ବାଣିଜ୍ୟ

ପରିବେଶ ଅନୁକୂଳ ଡେବିଟ୍‌ କାର୍ଡର ଶୁଭାରମ୍ଭ

ଭୁବନେଶ୍ୱର,୧୦।୮: ଏୟାରଟେଲ୍‌ ପେମେଣ୍ଟ୍‌ସ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ଡେବିଟ୍‌ କାର୍ଡର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ଏୟାରଟେଲ୍‌ ପେମେଣ୍ଟ୍‌ସ ବ୍ୟାଙ୍କର ଏକ ସେଭିଂସ ବ୍ୟାଙ୍କ ଆକାଉଣ୍ଟ ଥିବା ନୂଆ ଓ ବିଦ୍ୟମାନ ଗ୍ରାହକଙ୍କ ପାଇଁ ପରିବେଶ-ଅନୁକୂଳ ଡେବିଟ୍‌ କାର୍ଡର...

ରିଲାଏନ୍ସ ଜୁଏଲ୍ସର ଆନିଭର୍ସାରି କଲେକ୍ସନ

ଭୁବନେଶ୍ୱର,୧୦।୮: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍ସର ଆନିଭର୍ସାରି କଲେକ୍ସନ ‘ଆଭାର’ର ଉନ୍ମୋଚନ ସହ ପ୍ରତିଷ୍ଠାନର ୧୬ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଭାର କଲେକ୍ସନ-୨୦୨୩ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା ମଧ୍ୟ କରାଯାଇଛି। ବିଶେଷକରି...

କୋଇଲା ଉତ୍ପାଦନରେ ଓସିପିଏଲ୍‌ର ସଫଳତା

ଭୁବନେଶ୍ୱର,୧୦।୮: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଓଡ଼ିଶା କୋଲ୍‌ ଆଣ୍ଡ୍‌ ପାୱାର ଲିମିଟେଡ୍‌ (ଓସିପିଏଲ୍‌) ରେକର୍ଡ ପରିମାଣର କୋଇଲା ଉତ୍ପାଦନକରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ସରକାର ଏବଂ ଓପିଜିସି ଦ୍ବାରା ପରିଚାଳିତ ଓସିପିଏଲ୍‌ ରାଜ୍ୟର...

ଆଇସିଆଇସିଆଇ ବ୍ୟାଙ୍କର ‘ମୌସୁମୀ ବୋନାଞ୍ଜା’

ଭୁବନେଶ୍ୱର,୧୦।୮: ଆଇସିଆଇସିଆଇ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ଲୋକପ୍ରିୟ ଅଫର ‘ମୌସୁମୀ ବୋନାଞ୍ଜା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଇଲେକ୍ଟ୍ରୋନିକ୍ସ ସାମଗ୍ରୀଠାରୁ ଆରମ୍ଭକରି ଟ୍ରାଭେଲ୍‌, ଅନ୍‌ଲାଇନ୍‌ ଶପିଂ, ଡାଇନିଂ, ଖାଦ୍ୟ ବରାଦ, ସ୍ବାସ୍ଥ୍ୟ, ବିଉଟି ଏବଂ ଉପହାର ପର୍ଯ୍ୟନ୍ତ...

ଓଡ଼ିଶା ବଜାରରେ ଟ୍ରାୟମ୍ପର ସ୍ପିଡ୍‌ ୪୦୦

ଭୁବନେଶ୍ୱର,୧୦।୮ (ଅଭୟ ଦାଶ): ଟ୍ରାୟମ୍ପ ମାଟରସାଇକେଲସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ସ୍ପିଡ୍‌ ୪୦୦’ର ସର୍ବଭାରତୀୟ ବଜାର ପ୍ରବେଶ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଟ୍ରାୟମ୍ପ ମାଟରସାଇକେଲସର ସ୍ବୀକୃତିପ୍ରାପ୍ତ ଡିଲର ଶ୍ରୀ ଭାରତ ମୋଟର୍ସ ଲିମିଟେଡ୍‌...

ଜିଓର ପ୍ରଥମ ପର୍ଯ୍ୟାୟ ସେବା ପରୀକ୍ଷଣ

ଭୁବନେଶ୍ୱର,୧୦।୮: ଓଡ଼ିଶାରେ ରିଲାଏନ୍ସ ଜିଓର ୫ଜି ସେବା ଜାରି ରହିଥିବାବେଳେ ଦ୍ରୁତ ଗତିରେ ଉକ୍ତ ସେବାର ସମ୍ପ୍ରସାରଣ କରାଯାଉଛି। ବିଶେଷକରି ରିଲାଏନ୍ସ ଜିଓର ୫ଜି ସାଇଟ୍‌ରେ ୨୬ ଗିଗାହର୍ଜ ଓ ୩୩୦୦ମେଗାହର୍ଜର ପ୍ରଥମ ପର୍ଯ୍ୟାୟ ସେବା ପରୀକ୍ଷଣ ଭାରତ ସରକାରଙ୍କ...

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର,୧୦।୮: ଦିନକ ପରେ ପୁଣି ଥରେ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର...

ଏପିଏସ୍‌ଇଜେଡ୍‌ର ପ୍ରଥମ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୦।୮: ଆଦାନୀ ପୋର୍ଟସ ଆଣ୍ଡ ସ୍ପେଶିଆଲ ଇକୋନୋମିକ୍‌ ଜୋନ୍‌ (ଏପିଏସ୍‌ଇଜେଡ୍‌) ଲିମିଟେଡ୍‌ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଏପିଏସ୍‌ଇଜେଡ୍‌ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ସମ୍ପର୍କରେ ବିସ୍ତୃତ ଘୋଷଣା କରାଯାଇଛି। ବିଶେଷକରି...

ବିସିସିଆଇ ଦେଇଛି ୧୧୫୯ କୋଟି ଟିକସ, କୋହଲିଙ୍କ ମୋଟ ସମ୍ପତ୍ତିଠାରୁ ଅଧିକ…

କୋଲକାତା,୯।୮ : ଭାରତୀୟ କ୍ରିକେଟ ବୋର୍ଡ ବିସିସିଆଇ ହେଉଛି ବିଶ୍ୱର ସବୁଠାରୁ ଧନୀ ବୋର୍ଡ। ୨୦୦୮ ରେ ଇଣ୍ଡିଆନ ପ୍ରିମିୟର ଲିଗ ଆରମ୍ଭ ହେବା ପରେ ବୋର୍ଡର ରୋଜଗାରରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି। ୨୦୨୧-୨୨ ବର୍ଷ ବିଷୟରେ କହିବାକୁ ଗଲେ,...

ରିଲାଏନ୍ସ ଜିଓରେ ୪୧ ହଜାରରୁ ଅଧିକ କର୍ମଚାରୀ ଛାଡିଛନ୍ତି ଚାକିରି

ନୂଆଦିଲ୍ଲୀ,୯।୮: ୨୦୨୩ ଆର୍ଥିକ ବର୍ଷରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମୋଟ ୧,୬୭,୩୯୧ କର୍ମଚାରୀ ସ୍ବେଚ୍ଛାକୃତ ଭାବେ କମ୍ପାନୀରୁ ଇସ୍ତଫା ଦେଇଛନ୍ତି। ଏଥିରେ ୪୧,୮୧୮ କର୍ମଚାରୀ ରିଲାଏନ୍ସ ଜିଓର ଏବଂ ୧,୧୯,୨୨୯ କର୍ମଚାରୀ ରିଲାଏନ୍ସ ରିଟେଲର। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ବାର୍ଷିକ ରିପୋର୍ଟରେ ଏହା...

ଟମାଟୋ ପରେ ଏବେ ପିଆଜ ଦାମ ୧୦୦ ଟଙ୍କା ମୁହାଁ…

ନୂଆଦିଲ୍ଲୀ,୯।୮ : ଗତ ଏକ ମାସ ଧରି ଟମାଟୋର ମୂଲ୍ୟ ଲୋକଙ୍କ ବଜେଟକୁ ବିଗାଡ଼ି ଦେଇଛି। ଟମାଟୋ ମୂଲ୍ୟ ବର୍ତ୍ତମାନ କିଲୋଗ୍ରାମ ପିଛା ୨୦୦ଟଙ୍କାରେ ସ୍ଥିର ରହିଛି। କିନ୍ତୁ ପିଆଜ ଦର ବୃଦ୍ଧି ଯୋଗୁ ଏବେ ଲୁହ ବୋହିବା ଆରମ୍ଭ...

ସର୍ବୋଚ୍ଚ ସ୍ତରରେ ଗହମ ଦର

ଭୁବନେଶ୍ୱର,୯।୮(ଅଭୟ ଦାଶ): ଗତ କିଛି ମାସ ହେବ ଘରୋଇ ବଜାରରେ ଗହମ ଦର ବୃଦ୍ଧି ପାଇଚାଲିଛି। ଫଳରେ ଗହମରୁ ଉତ୍ପାଦିତ ବିଭିନ୍ନ ସାମଗ୍ରୀ ଦର ମଧ୍ୟ ସେହି ପରିମାଣରେ ବଢ଼ି ଚାଲିଛି। ଏପରିକି ଗହମ ଦର ଗତ ୬ ମାସର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri