ବାଣିଜ୍ୟ

ବାଧାମୁକ୍ତ ଦାବି ସମାଧାନର ବ୍ୟବସ୍ଥା

ଭୁବନେଶ୍ୱର,୯।୬: ଏଚ୍‌ଡିଏଫ୍‌ସି ଏର୍ଗୋ ଜେନେରାଲ ଇନ୍‌ସ୍ୟୁରାନ୍ସ ପକ୍ଷରୁ ବାଲେଶ୍ୱର ବାହାନଗାଠାରେ ଘଟିଯାଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକମାନଙ୍କ ସମ୍ପର୍କୀୟ ଓ ପ୍ରଭାବିତ ବୀମାଧାରୀମାନଙ୍କୁ ସହାୟତାର ହାତ ବଢ଼ାଇଛି। ବିଶେଷକରି କମ୍ପାନୀ ସହ ଜଡ଼ିତ ବୀମାଧାରୀଙ୍କ ବୀମା ସମ୍ପର୍କିତ...

ମିସୋର ନ୍ୟୁ ବ୍ରାଣ୍ଡ୍‌ ଆଇଡେଣ୍ଟି ଉନ୍ମୋଚିତ

ଭୁବନେଶ୍ୱର,୯।୬: ଦେଶର ପ୍ରମୁଖ ଇ-କର୍ମସ ପ୍ଲାଟ୍‌ଫର୍ମ ମିସୋର ନବୀକରଣ ଯୋଗ୍ୟ ନୂତନ ବ୍ରାଣ୍ଡ୍‌ ଆଇଡେଣ୍ଟି ନିକଟରେ ଉନ୍ମୋଚିତ ହୋଇଯାଇଛି। ୱାନ୍‌ ଷ୍ଟପ୍‌ ଭୂ-ସମାନ୍ତର ପ୍ଲାଟ୍‌ଫର୍ମ ଭାବେ ଏହାର ସ୍ଥିତିକୁ ମଜଭୁତ କରିବାକୁ କମ୍ପାନୀ ଲକ୍ଷ୍ୟ ରଖିଛି, ଯାହା ଲକ୍ଷ ଲକ୍ଷ...

ବଜାରରେ ମହିନ୍ଦ୍ରାର ନ୍ୟୁ ସୁପ୍ରୋ ସିଏନ୍‌ଜି ଡୁଓ

ଭୁବନେଶ୍ୱର,୯।୬: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମହିନ୍ଦ୍ରା ଆଣ୍ଡ୍‌ ମହିନ୍ଦ୍ରା ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ସୁପ୍ରୋ ସିଏନ୍‌ଜି ଡୁଓ’ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ପ୍ରଥମଧରଣର ଡୁଆଲ ଫୁଏଲ...

ପ୍ରାୟ ୫୦% ୨ ହଜାରିଆ ନୋଟ୍‌ ଫେରିଲାଣି

ମୁମ୍ବାଇ,୯ା୬: ଦେଶର ବ୍ୟାଙ୍କଗୁଡ଼ିକୁ ପ୍ରାୟ ୧.୮୦ ଲକ୍ଷ କୋଟି ଟଙ୍କାର ୨ ହଜାରିଆ ନୋଟ୍‌ ଫେରିଲାଣି ବୋଲି ଗୁରୁବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୨୩ ମାର୍ଚ୍ଚ ୩୧ରେ ସର୍କ୍ୟୁଲେଶନରେ...

ରେପୋ ରେଟ୍‌ ୬.୫%ରେ ଅପରିବର୍ତ୍ତିତ

ମୁମ୍ବାଇ,୯ା୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗୁରୁବାର କ୍ରମାଗତ ଦ୍ୱିତୀୟ ଥର ପାଇଁ ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ଆଣିନାହିଁ। ଗତ ୬ ତାରିଖରୁ ଚାଲିଥିବା ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକରେ ୬ ସଦସ୍ୟଙ୍କ ମଧ୍ୟରୁ ୫ ଜଣ ରିପର୍ଚେଜ୍‌...

୫୦ ପ୍ରତିଶତ ୨୦୦୦ ଟଙ୍କିଆ ନୋଟ ବ୍ୟାଙ୍କକୁ ଫେରିଛି, ମୋଟ ପରିମାଣ ୧.୮ ଲକ୍ଷ କୋଟି…

ନୂଆଦିଲ୍ଲୀ,୮।୬ : ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି ବର୍ତ୍ତମାନ ପର୍ଯ୍ୟନ୍ତ ୧.୮ ଲକ୍ଷ କୋଟି ଟଙ୍କାର ୨୦୦୦ ଟଙ୍କିଆ ନୋଟ ବ୍ୟାଙ୍କିଙ୍ଗ ସିଷ୍ଟମକୁ ଫେରି ଆସିଛି। ସେ କହିଛନ୍ତି ୩୧ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ କାରବାର ହେଉଥିବା ମୋଟ...

ଆରବିଆଇ ମୁଦ୍ରା ନୀତି ଜୁନ ୨୦୨୩: ଋଣ , ଇଏମଆଇ ବୋଝରୁ ମୁକ୍ତି, ରେପୋ ରେଟ ଅପରିବର୍ତ୍ତିତ…

ନୂଆଦିଲ୍ଲୀ,୮।୬ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଗୁରୁବାର ନୂଆ ମୁଦ୍ରା ନୀତି ଘୋଷଣା କରିଛନ୍ତି। ଜୁନ ୬ ରୁ ୮ ପର୍ଯ୍ୟନ୍ତ ଚାଲିଥିବା ଆରବିଆଇର ମୁଦ୍ରା ନୀତି କମିଟି ବର୍ତ୍ତମାନ ପର୍ଯ୍ୟନ୍ତ ରେପୋ ହାରରେ କୌଣସି ପରିବର୍ତ୍ତନ ନ...

ବିଓବି ପକ୍ଷରୁ ‘ଲଘୁ ଫିଲ୍ମ ସମୀକ୍ଷା ଲେଖନ’ ପ୍ରତିଯୋଗିତା

ଭୁବନେଶ୍ୱର,୮।୬: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ‘ଲଘୁ ଫିଲ୍ମ ସମୀକ୍ଷା ଲେଖନ’ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଉକ୍ତ ପ୍ରତିଯୋଗିତାରେ ଓଡ଼ିଶା କ୍ଷେତ୍ରର ବିଭିନ୍ନ ବ୍ୟାଙ୍କ ଏବଂ ବୀମା କମ୍ପାନୀଗୁଡ଼ିକର ପ୍ରତିନିଧିମାନେ ଅଂଶଗ୍ରହଣ...

ଖିମ୍‌ଜୀ ଜୁଏଲର୍ସର ସ୍ବତନ୍ତ୍ର ‘ୱେଡିଂ କଲେକ୍ସନ’

ଭୁବନେଶ୍ୱର,୮।୬: ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଚଳିତ ଥରର ସ୍ବତନ୍ତ୍ର ’ୱେଡିଂ କଲେକ୍ସନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷର ୱେଡିଂ କଲେକ୍ସନରେ ସୁନା, ହୀରା ଏବଂ ରତ୍ନର ନିପୁଣ କାରିଗରି ସହ...

ଦାବି ଫଇସଲା ପ୍ରକ୍ରିୟାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୮।୬: ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ପକ୍ଷରୁ ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣାରେ ପ୍ରଭାବିତ ପରିବାର ପାଇଁ ଦାବି ଫଇସଲା ପ୍ରକ୍ରିୟାକୁ କୋହଳ କରାଯିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଏପରିକି ରେଳ ଦୁର୍ଘଟଣାରେ ପ୍ରଭାବିତ ପରିବାର ସହିତ...

ହୋଣ୍ଡାର ‘ବର୍ଦ୍ଧିତ ୱାରେଣ୍ଟି’ ପ୍ଲସ୍‌ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର,୮।୬: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପକ୍ଷରୁ ଏକ ଅଭିନବ କାର୍ଯ୍ୟକ୍ରମ (ଫାସିଲିଟି) ‘ବର୍ଦ୍ଧିତ ୱାରେଣ୍ଟି ପ୍ଲସ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ହୋଣ୍ଡାର ୨୫୦ସିସି ପର୍ଯ୍ୟନ୍ତ ସବୁ ସ୍କୁଟର ଓ ମୋଟରସାଇକେଲ ପାଇଁ ଉପରୋକ୍ତ...

ସାମ୍‌କୋ ଆକ୍ଟିଭ ମୋମେଣ୍ଟମ ଫଣ୍ଡ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୮।୬: ସାମ୍‌କୋ ଆସେଟ୍‌ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ପ୍ରତ୍ୟକ୍ଷ ଭାବେ ପରିଚାଳିତ ମୋମେଣ୍ଟମ୍‌ ଫଣ୍ଡ୍‌ ସାମ୍‌କୋ ଆକ୍ଟିଭ୍‌ ମୋମେଣ୍ଟମ୍‌ ଫଣ୍ଡ୍‌ର ଶୁଭାରମ୍ଭ କରାଯାଇଛି। ସାମ୍‌କୋ ଆକ୍ଟିଭ୍‌ ମୋମେଣ୍ଟମ୍‌ ଫଣ୍ଡ୍‌ର ନୂଆ ଫଣ୍ଡ୍‌ ଅଫରିଂ (ଏନ୍‌ଏଫ୍‌ଓ) ୨୦୨୩ ଜୁନ୍‌ ୧୫ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri