ବାଣିଜ୍ୟ

ଏସ୍‌ବିଆଇ ଏଫ୍‌ଡି ଉପରେ ମିଳିବ ଅଧିକ ସୁଧ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ବୁଧବାର ଫିକ୍ସଡ ଡିପୋଜିଟ୍‌ (ଏଫ୍‌ଡି) ହାର ବୃଦ୍ଧି ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏସ୍‌ବିଆଇ ତା’ର ଏଫ୍‌ଡି ଉପରେ ୨୫ ବେସିସ୍‌ ପଏଣ୍ଟ ବଢ଼ାଇଥିବା ଜଣାପଡ଼ିଛି। ଏସ୍‌ବିଆଇ ୨ କୋଟି ଟଙ୍କା...

୩୫୦୦ କୋଟିର ବାର୍ଷିକ ପ୍ରିମିୟମ ସଂଗ୍ରହ ଲକ୍ଷ୍ୟ

ନୂଆଦିଲ୍ଲୀ,୧୬।୨: ଦେଶର ପ୍ରମୁଖ ଘରୋଇ ଇନ୍‌ସ୍ୟୁରଟେକ୍‌ ଇନ୍‌ସ୍ୟୁରାନ୍ସ ଦେଖୋ ଚଳିତ ଆର୍ଥିକ ବର୍ଷର ଶେଷ ସୁଦ୍ଧା ପ୍ରାୟ ୩୫୦୦ କୋଟିର ବାର୍ଷିକ ପ୍ରିମିୟମ ସଂଗ୍ରହ ପାଇଁ ଲକ୍ଷ୍ୟ ରଖିଛି। ଏପରିକି କମ୍ପାନୀ ଇକ୍ୟୁଟି ଓ ଋଣର ମିଶ୍ରଣକୁ ନେଇ ସିରିଜ...

ଶ୍ରେଷ୍ଠ ୫୦ କର୍ମକ୍ଷେତ୍ର ମଧ୍ୟରେ ଟାଟା ଷ୍ଟିଲ୍‌

ନୂଆଦିଲ୍ଲୀ,୧୬।୨: ଟାଟା ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଟାଟା ଷ୍ଟିଲ୍‌କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସ୍ବୀକୃତି ପ୍ରଦାନ କରାଯାଇଛି। ବିଶେଷକରି ଭାରତର ଶ୍ରେଷ୍ଠ କର୍ମକ୍ଷେତ୍ର ମଧ୍ୟରେ ଟାଟା ଷ୍ଟିଲ୍‌କୁ କ୍ରମାଗତ ୬ଷ୍ଠ ଥର ପାଇଁ ଉକ୍ତ ସମ୍ମାନ ପ୍ରଦାନ...

ହାୟରର ନୂତନ କିନୋଚି ୫ଷ୍ଟାର ଏସି

ନୂଆଦିଲ୍ଲୀ,୧୬।୨: ଦେଶର ପ୍ରମୁଖ ହୋମ୍‌ ଆପ୍ଲାଏନ୍ସ ଆଣ୍ଡ କଞ୍ଜ୍ୟୁମର ଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡ୍‌ ହାୟରର ନୂତନ ଉତ୍ପାଦ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡର ନ୍ୟୁ କିନୋଚି ୫ ଷ୍ଟାର ହେଭି-ଡ୍ୟୁଟି ପ୍ରୋ ଏୟାର କଣ୍ଡିସନର ସିରିଜ୍‌ର ଶୁଭାରମ୍ଭ କରାଯାଇଛି। ବିଶେଷକରି...

ହ୍ରାସ ହୋଇପାରେ ତୈଳ ଦର

ନୂଆଦିଲ୍ଲୀ,୧୬।୨: ବିଗତ ୯ ମାସରୁ ଅଧିକ ସମୟ ହେବ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନାହିଁ। ଏପରିକି ଅନ୍ତଃରାଷ୍ଟ୍ରୀୟ ତୈଳ ବଜାରରେ ତେଲ ଦର କମିଥିବା ବେଳେ ଭାରତ ବଜାରରେ ତୈଳ ଦର ସ୍ଥିର ରହିବାକୁ...

ଶୀଘ୍ର ବିତରଣ ସେବା ‘ଏକ୍ସପ୍ରେସ୍‌’କୁ ବନ୍ଦ କଲା ଜିଓ ମାର୍ଟ

ନୂଆଦିଲ୍ଲୀ,୧୫: ରିଲାଏନ୍ସ ରିଟେଲର ଏକ ନିଷ୍ପତ୍ତି ଜିଓ ମାର୍ଟର ଗ୍ରାହକଙ୍କୁ ଚକିତ କରିଛି। ଜିଓ ମାର୍ଟ ଏହାର ଶୀଘ୍ର ବିତରଣ ସେବା ‘ଏକ୍ସପ୍ରେସ’କୁ ବନ୍ଦ କରିବାକୁ ଘୋଷଣା କରିଛି। ଏହି ଆପ୍‌ ମାଧ୍ୟମରେ ତୁରନ୍ତ ସାମଗ୍ରୀ ମଗାଉଥିବା ଗ୍ରାହକଙ୍କ ପାଇଁ...

ଏସ୍‌ବିଆଇ ଋଣ ହେଲା ମହଙ୍ଗା, ଜାଣନ୍ତୁ କେତେ ବଢ଼ିବ ଇଏମ୍‌ଆଇ

ନୂଆଦିଲ୍ଲୀ,୧୫।୨: ଦେଶର ବୃହତ୍ତମ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଋଣକୁ ମହଙ୍ଗା କରିଛି। ଆର୍‌ବିଆଇ ଦ୍ୱାରା ରେପୋ ରେଟ୍‌ ବୃଦ୍ଧି କରାଯିବା ପରେ ଏସ୍‌ବିଆଇ ଏହାର ସମସ୍ତ ପ୍ରକାର ମାନଦଣ୍ଡ ହାରକୁ ୦.୧୦% ବୃଦ୍ଧି କରିଛି। ବ୍ୟାଙ୍କର...

ହିରୋର ପ୍ରିମିୟମ ମଡେଲ ‘ଜୁମ୍‌’ର ବଜାର ପ୍ରବେଶ

ଭଦ୍ରକ ଅଫିସ, ୧୫।୨: ଦେଶର ପ୍ରମୁଖ ମୋଟରସାଇକେଲ ଏବଂ ସ୍କୁଟର ନିର୍ମାତା ହିରୋ ମୋଟୋକର୍ପର ପ୍ରିମିୟମ ମଡେଲ ‘ଜୁମ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ସ୍କୁଟର ବର୍ଗରେ ପରବର୍ତ୍ତୀ ଜ୍ଞାନକୌଶଳକୁ ପରିବର୍ଦ୍ଧିତ କରିବା ଲାଗି କମ୍ପାନୀ ତା’ର ନୂଆ...

ଭୁବନେଶ୍ୱର ଏମ୍ସକୁ ୨୦ ଏମ୍‌ସିଏସ୍‌ ଦେଲା ବିଓଆଇ

ଭୁବନେଶ୍ୱର,୧୫।୨: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ୨୦ଟି ମୋବାଇଲ୍‌ ଚାର୍ଜିଂ ଷ୍ଟେଶନ (ଏମ୍‌ସିଏସ୍‌) ଭୁବନେଶ୍ୱର ଏମ୍ସ ହସ୍ପିଟାଲକୁ ପ୍ରଦାନ କରାଯାଇଛି। ବିଶେଷକରି ବିଓବିର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ଏହି ଏମ୍‌ସିଏସ୍‌ଗୁଡିକ ହସ୍ପିଟାଲ...

‘ଆଲୁମିନିୟମର ରାଜଧାନୀ ହେବ ଭାରତ’

ଭୁବନେଶ୍ୱର,୧୫।୨: ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ାଠାରେ ଏକ ୨ଦିନିଆ ଅନ୍ତର୍ଜାତୀୟ ଆଲୁମିନିୟମ୍‌ ସମ୍ମିଳନୀ-୨୩ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଓଡ଼ିଶାରେ ପ୍ରଥମଥର ପାଇଁ ଅନ୍ତର୍ଜାତୀୟ ଆଲୁମିନିୟମ ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏପରିକି ଆଲୁମିନିୟମ୍‌ ଆସୋସିଏସନ ଅଫ୍‌ ଇଣ୍ଡିଆର ସହଭାଗିତାରେ...

ଏୟାର ଇଣ୍ଡିଆ-ବୋଇଙ୍ଗ୍‌ ଚୁକ୍ତି: ଆମେରିକାରୁ ୨୨୦ ବିମାନ କିଣିବ ଭାରତ…

ନୂଆଦିଲ୍ଲୀ,୧୪।୨ : ଏୟାର ଇଣ୍ଡିଆ ଏବଂ ବୋଇଙ୍ଗ୍‌ ମଧ୍ୟରେ ଚୁକ୍ତି ହୋଇଛି। ଚୁକ୍ତି ଅନୁସାରେ ଏୟାର ଇଣ୍ଡିଆ ଆମେରିକାଠାରୁ ୨୨୦ ବୋଇଙ୍ଗ ବିମାନ କିଣିବ। ଏହାକୁ ଆମେରିକା ରାଷ୍ଟ୍ରପତି ଏକ ଐତିହାସିକ ପଦକ୍ଷେପ ବୋଲି କହିଛନ୍ତି। ଏହା ଦୁଇଦେଶ ମଧ୍ୟରେ...

ବିଓଏମ୍‌ର ୩ୟ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୧୪।୨: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ୩ୟ ତ୍ରୈମାସ ଶେଷ ସୁଦ୍ଧା ବିଓଏମର ଅଭିବୃଦ୍ଧି ୧୩୯ % ହାରରେ ୭୭୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri