ବାଣିଜ୍ୟ

Gold Rate: ଟ୍ରମ୍ପଙ୍କ ପାଇଁ ବଢୁଛି ସୁନାଦର! ୧୦ ଗ୍ରାମ ସୁନାର ମୂଲ୍ୟ ଏବେ ଏତିକି…

ନୂଆଦିଲ୍ଲୀ,୧୮।୨: ଗତ କିଛି ମାସ ମଧ୍ୟରେ ସୁନା ଦର ବୃଦ୍ଧି ପାଇଛି। ମଙ୍ଗଳବାର, ଫେବୃଆରୀ ୧୮ ତାରିଖରେ, ସୁନା ମୂଲ୍ୟରେ ପୁଣି ଥରେ ବୃଦ୍ଧି ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍‌ ନୀତି ସମ୍ପର୍କରେ ବଢ଼ୁଥିବା ଚିନ୍ତା...

ମୋଦି-ମସ୍କ ବୈଠକର ବଡ଼ ଇମ୍ପାକ୍ଟ: ଭାରତରେ ନିଯୁକ୍ତି ଆରମ୍ଭ କଲା Tesla

ନୂଆଦିଲ୍ଲୀ,୧୮।୨: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତ ସମୟରେ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେସ୍ଲା ସିଇଓ ଏଲନ ମସ୍କଙ୍କୁ ଭେଟିଥିଲେ। ଏହି ବୈଠକ ପରେ, ଏଲନ ମସ୍କଙ୍କ ଇଭି କମ୍ପାନୀ ଟେସଲା ଭାରତରେ ନିଯୁକ୍ତି ଆରମ୍ଭ...

ବଜେଟରୁ ଅଧା ଖର୍ଚ୍ଚ କରିପାରିନାହାନ୍ତି ୧୭ ବିଭାଗ, ପଛରେ ପଡିଛନ୍ତି ବିପର୍ଯ୍ୟୟ, କ୍ରୀଡ଼ା

ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ ପରିମାଣ ୨.୬୫ ଲକ୍ଷ କୋଟି ଟଙ୍କା ତୁଳନାରେ ୯% ଅଧିକ। ତେବେ ୨୦୨୪-...

ବଜେଟରେ ସୁନେଲି ସ୍ୱପ୍ନ: ବଢ଼ିଲା ମୁଣ୍ଡପିଛା ଋଣବୋଝ

ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ ପରିମାଣ ୨.୬୫ ଲକ୍ଷ କୋଟି ଟଙ୍କା ତୁଳନାରେ ୯% ଅଧିକ। ୨୦୨୩-୨୪ରେ ରାଜ୍ୟର...

ବେଦାନ୍ତ ଗୋଷ୍ଠୀଗତ ବିକାଶ ପ୍ରତି ସମର୍ପିତ

ଭୁବନେଶ୍ୱର,୧୮।୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ସାମାଜିକ ପ୍ରତିଷ୍ଠାନ ‘ଅନିଲ ଅଗ୍ରୱାଲ ଫାଉଣ୍ଡେଶନ ବା ଏଏଏଫ୍‌’ ଏବଂ ରାୟଗଡ଼ା ଜିଲା ପ୍ରଶାସନ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ରାୟଗଡ଼ା...

ଏଲ୍‌ଆଇସି ମାର୍କେଟ ଟେକ୍‌ ପ୍ଲାଟ୍‌ଫର୍ମର ଶୁଭାରମ୍ଭ

ମୁମ୍ବାଇ,୧୮।୨: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ବହୁ ପ୍ରତୀକ୍ଷିତ ସେବା ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏକ କଟିଂ-ଏଜ୍‌ ମାକେର୍ଟିଂ ଟେକ୍ନୋଲୋଜି (ମାର୍‌ ଟେକ୍‌) ପ୍ଲାଟ୍‌ଫର୍ମର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ନିଗମର ଏହି ସେବା ପ୍ରଥମ ଐତିହାସିକ...

ଆଣବିକ ଶକ୍ତି ସମ୍ପ୍ରସାରଣରେ ନିବେଶ କରିବ ଏନ୍‌ଟିପିସି

ନୂଆଦିଲ୍ଲୀ,୧୮।୨: ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ କମ୍ପାନୀ ତଥା ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ (ଏନ୍‌ଟିପିସି ଲିମିଟେଡ) ଆଣବିକ ଶକ୍ତି ସମ୍ପ୍ରସାରଣ କ୍ଷେତ୍ରରେ ନିବେଶ କରିବ ବୋଲି ଘୋଷଣା କରିଛି। ଏପରିକି କମ୍ପାନୀ ଆଗାମୀ ୨୦ ବର୍ଷ ବା ୨ ଦଶନ୍ଧି...

Cyber Attack On Pension: ସାବଧାନ! କରନ୍ତୁନି ଏହି ଭୁଲ୍‌, ନହେଲେ ହଡ଼ପ ହୋଇଯିବ ସବୁ ପେନସନ

ନୂଆଦିଲ୍ଲୀ,୧୭।୨: ଆପଣଙ୍କୁ ଏବେ ଟଙ୍କାର ଅତ୍ୟନ୍ତ ଆବଶ୍ୟକତା ଅଛି କିନ୍ତୁ ଋଣ ନେବାକୁ ଚାହୁଁନାହଁ। ଏପରି ପରିସ୍ଥିତିରେ, ଟଙ୍କା ଉଠାଇବା ପାଇଁ ଆପଣଙ୍କ ନଜର ପେନସନ ପାଣ୍ଠି କିମ୍ବା ପିଏଫ ପାଣ୍ଠି ଆଡ଼କୁ ଯାଏ। ଆପଣ ଆପଣଙ୍କର ପେନସନରୁ ଯଥାସମ୍ଭବ...

କୋଟି କୋଟି ଲୋକଙ୍କ ପାଇଁ ଭଲ ଖବର: EPFOରେ ବଡ଼ ପରିବର୍ତ୍ତନ! ଏଣିକି…

ନୂଆଦିଲ୍ଲୀ,୧୭।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO)ର କୋଟି କୋଟି ସଦସ୍ୟଙ୍କ ପାଇଁ ଏକ ବଡ଼ ଖବର ଅଛି। ସରକାର ଏବେ ଇପିଏଫ୍‌ଓ ପାଇଁ ଏକ ‘ସୁଧ ସ୍ଥିରୀକରଣ ସଂରକ୍ଷଣ ପାଣ୍ଠି’ ସୃଷ୍ଟି କରିବାକୁ ବିଚାର କରୁଛନ୍ତି। ଏହାର ଲକ୍ଷ୍ୟ...

ଓଡ଼ିଶାରେ ବିଏସ୍‌ଏନ୍‌ଏଲର ନୂତନ ସେବା

ଭୁବନେଶ୍ୱର,୧୭।୨: ବିଏସଏନଏଲ ବୋର୍ଡର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଏ ରବର୍ଟ ଜେ ରବି ଓଡ଼ିଶା ଗସ୍ତରେ ଆସିଛନ୍ତି। ଶନିବାର ସେ ବିଏସଏନଏଲ ଭବନରେ ଓଡ଼ିଶାର ପ୍ରଦର୍ଶନକୁ ନେଇ ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ବିଏସଏନଏଲର ମହାପ୍ରବନ୍ଧକ ଏବଂ ବରିଷ୍ଠ...

ଅକ୍ଟୋବର ସୁଦ୍ଧା ସ୍ବଦେଶୀ ସେମିକଣ୍ଡକ୍ଟର ଚିପ୍‌ ଉତ୍ପାଦନ

ଭୁବନେଶ୍ୱର,୧୭।୨ (ଅନୁରାଧା ମହାରଣା): ଭାରତ ଖୁବ୍‌ ଶୀଘ୍ର ଏହାର ପ୍ରଥମ ସ୍ବଦେଶୀ ସେମିକଣ୍ଡକ୍ଟର ଚିପ୍‌ ଉତ୍ପାଦନ ଆଡକୁ ଗତି କରୁଛି। ଚଳିତବର୍ଷ ସେପ୍ଟେମ୍ବର କିମ୍ବା ଅକ୍ଟୋବର ସୁଦ୍ଧା ‘ମେଡ୍‌ ଇନ୍‌ ଇଣ୍ଡିଆ’ ଚିପ୍‌ ପ୍ରସ୍ତୁତ ହେବ ବୋଲି ଆଇଟି ମନ୍ତ୍ରୀ ଅଶ୍ୱିନୀ...

ବିକଳ୍ପ ଶକ୍ତିର ଉପଯୋଗ ଉପରେ ମାନବ ଜାତିର ଗୁରୁତ୍ୱ

ଭୁବନେଶ୍ୱର,୧୭।୨ (ଅଭୟ ଦାଶ): ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ (ମିନିଷ୍ଟ୍ରି ଅଫ୍‌ ପେଟ୍ରୋଲିୟମ ଆଣ୍ଡ ନାଚୁରାଲ ଗ୍ୟାସ୍‌ ବା ଏମ୍‌ଓପିଏନଜି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ସକ୍ଷମ-୨୦୨୫’ର ଉଦ୍‌ଘାଟନୀ ଉତ୍ସବ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଲାଇଫ ସାଇନ୍ସ ସମ୍ମିଳନୀ କକ୍ଷରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image