ବାଣିଜ୍ୟ

ଏଏମ୍‌ଏନ୍‌ଏସ ଇଣ୍ଡିଆ ପକ୍ଷରୁ ରିଲିଫ୍‌ ସାମଗ୍ରୀ ପ୍ରଦାନ

ଭୁବନେଶ୍ୱର,୧୨।୮: ଆର୍ସଲରମିତଲ ନିପ୍ପନ୍‌ ଷ୍ଟିଲ୍‌ (ଏଏମ୍‌ଏନ୍‌ଏସ) ଇଣ୍ଡିଆ ବନ୍ୟା ପ୍ରପିଡିତ ଗ୍ରାମାଞ୍ଚଳଗୁଡିକରେ ରିଲିଫ ବିତରଣ ପାଇଁ ଆବଶ୍ୟକୀୟ ରିଲିଫ ସାମଗ୍ରୀ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ୍‌ ପ୍ରଶାସନକୁ ପ୍ରଦାନ କରାଯାଇଛି। ଏପରିକି କୁଜଙ୍ଗ ବ୍ଲକରେ ବନ୍ୟା ଯୋଗୁଁ ଜନଜୀବନ,ପଶୁସମ୍ପଦ ଓ...

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୧୨।୭: କ୍ରମାଗତ ୨ଦିନ ଲାଗି ଭାରତୀୟ ଶେୟାର ବଜାରର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ଶୁକ୍ରବାର...

୬.୫୩ ଲକ୍ଷ କୋଟିର ପ୍ରତ୍ୟକ୍ଷ ଟିକସ ସଂଗ୍ରହ

ନୂଆଦିଲ୍ଲୀ,୧୨।୭ (ଅଭୟ ଦାଶ): କ୍ରମାଗତ ଭାବେ ଦେଶର ଟିକସ ସଂଗ୍ରହ ବୃଦ୍ଧି ପାଉଛି। ବିଶେଷ କରି ଚଳିତ ଆର୍ଥିକ ବର୍ଷରେ ଟିକସରୁ ସରକାରଙ୍କ ଆୟ କ୍ରମାଗତ ଭାବେ ବୃଦ୍ଧି ପାଇଛି। ଶୁକ୍ରବାର ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍‌ସେସ୍‌ (ସିବିଡିଟି) ପକ୍ଷରୁ...

ପିଆଜ ଦରର ଲଗାମ କଷିବାକୁ ସରକାର ନେଲେ ବଡ ପଦକ୍ଷେପ…

ନୂଆଦିଲ୍ଲୀ,୧୧।୮: ଟମାଟୋ ପରେ ଏବେ ପିଆଜ ଦର ହୁ ହୁ ହୋଇ ବଢିବାରେ ଲାଗିଛି। ତେବେ ପିଆଜ ଦରକୁ ନିୟନ୍ତ୍ରଣରେ ରଖିବା ପାଇଁ ଉପଭୋକ୍ତା ବ୍ୟାପାର ବିଭାଗ ୩ ଲକ୍ଷ ମେଟ୍ରିକ ଟନ୍‌ ପିଆଜକୁ ବଫର ଷ୍ଟକ ଜାରି କରିବାକୁ...

ବିଳାସପୂର୍ଣ୍ଣ ମହଲ କିଣିଲେ ବିଶ୍ୱର ୩ ନମ୍ବର ଧନୀ ବ୍ୟକ୍ତି: ଦାମ୍‌ ରହିଛି

ଫ୍ଲୋରିଡା,୧୧।୮: ଆମାଜନ୍‌ର ମୁଖ୍ୟ ତଥା ବିଶ୍ୱର ୩ ନମ୍ବର ଧନୀ ଜେଫ ବେଜୋସ ରିଏଲ ଇଷ୍ଟେଟ କ୍ଷେତ୍ରରେ ପାଦ ରଖିବାକୁ ଚେଷ୍ଟା କରୁଛନ୍ତି। ଏଥିପାଇଁ ସେ ଆମେରିକାର ଫ୍ଲୋରିଡା ଉପକୂଳରେ ଏକ ବିଳାସପୂର୍ଣ୍ଣ ମହଲ କିଣିଛନ୍ତି। ବ୍ଲୁମବର୍ଗରେ ପ୍ରକାଶିତ ଏକ...

ଏବେ ପାସଓ୍ବାର୍ଡ ବିନା କରନ୍ତୁ ୫୦୦ ଟଙ୍କା ଯାଏ ଡିଜିଟାଲ ପେମେଣ୍ଟ

ନୂଆଦିଲ୍ଲୀ,୧୧।୮: ଏଣିକି ୟୁପିଆଇରୁ ୫୦୦ ଟଙ୍କା ଯାଏର ନେଣଦେଣ ଲାଗି ପାସଓ୍ବାର୍ଡ ଦେବାର ଆବଶ୍ୟକତା ପଡ଼ିବ ନାହିଁ। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ୟୁପିଆଇ ଲାଇଟ୍‌ ଲାଗି ବିନା ପାସଓ୍ବାର୍ଡ କାରବାର ସୀମାକୁ ୨୦୦ରୁ ୫୦୦ ଟଙ୍କାକୁ ବୃଦ୍ଧି କରିଛି...

ଜୀ-ସୋନିର ମିଶ୍ରଣକୁ ଏନ୍‌ସିଏଲ୍‌ଟିର ଅନୁମତି

ଭୁବନେଶ୍ୱର,୧୧।୮:ଦେଶର ପ୍ରମୁଖ ଗଣମାଧ୍ୟମ କମ୍ପାନୀ ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜ୍‌ ଲିମିଟେଡ୍‌ ଏବଂ ସୋନି ପିକ୍ଚର୍ସ ନେଟ୍‌ଓ୍ବାର୍କ ଇଣ୍ଡିଆ ମଧ୍ୟରେ ଏକ ଚୁକ୍ତିନାମା ହୋଇଥିଲା। ଏହା ବିରୋଧରେ ବିଭିନ୍ନ ପରିଚାଳନା ଏବଂ ଆର୍ଥିକ ଋଣଦାତାମାନେ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଟି)ରେ...

ପିଏଫ୍‌ଏଲ୍‌ର ଅଏଲ ପାମ୍‌ ମେଗା ପ୍ଲାଣ୍ଟେଶନ ଡ୍ରାଇଭ

ଭୁବନେଶ୍ୱର,୧୧।୮( ଅଭୟ ଦାଶ):ପତଞ୍ଜଳି ଫୁଡ୍‌ସ ଲିମିଟେଡ୍‌ (ପିଏଫ୍‌ଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ସ୍ବତନ୍ତ୍ର ଅଭିଯାନ ‘ପାମ୍‌ ଅଏଲର ମେଗା ରୋପଣ କାର୍ଯ୍ୟକ୍ରମ’(ଅଏଲ ପାମ୍‌ ମେଗା ପ୍ଲାଣ୍ଟେଶନ ଡ୍ରାଇଭ)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ଆସାମ ସରକାରଙ୍କ କୃଷି ବିଭାଗ...

ହିଣ୍ଡାଲ୍‌କୋ ସହ ଟେକ୍ସମାକୋର ଚୁକ୍ତି

ଭୁବନେଶ୍ୱର, ୧୧।୮:ବିଶ୍ୱର ସର୍ବବୃହତ୍‌ ଆଲୁମିନିୟମ ରୋଲିଂ ଏବଂ ରିସାଇକ୍ଲିଂ କମ୍ପାନୀ ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ ଏବଂ ଟେକ୍ସମାକୋ ରେଳ ଆଣ୍ଡ ଇଞ୍ଜିନିୟରିଂ ଲିମିଟେଡ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ଚୁକ୍ତିନାମା ନିକଟରେ ସ୍ବାକ୍ଷାରିତ ହୋଇଯାଇଛି। ବିଶେଷକରି ବିଶ୍ୱ ଶ୍ରେଣୀର ଆଲୁମିନିୟମ ରେଳ...

ଖାଦ୍ୟପେୟ,ପ୍ୟାକେଜିଂ ଉଦ୍ୟୋଗକୁ ଗୋଟିଏ ପ୍ଲାଟ୍‌ଫର୍ମ ତଳେ ଆଣିବା ପାଇଁ ଇଣ୍ଡିଆ ଏକ୍ସପୋର ଆୟୋଜନ

ନୂଆଦିଲ୍ଲୀ,୧୧ା୮: ଗୋଟିଏ ପ୍ଲାଟଫର୍ମରେ ଖାଦ୍ୟ, ସ୍ବାସ୍ଥ୍ୟ, ପ୍ୟାକେଜିଂ ଏବଂ ପ୍ରକ୍ରିୟାକରଣ ଶିଳ୍ପ ଆଣିବା ପାଇଁ ୧୭ରୁ ୧୯ଅଗଷ୍ଟ ମଧ୍ୟରେ ଏଫ୍‌ଆଇ ଇଣ୍ଡିଆ ଏକ୍ସପୋ ଆୟୋଜିତ ହେବ। ବାଣିଜ୍ୟ ଶୋ ଏଫ୍‌ ଇଣ୍ଡିଆ ଗ୍ରାହକ ଏବଂ ଶିଳ୍ପର ପରିବର୍ତ୍ତିତ ଆବଶ୍ୟକତା ଅନୁଯାୟୀ...

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର, ୧୧।୮:ଦିନକ ପରେ ପୁଣି ଥରେ ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି...

ନୂଆ ରୂପରେ ଏୟାର ଇଣ୍ଡିଆ

ଭୁବନେଶ୍ୱର,୧୧।୮:ଏୟାର ଇଣ୍ଡିଆର ନୂଆ ଲୋଗୋ ଏବଂ ରଙ୍ଗକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଗୁରୁବାର ଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କମ୍ପାନୀର ନୂଆ ଲୋଗୋ ଓ ରଙ୍ଗକୁ ଉନ୍ମୋଚନ କରାଯାଇଛି। ବିଶେଷକରି ଟାଟା ଗ୍ରୁପ୍‌ ମାଲିକାନାରେ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri