ବାଣିଜ୍ୟ

ଶପ୍‌ସିର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୧୧।୭: ଭାରତର ଦ୍ରୁତ-ଅଭିବୃଦ୍ଧିଶୀଳ ହାଇପର୍‌ ଭାଲ୍ୟୁ ପ୍ଲାଟ୍‌ଫର୍ମ ଶପ୍‌ସି ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ଦେଶର ଟିୟର-୨ ଓ ଟିୟର-୩ ଅଞ୍ଚଳଗୁଡିକରେ ମୂଲ୍ୟ ବିତରଣ କରିବାର ୨ୟ ପୂର୍ତ୍ତି ଉତ୍ସବ ପାଳନ କରିଛି। ବିଶେଷ କରି ବିଗତ ୨...

ଜ୍ୟାକ ମାଙ୍କ ଶତ୍ରୁ ସାଜିଛନ୍ତି ଚାଇନା ସରକାର, ଲଗାଇଲେ ୧ ବିଲିୟନ ଡଲାର ଜରିମାନା…

ବେଜିଂ,୧୦।୭ : ଚାଇନାର ଭେଟେରାନ ବ୍ୟବସାୟୀ ଜ୍ୟାକ ମା ଏବଂ ତାଙ୍କ କମ୍ପାନୀ ଆଲିବାବା (ଆଲିବାବା ଗ୍ରୁପ) ର ଅସୁବିଧା ଦୂର ହେବାର ନା ନେଉନି। ଗତ କିଛି ବର୍ଷ ହେବ, ରାଷ୍ଟ୍ରପତି ଶି ଜିନପିଙ୍ଗ ସରକାରଙ୍କ ସହ ବିବାଦ...

ଟିପିସିଓଡିଏଲର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୧୦।୭: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଓ ସୁରକ୍ଷା ପଦକ୍ଷେପ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ବର୍ଷର ମୌସୁମୀ...

ବନ୍ଧନ ବ୍ୟାଙ୍କର ବିରଳ ମାଇଲଖୁଣ୍ଟ

ଭୁବନେଶ୍ୱର,୧୦।୭: ଗତ ୮ ବର୍ଷ ମଧ୍ୟରେ ବନ୍ଧନ ବ୍ୟାଙ୍କ ଅନେକ ସଫଳତା ହାସଲ କରିଛି। ଏପରିକି ବ୍ୟାଙ୍କର କାରବାର ଆରମ୍ଭରୁ ଆଜି ମଧ୍ୟରେ ( ୮ବର୍ଷରୁ କମ ସୟମ) ଶାଖା ସଂଖ୍ୟାରେ ୩ ଗୁଣା ବୃଦ୍ଧି ହୋଇଛି। ମାଇଲଖୁଂଟ ହାସଲ...

ଏଏସ୍‌ବିଏମ୍‌ର ସିଏସଆର କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୦।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଏଏସ୍‌ବିଏମ ବିଶ୍ୱବିଦ୍ୟାଳୟ ପକ୍ଷରୁ ବନମହୋସତ୍ବ ପାଳିତ ହୋଇଯାଇଛି। ଏପରିକି ନିକଟରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶ୍ୱବିଦ୍ୟାଳୟର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସଆର) କାର୍ଯ୍ୟକ୍ରମ ଜରିଆରେ ଉପରୋକ୍ତ କାର୍ଯ୍ୟ...

ଆପୋଲୋ ଭୁବନେଶ୍ୱରରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର,୧୦।୭: ଦେଶର ପ୍ରମୁଖ ଘରୋଇ ଚିକିତ୍ସାଳୟ ଆପୋଲୋ ହସ୍ପିଟାଲର ଭୁବନେଶ୍ୱର ୟୁନିଟ୍‌କୁ ନିକଟରେ ଆଉ ଏକ ବିରଳ ସଫଳତା ମିଳିଥିବା ବେଳେ ଓଡ଼ିଶାର ପ୍ରଥମ ସିଟୁସ ଇନ୍‌ଭର୍ସସର ଚିକିତ୍ସା ସମ୍ପୂର୍ଣ୍ଣ କରାଯାଇଛି। ବିଶେଷକରି ଆକ୍ୟୁଟେ କୋଲେସିଷ୍ଟାଇଟିସରେ ଭର୍ତ୍ତି ହୋଇଥିବା ଜଣେ...

ଗ୍ଲେନ୍‌ର ଏକ୍ସକ୍ଳୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୦।୭ (ଅଭୟ ଦାଶ): ଦେଶର ପ୍ରମୁଖ ହୋମ୍‌ ଆଣ୍ଡ କିଚେନ ଆପ୍ଲିଏନ୍ସ ବ୍ରାଣ୍ଡ୍‌ ଗ୍ଲେନ୍‌ (ଗ୍ଲେନ୍‌ ଆପ୍ଲିଏନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌)ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଭୁବନେଶ୍ୱର ବାପୁଜୀ ନଗରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ, ବିଧାୟକ...

ସାମଗ୍ରିକ ବିକାଶକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୧୦।୭: ଟାଟା ଷ୍ଟିଲ ମାଇନିଂ ଲିମିଟେଡ (ଟିଏସ୍‌ଏମ୍‌ଏଲ୍‌)ର କର୍ମଚାରୀମାନେ ନିକଟରେ ରିତ୍ୱିକ ଆଭା ପବ୍ଲିକ୍‌ ଚାରିଟେବୁଲ୍‌ ଟ୍ରଷ୍ଟ ଦ୍ୱାରା ପରିଚାଳିତ ଡିଭାଇନ୍‌ ଚାଇଲ୍‌ଡ ଇଣ୍ଟିଗ୍ରାଲ୍‌ ସ୍କୁଲ୍‌ ଫର୍‌ ସ୍ପେଶିଆଲ ଚିଲଡ୍ରେନ (ଭିନ୍ନକ୍ଷମ ପିଲା)ଙ୍କ ପାଇଁ ସହାୟତାର ହାତ ବଢ଼ାଇଛନ୍ତି। ଏପରିକି...

ସିୟୁ ଭାରତର ନଂ.୧ ଘରୋଇ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ,୧୦।୭: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଚଣ୍ଡିଗଡ଼ ୟୁନିଭର୍ସିଟି (ସିୟୁ)କୁ ନିକଟରେ ଆଉ ଏକ ଜାତୀୟ ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, କ୍ୟୁଆକ୍‌ୟୁରେଲି ସିମଣ୍ଡସ (କ୍ୟୁଏସ୍‌) ଓ୍ବାର୍ଲଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ (ଡବ୍ଲ୍ୟୁୟୁଆର)-୨୦୨୪ ପକ୍ଷରୁ ନିକଟରେ ଘରୋଇ ବିଶ୍ୱବିଦ୍ୟାଳୟଗୁଡିକର...

ନୋକିଆର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୦।୭: ଏଚ୍‌ଏମ୍‌ଡି ଗ୍ଲୋବାଲ ପକ୍ଷରୁ ନୋକିଆର ନୂତନ ଉତ୍ପାଦ ତଥା ଫିଚର ଫୋନ୍‌ ନୋକିଆ୧୧୦ ୪ଜି ଏବଂ ନୋକିଆ୧୧୦ ୨ଜି’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଯେଉଁଥିରେ ୟୁପିଆଇର ସ୍କାନ୍‌ ଆଣ୍ଡ୍‌ ପେ’ ସୁବିଧା ସାମିଲ ରହିଛି। ଏପରିକି ନୋକିଆ୧୧୦...

ଜିଏସଟି ମାମଲାରେ ଇଡି ଦେବ ସିଧାସଳଖ ଦଖଲ, ବ୍ୟବସାୟୀ ସଂଗଠନର ଚିନ୍ତା ବଢ଼ିଲା…

ନୂଆଦିଲ୍ଲୀ,୯।୭ : କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଜୁଲାଇ ୭ ରେ ଏକ ବିଜ୍ଞପ୍ତି ଜାରି କରିଛି ଯେଉଁଥିରେ ପିଏମଏଲଏକୁ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ମାମଲାରେ କାର୍ଯ୍ୟ କରିବାକୁ କ୍ଷମତା ଦିଆଯାଇଛି। ତାହା ହେଉଛି, ଯଦି ଜିଏସଟିରେ କ...

ଜ୍ୟୋତିର୍ଗମୟ ସହ ଟିଏସ୍‌ଏଫ୍‌ର ବୁଝାମଣା

ଭୁବନେଶ୍ୱର, ୯।୭ (ଅଭୟ ଦାଶ): ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ (ଟିଏସ୍‌ଏଫ୍‌) ପକ୍ଷରୁ ସକ୍ଷମ ଓ ଆଇଆଇଟି ଦିଲ୍ଲୀର ଆସିଷ୍ଟେକ୍‌ ଲାବ୍‌ର ଅଭିଯାନ ଜ୍ୟୋତିର୍ଗମୟ ସହ ନିକଟରେ ଏକ ବୁଝାମଣା ପତ୍ର(ଏମ୍‌ଓୟୁ) ସ୍ବାକ୍ଷର କରାଯାଇଛି। ବିଶେଷକରି ଆସିଷ୍ଟିଭ୍‌ ଟେକ୍ନୋଲୋଜି ଜରିଆରେ ଦୃଷ୍ଟିହୀନମାନଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri