ବାଣିଜ୍ୟ

‘ନେଟ୍‌ ଜିରୋ ତ୍ୱରାନ୍ବିତକୁ ଗୁରୁତ୍ୱାରୋପ’

ଭୁବନେଶ୍ୱର,୧୫।୧୨: ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ନେଟ୍‌ ଜିରୋକୁ ଅଧିକରୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ଗୁରୁତ୍ୱାରୋପ କରିଛି। ଏପରିକି କମ୍ପାନୀର ସ୍ଥାୟୀ ବିକାଶ ରିପୋର୍ଟକୁ ମଧ୍ୟ...

ଇମ୍ଫାକୁ ଫିକି ସିଏସ୍‌ଆର୍‌ ଆଓ୍ବାର୍ଡ

ନୂଆଦିଲ୍ଲୀ,୧୫।୧୨: ଇଣ୍ଡିଆନ ମେଟାଲ ଆଣ୍ଡ ଫେରୋ ଆଲଏଜ୍‌ (ଇମ୍ପା)କୁ ଆଉ ଏକ ସମ୍ମାନ ଓ ସଫଳତା ମିଳିଥିବା ଜଣାପଡ଼ିଛି। ଏପରିକି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମର ବିଶେଷ ସଫଳତା ଯୋଗୁ ଉକ୍ତ ସମ୍ମାନ ମିଳିଥିବା ଇମ୍ପା ପକ୍ଷରୁ...

‘ବିଶ୍ୱସନୀୟ ଡିଜିଟାଲ ଯୋଗାଯୋଗ ପାଲଟିଛି’

ନୂଆଦିଲ୍ଲୀ,୧୫।୧୨: ଦେଶର ପ୍ରମୁଖ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟ୍ରୁକଲର ଆପ୍‌ ମାଧ୍ୟମରେ ଡିଜିଟାଲ ଗଭର୍ନମେଣ୍ଟ ଡାଇରେକ୍ଟୋରିର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତର ନାଗରିକ ଓ ସରକାରଙ୍କ ମଧ୍ୟରେ ଏହା ସହଜରେ ଏକ ସରଳ ଯୋଗାଯୋଗ ସ୍ଥାପନ କରିପାରିବ...

ଭୋଲ୍‌ଟାସର ଏକ୍ସକ୍ଲୁସିଭ ବ୍ରାଣ୍ଡ୍‌ ଶପ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୧୫।୧୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅନ୍ୟତମ ସଂସ୍ଥା ଭୋଲ୍‌ଟାସର ଆଉ ଏକ ବ୍ରାଣ୍ଡ୍‌ ଶପ୍‌ର ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ‘କ୍ୱାଲିଟି ଷ୍ଟୋର’ ଆନୁକୂଲ୍ୟରେ କମ୍ପାନୀର ଏକ୍ସକ୍ଲୁସିଭ ବ୍ରାଣ୍ଡ୍‌ ଶପ୍‌ ମାଲକାନଗିରି...

ଶ୍ୟାମ୍‌ ଷ୍ଟିଲ୍‌ ପ୍ରଚଳନ କରୁଛି ଜି ହଜୁର

ଭୁବନେଶ୍ୱର,୧୫।୧୨: ପ୍ରାଇମେରି ଟିଏମ୍‌ଟି ବାର୍‌ର ଅଗ୍ରଣୀ ଉପତ୍ାଦନକାରୀ ତଥା ବିନିର୍ମାଣକାରୀ ଶ୍ୟାମ୍‌ ଷ୍ଟିଲ୍‌ ସମସ୍ତ ନିର୍ମାଣ ସାମଗ୍ରୀ ନିମନ୍ତେ ଏକ ନୂଆ ଯୁଗର ବି୨ବି ବଜାରସ୍ଥଳ ଜି ହଜୁରର ପ୍ରଚଳନ ସମ୍ପର୍କରେ ଘୋଷଣା କରିଛି। ଏ ସମ୍ପର୍କରେ ଶ୍ୟାମ୍‌ ଷ୍ଟିଲ୍‌...

ପ୍ରାଥମିକ କ୍ଷେତ୍ରରେ ୧୯% ବୃଦ୍ଧି ପାଇଛି ଋଣ ଆକଳନ

ଭୁବନେଶ୍ୱର,୧୫।୧୨: ନାବାର୍ଡ ପକ୍ଷରୁ ଆୟୋଜିତ ଷ୍ଟେଟ୍‌ କ୍ରେଡିଟ୍‌ ସେମିନାର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସେମିନାରରେ ନାବାର୍ଡ ଦ୍ୱାରା ପ୍ରସ୍ତୁତ ‘ଷ୍ଟେଟ ଫୋକସ୍‌ ପେପର୍‌ ୨୦୨୩-୨୪’ ପୁସ୍ତିକାର ଉନ୍ମୋଚନ କରାଯିବା ସହ ଓଡ଼ିଶାର ପ୍ରାଥମିକ କ୍ଷେତ୍ରରେ ୨୦୨୩-୨୪ ବର୍ଷ ପାଇଁ...

ଆଶ୍ୱାସନା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ମୁଦ୍ରାସ୍ଫୀତିକୁ ନେଇ ଲୋକ ସଭାରେ ଆଶ୍ୱାସନା ଦେଇଛନ୍ତି। ମୁଦ୍ରାସ୍ଫୀତି ଆହୁରି ହ୍ରାସ କରିବାକୁ ସରକାର ପଦକ୍ଷେପ ନେବେ ବୋଲି ସେ କହିଛନ୍ତି। ଲୋକ ସଭାରେ ମୁଦ୍ରାସ୍ଫୀତିକୁ ନେଇ ଆଲୋଚନା ବେଳେ ସୀତାରମଣ...

୯୫ ପ୍ରତିଶତ ଭାରତୀୟ ଶ୍ରମିକଙ୍କର ନାହିଁ ଡିଜିଟାଲ ଦକ୍ଷତା…

ନୂଆଦିଲ୍ଲୀ,୧୪।୧୨ : ଏକ ସର୍ଭେ ଅନୁଯାୟୀ, ଦେଶରେ କରୋନା ମହାମାରୀ ପରେ ଚାକିରିରେ ପରିବର୍ତ୍ତନ ଯୋଗୁ ୯୫ ପ୍ରତିଶତ ଭାରତୀୟ ଶ୍ରମିକଙ୍କର ଡିଜିଟାଲ ଦକ୍ଷତା ଶିଖିବାର ଆବଶ୍ୟକତା ରହିଛି। କନସଲ୍ଟିଂ ଫାର୍ମ ଆଲଫାବେଟାର ଏକ ସର୍ଭେରେ ଏହା ଜଣାପଡିଛି ଯେ...

ପାଇକାରୀ ମୁଦ୍ରାସ୍ଫୀତି ୨୧ ମାସର ସର୍ବନିମ୍ନ ସ୍ତରରେ…

ନୂଆଦିଲ୍ଲୀ,୧୪।୧୨ : ଡିସେମ୍ବର ୧୪ ରେ ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଭାରତର ପାଇକାରୀ ମୁଦ୍ରାସ୍ଫୀତି ନଭେମ୍ବରରେ ୨୧ ମାସର ସର୍ବନିମ୍ନ ସ୍ତରରେ ପହଞ୍ଚିଛି। ଏହା ୫.୮୫ ପ୍ରତିଶତକୁ ହ୍ରାସ ପାଇଛି। ସର୍ବଶେଷ ହୋଲସେଲ ମୂଲ୍ୟ ସୂଚକାଙ୍କ...

କିଣା ୨୫ ବିକା ୧୦୦ରୁ ଅଧିକ…

ନୂଆଦିଲ୍ଲୀ,୧୪।୧୨ : ଭାରତରେ ବଢ଼ିଥିବା ପେଟ୍ରୋଲ ଡିଜେଲ ଦାମ କମିବାର ନା ଧରୁନି। ସରକାର ରୁଷିଆଠାରୁ ବ୍ୟାରେଲ ପିଛା ୪୯ ଡଲାରରେ ଅଶୋଧିତ ତୈଳ କିଣୁଛନ୍ତି। ଏକ ବ୍ୟାରେଲରେ ୧୫୯ ଲିଟର ଅଶୋଧିତ ତୈଳ ରହିଥାଏ। ଏକ ହିସାବ ଅନୁସାରେ...

ବ୍ୟାରେଲ ପିଛା ୪୯ ଡଲାରରେ ଭାରତକୁ ତୈଳ ଯୋଗାଣ ଜାରି ରଖିବ ରୁଷିଆ…

ନୂଆଦିଲ୍ଲୀ,୧୪।୧୨ : ପାଶ୍ଚାତ୍ୟ ଦେଶଗୁଡିକ ରୁଷିଆର ଅଶୋଧିତ ତୈଳ ଉପରେ ବ୍ୟାରେଲ ପିଛା ଅତି କମରେ ୬୦ଡଲାରର ପ୍ରାଇସ୍‌ କ୍ୟାପ୍‌ ଲଗାଇଛନ୍ତି। ଏହା ପରେ ମଧ୍ୟ ଭାରତ ବହୁତ କମ୍‌ରେ ତୈଳ ପାଇବା ଜାରି ରଖିବ। ଏହି ପ୍ରତିବନ୍ଧକ ପରେ...

ଅରୁନ୍ଧତୀ ଜୁଏଲର୍ସର ‘ଡାଇମଣ୍ଡ ମହୋତ୍ସବ’

ଭୁବନେଶ୍ୱର,୧୪।୧୨: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ହୀରା ଗହଣାର ସ୍ବତନ୍ତ୍ର କଲେକ୍ସନ ଜିଭା ସହ ‘ଡାଇମଣ୍ଡ ମହୋତ୍ସବ’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପ୍ରତିଷ୍ଠାନର ସମସ୍ତ ଶାଖାରେ ଏହି ମହୋତ୍ସବ ଆରମ୍ଭ ହୋଇଯାଇଥିବା ଜଣାପଡ଼ିଛି। ବିଶେଷକରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri