ବାଣିଜ୍ୟ

ନିବେଶ ପାଇଁ ଓଡ଼ିଶା ସର୍ବୋତ୍ତମ

ଓଡ଼ିଶାରୁ ଉଚ୍ଚଶିକ୍ଷା ଶେଷକରି ଆମେରିକାର ବୋଷ୍ଟନ୍‌ ୟୁନିଭର୍ସିଟିରୁ ମାଷ୍ଟର ଡ୍ରିଗୀ ହାସଲ ପରେ ପାରିବାରିକ ବ୍ୟବସାୟରେ ସେ ମନୋନିବେଶ କରିଥିଲେ। ୧୯୯୦ ଦଶକରେ ଇଣ୍ଡିଆନ ମେଟାଲ୍ସ ଆଣ୍ଡ ଫେରୋ ଆଲୟେଜ(ଇମ୍ଫା)ର ପରିବର୍ଦ୍ଧନରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ ଏହାକୁ...

ଟିସିଏସ୍‌ର ସିଇଓ ପଦରୁ ଇସ୍ତଫା ଦେଲେ ରାଜେଶ ଗୋପୀନାଥନ

ନୂଆଦିଲ୍ଲୀ,୧୭।୩: ଦେଶର ବୃହତ୍ତମ ଆଇଟି କମ୍ପାନୀ ଟାଟା କନ୍ସଲଟାନ୍ସ ସର୍ଭିସର ଏମଡି ତଥା ସିଇଓ ରାଜେଶ ଗୋପୀନାଥନ ଇସ୍ତଫା ଦେଇଛନ୍ତି। କମ୍ପାନୀ ପକ୍ଷରୁ ଏକ ବିବୃତ୍ତି ଜାରି କରି ଏହି ସୂଚନା ଦେଇଛି। ରାଜେଶ ଗୋପୀନାଥନଙ୍କ ଇସ୍ତଫା ପରେ ମାର୍ଚ୍ଚ...

ବ୍ୟବସାୟରେ ସ୍ବଚ୍ଛତା ବଢ଼ିଛି

ପାରିବାରିକ ବ୍ୟବସାୟ ସହ ବାଣିଜ୍ୟର ଛାତ୍ର ହୋଇଥିବାରୁ ବ୍ୟବସାୟ ପ୍ରତି ତାଙ୍କର ବେଶ୍‌ ଆଗ୍ରହ ରହିଥିଲା। ଏପରିକି ପାଠପଢ଼ା ସମୟରେ ସେ ବଡ଼ଭାଇମାନଙ୍କୁ ବ୍ୟବସାୟରେ ସହଯୋଗ କରୁଥିଲେ। ବିଶେଷକରି କୋଲକାତାରୁ ଉଚ୍ଚଶିକ୍ଷା ଶେଷ ସହ ଶେୟାର ବଜାର କାରବାର କ୍ଷେତ୍ରରେ...

ନୀଳାଞ୍ଜନା କେଏଚ୍‌ଏଲ୍‌ର ନୂତନ ଏମ୍‌ଡି

ଭୁବନେଶ୍ୱର,୧୬।୩: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌(କେଏଚ୍‌ଏଲ୍‌)ର ନୂତନ ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ଅଭିଜ୍ଞ ପ୍ରଶାସିକା ନୀଳାଞ୍ଜନା ମୁଖାର୍ଜୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ବୁଧବାର କେଏଚ୍‌ଏଲ୍‌ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ନୀଳାଞ୍ଜନା ଆନୁଷ୍ଠାନିକ...

ଓଡ଼ିଶାର ୧୭ ସହରରେ ଜିଓ ଟ୍ରୁ-୫ଜି ସେବା

ନୂଆଦିଲ୍ଲୀ,୧୬।୩: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ବୁଧବାର ଓଡ଼ିଶାର ସୁନ୍ଦରଗଡ଼, ଭବାନୀପାଟଣା, ଜଟଣୀ ଏବଂ ଖୋର୍ଦ୍ଧା ଭଳି ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଜିଓ ଟ୍ରୁ-୫ଜି ସେବା ଓଡ଼ିଶାର ୧୭ଟି...

ହୋଣ୍ଡାର ନୂଆ ୧୦୦ସିସି ମୋଟରସାଇକେଲ ‘ସାଇନ୍‌ ୧୦୦’

ନୂଆଦିଲ୍ଲୀ,୧୬।୩: ଦେଶର ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ‘ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ’(ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂଆ ୧୦୦ସିସି ମୋଟରସାଇକେଲ ‘ସାଇନ୍‌ ୧୦୦’ର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ଓବିଡି୨ ନିୟମ ପାଳନ କରୁଥିବା ସହ ସବୁଠୁ ସୁଲଭ ଓ...

ଡ୍ୟୁରୋଫ୍ଲେକ୍ସର ଅନନ୍ୟ ଡିଜିଟାଲ ଅଭିଯାନ

ନୂଆଦିଲ୍ଲୀ,୧୬।୩: ଭାରତର ଶୟନ ବିଶାରଦ ‘ଡ୍ୟୁରୋଫ୍ଲେକ୍ସ’ ପକ୍ଷରୁ ବିଶ୍ୱ ନିଦ୍ରା ଦିବସ ଅବସରରେ ଏକ ଅନନ୍ୟ ଡିଜିଟାଲ ଅଭିଯାନ ‘ଇଣ୍ଡିଆସ ସ୍ଲିପିଏଷ୍ଟ ପେଜ୍‌’ (ଭାରତର ନିଦ୍ରାଚ୍ଛନ୍ନ ପୃଷ୍ଠ) ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏକ ଉତ୍ତମ ନିଦ୍ରାଭ୍ୟାସକୁ ଆପଣେଇବାର ବାର୍ତ୍ତା...

ସୋନାଲିକାର ୧,୩୭,୩୪୪ ୟୁନିଟ୍‌ ବିକ୍ରି

ନୂଆଦିଲ୍ଲୀ,୧୬।୩: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନି ବ୍ରାଣ୍ଡ୍‌ ସୋନାଲିକା ଟ୍ରାକ୍ଟର୍ସ ଚଳିତ ବର୍ଷ ଫେବୃୟାରୀ ସୁଦ୍ଧା ୧,୩୭,୩୪୪ ୟୁନିଟ୍‌ ଟ୍ରାକ୍ଟର ବିକ୍ରି କରିଛି। ଫଳରେ କମ୍ପାନୀର ବଜାର ଅଂଶ ୧୪.୧%କୁ ବୃଦ୍ଧି ପାଇଛି। ଏ ସମ୍ପର୍କରେ ଇଣ୍ଟରନ୍ୟାଶନାଲ୍‌ ଟ୍ରାକ୍ଟର୍ସ...

ପୋକୋ ଏକ୍ସ୫ ୫ଜି ଉନ୍ମୋଚିତ

ନୂଆଦିଲ୍ଲୀ,୧୬।୩: କଞ୍ଜ୍ୟୁମର ଟେକ୍ନୋଲୋଜି ବ୍ରାଣ୍ଡ୍‌ ପୋକୋର ଲୋକପ୍ରିୟ ଏକ୍ସ-ସିରିଜ୍‌ ଅଧୀନରେ ଏକ ନୂଆ ସ୍ମାର୍ଟଫୋନ୍‌ ପୋକୋ ଏକ୍ସ୫ ୫ଜି କୁ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏପରିକି ପୋକୋ ଇଣ୍ଡିଆ ଉତ୍ସାହଜନକ ଫିଚର ଯେ ପରିକି କ୍ୱାଲ୍‌କମ୍‌ ସ୍ନାପ୍‌ଡ୍ରାଗନ ୬୯୫ପ୍ରୋସେସର, ୬.୬୭...

ଫେବୃୟାରୀରେ ରପ୍ତାନି ୮.୮% ହ୍ରାସ

ନୂଆଦିଲ୍ଲୀ,୧୬।୩ : କ୍ରମାଗତ ୩ୟ ମାସ ଲାଗି ଭାରତୀୟ ରପ୍ତାନି କ୍ଷେତ୍ରରେ ହ୍ରାସ ଦେଖିବାକୁ ମିଳିଛି। ବିଶେଷକରି ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ବୈଶ୍ବିକ ମାନ୍ଦାବସ୍ଥା ଯୋଗୁ ଦେଶର ରପ୍ତାନି ହାରରେ ହ୍ରାସ ଘଟିଛି। ଏପରିକି ଚଳିତ ବର୍ଷ ଫେବୃୟାରୀରେ ଦେଶର...

ପୋଷ୍ଟପେଡ୍‌ ଫାମିଲି ପ୍ଲାନ୍‌ ‘ଜିଓ ପ୍ଲସ୍‌’

ନୂଆଦିଲ୍ଲୀ,୧୫ା୩: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ଏକ ନୂତନ ଫାମିଲି ପ୍ଲାନ୍‌ ‘ଜିଓ ପ୍ଲସ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏକ ମାସର ମାଗଣା ଟ୍ରାଏଲ୍‌ ସୁବିଧା ସହ ରିଲାଏନ୍ସ ଜିଓ ପ୍ଲସ୍‌ ପ୍ଲାନ୍‌ର...

ହୋଣ୍ଡା ଅଲ୍‌ ନ୍ୟୁ ସିଟିର ଅନାବରଣ

ଭୁବନେଶ୍ୱର,୧୫ା୩: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ହୋଣ୍ଡା ଅଲ୍‌ ନ୍ୟୁ ସିଟି’ର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏପରିକି କମ୍ପାନୀ ନିକଟରେ ଉକ୍ତ ମଡେଲର ବଜାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri