ବାଣିଜ୍ୟ

ସେବାକୁ ସମ୍ମାନ ଜଣାଇଲା ଟାଲି ସଲ୍ୟୁଶନ

ଭୁବନେଶ୍ୱର,୩।୮: ଟାଲି ସଲ୍ୟୁଶନ ପ୍ରାଇଭେଟ୍‌ ଲିମିଟେଡ୍‌ (ଟାଲି ସଲ୍ୟୁଶନ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଟ୍ୟାକ୍ସ ଆଣ୍ଡ ଆକାଉଣ୍ଟିଂ ଟାଇଟନ୍ସ’ ଭୁବନେଶ୍ୱରର ଏକ ଘରୋଇ ହୋଟେଲଠାରେ ଆୟୋଜିତ ହୋଇଯାଇଛି। ଭୁବନେଶ୍ୱରର ଟ୍ୟାକ୍ସ ଆଣ୍ଡ ଆକାଉଣ୍ଟିିଂ କମ୍ୟୁନିଟିର ଦକ୍ଷ, ଅଭିଜ୍ଞ ଓ ଟେକ୍ନୋଲୋଜିରେ ବ୍ୟାପକ...

ବିଜିୟୁର ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର,୩।୮: ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ), ଭୁବନେଶ୍ୱରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ନବାଗତ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ବିବିଏ, ବି.କମ୍‌ ଓ ଏମ୍‌.କମ୍‌ର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ବାଗତ ମଧ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ଦୁଇଟି ଅଧିବେଶନ...

ଶେଷ ଦିନରେ ନିବେଶକ ହରାଇଲେ ୫ଲକ୍ଷ କୋଟି

ନୂଆଦିଲ୍ଲୀ,୩।୮: ଘରୋଇ ଶେୟାର ବଜାର କାରବାରର ଶେଷ ଦିନରେ ନିବେଶକ ୫ ଲକ୍ଷ କୋଟିରୁ ଅଧିକ ପରିମାଣର ନିବେଶ ହରାଇଛନ୍ତି। ଫଳରେ ପୁଞ୍ଜିବଜାରରେ କ୍ଷତି ପରିମାଣ ୪୫୬.୨୦ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଏହା ପୂର୍ବରୁ ପୁଞ୍ଜିବଜାରର ପରିମାଣ ବା ପୂର୍ବ...

ମନୁ ଭାକରଙ୍କୁ ମିଳିଲା ବଡ଼ ବଡ଼ କମ୍ପାନୀର ଅଫର; ୨୦ ଲକ୍ଷରୁ ବଢି କୋଟିଏ ଛୁଇଁଲା ଫି

ନୂଆଦିଲ୍ଲୀ,୨ା୮: ପ୍ୟାରିସ ଅଲମ୍ପିକ୍ସରେ ଦୁଇଟି ବ୍ରୋଞ୍ଜ ପଦକ ଜିତିଥିବା ତାରକା ସୁଟର୍ ମନୁ ଭାକରଙ୍କ ଲୋକପ୍ରିୟତା ଏବେ ସମଗ୍ର ଦେଶରେ ବୃଦ୍ଧି ପାଇଛି। ୧୦ ମିଟର ଏୟାର ପିସ୍ତଲ ବ୍ୟକ୍ତିଗତ ଏବଂ ମିଶ୍ରିତ ୨୫ ମିଟର ଏୟାର ପିସ୍ତଲ ଇଭେଣ୍ଟରେ...

ଖାତାରେ ସର୍ବନିମ୍ନ ବାଲାନ୍ସ ନ ରଖିବାରୁ ୮.୫୦୦ କୋଟି ଟଙ୍କା ଜରିମାନା ଆଦାୟ

ନୂଆଦିଲ୍ଲୀ,୨ା୮: ସର୍ବନିମ୍ନ ବାଲାନ୍ସ ନ ରଖିବାରୁ ବିଭିନ୍ନ ସରକାରୀ ବ୍ୟାଙ୍କ ସାଧାରଣ ଲୋକମାନଙ୍କ ଠାରୁ ଗତ ପାଞ୍ଚ ବର୍ଷରେ ୮.୫୦୦ କୋଟି ଟଙ୍କା ଜରିମାନା ଆଦାୟ କରିଛନ୍ତି। ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ) ଏହି ଜୋରିମାନା ନ ରଖିବାକୁ ଘୋଷଣା କରିବା...

ପୁଣି ବିଶ୍ୱକୁ ଘାରିଲା ମାନ୍ଦାବସ୍ଥା ଚିନ୍ତା; ଶେୟାର ବଜାରରେ ୪.୫ ଲକ୍ଷ କୋଟି ହରାଇଲେ ନିବେଶକ

ନୂଆଦିଲ୍ଲୀ,୨ା୮: ଆମେରିକା ତଥା ବିଶ୍ୱକୁ ପୁଣିଥରେ ଘାରିଛି ମାନ୍ଦାବସ୍ଥା ଚିନ୍ତା। ଦୁଇ ଦିନ ତଳେ ଆମେରିକାର କେନ୍ଦ୍ରୀୟ ବ୍ୟାଙ୍କ ଫେଡେରେଲ ରିଜର୍ଭ ସୁଧହାର କମାଇବା ସଙ୍କେତ ଦେବା ପରେ ବିଶ୍ଵବ୍ୟାପୀ ଏହାର ସକାରାତ୍ମକ ପ୍ରଭାବ ଦେଖିବାକୁ ମିଳିଥିଲା, କିନ୍ତୁ ଶୁକ୍ରବାର...

ଭାରତରେ ପଡ଼ିଲା ଆମେରିକା ପ୍ରଭାବ, ଖସିଲା ସେୟାର ବଜାର

ମୁମ଼୍ବାଇ, ୦୨।୦୮: ଆମେରିକାରେ ଚିନ୍ତାଜନକ ଦର ବୃଦ୍ଧି ଏବଂ ଏସୀୟ ବଜାରରେ ହ୍ରାସର ପ୍ରଭାବ ଭାରତରେ ପଡ଼ିଛି । ଫଳରେ ନିଫ୍ଟି ଏବଂ ସେନ୍‌ସେକ୍ସ ଶୁକ୍ରବାର ଅହେତୁକ ହ୍ରାସର ସହ ଖୋଲିଛି । ବ୍ୟାଙ୍କିଂ, ଅଟୋ, ଆଇଟି ଏବଂ ଶକ୍ତି...

୧୮ ହଜାର କର୍ମଚାରୀଙ୍କୁ ଛଟେଇ କରିବ ଇଣ୍ଟେଲ

ନୂଆଦିଲ୍ଲୀ,୨ା୮: ଆମେରିକାର ଚିପ୍ ନିର୍ମାତା କମ୍ପାନୀ ଇଣ୍ଟେଲ ଖର୍ଚ୍ଚକାଟ କରିବା ଲାଗି ଏହାର ୧୫% କର୍ମଚାରୀଙ୍କୁ ଛଟେଇ କରିବାକୁ ନିଷ୍ପତ୍ତି ନେଇଛି। ଏହି ଛଟେଇ ପରେ କମ୍ପାନୀ ପ୍ରାୟ ୨୦ ବିଲିୟନ ଡଲାର ଟଙ୍କା ସଂଚୟ କରିବ। ନିକଟରେ ପ୍ରକାଶ...

ଓଜିଏସ୍‌ରେ ଇନ୍‌ଭେଷ୍ଟିଚର ସେରିମନି

ଭୁବନେଶ୍ୱର,୨।୮: ଓଡିଏମ୍‌ ଗ୍ଲୋବାଲ ସ୍କୁଲ (ଓଜିଏସ୍‌)ର ବିଦ୍ୟାର୍ଥୀମାନଙ୍କ ଦ୍ୱାରା ଇନ୍‌ଭେଷ୍ଟିଚର ସେରିମନି ଗୁରୁବାର ସ୍କୁଲ ପରିସରରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ପେଣ୍ଟାଗନ ଅଞ୍ଚଳରେ ଆୟୋଜିତ ହୋଇଥିବା ଇନ୍‌ଭେଷ୍ଟିଚର ସେରିମନି ଏକ ବଡ ସଫଳତା ଥିଲା,ଯେଉଁଠାରେ ଛାତ୍ରୀଛାତ୍ରଙ୍କୁ ନେତୃତ୍ୱ ଭୂମିକା ଓ...

ନିଜର ଘରୋଇ ସମସ୍ୟାକୁ ଭାରତ ଉପରେ ଲଦୁଛି ଚାଇନା, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୧ା୮: ଚାଇନା ବର୍ତମାନ ଅନେକ ସମସ୍ୟା ଦେଇ ଗତି କରୁଛି। ଚାଇନା ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଅନେକ ଜିନିଷର ଅତ୍ୟଧିକ ଉତ୍ପାଦନ କରୁଛି। ତେବେ ଚାହିଦା ହ୍ରାସ ଏବଂ ରିଅଲ ଇଷ୍ଟେଟ କ୍ଷେତ୍ରରେ ସଙ୍କଟ ଯୋଗୁଁ ଏହା...

ଅଗଷ୍ଟ ଆରମ୍ଭରୁ ଶେୟାର ବଜାରରେ ନୂଆ ରେକର୍ଡ; ସର୍ବକାଳୀନ ଉଚ୍ଚରେ ସେନସେକ୍ସ, ନିଫ୍ଟି

ନୂଆଦିଲ୍ଲୀ,୧।୮: ଘରୋଇ ଶେୟାର ବଜାରରେ ଅଗଷ୍ଟ ମାସର ପ୍ରଥମ ଦିନରୁ ଉତ୍ସାହ ଦେଖିବାକୁ ମିଳିଛି। ପ୍ରମୁଖ ଘରୋଇ ସୂଚକାଙ୍କ ମଧ୍ୟରୁ ନିଫ୍ଟି ୫୦ ଆଜି ପ୍ରାରମ୍ଭିକ କାରବାରରେ ୨୫ ହଜାର ମାର୍କ ଅତିକ୍ରମ କରିଛି। ଏହିପରି, ବଜାରରେ ଏକ ନୂତନ...

ଶସ୍ତା ହେବ ଜୀବନ ବୀମା, ଚିଠି ଲେଖିଲେ ଗଡକରୀ, ହୋଇପାରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୭:ଶସ୍ତା ହେବ ଜୀବନ ବୀମା। ଏନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ମନ୍ତ୍ରୀ ତଥା ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ। ଯଦି ଗଡକରୀଙ୍କ ଚିଠିକୁ ଗ୍ରହଣ କରାଯାଏ ତେବେ ଭବିଷ୍ୟତରେ ଜୀବନ ଏବଂ ଚିକିତ୍ସା ବୀମା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri