ବାଣିଜ୍ୟ

ଆସନ୍ତା ବର୍ଷ ୧.୫୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବ ଟିସିଏସ୍‌

ନୂଆଦିଲ୍ଲୀ,୧୦।୧: ଚଳିତ ଆର୍ଥିକ ବର୍ଷର ଅକ୍ଟୋବର-ଡିସେମ୍ବର ତ୍ରେମାସିକରେ ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରମୁଖ ଟାଟା କନ୍‌ସଲଟାନ୍ସି ସର୍ଭିସେସ୍‌(ଟିସିଏସ୍‌)ର ନିଟ୍‌ ଲାଭ ୧୧% ବୃଦ୍ଧି ପାଇ ୧୦,୮୪୬ କୋଟିରେ ପହଞ୍ଚିଛି। ଏଥିଲାଗି କମ୍ପାନୀ ଭବିଷ୍ୟତର କାରବାରକୁ ନେଇ ଆଶାବାଦୀ ହୋଇଛି। ତେବେ ବୈଦେଶିକ...

୧୮୦ ବିଲିୟନ ଡଲାର ହରାଇ ରେକର୍ଡ କଲେ ଏଲନ ମସ୍କ…

ଓ୍ବାଶିଂଟନ,୧୦।୧ : ଟେସଲାର ଶେୟାରରେ ଏକ ବଡ଼ ଧରଣର ହ୍ରାସ ପରେ ଏହାର ମୁଖ୍ୟ ଏଲନ ମସ୍କଙ୍କ ସମ୍ପତ୍ତି କମିବାରେ ଲାଗିଛି। ଟେସଲାର ଷ୍ଟକରେ ଏହି ପତନ ପରେ ଏଲନ ମସ୍କ ବ୍ୟକ୍ତିଗତ ସମ୍ପତ୍ତି ହରାଇବା ଦୃଷ୍ଟିରୁ ଏକ ବିଶ୍ୱ...

ରିଅଲ୍‌ମିର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୧୦।୧: ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ରିଅଲ୍‌ମିର ନୂତନ ଉତ୍ପାଦ ନିକଟରେ ଉନ୍ମୋଚନ କରାଯାଇଛି। ଏପରିକି ଏହାର ୧୦ସିରିଜ୍‌ରେ ନୂଆ ସ୍ମାର୍ଟଫୋନ୍‌ ରିଅଲ୍‌ମି ୧୦ର ମଧ୍ୟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ରିଅଲ୍‌ମି ଇଣ୍ଡିଆର ସିଇଓ ମାଧବ ସେଠ୍‌ କହିଛନ୍ତି,...

ମେଟାରେ ନିଯୁକ୍ତ ହେଲେ ବିକାଶ ପୁରୋହିତ

ନୂଆଦିଲ୍ଲୀ,୧୦।୧: ଅନ୍ତଃରାଷ୍ଟ୍ରୀୟ ସୋସିଆଲ ମିଡିଆ ପ୍ଲାଟଫର୍ମ ମେଟାର ଗ୍ଲୋବାଲ ବିଜନେସ୍‌ ଗ୍ରୁପ ଅଫ୍‌ ଇଣ୍ଡିଆର ନିର୍ଦ୍ଦେଶକ ଭାବେ ଅଭିଜ୍ଞ ବିକାଶ ପୁରୋହିତଙ୍କୁ ନିକଟରେ ନିଯୁକ୍ତ କରାଯାଇଛି। ଏ ସମ୍ପର୍କରେ ସୋମବାର ମେଟା ବିକାଶଙ୍କ କାର୍ଯ୍ୟକଳାପ ଓ ନିଯୁକ୍ତି କ୍ଷେତ୍ର ସମ୍ପର୍କରେ...

ବିଏମ୍‌ଡବ୍ଲ୍ୟୁ ଆଇ ୭ର ବଜାର ପ୍ରବେଶ

ନୂଆଦିଲ୍ଲୀ,୧୦।୧: ଅନ୍ତଃରାଷ୍ଟ୍ରୀୟ ଅଟୋମୋବାଇଲ କମ୍ପାନୀ ବିଏମ୍‌ଡବ୍ଲ୍ୟୁ ଇଣ୍ଡିଆ ୟୁନିଟ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌-ନ୍ୟୁ ବିଏମ୍‌ଡବ୍ଲ୍ୟୁ ଆଇ ୭ର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏପରିକି ବିଏମ୍‌ଡବ୍ଲ୍ୟୁ୭ ସିରିଜ୍‌ର ୭ମ ପିଢ଼ିକୁ ଫାର୍ଷ୍ଟ-ଏଭର୍‌ ଫୁଲି ଇଲେକ୍‌ଟ୍ରିକ୍‌ ବିଏମ୍‌ଡବ୍ଲ୍ୟୁ...

ଅମୁଲରୁ ଇସ୍ତଫା ଦେଲେ ସୋଢ଼ି

ନୂଆଦିଲ୍ଲୀ,୧୦।୧: ଦେଶର ପ୍ରମୁଖ ଦୁଗ୍ଧଜାତ ସାମଗ୍ରୀ ଉତ୍ପାଦକ (ଡାଏରୀ କମ୍ପାନୀ) ଅମୂଲ ମ୍ୟାନେଜମେଣ୍ଟରୁ ଆର.ଏସ୍‌. ସୋଢ଼ି ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏପରିକି ସୋମବାର ସୋଢ଼ି ଅମୂଲ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଥିବା ଅମୁଲ ପକ୍ଷରୁ କୁହାଯାଇଛି। ବିଶେଷକରି...

କଲ୍ୟାଣକୁମାର ଜେଏସ୍‌ଏଲ୍‌ର ନୂଆ ସିଏସ୍‌ଓ

ନୂଆଦିଲ୍ଲୀ,୧୦।୧: ଜିନ୍ଦଲ ଷ୍ଟେନଲେସ ଲିମିଟେଡ (ଜେଏସ୍‌ଏଲ୍‌)ର ନୂଆ ଚିଫ ସଷ୍ଟେନବିଲିଟି ଅଫିସର (ସିଏସଓ) ଭାବେ କଲ୍ୟାଣ କୁମାର ଭଟ୍ଟାଚାର୍ଜୀ ନିଯୁକ୍ତ ହୋଇଛନ୍ତି। ଏହା ପୂର୍ବରୁ ସେ ଜେଏସଏଲର ଶକ୍ତି ଏବଂ ଇଏସଜିର ଉପସଭାପତି ଭାବେ ଦାୟିତ୍ୱ ନିର୍ବାହ କରୁଥିଲେ। ଏପରିକି...

୫୬,୦୦୦ ଉପରେ ସୁନା ଦର

ନୂଆଦିଲ୍ଲୀ,୧୦।୧: ଗତ କିଛିଦିନ ହେଲା ସୁନାଜାତ ସାମଗ୍ରୀ ସାଙ୍ଗକୁ ରୁପା ଓ ହୀରାର ଦର ମଧ୍ୟ ବୃଦ୍ଧି ପାଇ ଚାଲିଛି। ଏପରିକି ସୋମବାର ସୁନା ଦର ୫୬,୦୦୦ଟଙ୍କା ଟପି ଯାଇଥିବା ସୂଚନା ମିଳିଛି। ଏ ନେଇ ମଧ୍ୟ ଇଣ୍ଡିଆ ବୁଲିୟନ...

ଫେବୃୟାରୀ ୧୩ରୁ ବେଙ୍ଗାଲୁରୁରେ ଏରୋ ଇଣ୍ଡିଆ ଶୋ…

ନୂଆଦିଲ୍ଲୀ,୯।୧ : ଫେବୃଆରୀ ୧୩ ରୁ ୧୭ ପର୍ଯ୍ୟନ୍ତ ବେଙ୍ଗାଲୁରୁରେ ଏରୋ ଇଣ୍ଡିଆ ଶୋ -୨୦୨୩ ଆୟୋଜିତ ହେବ। ପ୍ରତିରକ୍ଷା ମନ୍ତ୍ରଣାଳୟ ସୋମବାର ଏହା ଘୋଷଣା କରିଛି। ମନ୍ତ୍ରଣାଳୟ କହିଛି ଯେ ଏହା ହେଉଛି ତୀର ଭାରତର ୧୪ ତମ...

ଉତ୍ପାଦ ବର୍ଗର ବିସ୍ତାରକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୯।୧: ଦେଶର ପ୍ରମୁଖ ଗୃହୋପକରଣ ନିର୍ମାତା କମ୍ପାନୀ ସୋମାନି ସେରାମିକ୍ସ ଲିମିଟେଡ ପକ୍ଷରୁ ନିକଟରେ ଏକ ରାଜ୍ୟସ୍ତରୀୟ ଡିଲର ମିଟ୍‌ର ଆୟୋଜନ କରାଯାଇଥିଲା। ବିଶେଷକରି ପୁରୀ ଜଗନ୍ନାଥଧାମରେ ବ୍ରାଣ୍ଡ୍‌ର ଏକ୍ସକ୍ଲୁସିଭ ସୋମାନି ଇଜି ଫିକ୍ସ ଡିଲର ମିଟ୍‌ ସମ୍ପର୍କରେ ଘୋଷଣା...

ରୁଙ୍ଗ୍‌ଟା ଷ୍ଟିଲ୍‌ ଓୟାର ରଡ୍‌ର ନୂଆ ଟିଭିସି

ନୂଆଦିଲ୍ଲୀ,୯।୧ : ରୁଙ୍ଗ୍‌ଟା ମାଇନ୍‌ସ ଲିମିଟେଡ୍‌ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ନୂଆ ଟିଭିସି ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବଲିଉଡ୍‌ ତାରକା ଆଲିଆ ଭଟ୍ଟ ଓ ରଣବୀର କପୁରଙ୍କୁ ନେଇ କମ୍ପାନୀ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ନୂଆ ଟିଭି ବିଜ୍ଞାପନକୁ...

ୟେସ୍‌ ୱାଲର୍‌ଡର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୯।୧: ଅନ୍ତଃରାଷ୍ଟ୍ରୀୟ କ୍ଲାଇମେଟ୍‌ ଟେକ୍‌ କମ୍ପାନୀ ୟେସ୍‌ ୱାଲର୍‌ଡ୍‌ କ୍ଲାଇମେଟ୍‌ ଟେକ୍‌ ପିଟିଇ ଲିଃ.ର ନୂତନ ଉତ୍ପାଦ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷ କରି ଘରର ଝରକାଗୁଡିକ ପାଇଁ ବିଶ୍ୱର ପ୍ରଥମ ଶକ୍ତି ଦକ୍ଷ ଗ୍ଲାସ୍‌ ସଲ୍ୟୁଶନର ଶୁଭାରମ୍ଭ କରାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri