ବାଣିଜ୍ୟ

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା ଏରିଆ ପାୱାର ସିଷ୍ଟମ କଣ୍ଟ୍ରୋଲ ସେଣ୍ଟର(ଏପିଏସ୍‌ସିସି)ର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଟିପିସିଓଡିଏଲ୍‌ର...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଆନୁଷ୍ଠାନିକ ଉଦ୍‌ଘାଟନ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ ସମୟ ମଧ୍ୟରେ ବଜାରରେ ଏକ ଜବରଦସ୍ତ ରେକର୍ଡ କରାଯାଇଥିଲା ଏବଂ ବମ୍ବେ ଷ୍ଟକ୍‌...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ କମ୍ପାନୀ ଆଇଫୋନ ୧୬ ସିରିଜ ଲଞ୍ଚ କରିଥିଲା। ପ୍ରଥମ ବିକ୍ରୟ ଲାଇଭ ହେବା...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌ ପ୍ରିଣ୍ଟ ପୋର୍ଟଫୋଲିଓରେ ଏକ ନୂତନ ଯୋଗ ଭାବେ ଏଚ୍‌ପି କଲର ଲେଜର ଜେଟ୍‌...

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ ବଜାର ସଂଯୋଜିତ ପେନ୍‌ସନ ଉପତ୍ାଦ ହୋଇଥିଲାବେଳେ ଗ୍ରାହକଙ୍କୁ ଏହା ଏକ ମୂଲ୍ୟ ଓ...

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା। ମାତ୍ର ଏହି ଆଶା ମଉଳିବାରେ ଲାଗିଛି।  ପେଟ୍ରୋଲିୟମ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ ଧିରୁଭାଇ ଅମ୍ବାନୀଙ୍କ ୩ୟ ପୁଅ ଭାବେ ପରିଚିତ ଆନନ୍ଦ ରିଲାଇନ୍ସ ଇଣ୍ଡଷ୍ଟ୍ରିଜର ମାଲିକ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର ଚିନ୍ତାର କାରଣ ପାଲଟିଥିବା ବେଳେ ସରକାରଙ୍କ ଏହି ଘୋଷଣା ସାଧାରଣ ପରିବାରମାନଙ୍କ ପାଇଁ...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ ଆଗକୁ ବଢ଼ିଛନ୍ତି। ଭାରତର ଜିଡିପିରେ ଉଲ୍ଲେଖନୀୟ ଯୋଗଦାନ ଦେଇଥିବା ଏହି ରାଜ୍ୟଗୁଡିକର ମୁଣ୍ଡପିଛା...

ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି ପାଇଛି। ସେଣ୍ଟ୍ରମ୍ ଇନଷ୍ଟିଚ୍ୟୁଶନାଲ ରିସର୍ଚ୍ଚ ଏହାର ଏକ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷକରି ସୋମବାର ବମ୍ବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image