ବାଣିଜ୍ୟ

ଟାଟା ଏଆଇଏ ଲାଇଫ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୩।୫ : ଟାଟା ଏଆଇଏ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ନୂତନ ଉତ୍ପାଦ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହାର ପ୍ରମୁଖ ଆନୁଇଟି ପ୍ଲାନ୍‌ ‘ଟାଟା ଏଆଇଏ ଲାଇଫ୍‌ ଫର୍ଚୁନ୍‌ ଗ୍ୟାରେଟିଂ ପ୍ଲାନ୍‌ର ନୂଆ ଶକ୍ତିଶାଳୀ ଅପ୍‌ଗ୍ରେଡ୍‌ ଭର୍ସନକୁ ନିକଟରେ ଉନ୍ମୋଚିତ ହୋଇଯାଇଛି।...

ଏପ୍ରିଲରେ ଜିଏସ୍‌ଟି ଆଦାୟରେ ରେକର୍ଡ

ନୂଆଦିଲ୍ଲୀ,୧।୫: ଏପ୍ରିଲ ୨୦୨୩ରେ ଦେଶରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ ଇତିହାସ ସୃଷ୍ଟି କରିଛି। ଏପ୍ରିଲରେ ଜିଏସଟି ଆଦାୟ ବାର୍ଷିକ ୧୨ ପ୍ରତିଶତ ବୃଦ୍ଧି ପାଇ ୧.୮୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି। ଯାହା ରେକର୍ଡ ସଂଖ୍ୟକ...

ସୋସିଆଲ ମିଡିଆରେ ଗୋପନୀୟ ତଥ୍ୟ ପ୍ରକାଶ କରିବେନି ବୀମା କମ୍ପାନୀ…

ନୂଆଦିଲ୍ଲୀ,୧।୫ : ବୀମା କମ୍ପାନୀଗୁଡିକର କର୍ମଚାରୀମାନେ ସୋସିଆଲ ମିଡିଆରେ ଗୋପନୀୟ ତଥ୍ୟ ପ୍ରକାଶ କରିବାକୁ ସମର୍ଥ ହେବେ ନାହିଁ। ବୀମା ନିୟାମକ ଇରଦାଇ କହିଛନ୍ତି ଯେ ବୀମା କମ୍ପାନୀଗୁଡିକ ଏ ବାବଦରେ ଏକ ଗାଇଡଲାଇନ ସ୍ଥିର କରିବା ଉଚିତ, ଯାହାଫଳରେ...

ବ୍ୟବସାୟିକ ଏଲପିଜି ସିଲିଣ୍ଡର ଦାମ ଶସ୍ତା ହେଲା…

ନୂଆଦିଲ୍ଲୀ,୧।୫ : ମେ’ ୧ରେ ଶ୍ରମିକ ଦିବସରେ ସରକାର ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରିଛନ୍ତି। ଫଳରେ ଅନେକ ସହରରେ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବଦଳି ଯାଇଛି। ତେବେ କେବଳ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି। ବର୍ତ୍ତମାନ...

ଉଡାନ୍‌ ସହ ଆର୍‌ସିପିଏଲ୍‌ର ବୁଝାମଣା

ଭୁବନେଶ୍ୱର,୧।୫: ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟ ଲିମିଟେଡ (ଆରସିପିଏଲ) ଏବଂ ଉଡାନ ମଧ୍ୟରେ ଏକ ଦ୍ୱିପାକ୍ଷିକ ବ୍ୟବସାୟିକ ବୁଝାମଣା ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଉଭୟ ସଂସ୍ଥା ମଧ୍ୟରେ ଏକ ସର୍ବଭାରତୀୟ ବିତରଣ ଭାଗୀଦାରି ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ବିଶେଷକରି...

ବ୍ୟାପାର ଓଡ଼ିଶାର ପ୍ରଥମ ସଂସ୍କରଣ ଉଦଯାପିତ

ନୂଆଦିଲ୍ଲୀ,୩୦।୪: ଫେଡେରେସନ ଅଫ ଅଟୋମୋବାଇଲ ଡିଲର୍ସ ଆସୋସିଏସନସ (ଏଫଏଡିଏ)ର ଓଡିଶା ଶାଖା ପକ୍ଷରୁ ନିକଟରେ ବ୍ୟାପାର ଓଡ଼ିଶାର ପ୍ରଥମ ସଂସ୍କରଣ ର ଆୟୋଜନ କରାଯାଇଥିଲା। ଏପରିକି ଫାଡାର ବାର୍ଷିକ ଅଟୋମୋବାଇଲ ଡିଲରମାନଙ୍କର ବୈଠକ ‘ବ୍ୟାପାର’ର ଚତୁର୍ଦ୍ଦଶ ସଂସ୍କରଣ ମଧ୍ୟ ଓଡିଶାରେ...

ଆଇଡିଏଫସି ଫାଷ୍ଟ ବ୍ୟାଙ୍କର ବାର୍ଷିକ ଫଳାଫଳ

ନୂଆଦିଲ୍ଲୀ,୩୦।୪: ଆଇଡିଏଫସି ଫାଷ୍ଟ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଉକ୍ତ ବୈଠକରେ ବ୍ୟାଙ୍କର ବାର୍ଷିକ ଫଳାଫଳ ସହ ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ତ୍ରୈ ମାସିକ ଫଳାଫଳା ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଅପରପକ୍ଷରେ...

ଇଣ୍ଟରପ୍ୟାକ୍‌ ଆନ୍ତର୍ଜାତିକ ପ୍ରଦର୍ଶନୀରେ ରୁଚି ମସଲା

ଭୁବନେଶ୍ୱର,୧।୫: ରାଜ୍ୟ ପ୍ରମୁଖ ଖାଦ୍ୟପ୍ରକ୍ରିୟାକରଣ ୟୁନିଟ୍‌ ରୁଚି ମସଲା ଜର୍ମାନୀର ଡସେଲଡ଼ର୍ଫଠାରେ ଆୟୋଜିତ ହେବାକୁ ଥିବା ଇଣ୍ଟରପ୍ୟାକ୍‌ ଆନ୍ତର୍ଜାତିକ ପ୍ରଦର୍ଶନୀରେ ଯୋଗ ଦେଉଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ଅନ୍ତଃରାଷ୍ଟ୍ରୀୟସ୍ତରର ବୃହତ୍‌ ଶିଳ୍ପ ଓ ଉଦ୍ୟୋଗ ପ୍ରଦର୍ଶନୀରେ...

ଆଜିଠାରୁ ପିଏନ୍‌ବିର ସପିଙ୍ଗ ଫେଷ୍ଟିଭାଲ

ଭୁବନେଶ୍ୱର,୧।୫: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନବି)ର ପିଏନ୍‌ବି ଓ୍ବାନ୍‌ ଆପ୍‌ ଜରିଆରେ ଏକ ସ୍ବତନ୍ତ୍ର ମେଳା ‘ପିଏନବି ସପିଙ୍ଗ ଫେଷ୍ଟିଭ ଓ୍ବାନ୍‌’ର ଆୟୋଜନ କରାଯାଉଛି। ଏହି ମେଳା ୨୦୨୩ ମେ୧ରୁ ୭ ପର୍ଯ୍ୟନ୍ତ ଜାରି ରହିବ ବୋଲି ପିଏନବି ପକ୍ଷରୁ...

ଷ୍ଟଲଓ୍ବାର୍ଟର ନୂତନ ପ୍ରକଳ୍ପ ଉନ୍ମୋଚିତ

ଭୁବନେଶ୍ୱର,୧।୫: ରାଜ୍ୟର ପ୍ରମୁଖ ଘରୋଇ ଗୃହ ନିର୍ମାଣକାରୀ ସଂସ୍ଥା ଷ୍ଟଲଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡ (ଏସପିପିଏଲ)ର ନୂତନ ପ୍ରକଳ୍ପ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଭୁବନେଶ୍ୱରସ୍ଥିତ ପଟିଆ ଅଞ୍ଚଳରେ ଏସପିପିଏଲର ଉକ୍ତ ପ୍ରକଳ୍ପ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ବୋଲି...

ଜେଇଇ ମେନ୍‌ରେ ଆକାଶ ବାଇଜୁସ୍‌ର ସଫଳତା

ଭୁବନେଶ୍ୱର,୧।୫: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କୋଚିଂ ସେଣ୍ଟର ଆକାଶ ବାଇଜୁସ୍‌ର ଓଡ଼ିଶା ଶାଖା କ୍ରମାଗତ ୪ର୍ଥ ବର୍ଷ ପାଇଁ ଜେଇଇ ମେନ୍‌ ଫଳାଫଳରେ ରାଜ୍ୟ ଟପ୍ପର ସହ ଉଲ୍ଲେଖନୀୟ ସଫଳତା ମଧ୍ୟ ହାସଲ କରିଆସିଛି। ଏପରିକି ଚଳିତ...

୨୦୨୫ ସୁଦ୍ଧା ଭାରତୀୟ ଟିକା ବଜାର ୨୫୨ ବିଲିୟନ ଟଙ୍କାରେ ପହଞ୍ଚିବ…

ଲଣ୍ଡନ,୩୦।୪ : ଫାର୍ମା ଏବଂ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଦେଶର ଅଗ୍ରଗତି ଉପରେ ଆଲୋକପାତ କରି କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ରବିବାର କହିଛନ୍ତି ୨୦୨୫ ସୁଦ୍ଧା ଭାରତୀୟ ଟିକା ବଜାର ୨୫୨ ବିଲିୟନ ଟଙ୍କାରେ ପହଞ୍ଚିବ। ବ୍ରିଟେନ ଗସ୍ତରେ ଆସିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri