ବାଣିଜ୍ୟ

କୋଇଲାରୁ ଉତ୍ପାଦନ ହେବ ଗ୍ୟାସ୍‌

ନୂଆଦିଲ୍ଲୀ,୧୯।୭: କୋଇଲାକୁ ଅଧିକରୁ ଅଧିକ ଗ୍ୟାସରେ ପରିଣତ କରିବାକୁ କେନ୍ଦ୍ର ସରକାର ଯେଉଁ ଗୁରୁତ୍ୱ ଦେଉଛନ୍ତି ତାହାକୁ ଚରିତାର୍ଥ କରିବାକୁ କୋଇଲା ମନ୍ତ୍ରଣାଳୟ ବିଭିନ୍ନ ପ୍ରୟାସ ଆରମ୍ଭ କରିଛି। ଏପରିକି ୨୦୩୦ ଆର୍ଥିକ ବର୍ଷ ସୁଦ୍ଧା ୧୦୦ ନିୟୁତ ଟନ୍‌...

୧୯ ଜୁଲାଇରୁ ଗୁଗଲ ଆଲବମ ଆର୍କାଇଭ ତଥ୍ୟ ଅପସାରଣ କରିବ…

ଓ୍ବାଶିଂଟନ,୧୮।୭ : ଟେକ ଜଏଣ୍ଟ ଗୁଗଲ ଗତ ମାସରେ ଘୋଷଣା କରିଥିଲା ଏହାର ଆଲବମ ଆର୍କାଇଭର ବୈଶିଷ୍ଟ୍ୟ ବନ୍ଦ କରୁଛି। କମ୍ପାନୀ ଅନୁଯାୟୀ, ଏହି ସେବା ଗୁଗଲ ବ୍ୟବହାରକାରୀଙ୍କ ପାଇଁ ଜୁଲାଇ ୧୯ ରୁ ଆସନ୍ତାକାଲି ଠାରୁ ଆଉ ଉପଲବ୍ଧ...

ଇ-ସିଗାରେଟ ବିକ୍ରୟ କରୁଥିବା ୧୫ ୱେବସାଇଟକୁ ସରକାରୀ ନୋଟିସ…

ନୂଆଦିଲ୍ଲୀ,୧୮।୭ : ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଦ୍ୱାରା ଇ-ସିଗାରେଟ ସ୍ବାସ୍ଥ୍ୟ ପାଇଁ ବିପଜ୍ଜନକ ବୋଲି ଜଣାପଡିଛି। ଏହାର ବିପଦକୁ ଦୃଷ୍ଟିରେ ରଖି ଭାରତରେ ଏହାର ବିକ୍ରୟ ନିଷେଧ କରାଯାଇଛି। ଯଦିଓ ଏହା ଅନେକ ୱେବସାଇଟରେ ବିକ୍ରି ଜାରି ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ...

ସାହାରା ନିବେଶକଙ୍କ ଟଙ୍କା ଫେରସ୍ତ ପାଇଁ ରିଫଣ୍ଡ ପୋର୍ଟାଲ,ଶାହା କହିଲେ ଐତିହାସିକ କ୍ଷଣ…

ନୂଆଦିଲ୍ଲୀ,୧୮।୭ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ସାହାରା ନିବେଶକଙ୍କ ଟଙ୍କା ଫେରସ୍ତ ପାଇଁ ରିଫଣ୍ଡ ପୋର୍ଟାଲ ଲଞ୍ଚ କରିଛନ୍ତି। ଏହି ପୋର୍ଟାଲର ଉଦ୍ଦେଶ୍ୟ ହେଉଛି ପ୍ରାୟ ୪୫ ଦିନ ମଧ୍ୟରେ ସାହାରା ଗୋଷ୍ଠୀର ଚାରୋଟି ସହକାରୀ ସମିତିରେ...

ଦିନକରେ ୫ ଲକ୍ଷ କୋଟିର ଅଧିକ ନିବେଶ ବୃଦ୍ଧି

ନୂଆଦିଲ୍ଲୀ,୧୮।୭: (ଅଭୟ ଦାଶ): ଗତ କିଛି ଦିନ ହେବ ଭାରତୀୟ ଶେୟାର ବଜାରରେ ଉତ୍ସାହ ପରିଲକ୍ଷିତ ହୋଇଛି। କାରଣ କ୍ରମାଗତ ଭାବେ ପୁଞ୍ଜି ବଜାରରେ ନିବେଶ ବୃଦ୍ଧି ଘଟିଛି। ଫଳରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ସୋମବାର...

ଏସ୍‌ବିଆଇର ନବୀକୃତ ସଚିବାଳୟ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୧୮।୭: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ)ର ନବୀକୃତ ଶାଖାଗୁଡ଼ିକର ସମୂହ ଶୁଭାରମ୍ଭ କାର୍ଯ୍ୟକ୍ରମ ସୋମବାର ସର୍ବଭାରତୀୟ ସ୍ତରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ଲୋକସେବା ଭବନ (ସଚିବାଳୟ) ପରିସରରେ ଥିବା ଏସବିଆଇର ନବୀକୃତ ସଚିବାଳୟ (ସେକ୍ରେଟାରିଏଟ) ଶାଖାକୁ ଏସବିଆଇର ଅଧ୍ୟକ୍ଷ...

ବେଦାନ୍ତ ଇ-ଲର୍ନିଂ ଅଭିଯାନର ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର,୧୮।୭: ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ା ପକ୍ଷରୁ ୨୦୨୨ରେ ଆରମ୍ଭ କରାଯାଇଥିବା ଇ-ଲର୍ନିଂ ଅଭିଯାନର ପ୍ରଥମ ପୂର୍ତ୍ତି ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ଓଡ଼ିଶା ସରକାରଙ୍କ ଉଚ୍ଚ...

ବିଓବି ପକ୍ଷରୁ ଏମ୍‌ଏସ୍‌ଏସ୍‌ସିର ଶୁଭାରମ୍ଭ

ଭୁବନେଶ୍ୱର, ୧୮।୭: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ନୂତନ ଯୋଜନା ‘ମହିଳା ସମ୍ମାନ ସେଭିଙ୍ଗ୍‌ସ ସାର୍ଟିଫିକେଟ୍‌’ (ଏମ୍‌ଏସ୍‌ଏସ୍‌ସି)ର ଆନୁଷ୍ଠାନିକ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହା ସରକାରଙ୍କ ଦ୍ୱାରା ମହିଳାମାନଙ୍କ ପାଇଁ ଏକ ନୂତନ ପଦକ୍ଷେପ ବୋଲି ବିଓବି...

ଆଇଜିକେସିରେ ଓଡିଟିଏମ୍‌ ଅଧିବେଶନ

ଭୁବନେଶ୍ୱର,୧୮।୭: ଓଡ଼ିଶା ଡାଏଲିସିସ୍‌ ଟେକ୍ନିସିଆନ୍‌ ମିଟ୍‌ (ଓଡିଟିଏମ୍‌)ର ଉଦ୍‌ଘାଟନୀ ଅଧିବେଶନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଆଇଜିକେସି ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ଭୁବନେଶ୍ୱର ପରିସରରେ ଓଡିଟିଏମର ପ୍ରଥମ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ବିଶେଷ କରି ଆଇଜିକେସି ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ଏବଂ...

ଆଇଡିବିଆଇର ସ୍ବତନ୍ତ୍ର ବକେଟ ଉନ୍ମୋଚିତ

ଭୁବନେଶ୍ୱର,୧୮।୭: ଆଇଡିବିଆଇ ବ୍ୟାଙ୍କ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ବକେଟର ଉନ୍ମୋଚନ ହୋଇଯାଇଛି। ବିଶେଷକରି ବ୍ୟାଙ୍କ ପକ୍ଷରୁ ୩୭୫ ଦିନ ପାଇଁ ଏକ ଅମୃତ ମହୋତ୍ସବ ଏଫଡିର ଶୁଭାରମ୍ଭ କରାଯାଇଛି, ଯାହାକି ବାର୍ଷିକ ୭.୬୦%ର ଏକ ସର୍ବୋଚ୍ଚ ସୁଧ ହାର ପ୍ରଦାନ...

ପାକିସ୍ତାନ ବିମାନ ବନ୍ଦର ସଞ୍ଚାଳନ କରିବେ ବିଦେଶୀ ଏଜେନ୍ସି…

ଇସଲାମାବାଦ,୧୭।୭ : ଦାରିଦ୍ର୍ୟ ସହ ସଂଗ୍ରାମ କରୁଥିବା ପାକିସ୍ତାନର ଅବସ୍ଥା ଏତେ ଖରାପ ହୋଇଛି ବର୍ତ୍ତମାନ ଏହାର ବିମାନ ବନ୍ଦର ଚଳାଇବାରେ ମଧ୍ୟ ସକ୍ଷମ ନୁହେଁ। ଏହି କାରଣରୁ ପାକିସ୍ତାନ ସରକାର ବର୍ତ୍ତମାନ ଏହାର ଇସଲାମାବାଦ ବିମାନବନ୍ଦରକୁ ଏକ ବିଦେଶୀ...

ପାକିସ୍ତାନରେ ଚିନି ଦାମ କିଲୋଗ୍ରାମ ପିଛା ୧୬୦ ଛୁଇଁଲା, ଅଟା ୩୨୦…

ଇସଲାମାବାଦ,୧୭।୭ : ମୁଦ୍ରାସ୍ଫୀତି ବୃଦ୍ଧି ଯୋଗୁଁ ପାକିସ୍ତାନର ଲୋକମାନେ ସମସ୍ୟାରେ ପଡ଼ିଛନ୍ତି। ଗତ କିଛି ସପ୍ତାହ ଧରି ଦେଶରେ ଅଟା ମୂଲ୍ୟ ଆକାଶଛୁଆଁ ହୋଇପଡିଛି। ଅଟା ମୂଲ୍ୟ କରାଚି ଏବଂ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ସମସ୍ତ ରେକର୍ଡ ଭାଙ୍ଗିଛି। ପାକିସ୍ତାନର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri