ବାଣିଜ୍ୟ

ରେଳ ଟ୍ରାକ୍‌କୁ ମଜଭୁତ କରିବ ଜିଙ୍କ୍‌

ଭୁବନେଶ୍ୱର,୮।୭: ଅନ୍ତଃରାଷ୍ଟ୍ରୀୟ ଜିଙ୍କ୍‌ ଆସୋସିଏଶନ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର କର୍ମଶାଳାର ଆୟୋଜନ କରାଯାଇଥିଲା। ବିଶେଷକରି ଭାରତୀୟ ରେଲଓ୍ବେର ବିଶାଳ ରେଳ ନେଟ୍‌ଓ୍ବାର୍କରେ ବିସ୍ତାରିତ ହୋଇଥିବା ରେଳ ଟ୍ରାକ୍‌ର ସୁରକ୍ଷା ଓ ଅବକ୍ଷୟ ରୋକିବା ଦିଗରେ ଜିଙ୍କ୍‌ ଆବୃତ୍ତ ରେଳ...

ଟାଟା ଷ୍ଟିଲ୍‌ର ପ୍ରଥମ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୮।୭: ଟାଟା ଷ୍ଟିଲ୍‌ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ଟାଟା ଷ୍ଟିଲ୍‌ ପକ୍ଷରୁ ୫.୦୧ ନିୟୁତ ଟନ୍‌ ଅଶୋଧିତ ଇସ୍ପାତ ଉପତ୍ାଦନ...

କାନାରା ରୋବେକୋ ମଲ୍ଟି କ୍ୟାପ୍‌ ଫଣ୍ଡ୍‌

ଭୁବନେଶ୍ୱର,୮।୭: କାନାରା ରୋବେକୋ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ ‘କାନାରା ରୋବେକୋ ମଲ୍ଟି କ୍ୟାପ୍‌ ଫଣ୍ଡ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହି ନୂତନ ଫଣ୍ଡ୍‌ ଅଫର ବିଭିନ୍ନ ବଜାର ପୁଞ୍ଜୀକରଣର କମ୍ପାନୀଗୁଡ଼ିକରେ ନିବେଶ କରୁଛି। ଏପରିକି ଏହାର...

ବ୍ୟବସାୟରେ ବିଶ୍ୱାସ-ନୈତିକତା ରହିବା ଆବଶ୍ୟକ

ଭୁବନେଶ୍ୱର,୮।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିଳ୍ପ ସଂଘ ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ(ଆଇସିସି) ପକ୍ଷରୁ ଏକ ଦିନିକିଆ ତଥା ୫ମ କର୍ପୋରେଟ୍‌ ସୋସିଆଲ୍‌ ରେସ୍‌ସ୍ପନ୍‌ସିବିଲିଟି (ସିଏସ୍‌ଆର୍‌) ସମ୍ମିଳନୀ-୨୦୨୩ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘ମେନ୍‌ଷ୍ଟ୍ରିମିଂ ସିଏସ୍‌ଆର୍‌ ଫର୍‌...

୨୦ସୁଦ୍ଧା ହୋଇପାରେ ରେସ୍‌ଲିଂ ଟ୍ରାଏଲ୍ସ

ନୂଆଦିଲ୍ଲୀ, ୭ା୭ (ପି.ଟି.):ଏସିଆନ ଗେମ୍ସ ପାଇଁ କୁସ୍ତିଯୋଦ୍ଧାମାନଙ୍କ ଶର୍ଟଲିଷ୍ଟ ତାଲିକା ପାଇଁ ଟ୍ରାଏଲ୍ସ ଯଥାସମ୍ଭବ ଜୁଲାଇ ୨୦ ପାଖାପାଖି ହୋଇପାରେ। ଅଲିମ୍ପିକ କାଉନ୍‌ସିଲ ଅଫ୍‌ ଏସିଆ(ଓସିଏ) ତରଫରୁ ଏ ନେଇ ଅଣାନୁଷ୍ଠାନିକ ପ୍ରତିଶ୍ରୁତି ମିଳିଛି। ଏସିଆନ ଗେମ୍ସ ଲାଗି ଖେଳାଳିମାନଙ୍କର...

ସୋନିର ନୂତନ ଉତ୍ପାଦ

ଭୁବନେଶ୍ୱର,୭।୭:ସୋନି ଇଣ୍ଡିଆର ନୂତନ ଉତ୍ପାଦ ‘ଡଲ୍‌ବି ଆଟ୍‌ମସ୍‌ ସାଉଣ୍ଡ୍‌ବାର୍‌ ଏଚ୍‌ଟି- ଏସ୍‌୨୦୦୦ ୫.୧ଇଞ୍ଚର ଡଲ୍‌ବି ଆଟ୍‌ମସ ସାଉଣ୍ଡ୍‌ ବାର୍‌କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଏଥିରେ ସିନେମା ଭଳି ସାଉଣ୍ଡ୍‌, ଭର୍ଟିକାଲ୍‌ ସରାଉଣ୍ଡ୍‌ ଇଞ୍ଜିନ ଓ ଏସ୍‌-ଫୋର୍ସ...

ଆଇସିଆଇସିଆଇ ବ୍ୟାଙ୍କର ନୂତନ ଶାଖା

ଭୁବନେଶ୍ୱର,୭।୭:ଆଇସିଆଇସିଆଇ ବ୍ୟାଙ୍କର ନୂତନ ଶାଖା ଭୁବନେଶ୍ୱରର କେଶୁରାଠାରେ ଉଦଘାଟିତ ହୋଇଯାଇଛି। ଭୁବନେଶ୍ୱର ମେୟର ସୁଲୋଚନା ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର ବହୁ ବରିଷ୍ଠ ଅଧିକାରୀଙ୍କ ସମେତ ଶାଖାର ସମସ୍ତ...

ଫୋନ୍‌ପେର ଓ୍ବାନ୍‌ ଷ୍ଟପ୍‌ ପିଓଏସ୍‌

ଭୁବନେଶ୍ୱର,୭।୭:ଫୋନ୍‌ପେ ପକ୍ଷରୁ ଏକ ଅତ୍ୟାଧୁନିକ ଓ୍ବାନ୍‌ ଷ୍ଟପ ପଏଣ୍ଟ-ଅଫ-ସେଲ (ପିଓଏସ୍‌) ଡିଭାଇସ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହା ବ୍ୟବସାୟୀଙ୍କୁ ଡେବିଟ କାର୍ଡ, କ୍ରେଡିଟ କାର୍ଡ ଏବଂ ୟୁପିଆଇ ମାଧ୍ୟମରେ ପେମେଣ୍ଟ ଗ୍ରହଣ କରିବାକୁ ସକ୍ଷମ ସହ...

ବଜାରରେ ଜିଓ ଭାରତ ୪ଜି ଫୋନ୍‌

ଭୁବନେଶ୍ୱର,୭।୭:ଦେଶର ପ୍ରମୁଖ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓର ନୂଆ ୪ଜି ଫିଚର ଫୋନ୍‌ ଜିଓ ଭାରତ ଭି୨କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଥିଲା। ବିଶେଷ କରି ଦେଶର କୋଟି କୋଟି ୨ଜି ଫୋନ୍‌...

ମାରୁତି ସୁଜୁକିର ନ୍ୟୁ ଇନ୍‌ଭିକ୍ଟୋ ଉନ୍ମୋଚିତ

ଭୁବନେଶ୍ୱର,୭୭:ମାରୁତି ସୁଜୁକି ଇଣ୍ଡିଆର ଲିମିଟେଡ (ଏମ୍‌ଏସ୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଦି ନ୍ୟୁ ମାରୁତି ସୁଜୁକି ’ଇନ୍‌ଭିକ୍ଟୋ ଏମପିଭି’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଏମଏସଆଇଏଲର ପରିଚାଳନା ନିର୍ଦ୍ଦେଶକ ଓ ସିଇଓ ହିସାଶି...

ବେଦାନ୍ତରେ ୧୦ ଟନ୍‌ ଇଲେକ୍ଟ୍ରିକ୍‌ ଫର୍କଲିଫ୍ଟର ଶୁଭାରମ୍ଭ

ଭୁବନେଶ୍ୱର,୭।୭(ଅଭୟ ଦାଶ):ଦେଶର ସର୍ବବୃହତ୍‌ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏକ ୧୦ ଟନ୍‌ ଇଲେକ୍ଟ୍ରିକ୍‌ ଲିଥିୟମ୍‌-ଆୟନ ଫର୍କଲିଫ୍ଟର ଶୁଭାରମ୍ଭ କରାଯାଇଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ (ଝାରସୁଗୁଡ଼ା) ମେଗା ଆଲୁମିନିୟମ୍‌ ସ୍ମେଲଟର ପ୍ଲାଣ୍ଟ ଝାରସୁଗୁଡାରେ ନିୟୋଜିତ...

ଟିସିଏସ ପରେ ଟାଟା ଷ୍ଟିଲର ବଡ଼ କାର୍ଯ୍ୟାନୁଷ୍ଠାନ, କମ୍ପାନୀରୁ ବିଦା ହେଲେ ୩୮ କର୍ମଚାରୀ

ନୂଆଦିଲ୍ଲୀ,୬।୭: ଟିସିଏସ ପରେ ଟାଟା ଷ୍ଟିଲ ମଧ୍ୟ କମ୍ପାନୀର ଆଚରଣ ବିଧି ଉଲ୍ଲଂଘନ କରିବା ଅଭିଯୋଗରେ ୩୮ କର୍ମଚାରୀଙ୍କୁ ବରଖାସ୍ତ କରିଛି। ଟାଟା ଷ୍ଟିଲ ଚେୟାରମ୍ୟାନ ଏନ୍‌. ଚନ୍ଦ୍ରଶେଖରନ କମ୍ପାନୀର ଏଜିଏମ୍‌ରେ ଏହି ସୂଚନା ଦେଇଛନ୍ତି। ପଦବୀର ଅପବ୍ୟବହାର, ବ୍ୟକ୍ତିଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri