ବାଣିଜ୍ୟ

୭୦ ଟ୍ରେନିଂ ବିମାନ କ୍ରୟ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ଏଚଏଏଲ ମଧ୍ୟରେ ଚୁକ୍ତି…

ନୂଆଦିଲ୍ଲୀ,୭।୩ : ପ୍ରତିରକ୍ଷା ମନ୍ତ୍ରଣାଳୟ ମଙ୍ଗଳବାର ୭୦ ଏଚଟିଟି-୪୦ ଟ୍ରେନିଂ ବିମାନ କ୍ରୟ ପାଇଁ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ(ଏଚଏଏଲ) ସହିତ ଏକ ଚୁକ୍ତିନାମା ସ୍ବାକ୍ଷର କରିଛି। ବାୟୁସେନା ଏହି କ୍ରୟ ପାଇଁ ୬,୮୦୦ କୋଟି ଟଙ୍କା ଖର୍ଚ୍ଚ କରିବ। ୩୧,୦୦୦...

ସେଣ୍ଟ୍ରାଲ ବ୍ୟାଙ୍କ ସେବା ନିବୃତ୍ତ ସଂଘ ରାଜ୍ୟ ସମ୍ମିଳନୀ

ଭୁବନେଶ୍ୱର, ୭ା୩: ସେଣ୍ଟ୍ରାଲ ବ୍ୟାଙ୍କ ସେବାନିବୃତ୍ତ କର୍ମଚାରୀଙ୍କ ରାଜ୍ୟ ସମ୍ମିଳନୀ ସୋମବାର ବୁଦ୍ଧ ମନ୍ଦିର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ବ୍ୟାଙ୍କ ଅବସରପ୍ରାପ୍ତ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ନିରଞ୍ଜନ ମିଶ୍ର ଏହାର ଉଦ୍‌ଘାଟନ କରିଥିଲେ। ବିଶ୍ୱ ରଞ୍ଜନ ଶତପଥୀଙ୍କ...

ସରିଲା ୧୦ଦିନିଆ ଦ୍ୱୈତ ମେଳା

ଭୁବନେଶ୍ୱର,୭।୩ : ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ଥାନୀୟ ଜନତା ମଇଦାନଠାରେ ୧୮ତମ ହୋମ୍‌ ଆଣ୍ଡ ଡେକୋର ସାଙ୍ଗକୁ ୧୮ତମ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ମେଗା ଟ୍ରେଡ୍‌ ଫେୟାର-୨୦୨୩ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏପରିକି ଚଳିତ ବର୍ଷ ଫେବୃୟାରୀ ୨୫ରୁ ଆରମ୍ଭ...

୧୨୦ କୋଟି ବିନିଯୋଗ କରିବ ଜେଏସ୍‌ଏଲ୍‌

ଭୁବନେଶ୍ୱର,୭।୩: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ପ୍ରକଳ୍ପ ଅଞ୍ଚଳରେ ଅଙ୍ଗାରକାମ୍ଳ ପଦଚିହ୍ନକୁ ହ୍ରାସ କରିବା ପାଇଁ ପ୍ରାୟ କମ୍ପାନୀ ବ୍ୟାପକ ଯୋଜନା ପ୍ରସ୍ତୁତ କରିଥିବା ଜଣାପଡ଼ିଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍‌ ଯାଜପୁରଠାରେ ୨୧ ମେଗାୱାଟ୍‌ ଏବଂ ହରିୟାଣା ୟୁନିଟ୍‌...

ସନ୍‌ସାଇନରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର,୭।୩: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ସନ୍‌ସାଇନ ହସ୍ପିଟାଲ ଲକ୍ଷ୍ମୀସାଗର, ଭୁବନେଶ୍ୱରକୁ ଆଉ ଏକ ବିରଳ ଅସ୍ତ୍ରୋପଚାରର ସଫଳତା ମିଳିଥିବା ଜଣାପଡ଼ିଛି। ଏପରିକି ଇଣ୍ଡୋ-ତୁର୍କୀ-କୋରିଆନର ମିଳିତ ଭାଗୀଦାରିରେ ବିଏସ୍‌ଇସିଓଏନ୍‌-୧ ଅତ୍ୟାଧୁନିକ ମେରୁଦଣ୍ଡ ବାଇପୋର୍ଟାଲ, ଏଣ୍ଡୋସ୍ପାଇନ ଲେଜର ଅସ୍ତ୍ରୋପଚାର ସଫଳତାର ସହ...

ନିବେଶକଙ୍କ ସମ୍ପତ୍ତି ଦିନକରେ ୨.୧୨ ଲକ୍ଷ କୋଟି ବୃଦ୍ଧି

ନୂଆଦିଲ୍ଲୀ,୭।୩: ଗତ କିଛିଦିନ ହେବ ବିଭିନ୍ନ କାରଣ ପାଇଁ ଦଲାଲ ଷ୍ଟ୍ରିଟ୍‌ରେ କାରବାର ମାନ୍ଦା ରହୁଥିଲା। ଏପରିକି ଗତ ସପ୍ତାହର କାରବାରରେ ମଧ୍ୟ ପରିବର୍ତ୍ତନ ହେଉଥିଲା। ବିଶେଷକରି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ବୃଦ୍ଧି...

ଆଜି ସରିବ ମେଗା ଟ୍ରେଡ୍‌ ଫେୟାର

ଭୁବନେଶ୍ୱର,୬।୩: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ଥାନୀୟ ଜନତା ମଇଦାନଠାରେ କ୍ରେଡାଇ ଭୁବନେଶ୍ୱର ପକ୍ଷରୁ ହୋମ୍‌ ଆଣ୍ଡ ଡେକୋର-୨୦୨୩ ରିୟଲ ଇଷ୍ଟେଟ୍‌ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ସେହିଭଳି ବେଙ୍ଗଲ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ସହ ଜି.ଏସ୍‌ ମାର୍କେଟିଙ୍ଗ୍‌...

ବିଓଆଇ ପକ୍ଷରୁ ଋଣ ମେଳା

ଭୁବନେଶ୍ୱର,୬।୩: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ନୂଆସନ୍ଥ ଶାଖାଠାରେ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚ୍‌ଜି)ଙ୍କ ପାଇଁ ଏକ ଋଣ ମେଳାର ଅୟୋଜନ କରାଯାଇଥିଲା। ବିଓଆଇ ଆଞ୍ଚଳିକ କାର୍ଯ୍ୟାଳୟର ମୁଖ୍ୟ ପ୍ରବନ୍ଧକ (ଋଣ ବିଭାଗ) ଦୀପ୍ତି ହୋତା...

ଫେବୃୟାରୀରେ ୨.୪୭ ଲକ୍ଷ ୟୁନିଟ୍‌ ଗାଡ଼ି ବିକ୍ରି

ନୂଆଦିଲ୍ଲୀ,୬।୩: ଦେଶର ପ୍ରମୁଖ ଦୁଇ ଚକିଆ ଯାନ ନିର୍ମାତା ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପକ୍ଷରୁ ଚଳିତ ବର୍ଷ ଫେବୃୟାରୀର ଗାଡି ବିକ୍ରି ସମ୍ପର୍କରେ ଘୋଷଣା କରାଯାଇଛି ା ବିଶେଷ କରି ୨୦୨୩ ଫେବୃୟାରୀରେ କମ୍ପାନି ମୋଟ...

ସାଗାସାହି ସୋଲାର ମଡେଲ ଗ୍ରାମରେ ପରିଣତ

ଭୁବନେଶ୍ୱର,୬।୩: ଆର୍ସେଲର ମିତ୍ତଲ ନିପ୍ପନ୍‌ ଷ୍ଟିଲ୍‌ ଇଣ୍ଡିଆ (ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ) ପକ୍ଷରୁ ସୁନ୍ଦରଗଡ଼ ଜିଲାର କୋଇଡା ବ୍ଲକର ସାଗାସାହି ଗ୍ରାମକୁ ଏକ ସୋଲାର ମଡେଲ ଗ୍ରାମରେ ପରିଣତ କରାଯାଇଛି। ବିଶେଷକରି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) ଅଭିଯାନ ଜରିଆରେ...

ସହଯୋଗୀରୁ ସଫଳ ବ୍ୟବସାୟୀ

ପିଲାଟିଦିନରୁ ପାଠପଢ଼ା ସହ ଅନେକ କ୍ଷେତ୍ରରେ ବେଶ୍‌ ଉଚ୍ଚକୋଟୀର ପ୍ରଦର୍ଶନ କରୁଥିବା ଜଣେ ମେଧାବୀ ଛାତ୍ରୀ ଉଚ୍ଚ ଶିକ୍ଷା ପରେ ହାତକୁ ଦୁଇହାତ ହୋଇଯାଆନ୍ତି। ବିଶେଷକରି ଛାତ୍ରୀଙ୍କ ମନରେ ରହିଥିବା ଅସୁମାରି ସ୍ବପ୍ନକୁ ସ୍ବାମୀ ଭଲ ଭାବେ ବୁଝି ପାରିଥାଆନ୍ତି।...

ଓପିଟିସିଏଲ୍‌କୁ ସିବିଆଇପି ପୁରସ୍କାର

ଭୁବନେଶ୍ୱର,୫।୩: ରାଜ୍ୟର ପ୍ରମୁଖ ସରକାରୀ ଉଦ୍ୟୋଗ ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌)ର କାର୍ଯ୍ୟଦକ୍ଷତାକୁ ଜାତୀୟ ସ୍ତରରେ ସ୍ବୀକୃତି ସାଙ୍ଗକୁ ସମ୍ମାନ ଦିଆଯାଇଛି। ଦେଶରେ ଶକ୍ତି କ୍ଷେତ୍ରରେ ସଫଳ ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ କମ୍ପାନୀ ଭାବେ ଓପିଟିସିଏଲ୍‌କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri