ବାଣିଜ୍ୟ

ଟାଟା ଷ୍ଟିଲ୍‌ ମାଇନିଂକୁ କଳିଙ୍ଗ ସିଏସ୍‌ଆର୍‌ ପୁରସ୍କାର

ଭୁବନେଶ୍ୱର,୧।୪: ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପବ୍ଲିକ୍‌ ଏଣ୍ଟରପ୍ରାଇଜ୍‌ ହାଇଦ୍ରାବାଦର ଏକ ପ୍ରମୁଖ ସହଯୋଗୀ ସଂସ୍ଥା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କ୍ୱାଲିଟି ଆଣ୍ଡ୍‌ ଏନ୍‌ଭାଇରନମେଣ୍ଟ ମ୍ୟାନେଜ୍‌ମେଣ୍ଟ ସର୍ଭିସେସ୍‌ (ଆଇକ୍ୟୁଇଏମ୍‌ଏସ୍‌) ଓ ଓଡ଼ିଶା ରାଜ୍ୟ ଉତ୍ପାଦିକତା ପରିଷଦର ମିଳିତ ସହଯୋଗରେ ଶୁକ୍ରବାର ଏକ ଦିନିକିଆ କର୍ମଶାଳା...

ଦିନକରେ ୩.୪୫ ଲକ୍ଷ କୋଟିର ନିବେଶ ବୃଦ୍ଧି

ନୂଆଦିଲ୍ଲୀ,୧।୪: ଦୀର୍ଘଦିନ ପରେ ଭାରତୀୟ ଶେୟାର ବଜାର କାରବାର ଏକ ବୃହତ୍‌ ନିବେଶ ବୃଦ୍ଧିରେ ଶେଷ ହୋଇଛି। ଏପରିକି ଭାରତୀୟ ଶେୟାର ବଜାରର କାରବାର ବୃଦ୍ଧି ଫଳରେ ଦିନକ ମଧ୍ୟରେ ଭାରତୀୟ ପୁଞ୍ଜି ବଜାରରେ ପ୍ରାୟ ୩.୪୫ ଲକ୍ଷ କୋଟି...

ଓକାୟା ଇଭିକୁ ପର୍ଯ୍ୟାୟ ୨ପ୍ରମାଣପତ୍ର

ନୂଆଦିଲ୍ଲୀ,୩୧।୩:ଦେଶର ପ୍ରମୁଖ ୨ଚକିଆ ବୈଦ୍ୟୁତିକ ଯାନ ନିର୍ମାତା ‘ଓକାୟା ଇଲେକ୍ଟ୍ରିକ ଭେଇକିଲ(ଇଭି)ର ଏଆଇଏସ୍‌ ୧୫୬ ସଂଶୋଧନ ୩ୟ ପର୍ଯ୍ୟାୟର ୨ୟ ପ୍ରମାଣପତ୍ର ହାସଲ କରିଛି, ଯାହା ବୈଦ୍ୟୁତିକ ଯାନଗୁଡ଼ିକର ସୁରକ୍ଷା ତଥା ଡିଜାଇନ, ନିର୍ମାଣ ଆବଶ୍ୟକତାକୁ ଅନ୍ତର୍ଭୁକ୍ତ କରିଥାଏ। ବିଶେଷକରି...

ସ୍ମାଇଲ ଗୋଲ୍ଡର ୨ୟ ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର,୩୧।୩:ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ଦ୍ୱିତୀୟ ପୂର୍ତ୍ତି ଉତ୍ସବ ଗୁରୁବାର ଧୁମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ମାଇଲ ଗୋଲ୍ଡର ପରିଚାଳନା ନିର୍ଦ୍ଦେଶକ ଇଂ. ବାବୁରାମ ସ୍ବାଇଁ ଏବଂ ସ୍ମାଇଲ ଗୋଲ୍ଡର ବହୁ ବରିଷ୍ଠ ଅଧିକାରୀ...

ଶାଓମି ଇଣ୍ଡିଆ ସହ ୱିର ସହଭାଗିତା

ନୂଆଦିଲ୍ଲୀ,୩୧।୩:ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ଶାଓମି ଇଣ୍ଡିଆ ସହ ଭୋଡାଫୋନ୍‌-ଆଇଡିଆ (ୱି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ସହଭାଗିତା ସ୍ଥାପନ କରାଯାଇଛି। ବିଶେଷକରି ଗ୍ରାହକମାନଙ୍କୁ ନିରବଚ୍ଛିନ୍ନ ୫ଜି ଅନୁଭୂିତି ପ୍ରଦାନ କରିବା ଲାଗି ଉକ୍ତ ବୁଝାମଣା ହୋଇଥିବା ଜଣାପଡ଼ିଛି। ଏପରିକି ୱି ପକ୍ଷରୁ...

ଲିଙ୍ଗଗତ ସମାନତା ପ୍ରତି ଗୁରୁତ୍ୱାରୋପ

ଭୁବନେଶ୍ୱର,୩୧।୩:ଦେଶର ସର୍ବବୃହତ୍‌ ଆଲୁମିନିୟମ ଉପତ୍ାଦନକାରୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ମାସେବ୍ୟାପୀ ଏକ ଅଭିନବ ଉତ୍ସବ ପାଳନ କରାଯାଇଥିଲା। ଏପରିକି ସମାନତା କର୍ମକ୍ଷେତ୍ର ପ୍ରଥା ମୂଳଦୁଆ ଉପରେ ଆଧାରିତ ଅଭିବୃଦ୍ଧି ରୋଡ୍‌ମ୍ୟାପ୍‌ ଦ୍ୱାରା କମ୍ପାନୀ ଭିତରେ ଲିଙ୍ଗଗତ ବିବିଧତାରେ ଉନ୍ନତି ଆଣିବା...

ଏମ୍‌ଏଏଚ୍‌ଏସ୍‌ଆର୍‌ ପ୍ରକଳ୍ପକୁ ୧୮,୭୫୦ କୋଟି ଦେବ ଜିକା

ନୂଆଦିଲ୍ଲୀ,୩୧।୩:ଦେଶର ବୁଲେଟ୍‌ ଟ୍ରେନ ପ୍ରକଳ୍ପର ଅଗ୍ରଗତି ପାଇଁ ଜାପାନ ଇଣ୍ଟରନ୍ୟାଶନାଲ କୋଅପରେଶନ ଏଜେନ୍ସି (ଜେଆଇସିଏ) ଅଫିସିଆଲ୍‌ ଡେଭଲପମେଣ୍ଟ ଆସିଷ୍ଟାଣ୍ଟ (ଓଡିଏ) ଜରିଆରେ ଭାରତକୁ ୩୦୦ ବିଲିୟନ ୟେନ୍‌ (ଭାରତୀୟ ମୁଦ୍ରାରେ ପ୍ରାୟ ୧୮,୭୫୦ କୋଟି ଟଙ୍କା ) ଋଣ ଆକାରରେ...

ଫେସବୁକ୍‌, ଇନ୍‌ଷ୍ଟାଗ୍ରାମ ବ୍ଲୁ ଟିକ୍‌ ପାଇଁ ଦେବାକୁ ପଡ଼ିବ ଏତିକି ଟଙ୍କା

କାଲିଫର୍ନିଆ,୩୦।୩: ନିକଟରେ ମେଟା ଆମେରିକାରେ ଏହାର ସବ୍‌ସ୍କ୍ରିପ୍‌ଶନ ମଡେଲ ଲଞ୍ଚ୍‌ କରିଛି। ଆମେରିକାର ଫେସ୍‌ବୁକ ଏବଂ ଇନ୍‌ଷ୍ଟାଗ୍ରାମ ୟୁଜର୍ସମାନେ ବର୍ତ୍ତମାନ ମାସିକ ୧୧.୯୯ ଡଲାର ଅର୍ଥାତ୍‌ ୯୯୦ ଟଙ୍କା ଦେୟ ଦେଇ ସେମାନଙ୍କ ଆକାଉଣ୍ଟ ଭେରିଫାଏ କରିପାରିବେ। ୱେବ୍‌ ସଂସ୍କରଣ...

ଭାରତ-ଶ୍ରୀଲଙ୍କା ସୌରଶକ୍ତି ଚୁକ୍ତି: ସ୍ଥାପିତ ହେବ ୧୩୫ ମେଗାଓ୍ବାଟ ସୋଲାର ପ୍ଲାଣ୍ଟ…

ନୂଆଦିଲ୍ଲୀ,୩୦।୩ : ଦ୍ୱିପାକ୍ଷିକ ଅର୍ଥନୈତିକ ଭାଗିଦାରୀକୁ ମଜବୁତ କରିବା ପାଇଁ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ସୌୀଶକ୍ତି ଚୁକ୍ତି ହୋଇଛି। ଏହା ଅନ୍ତର୍ଗତ ଶ୍ରୀଲଙ୍କର ଉପକୂଳବର୍ତ୍ତୀ ପୂର୍ବ ଜିଲାର ଟ୍ରିନକୋମାଲିରେ ଦୁଇ ପର୍ଯ୍ୟାୟରେ ୧୩୫ ମେଗାୱାଟ ସୌର ବିଦ୍ୟୁତ ଉତ୍ପାଦନ...

ଅଜୟ ବଙ୍ଗା ବିଶ୍ୱବ୍ୟାଙ୍କର ନିର୍ବିରୋଧ ଅଧ୍ୟକ୍ଷ ହେବା ନିଶ୍ଚତ…

ଓ୍ବାଶିଂଟନ,୩୦।୩ : ମୂଳ ଭାରତୀୟ ଅଜୟ ବଙ୍ଗା ବିଶ୍ୱବ୍ୟାଙ୍କର ଅଧ୍ୟକ୍ଷ ହେବା ପ୍ରାୟ ନିଶ୍ଚିତ। ବୁଧବାର ଏହି ପଦବୀ ପାଇଁ ନାମାଙ୍କନ ଶେଷ ହୋଇଛି। ଅନ୍ୟ କୌଣସି ଦେଶ ସର୍ବସାଧାରଣରେ ବିକଳ୍ପ ପ୍ରାର୍ଥୀ ପ୍ରସ୍ତାବ ଦେଇନାହାନ୍ତି। ଅର୍ଥ ବଙ୍ଗା ବିରୋଧରେ...

ନବୀନ ଜିନ୍ଦଲଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆୱାର୍ଡ

ନୂଆଦିଲ୍ଲୀ,୩୦।୩: ଦେଶର ପ୍ରମୁଖ ଘରୋଇ ଶିଳତପ ପ୍ରତିଷ୍ଠାନ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ଚେୟାରମ୍ୟାନ ନବୀନ ଜିନ୍ଦଲଙ୍କୁ ନିକଟରେ ‘ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆୱାର୍ଡ’ ସମ୍ମାନ ସମ୍ମାନିତ କରାଯାଇଛି। ବିଶେଷ କରି ଶିଳ୍ପ, ରାଜନୀତି ଏବଂ ଶିକ୍ଷା କ୍ଷେତ୍ରରେ...

ଏପ୍ରିଲ୨ରେ ବିଜ୍‌ନେସ୍‌ ଆଇଡିଆ ମଡେଲ କନ୍‌କ୍ଲେଭ

ଭୁବନେଶ୍ୱର,୩୦।୩: କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆ ଇଣ୍ଡଷ୍ଟ୍ରି (ସିଆଇଆଇ)ର ଭୁବନେଶ୍ୱର ଶାଖାର ଏକ ଅବିଚ୍ଛେଦ୍ୟ ଅଙ୍ଗ ୟଙ୍ଗ୍‌ ଇଣ୍ଡିଆନସ୍‌ ପକ୍ଷରୁ ୨୦୨୩ ଏପ୍ରିଲ ୨ରେ ‘ମୋ ଉତ୍କଳ ଦିବସ’ ପାଳନ କରାଯାଉଛି। ଏ ସମ୍ପର୍କରେ ୱାଇଆଇ ଭୁବନେଶ୍ୱର ଚାପ୍ଟରର ଅଧ୍ୟକ୍ଷ ବିଶାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri