ବାଣିଜ୍ୟ

ସୋନାଲିକାର ୨୬% ଘରୋଇ ଅଭିବୃଦ୍ଧି

ନୂଆଦିଲ୍ଲୀ,୭।୨: ଦେଶର ପ୍ରମୁଖ ଟ୍ରାକ୍ଟର ରପ୍ତାନି ବ୍ରାଣ୍ଡ୍‌ ସୋନାଲିକା ଟ୍ରାକ୍ଟର୍ସ ଚଳିତ ବର୍ଷ ଜାନୁୟାରୀରେ ମୋଟ ୯,୭୪୧ଟି ଟ୍ରାକ୍ଟର ବିକ୍ରି କରିଥିବା ଜଣାପଡିଛି। ଏପରିକି କମ୍ପାନୀର ବିକ୍ରି ପରିମାଣ ଜାନୁୟାରୀରେ ପ୍ରାୟ ୨୬% ଅଭିବୃଦ୍ଧିର ଏକ ଉଲ୍ଲେଖନୀୟ ସଫଳତା ହାସଲ...

ପଣ୍ୟ ବୋଝେଇରୁ ୨୦,୬୩୫ କୋଟି ଆୟ

ଭୁବନେଶ୍ୱର,୭।୨: ଭାରତୀୟ ରେଲଓ୍ବେର ଏକ ପ୍ରମୁଖ ଜୋନ ପୂର୍ବତଟ ରେଳପଥ ଚଳିତ ଆର୍ଥିକ ବର୍ଷ (୨୦୨୨-୨୩)ର ଶେଷ ପୂର୍ବରୁ ରେଳ ମନ୍ତ୍ରଣାଳୟର ଲକ୍ଷ୍ୟ ଧାର୍ଯ୍ୟ ପୂରଣ ସହ ପଣ୍ୟ ବୋଝେଇରେ ଏକ ନୂତନ ରେକର୍ଡ ହାସଲ କରିଥିବା ମନ୍ତ୍ରଣାଳୟ ପକ୍ଷରୁ...

ଇପିଏଫ୍‌ ଆକାଉଣ୍ଟରୁ ଟଙ୍କା ଉଠାଇବା ନିୟମ ବଦଳିଲା: ୫ ବର୍ଷ ପୂର୍ବରୁ ଉଠାଇଲେ ଦେବାକୁ ପଡିବ ଟିକସ…

ନୂଆଦିଲ୍ଲୀ,୬।୨ : ଇପିଏଫ ଆକାଉଣ୍ଟରୁ ଟଙ୍କା ଉଠାଇବାର ନିୟମ ବଦଳି ଯାଇଛି। ଯଦ ୫ ବର୍ଷ ପୂର୍ବରୁ ଟଙ୍କା ଉଠାଯାଏ ତେବେ ଟିକସ ଦେବାକୁ ପଡିବ । ଦେଶର ସାଧାରଣ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରୋଭିଡେଣ୍ଟ ଫଣ୍ଡ (ପିଏଫ...

୪୮ କୋଟି ପ୍ୟାନ୍‌ ଅଧାରରେ ଲିଙ୍କ୍‌, ୩୧ ମାର୍ଚ୍ଚ ସୁଦ୍ଧା ଅନିବାର୍ଯ୍ୟ, ନ ହେଲେ ୧୦ ହଜାର ଜରିମାନା…

ନୂଆଦିଲ୍ଲୀ,୬।୨ : ସ୍ଥାୟୀ ଆକାଉଣ୍ଟ ନମ୍ବର (ପ୍ୟାନ) କୁ ଆଧାର ସହିତ ବାଧ୍ୟତାମୂଳକ ସଂଯୋଗ ଉପରେ ସରକାର ପୁଣିଥରେ ଚେତାବନୀ ଦେଇଛନ୍ତି ଯେ ଯଦି ପ୍ୟାନ ଆଧାର ୩୧ ମାର୍ଚ୍ଚ ୨୦୨୩ ସୁଦ୍ଧା ସଂଯୁକ୍ତ ନ ହୁଏ, ତେବେ କୌଣସି...

ବରିଷ୍ଠ ନାଗରିକଙ୍କ ଆୟ ହେବ ୨ ଗୁଣା, ମାସକୁ ମିଳିବ ୨୦ ହଜାର…

ନୂଆଦିଲ୍ଲୀ,୬।୨ : କେନ୍ଦ୍ର ସରକାର ୨୦୨୩-୨୪ ସାଧାରଣ ବଜେଟରେ ବରିଷ୍ଠ ନାଗରିକଙ୍କ ପାଇଁ ଏକ ନୂତନ ଘୋଷଣା କରିବା ସହିତ ନୂତନ ଟିକସ ବ୍ୟବସ୍ଥାରେ ଆୟକରଦାତାଙ୍କୁ ଥଇଥାନ କରିଥିଲେ। ଏହା ଅଧୀନରେ ସିନିୟର ସିଟିଜେନ ସେଭିଂ ସ୍କିମ (ଏସସିଏସଏସ) ରେ...

ସୋଲାସ ପ୍ରତି ବଢୁଛି ଆଗ୍ରହ

ନୂଆଦିଲ୍ଲୀ,୬।୨: ଦେଶର ଏକ ଜଣାଶୁଣା ତଥା ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆର୍‌ଭି ୟୁନିଭର୍ସିଟିର ସ୍କୁଲ ଅଫ୍‌ ଲିବେରାଲ ଆର୍ଟସ ଆଣ୍ଡ ସାଇନ୍ସି (ସୋଲାସ) ପ୍ରତି ବର୍ତ୍ତମାନ ଉଭୟ ଦେଶ ଓ ବିଦେଶର ଛାତ୍ରୀଛାତ୍ରଙ୍କର ଆଗ୍ରହ ବୃଦ୍ଧି ପାଉଛି। ବିଶେଷକରି ସୋଲାସ...

ମାର୍ଚ୍ଚରେ ୨୧ତମ ଆଇଏଏପିଆଇ ଆମ୍ୟୁଜମେଣ୍ଟ ଏକ୍ସପୋ

ନୂଆଦିଲ୍ଲୀ,୬।୨: ଇଣ୍ଡିଆନ ଆସୋସିଏସନ ଅଫ୍‌ ଆମ୍ୟୁଜମେଣ୍ଟ ପାର୍କ ଆଣ୍ଡ ଇଣ୍ଡଷ୍ଟ୍ରିଜ (ଆଇଏଏପିଆଇ) ପକ୍ଷରୁ ଚଳିତ ବର୍ଷ ମାର୍ଚ୍ଚରେ ଏକ ୩ ଦିନିଆ ଏକ୍ସପୋ ଆୟୋଜନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୨୦୨୩ ମାର୍ଚ୍ଚ ୧ରୁ ୩ ପର୍ଯ୍ୟନ୍ତ ୨୧ତମ ଆଇଏଏପିଆଇ...

ଡ୍ରିମ୍‌ସ ପଲିଟେକ୍‌ନିକକୁ ଏନ୍‌ବିଏ ମାନ୍ୟତା

କଟକ,୬।୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ର ସହଯୋଗୀ ଅନୁଷ୍ଠାନ ଡ୍ରିମ୍‌ସ ପଲିଟେକ୍‌ନିକକୁ ନିକଟରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅଧୀନ ନ୍ୟାଶନାଲ ବୋର୍ଡ ଅଫ ଆକ୍ରିଡିସନ୍‌ (ଏନ୍‌ବିଏ) ମାନ୍ୟତା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, କଟକ ଜିଲା...

‘ଅସ୍ଥିରତାର ସର୍ବାଧିକ ଲାଭ ଉଠାଇବା ଉଚିତ’

ନୂଆଦିଲ୍ଲୀ,୬।୨: ଜାତୀୟ ଓ ଅନ୍ତର୍ଜାତୀୟ ବଜାର ଭୌଗୋଳିକ କାରଣରୁ ଆଶା ଓ ଆଶଙ୍କା ମଧ୍ୟରେ ଗତି କରୁଛି। ଏଭଳି ସମୟରେ ଜଣେ ଯତ୍ନଶୀଳ ନିବେଶକଭାବେ ବଜାରରେ ଥିବା ଅସ୍ଥିରତାଠାରୁ ନିଜ ପୋର୍ଟଫୋଲିଓକୁ ସୁରକ୍ଷିତ ରଖିବାକୁ ଚାହିଁଥାନ୍ତି। ତଥାପି ବଜାରର ଗତିବିଧିକୁ...

ଭୁବନେଶ୍ୱରରେ ପ୍ରାମା ବ୍ରାଣ୍ଡ୍‌ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର,୫।୨: ଦେଶର ପ୍ରମୁଖ ସ୍ବଦେଶୀ ସୁରକ୍ଷା ଏବଂ ନିରୀକ୍ଷଣ ଉତ୍ପାଦ ଉତ୍ପାଦନକାରୀ କମ୍ପାନୀ ପ୍ରାମା ଇଣ୍ଡିଆ ପ୍ରା.ଲିଃ.ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ସହଯୋଗୀ ସଂସ୍ଥା କିରେଷ୍ଟୁ ସ୍ମାର୍ଟ ପ୍ରୋ ସହ ମିଳିତ...

ଏମ୍‌ଜି ହେକ୍ଟର ପ୍ଲସ୍‌ର ବଜାର ପ୍ରବେଶ

ନୂଆଦିଲ୍ଲୀ,୬।୨: ଅନ୍ତଃରାଷ୍ଟ୍ରୀୟ ଅଟୋମୋବାଇଲ କମ୍ପାନୀ ଏମ୍‌ଜି ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ପ୍ରିମିୟମ ବର୍ଗର ଡିଜେଲ ମଡେଲ ଏମ୍‌ଜି ହେକ୍ଟର ପ୍ଲସ୍‌ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଅତ୍ୟାଧୁନିକ ଜ୍ଞାନକୌଶଳ ଏବଂ ବର୍ତ୍ତମାନର ମଡର୍ନ ଟେକ୍ନୋଲୋଜି ଫାସିଲାଟି ସହ...

କାନାରା ବ୍ୟାଙ୍କ ପକ୍ଷରୁ ଶ୍ରେଣୀଗୃହର ପୁନର୍ନିମାଣ

ଭୁବନେଶ୍ୱର,୬।୨: କାନାରା ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ସ୍କୁଲର ଶ୍ରେଣୀଗୃହର ମରାମତି କରାଯାଇଛି। ସ୍ଥାନୀୟ ପଳାଶପଲ୍ଲୀଠାରେ ଅବସ୍ଥିତ ଓଡ଼ିଶା ଆସୋସିଏଶନ ଅଫ୍‌ ଦି ଡେଫ୍‌ ଦ୍ୱାରା ପରିଚାଳିତ ସ୍ବତନ୍ତ୍ର ସ୍କୁଲର ଶ୍ରେଣୀଗୃହ ଗତ ଫନୀ ବାତ୍ୟାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri