ବାଣିଜ୍ୟ

ରେପୋ ରେଟ ଅପରିବର୍ତ୍ତିତ…

ନୂଆଦିଲ୍ଲୀ,୬।୪ : ଭାରତୀୟ ରିଜର୍ଭ ବ୍ୟାଙ୍କ ଏକ ନୂତନ ମୁଦ୍ରା ନୀତି ଘୋଷଣା କରିଛି। ଆରବିଆଇ ଏମପିସି ଏଥର ରେପୋ ରେଟରେ କୌଣସି ପରିବର୍ତ୍ତନ କରିନାହିଁ। ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ଏହା ଘୋଷଣା କରିଛନ୍ତି। ଚଳିତ ଥର ଆରବିଆଇ...

ଏଚ୍‌ସିଆଇଏଲ୍‌ର ବାର୍ଷିକ ବିକ୍ରି ଫଳାଫଳ

ନୂଆଦିଲ୍ଲୀ,୬।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ବାର୍ଷିକ ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ୨୦୨୨-୨୩ ଆର୍ଥିକ ବର୍ଷରେ ମୋଟ ୯୧,୪୧୮ ଯାନ ଘରୋଇ ବଜାରରେ ବିକ୍ରି କରିଥିବା ବେଳେ...

ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓଡ଼ିଶା ଦିବସ

ଭୁବନେଶ୍ୱର,୬।୪: ଦେଶର ସର୍ବବୃହତ୍‌ ଆଲୁମିନିୟମ  କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ା ଏବଂ ଲାଞ୍ଜିଗଡ଼ କାର୍ଯ୍ୟ କ୍ଷେତ୍ରରେ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟକୁ ପାଳନ...

ଷ୍ଟାର୍ଟଅପ୍‌ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି

ନୂଆଦିଲ୍ଲୀ,୬।୪: ବର୍ତ୍ତମାନ ସମୟରେ ଦେଶର ଷ୍ଟାର୍ଟଅପ୍‌ ପ୍ରୋଗ୍ରାମ ଏକ ପ୍ରକାର ଆନ୍ଦୋଳନ ସୃଷ୍ଟି କରିଛି। ବିଶେଷକରି ଷ୍ଟାର୍ଟଅପ୍‌ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି ଏବଂ ଆସନ୍ତା ୫ ବର୍ଷ ମଧ୍ୟରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ରେ ଏହାର...

ବିଏମ୍‌ସି ପକ୍ଷରୁ କର୍କଟ ପରୀକ୍ଷା ଶିବିର

ଭୁବନେଶ୍ୱର,୬।୪: ଦେଶର ପ୍ରମୁଖ ଘରୋଇ କର୍କଟ ଚିକିତ୍ସା କେନ୍ଦ୍ର ବାଲ୍‌କୋ ମେଡିକାଲ ସେଣ୍ଟର(ବିଏମ୍‌ସି) ନ୍ୟୁ ରାୟପୁର ଛତିଶଗଡ଼ ପକ୍ଷରୁ ଏକ ମେଗା କର୍କଟ ରୋଗ ପରୀକ୍ଷା ଶିବିରର ଆୟୋଜିତ ହୋଇଯାଇଛି। ବିଶେଷକରି ବରଗଡ଼ ଜିଲାର ସାଇ ମଲ୍‌ଟି ସ୍ପେଶାଲିଟି ହସ୍ପିଟାଲ...

ଡିଜିଟାଲ ଦୁକାନ୍‌

ନୂଆଦିଲ୍ଲୀ,୬।୪: ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ଏକ ଅଭିନବ ସୁବିଧା ଡିଜିଟାଲ ଦୁକାନ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭିସା ସହଭାଗିତାରେ ବ୍ୟାଙ୍କ ବ୍ୟାପକ ଡିଜିଟାଲ ସମାଧାନ ଯୋଗାଇବ। ଏହା ବ୍ୟବସାୟୀମାନଙ୍କୁ ବିଭିନ୍ନ ମାଧ୍ୟମରେ ଡିଜିଟାଲ୍‌ ପେମେଣ୍ଟ ଗ୍ରହଣ କରିବାରେ...

୭ ବର୍ଷରେ ୪୧,୦୦୦ କୋଟିର ଋଣ ମଞ୍ଜୁର

ନୂଆଦିଲ୍ଲୀ,୬।୪: ଦେଶର ଆର୍ଥିକ ସଶକ୍ତୀକରଣ ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ଆଖି ଆଗରେ ରଖି ସରକାର ଷ୍ଟାଣ୍ଡ ଅପ୍‌ ଇଣ୍ଡିଆ ଯୋଜନାକୁ ଅଧିକ କ୍ରିୟାଶୀଳ କରାଇଛନ୍ତି। ଏପରିକି ଗତ ୭ ବର୍ଷ ମଧ୍ୟରେ ପ୍ରାୟ ୪୧,୦୦୦ (୪୦,୭୦୦) କୋଟି ଟଙ୍କାର...

ପାଓ୍ବାର ଗ୍ରୀଡ୍‌କୁ ଆଉ ୩ ଏସ୍‌ପିଭି

ନୂଆଦିଲ୍ଲୀ,୫।୪: କେନ୍ଦ୍ର ଶକ୍ତି ମନ୍ତ୍ରଣାଳୟ ଅଧୀନରେ ଥିବା ମହାରତ୍ନ ସିପିଏସ୍‌ୟୁ ପାଓ୍ବାର ଗ୍ରୀଡ୍‌ (ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ)କୁ ନିକଟରେ ଆଉ ୩ଟି ସ୍ପେଶାଲ ପରପଜ ଭେହିକିଲ (ଏସ୍‌ପିଭି) ମିଳିଛି। ବିଶେଷ କରି ବହୁ ପ୍ରତିଯୋଗିତା ଓ...

ଏସ୍‌ବିଆଇ ଭୁବନେଶ୍ବର ମଣ୍ଡଳ ପକ୍ଷରୁ ଓଡ଼ିଶା ଦିବସ

ଭୁବନେଶ୍ୱର,୫।୪: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ବର ମଣ୍ଡଳ ପକ୍ଷରୁ ଓଡ଼ିଶା ଦିବସ ପାଳନ କରାଯାଇଥିଲା। ଏପରିକି ଏସବିଆଇ ଓଡ଼ିଶା କ୍ଷେତ୍ରର ସମସ୍ତ ଶାଖା ଓ କାର୍ଯ୍ୟାଳୟରେ ମଧ୍ୟ ୮୮ତମ ଓଡ଼ିଶା ଦିବସ ଏକ ସମୟରେ ପାଳିତ ହୋଇଯାଇଛି। ଏହି...

‘ସକ୍ରିୟ ଭୂମିକା ଗ୍ରହଣ କରିବାକୁ ଆହ୍ବାନ’

ଭୁବନେଶ୍ୱର,୫।୪ ଓଡ଼ିଶା ରିଅଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି (ଓରେରା)ର ବିଭିନ୍ନ ପ୍ରକାର ଆଇନ କାର୍ଯ୍ୟକାରୀ କରିବା କ୍ଷେତ୍ରରେ କମ୍ପାନୀ ସେକ୍ରେଟାରିମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିପାରିବେ ବୋଲି ଓରେରାର ପ୍ରଶାସନିକ ସଦସ୍ୟ ପ୍ରଦୀପ କୁମାର ବିଶ୍ବାଳ ମତପ୍ରକାଶ କରିଛନ୍ତି। ଏପରିକି...

ରେମୁଣା,ସୋର ବଜାରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର

ଭୁବନେଶ୍ୱର,୫।୪: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଆଉ ୨ଟି ଏକ୍ସକ୍ଲୁସିଭ ଷ୍ଟୋର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ବାଲେଶ୍ୱର ଜିଲାର ରେମୁଣା ଏବଂ ସୋର ବଜାରରେ ଉକ୍ତ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଗ୍ରାହକମାନଙ୍କ...

ଗୃହ ଋଣକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୫।୪: ଆକ୍ସିସ୍‌ ବ୍ୟାଙ୍କ୍‌ ଏବଂ ଶ୍ରୀରାମ ହାଉସିଂ ଫାଇନାନ୍ସ ଲିମିଟେଡ୍‌ (ଏସ୍‌ଏଚ୍‌ଏଫ୍‌ଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ୟୁବି କୋ ଡଟ୍‌ ଲେଣ୍ଡ୍‌ ପ୍ଲାଟ୍‌ଫର୍ମ ଜରିଆରେ କୋ-ଲେଣ୍ଡିଂ ମଡେଲକୁ ନେଇ ଉକ୍ତ ସହଭାଗିତା ହୋଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri