PF balance: UAN ନ ଥାଇ ବି ଏଭଳି ଯାଞ୍ଚ କରିପାରିବେ ନିଜର PF ଆକାଉଣ୍ଟ ବାଲାନ୍ସ, ଜାଣନ୍ତୁ ସହଜ ଉପାୟ!
ନୂଆଦିଲ୍ଲୀ,୨୨।୨: ଯଦି ଆପଣଙ୍କର UAN (ୟୁନିଭର୍ସାଲ ଆକାଉଣ୍ଟ ନମ୍ବର) ନାହିଁ ଏବଂ ଆପଣ ଆପଣଙ୍କର EPF ବାଲାନ୍ସ ଜାଣିବାକୁ ଚାହୁଁଛନ୍ତି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। EPFO ଏହାର ସଦସ୍ୟମାନଙ୍କୁ SMS ଏବଂ ମିସ୍ଡ କଲ ମାଧ୍ୟମରେ...