ବାଣିଜ୍ୟ

ଦିନକରେ ୧.୩୮ ଲକ୍ଷ କୋଟି ନିବେଶ ବୃଦ୍ଧି

ନୂଆଦିଲ୍ଲୀ,୨୫।୪: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ସ୍ଥାନୀୟ ବଜାରର ମାନ୍ଦାବସ୍ଥା ଯୋଗୁ ଗତ ସପ୍ତାହରେ ଶେୟାର ବଜାର କାରବାରରେ ବ୍ୟାପକ ହ୍ରାସ ଘଟିଥିଲା। ଫଳରେ ଲକ୍ଷାଧିକ ଟଙ୍କାର ନିବେଶ ଶେୟାର ବଜାରର ନିବେଶକମାନେ ହରାଇଥିଲେ। ହେଲେ ଗୋଟିଏ ସପ୍ତାହ ପରେ ପୁଞ୍ଜିବଜାରରେ...

ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ

ଭୁବନେଶ୍ୱର,୨୪।୪: କୋଣାର୍କ-ଲିଉଗଙ୍ଗ ପକ୍ଷରୁ ଏକ ୨ଦିନିଆ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯାଜପୁରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଚାବି ହସ୍ତାନ୍ତର ସମାରୋହ ଓ ଅପରେଟର୍ସ ମିଟ୍‌ର ମଧ୍ୟ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଥମ ୯୨୪ଇ ଏକ୍ସଡି ଏସ୍କାଭେଟର ମଡେଲ...

ଆଇସିସିର ବାର୍ଷିକ ସାଧାରଣ ଅଧିବେଶନ

ଭୁବନେଶ୍ୱର, ୨୪।୪: ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଆଇସିସି) ଓଡ଼ିଶା ପରିଷଦର ବାର୍ଷିକ ସାଧାରଣ ଅଧିବେଶନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି ପରିଷଦର ଆଭିମୁଖ୍ୟ ଓ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା...

ଆଶାଠାରୁ ଅଧିକ ବ୍ୟବସାୟ

ଭୁବନେଶ୍ୱର,୨୪।୪: ଗତବର୍ଷର ଅକ୍ଷୟ ତୃତୀୟା ପରିସ୍ଥିତି ଅପେକ୍ଷା ଚଳିତ ବର୍ଷର ଅକ୍ଷୟ ତୃତୀୟାର ପରିସ୍ଥିତି ବେଶ୍‌ ଭଲ ରହିଥିଲା। କାରଣ ଗତବର୍ଷ ଅକ୍ଷୟ ତୃତୀୟା ସମୟରେ କୋଭିଡ୍‌ ଭୟ ଗ୍ରାହକଙ୍କ ମନରେ ରହିଥିଲାବେଳେ ଚଳିତ ବର୍ଷ ତାହା ଆଉ ଦେଖିବାକୁ...

ଗାଜିଆବାଦ-ନଏଡାରେ ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି…

ନୂଆଦିଲ୍ଲୀ, ୨୩।୪: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ଆଜି କୌଣସି ପରିବର୍ତ୍ତନ ହୋଇନାହିଁ। ଓ୍ବେଷ୍ଟ ଟେକ୍ସାସ ଇଣ୍ଟରମିଡିଏଟ୍‌ ଅଶୋଧିତ ତେଲ ବ୍ୟାରେଲ ପିଛା ୭୭.୮୭ ଡଲାରରେ ଟ୍ରେଡ୍‌ କରୁଛି। ଏହି ସମୟରେ ବ୍ରେଣ୍ଟ ଅଶୋଧିତ ତୈଳ ୮୧.୬୬ ଡଲାରରେ...

ଓଏଚ୍‌ପିସିର ୨୮ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୩।୪: ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ହାଇଡ୍ରୋ ପାଓ୍ବାର କର୍ପୋରେଶନ (ଓଏଚ୍‌ପିସି)ର ୨୮ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଏକ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ...

ସୋନିର ନୂଆ ବ୍ରାଭିଆ ଏକ୍ସ୭୫ଏଲ୍‌ ଟିଭି ସିରିଜ

ନୂଆଦିଲ୍ଲୀ,୨୩।୪: ସୋନି ଇଣ୍ଡିଆ ପକ୍ଷରୁ ନୂଆ ବ୍ରାଭିଆ ଏକ୍ସ୭୫ଏଲ୍‌ ଟିଭି ସିରିଜ୍‌କୁ ନିକଟରେ ଉନ୍ମୋଚନ କରାଯାଇଛି। ଏଥିରେ ୪କେ ଅଲ୍‌ଟ୍ରା ଏଚ୍‌ଡି ଏଲ୍‌ଇଡି ଡିସ୍‌ପ୍ଲେ ରହିଛି। ଏହି ପରବର୍ତ୍ତ ପିଢ଼ିର ଟିଭିଗୁଡ଼ିକ ବ୍ୟକ୍ତିଗତ ସୁହାଇବା ଭଳି ଏବଂ ଜୀବନ୍ତ ସଦୃଶ...

ମହେଶ ମୂର୍ତ୍ତିଙ୍କ ନାଁରେ ୧୦୦ ନିୟୁତ ଡଲାରର ମାନହାନି ମକଦ୍ଦମା

ସିଙ୍ଗାପୁର,୨୩।୪: ଗୋଟିଏ ଆର୍ଟିକିଲ୍‌ ପାଇଁ ନିବେଶକ ତଥା ସିଡ୍‌ଫଣ୍ଡର ସହପ୍ରତିଷ୍ଠାତା ମହେଶ ମୂର୍ତ୍ତି ଏବେ ଅଡ଼ୁଆରେ ପଡ଼ିଯାଇଛନ୍ତି। ସିଙ୍ଗାପୁରର ଫ୍ୟାଶନ୍‌ ଟେକ୍ନୋଲୋଜି କମ୍ପାନୀ ଜିଲିଙ୍ଗୋର ସହପ୍ରତିଷ୍ଠାତା ଅଙ୍କିତି ବୋଷ ମହେଶଙ୍କ ନଁାରେ ୧୦୦ ନିୟୁତ ଡଲାରର ଏକ ମାନହାନି ମକଦ୍ଦମା...

୧୦,୦୦୦ କୋଟିର କାରବାର ଆକଳନ

ନୂଆଦିଲ୍ଲୀ,୨୩।୪: ଗତ ବର୍ଷର ଅକ୍ଷୟ ତୃତୀୟା କାରବାର ଅପେକ୍ଷା ଚଳିତ ବର୍ଷର ଅକ୍ଷୟ ତୃତୀୟା କାରବାର ପ୍ରାୟ ୧୫ରୁ ୨୦% ହ୍ରାସ ପାଇପାରେ ବୋଲି ଆଶଙ୍କା କରାଯାଉଛି। କାରଣ ଚଳିତ ବର୍ଷର ଦର ଗତ ବର୍ଷ ଅପେକ୍ଷା ପ୍ରାୟ ୫,୦୦୦...

୨୫ରେ ଖୋଲିବ ଏମ୍‌ପିଏଲ୍‌ ଆଇପିଓ

ନୂଆଦିଲ୍ଲୀ,୨୨।୪: ମ୍ୟାନ୍‌କାଇଣ୍ଡ ଫାର୍ମା ଲିମିଟେଡ୍‌ (ଏମ୍‌ପିଏଲ୍‌)ର ୪୦,୦୫୮, ୮୪୪ ଇକ୍ୱିଟି ଶେୟାରର ଇନିସିଆଲ୍‌ ପବ୍ଲିକ୍‌ ଅଫର (ଆଇପିଓ) ୨୦୨୩ ଏପ୍ରିଲ ୨୫ରେ ଖୋଲିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଏପରିକି ଏହି ଅଫରର ଶେଷ ତାରିଖ ୨୦୨୩ ଏପ୍ରିଲ...

ରିଲାଏନ୍ସ ଜିଓର ବାର୍ଷିକ ଫଳାଫଳ

ନୂଆଦିଲ୍ଲୀ,୨୨।୪: ଦେଶର ସର୍ବବୃହତ୍‌ ଟେଲିକମ୍‌ ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ ପକ୍ଷରୁ ଶୁକ୍ରବାର ୨୦୨୨-୨୩ ଆର୍ଥିକ ବର୍ଷର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ...

‘ପ୍ରାକୃତିକ ବନାମ କୃତ୍ରିମ କୋମା’

ଭୁବନେଶ୍ୱର,୨୧।୪: ଜି-୨୦ ପରିପ୍ରେକ୍ଷୀରେ ଆଇସିଏମ୍‌ଆର୍‌ ଆଞ୍ଚଳିକ ଭେଷଜ ଅନୁସନ୍ଧାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ହାଇଟେକ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଭୁବନେଶ୍ୱରଠାରେ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ‘ପ୍ରାକୃତିକ ବନାମ କୃତ୍ରିମ କୋମା’ ଶୀର୍ଷକ ବିଷୟବସ୍ତୁ ଉପରେ ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri