋଟିରୁ ଅଧିକ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି। ଜୁଲାଇ ୧ ରୁ ମହଙ୍ଗା ଭତ୍ତା (ଡିଏ) ଏବଂ ପ୍ରିୟତା ରିଲିଫ (ଡିଆର) ରେ ଚାରି ପ୍ରତିଶତ ବୃଦ୍ଧି ପ୍ରାୟ...

ବିଶ୍ୱରେ ‘ବେଷ୍ଟ ବ୍ୟାଙ୍କର୍‌’ ଭାବେ ସମ୍ମାନିତ ହେଲେ ଆରବିଆଇ ମୁଖ୍ୟ ଶକ୍ତିକାନ୍ତ ଦାସ, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨।୯: ଦେଶ ପାଇଁ ଗର୍ବ ଆଣିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ମୁଖ୍ୟ ଶକ୍ତିକାନ୍ତ ଦାସ। ଓଡିଆ ପୁଅ ତଥା ଆରବିଆଇର ଗଭର୍ଣ୍ଣର ଭାବେ ଅନ୍ତର୍ଜାତୀୟ ସ୍ତରରେ ଲୋକପ୍ରିୟ ହୋଇଛନ୍ତି। ଆମେରିକୀୟ ଗ୍ଲୋବାଲ ଫାଇନାନ୍ସ ପତ୍ରିକା ପକ୍ଷରୁ ଶକ୍ତିକାନ୍ତଙ୍କୁ...

ମୀନକେତନଙ୍କୁ ‘ନଗରବନ୍ଧୁ’ ସମ୍ମାନ

ଭୁବନେଶ୍ୱର,୨।୯: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଓଡିଏମ୍‌ର ଅଧ୍ୟକ୍ଷ ଡ. ମୀନକେତନଙ୍କୁ ନିକଟରେ ଭୁବନେଶ୍ୱର ନଗର ନିଗମ (ବିଏମ୍‌ସି) ପକ୍ଷରୁ ‘ନଗରବନ୍ଧୁ’ ସମ୍ମାନରେ ସମ୍ମାନିତ କରାଯାଇଛି। ଚଳିତ ବର୍ଷର ସ୍ବାୟତ୍ତ ଶାସନ ଦିବସ ଅବସରରେ ବିଏମ୍‌ସି ପକ୍ଷରୁ ଏକ...

ଆଇସିଆଇସିଆଇ ବ୍ୟାଙ୍କର ଡିଜିଟାଲ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨।୯: ଆଇସିଆଇସିଆଇ ବ୍ୟାଙ୍କର ଆଉ ଏକ ନୂତନ ଡିଜିଟାଲ ଶାଖା ଭୁବନେଶ୍ୱର ପଟିଆ ନିକଟସ୍ଥ କଳାରାହାଙ୍ଗଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନ୍‌ସର ସେଣ୍ଟରର ନିର୍ଦ୍ଦେଶକ, ଏକାଡେମିକ୍‌ ପ୍ରଫେସର ବିଧୁ କେ ମହାନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri