ବାଣିଜ୍ୟ

ଡାଲମିଆ ସିମେଣ୍ଟର‘ପ୍ରୋଜେକ୍ଟ ହସ୍ତକଳା’

ଭୁବନେଶ୍ୱର,୨୭।୨: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ ଦ୍ୱାରା ସୁନ୍ଦରଗଡ ଜିଲାର ଝଗରପୁର ଏବଂ କଟାଙ୍ଗ ପଞ୍ଚାୟତର ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ମହିଳାମାନଙ୍କ ପାଇଁ ଏକ ଅର୍ଥନୈତିକ ବିକାଶମୂଳକ କାର୍ଯ୍ୟକ୍ରମ ପ୍ରୋଜେକ୍ଟ ହସ୍ତକଳା ଆରମ୍ଭ କରାଯାଇଛି। ଏପରିକି ଉକ୍ତ ପ୍ରକଳ୍ପ...

ମହିମାନନ୍ଦଙ୍କୁ ‘ଲାଇଫ୍‌ଟାଇମ ଆଚିଭମେଣ୍ଟ ଆୱାର୍ଡ-୨୦୨୩’

ଭୁବନେଶ୍ୱର,୨୭।୨: ଦୀର୍ଘ ୪ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଭାରତୀୟ ଶିପିଂ ଓ ସାମୁଦ୍ରିକ ଶିଳ୍ପ ଏବଂ ଓଡ଼ିଶାର ଅଭିବୃଦ୍ଧି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଅଭିଜ୍ଞ ଶିଳ୍ପପତି ତଥା ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌)ର ପ୍ରତିଷ୍ଠାତା ମହିମାନନ୍ଦ ମିଶ୍ରଙ୍କୁ ନିକଟରେ...

‘ବ୍ୟାଙ୍କିଙ୍ଗ୍‌ ସିଷ୍ଟମ୍‌ର ସାମ୍ପ୍ରତିକ ପରିବର୍ତ୍ତନ’

ଭୁବନେଶ୍ୱର,୨୭।୨: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ଅଫିସର୍ସ ଆସୋସିଏଶନ୍‌ ଓଡ଼ିଶା ୟୁନିଟ୍‌ର ୪୨ତମ ବାର୍ଷିକ ବୈଠକ ରବିବାର ସ୍ଥାନୀୟ ରେଳ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଫେଡେରେଶନ୍‌ ଅଫ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏଶନ୍‌ର ସାଧାରଣ ସମ୍ପାଦକ...

ଏଲ୍‌ଜି ରେଫ୍ରିଜରେଟରରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୭।୨: ଏଲ୍‌ଜି ଇଲେକ୍ଟ୍ରୋନିକ୍ସ ଇଣ୍ଡିଆର ସାଇଡ୍‌ ବାଏ ସାଇଡ ରେଫ୍ରିଜରେଟରର ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ଅଫର ଆରମ୍ଭ କରାଯାଇଛି। ଏପରିକି ଚଳିତମାସ ୨ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଫର ଆସନ୍ତା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଉପଲବ୍ଧ ହେବ। କମ୍ପାନୀ...

ଜୀବିକା ପ୍ରଶିକ୍ଷଣ ତାଲିମ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୭।୨: ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ (ଟିଏସ୍‌ଏଫ୍‌) ସହଯୋଗରେ ସୁବର୍ଣ୍ଣରେଖା ବନ୍ଦର ପ୍ରାଇଭେଟ୍‌ ଲିମିଟେଡ୍‌(ଏସ୍‌ପିପିଏଲ୍‌) ବାଲେଶ୍ୱର ଜିଲାର ବାଲିଆପାଳର ଡଗରା ଗ୍ରାମ ପଞ୍ଚାୟତରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ସଦସ୍ୟଙ୍କ ପାଇଁ ସବାଇ ଘାସ ହସ୍ତତନ୍ତ ସାମଗ୍ରୀ ଉପରେ ଏକ...

ପରିବାର-କର୍ମକ୍ଷେତ୍ର ମଧ୍ୟରେ ସମତୁଲ ଆବଶ୍ୟକ

ଭୁବନେଶ୍ୱର,୨୭।୨: ଭାରତୀୟ ଷ୍ଟେଟ ବ୍ୟାଙ୍କ ଅଧିକାରୀ ସଂଘ ଓଡ଼ିଶା ସର୍କଲର ବାର୍ଷିକ ସାଧାରଣ ସଭା ରବିବାର ସ୍ଥାନୀୟ କିଟ୍‌ ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ଓଡ଼ିଶାର କୋଣ ଅନୁକୋଣରୁ ପ୍ରାୟ ୨୦୦୦ରୁ ଅଧିକ ଷ୍ଟେଟ ବ୍ୟାଙ୍କ...

ଟିପିସିଓଡିଏଲ୍‌ର ସ୍ବତନ୍ତ୍ର ସ୍କିମ୍‌

ଭୁବନେଶ୍ୱର,୨୭।୨: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ) ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ସ୍କିମ୍‌ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ବିଦ୍ୟୁତ୍‌ ଚୋରି ଅଭିଯୋଗରେ ଯେଉଁମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି, ସେମାନଙ୍କ ପାଇଁ ଚୋରି ମୂଲ୍ୟାଙ୍କନ ଦେୟର...

ସୁଯୋଗର ସଦୁପଯୋଗ କରି ସଫଳ

ଗ୍ରାହକ ସେବାରେ ଢେଙ୍କାନାଳ ଜିଲାର ହିରୋ ବାଇକ୍‌ ଓ ସ୍କୁଟର ଶୋ’ରୁମ୍‌ ‘ସୋମ୍‌ ଅଟୋ’ ନିଜର ସ୍ବତନ୍ତ୍ରତା ବଜାୟ ରଖିଛି। ଏହାର ଅଧିକୃତ ବିକ୍ରେତା ତଥା ସ୍ବତ୍ୱାଧିକାରୀ ହର୍ଷବର୍ଦ୍ଧନ ସିଂହଦେଓ ୨ଚକିଆ ଯାନ ବ୍ୟବସାୟରେ ସଫଳତା ହାସଲ କରି ତାଙ୍କର...

ମାର୍ଚ୍ଚ ପହିଲାରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିପାରେ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୨: ଆଉ ଦୁଇ ଦିନ ପରେ ଆରମ୍ଭ ହେବ ମାର୍ଚ୍ଚ ମାସ। ପ୍ରତି ମାସରେ ଟଙ୍କା ସହ ଜଡ଼ିତ ନିୟମ ପରିବର୍ତ୍ତନ ହୋଇଥାଏ। ଏଥର ମଧ୍ୟ ଅନେକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି, ଯାହାକି ଆପଣଙ୍କ ପକେଟ ଉପରେ ପ୍ରଭାବ...

ପୁଣି କର୍ମଚାରୀଙ୍କୁ ଛଟେଇ କଲା ଟୁଇଟର

ନୂଆଦିଲ୍ଲୀ,୨୬।୨: ଲୋକପ୍ରିୟ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଟୁଇଟର ପୁଣି ଥରେ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ଏହି ଅଷ୍ଟମ ରାଉଣ୍ଡ ଛଟେଇର ପ୍ରଭାବ ଅନେକ ଇଞ୍ଜିନିୟରିଂ ଟିମ୍‌ ଉପରେ ପଡ଼ିଛି। ଏଥିରେ ବିଜ୍ଞାପନ ପ୍ରଯୁକ୍ତିବିଦ୍ୟା, ଟୁଇଟର ଆପ୍‌, ଟୁଇଟର ସିଷ୍ଟମ...

ମେଳା ମିଳନର ମହାପର୍ବ

ଭୁବନେଶ୍ୱର,୨୬।୨: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ଥାନୀୟ ଜନତା ମଇଦାନଠାରେ କ୍ରେଡାଇ ଭୁବନେଶ୍ୱର ପକ୍ଷରୁ ୧୮ ତମ ହୋମ୍‌ ଆଣ୍ଡ ଡେକୋର-୨୦୨୩ ରିୟଲ ଇଷ୍ଟେଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ସେହିଭଳି ବେଙ୍ଗଲ ଚ୍ୟାମ୍ବର ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି ସହ...

ପିଏନ୍‌ବି ଗୃହଋଣ ଷ୍ଟଲ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୨୬।୨: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଏକ ସ୍ବତନ୍ତ୍ର ଋଣମେଳା ଷ୍ଟଲ୍‌ର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ମେଗା ହୋମ୍‌ ଆଣ୍ଡ୍‌ ଡେକୋର ମେଳାରେ ପିଏନ୍‌ବି ଗୃହଋଣ ଷ୍ଟଲ୍‌ ଉଦ୍‌ଘାଟିତ ହୋଇଯାଇଛି। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri