ବାଣିଜ୍ୟ

ସୋନିର ନୂତନ କ୍ୟାମେରା ଉନ୍ମୋଚିତ

ନୂଆଦିଲ୍ଲୀ,୨୧।୨: ସୋନି ଇଣ୍ଡିଆର ନୂତନ କ୍ୟାମେରା ‘ଏଫ୍‌ଏକ୍ସ୩୦’ର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ନୂତନ କ୍ୟାମେରା ଏଫ୍‌ଏକ୍ସ୩୦ ଏକ ୪କେ ସୁପର ୩୫କମ୍ପେକ୍ଟ କ୍ୟାମେରା ଭାବେ ଜଣାଶୁଣା, ଯାହା ସିନେମା ଲାଇନର ଅନେକ ବୃତ୍ତିଗତ ବୈଶିଷ୍ଟ୍ୟ...

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୨୧।୨: ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ସାଙ୍ଗକୁ ଦରବୃଦ୍ଧି ଯୋଗୁ ଭାରତୀୟ ଶେୟାର ବଜାରରେ ମାନ୍ଦାବସ୍ଥା ଦେଖାଦେଇଛି। ଏପରିକି ଚଳିତ ସପ୍ତାହର ୧ମ କାର୍ଯ୍ୟଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି...

ସୁବ୍ରମଣ୍ୟମ୍‌ ନୀତି ଆୟୋଗର ନୂଆ ସିଇଓ

ନୂଆଦିଲ୍ଲୀ,୨୧।୨: ବରିଷ୍ଠ ପ୍ରଶାସନିକ ଅଧିକାରୀ ବିଭିଆର୍‌ ସୁବ୍ରମଣ୍ୟମଙ୍କୁ ସୋମବାର କେନ୍ଦ୍ର ସରକାର ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ନିଯୁକ୍ତ କରିଛନ୍ତି। ବିଶେଷକରି ଛତିଶଗଡ଼ କ୍ୟାଡରର ୧୯୮୭ ବ୍ୟାଚ୍‌ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ସୁବ୍ରମଣ୍ୟମ୍‌...

ଲାଲ୍‌ଚାନ୍ଦରେ ‘ବିବାହର ସ୍ବର୍ଣ୍ଣିମ ମୁହୂର୍ତ୍ତରେ ରୁପାର ବର୍ଷା’

ଭୁବନେଶ୍ୱର,୨୧।୨: ଲାଲ୍‌ଚାନ୍ଦ ଜୁଏଲର୍ସ ପକ୍ଷରୁ ବିବାହ ଋତୁ ସ୍ବତନ୍ତ୍ର ଅଫର ‘ବିବାହର ସ୍ବର୍ଣ୍ଣିମ ମୁହୂର୍ତ୍ତରେ ରୁପାର ବର୍ଷା’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷର ବିବାହ ଋତୁରେ ସବୁବର୍ଗର ଗ୍ରାହକଙ୍କ ପାଇଁ ଲାଲଚାନ୍ଦ ଏଭଳି ଏକ ଆକର୍ଷଣୀୟ ଅଫର...

ଜୀ-ସାର୍ଥକର ‘ନାଲି ବିନ୍ଦୁ’ କ୍ୟାମ୍ପେନକୁ ସିଲଭର ମେଡାଲ

ଭୁବନେଶ୍ୱର,୨୧।୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭିତ୍ତିକ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକର ‘ନାଲି ବିନ୍ଦୁ’ କ୍ୟାମ୍ପେନକୁ ସିଲଭର ମେଡାଲ ମିଳିଥିବା ଜଣାପଡିଛି। ବିଶେଷକରି ଗତବର୍ଷ ରଜ ସମୟରେ ମାସିକ ଋତୁସ୍ରାବ ସମ୍ପର୍କିତ ସଚେତନତା ସୃଷ୍ଟି କରିବା ପାଇଁ ଜୀ-ସାର୍ଥକ ପକ୍ଷରୁ ଏକ...

ଉବରକୁ ୨୫୦୦୦ଇଭି କାର୍‌ ଯୋଗାଇବ ଟାଟା ମୋଟର୍ସ

ନୂଆଦିଲ୍ଲୀ,୨୧।୨: ଦେଶର ସର୍ବବୃହତ୍‌ ବୈଦ୍ୟୁତିକ ଯାତ୍ରୀବାହୀ ଯାନ ନିର୍ମାତା ଟାଟା ମୋଟର୍ସ ଏବଂ ରାଇଡ୍‌ ଶେୟାରିଂ ପ୍ଲାଟଫର୍ମ କମ୍ପାନୀ ଉବର ସହ ସୋମବାର ଏକ ବାଣିଜି୍ୟକ ରାଜିନାମା ହୋଇଥିବା ଜଣାପଡିଛି। ଉକ୍ତ ରାଜିନାମା ଅନୁସାରେ ଟାଟା ମୋଟର୍ସ ଉବରକୁ ୨୫୦୦୦...

ବି.ଭି.ଆର ସୁବ୍ରମଣ୍ୟମ ନୀତି ଆୟୋଗର ନୂଆ ସିଇଓ

ନୂଆଦିଲ୍ଲୀ,୨୦।୨: ପୂର୍ବତନ ଆଇଏଏସ୍‌ ଅଧିକାରୀ ବି.ଭି.ଆର ସୁବ୍ରମଣ୍ୟମଙ୍କୁ ସୋମବାର ନୀତି ଆୟୋଗର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ (ସିଇଓ) ଭାବେ ନିଯୁକ୍ତ କରାଯାଇଛି। ସୁବ୍ରମଣ୍ୟମ ବର୍ତ୍ତମାନର ସିଇଓ ପରମେଶ୍ୱରନ ଆୟରଙ୍କ ସ୍ଥାନ ନେବେ। ପରମେଶ୍ୱରନ ଆୟର ବର୍ତ୍ତମାନ ବିଶ୍ୱ ବ୍ୟାଙ୍କର କାର୍ଯ୍ୟନିର୍ବାହୀ...

ବେଦାନ୍ତ ପକ୍ଷରୁ ମେଗା ସ୍ବାସ୍ଥ୍ୟ ସଚେତନତା ଅଭିଯାନ

ଭୁବନେଶ୍ୱର, ୨୦।୨: ବେଦାନ୍ତ ଆଲୁମିନିୟମ୍‌ର ଓଡ଼ିଶା ୟୁନିଟ ପକ୍ଷରୁ ନିକଟରେ ଏକ ମେଗା ସ୍ବାସ୍ଥ୍ୟ ସଚେତନତା ସୁନ୍ଦରଗଡ଼ଠାରେ ଶୁଭାରମ୍ଭ କରାଯାଇଥିଲା। ଏପରିକି କମ୍ପାନୀ ଗତ ସପ୍ତାହବ୍ୟାପୀ ସଚେତନତା ଅଭିଯାନ ଚଳାଇଛି। ବିଶେଷ କରି ଉକ୍ତ ଅଞ୍ଚଳର କିଶୋରୀ ବାଳିକାମାନଙ୍କ ମଧ୍ୟରେ...

ସୋନାଲିକାର ଅତ୍ୟାଧୁନିକ ଟ୍ରାକ୍ଟର୍‌ ରେଞ୍ଜ୍‌ ଉନ୍ମୋଚିତ

ଭୁବନେଶ୍ୱର, ୨୦।୨: ସୋନାଲିକା ଟ୍ରାକ୍ଟର୍ସର ଅତ୍ୟାଧୁନିକ ଟ୍ରାକ୍ଟର୍‌ ରେଞ୍ଜ୍‌ ନିକଟରେ ଆୟୋଜିତ କୃଷି ଓଡ଼ିଶା ପରିସରରେ ଉନ୍ମୋଚିତ ହୋଇଯାଇଛି। ବିଶେଷ କରି ବ୍ରାଣ୍ଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଟେକ୍ନୋଲୋଜିରେ ସୁସଜ୍ଜିତ ଟ୍ରାକ୍ଟରଗୁଡ଼ିକର ବଜାର ପ୍ରବେଶ ହୋଇଥିବା ଜଣାପଡ଼ିଛି। ଏପରି...

ବରଗଡ଼ରେ ତନିଷ୍କର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର/ବରଗଡ଼ ଅଫିସ୍‌,୨୦।୨: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଟାନ ତନିଷ୍କର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଓଡ଼ିଶା ବଜାରରେ ଶୁଭାରମ୍ଭ କରାଯାଇଛି। ବିଶେଷ କରି ରବିବାର ବରଗଡ଼ ସହରର ଭଟଲି ଛକ ଠାରେ ତନିଷ୍କର ନୂତନ ଷ୍ଟୋର ଉଦ୍‌ଘାଟିତ ହୋଇଯାଇଛି। ଏହି...

ରାଜ୍ୟର ୧୩ ସହରରେ ଏୟାରଟେଲ୍‌ ୫ଜି ପ୍ଲସ

ଭୁବନେଶ୍ୱର, ୨୦।୨: ଭାରତୀ ଏୟାରଟେଲ ପକ୍ଷରୁ ଓଡ଼ିଶାର ଭବାନୀପାଟଣା, ଢେଙ୍କାନାଳ, ଝାରସୁଗୁଡା, ପାରାଦୀପ ଏବଂ ବରଗଡ ଭଳି ସହରରେ ୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏହା ପୂର୍ବରୁ ଭୁବନେଶ୍ୱର, କଟକ, ରାଉରକେଲା, ପୁରୀ, ଅନୁଗୋଳ, ସମ୍ବଲପୁର, ବ୍ରହ୍ମପୁର ଓ ବାଲେଶ୍ୱର...

ଦୁର୍ବଳତାରୁ ଆରମ୍ଭ ହୋଇଥିଲା ବ୍ୟବସାୟ

ପିଲାଟି ଦିନରୁ ଗାଡ଼ି ପ୍ରତି ଦୁର୍ବଳତା ରହିଥିଲା। ଏପରି କି ବଡ଼ ହେଲା ପରେ ମଧ୍ୟ ଗାଡ଼ି ସହ ଏକ ପ୍ରକାର ମାନସିକ ଭାବନା ଯୋଡ଼ି ହୋଇଯାଇଥିଲା। ପରବର୍ତ୍ତୀ ସମୟରେ ଗାଁ ଚାଷଜମିରେ ଚାଲୁଥିବା ଗାଡ଼ି ଘରେ ଥିବା ଗାଡ଼ିଗୁଡ଼ିକଠାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri