ପିଜିଜିଏସ୍ର ନୂଆ ମାଇଲଷ୍ଟୋନ୍
ନୂଆଦିଲ୍ଲୀ,୨୮।୧: ପଲ୍ ଜର୍ଜ ଗ୍ଲୋବାଲ ସ୍କୁଲ ବା ପିଜିଜିଏସ୍ ନୂଆଦିଲ୍ଲୀକୁ ନିକଟରେ ଆଉ ଏକ ସଫଳତା ମିଳିଛି। ଏହି ସ୍କୁଲ ନିକଟରେ ଏକ ନୂଆ ମାଇଲଷ୍ଟୋନ ହାସଲ କରିଛି। ଏପରିକି ସଷ୍ଟେନେବିଲିଟି ଏଡୁକେଶନ ଆଣ୍ଡ ଏନଭାରନମେଣ୍ଟାଲ ରେସପନ୍ସିବିଲିଟି ଯୋଗୁ ପିଜିଜିଏସକୁ ଏହି...