ବାଣିଜ୍ୟ

ଗୁଜରାଟରେ ୧.୫୪ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ

ନୂଆଦିଲ୍ଲୀ,୧୫।୯: ସେମିକଣ୍ଡକ୍ଟର ଓ ଡିସ୍‌ପ୍ଲେ କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭର କରାଇବା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭର ଭାରତ ଆହ୍ବାନ ଅନୁସାରେ ଗୁଜରାଟର ଅହମଦାବାଦ ଜିଲାରେ ଏକ ସେମିକଣ୍ଡକ୍ଟର ଫ୍ୟାବ୍‌ ୟୁନିଟ୍‌ ସହ ଏକ ଡିସ୍‌ପ୍ଲେ ଫ୍ୟାବ୍‌ ୟୁନିଟ୍‌, ସେମିକଣ୍ଡକ୍ଟର...

ଅଗଷ୍ଟରେ ବୃଦ୍ଧି ପାଇଛି ରପ୍ତାନି

ନୂଆଦିଲ୍ଲୀ,୧୫।୯: ଗତ କିଛି ମାସ ହେବ ଭାରତରେ ଉଭୟ ଆମଦାନୀ ଓ ରପ୍ତାନିରେ ସୁଧାର ପରିଲକ୍ଷିତ ହୋଇଛି। ଏପରିକି ଗତ ମାସ ଭଳି ଚଳିତ ମାସରେ ମଧ୍ୟ ଆମଦାନୀରେ ବୃଦ୍ଧି ପରିଲକ୍ଷିତ ହୋଇଥିବାବେଳେ ରପ୍ତାନିରେ ସୁଧାର ସାଙ୍ଗକୁ ସାମାନ୍ୟ ବୃଦ୍ଧି...

ଏସ୍‌ବିଆଇ ମଧ୍ୟ ହେଲା ୫ ଲକ୍ଷ କୋଟିର ବ୍ୟାଙ୍କ

ନୂଆଦିଲ୍ଲୀ,୧୪।୯: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ଷ୍ଟକ୍‌ ମାର୍କେଟ୍‌ରେ ଭଲ ପ୍ରଦର୍ଶନ କରିଛି। ବୁଧବାର କାରବାରରେ ଏସ୍‌ବିଆଇ ଶେୟାରର ମୂଲ୍ୟ ପ୍ରାୟ ୨.୫୦% ବୃଦ୍ଧି ପାଇ ୫୭୫ ଟଙ୍କାରେ ପହଞ୍ଚିଛି। ଏଥିସହ ବ୍ୟାଙ୍କର ମାର୍କେଟ କ୍ୟାପ୍‌ ୫ ଲକ୍ଷ କୋଟି...

ସେପ୍ଟେମ୍ବର ୨୩ରୁ ଆମାଜନ୍‌ ସେଲ୍‌; ଲଞ୍ଚ ହେବ ୨୦୦୦ରୁ ଅଧିକ ଉତ୍ପାଦ

ନୂଆଦିଲ୍ଲୀ,୧୪।୯: ସେପ୍ଟେମ୍ବର ୨୩ରୁ ଆରମ୍ଭ ହେବ ଆମାଜନ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ୨୦୨୨ ସେଲ୍‌। ଏହି ସମୟରେ ବିଭିନ୍ନ ବର୍ଗରେ ୨୦୦୦ରୁ ଅଧିକ ଉତ୍ପାଦ ଲଞ୍ଚ ହେବ ବୋଲି ଇ-କମର୍ସ ପ୍ଲାଟଫର୍ମ ସୂଚନା ଦେଇଛି। ଏହି ବର୍ଗଗୁଡ଼ିକ ମଧ୍ୟରେ ସାମସଙ୍ଗ,...

ମଦ୍ୟପାନ କରି ବିମାନରେ ଯାଇ ପାରିବେନି ପାଇଲଟ କେବିନ୍‌ କ୍ରୁ, ଡିଜିସିଏ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୧୪।୯ : ମଦ୍ୟପାନ କରି ବିମାନ ଉଡ଼ାଣ ରୋକିକା ଲାଗି ପୁଣି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ପାଇଲଟ ଏବଂ କ୍ରୁ ସଦସ୍ୟଙ୍କ ନିଶ୍ୱାସ ବିଶ୍ଳେଷଣକାରୀ ପରୀକ୍ଷା ପାଇଁ ନୂତନ ନିର୍ଦ୍ଦେଶାବଳୀ...

ଭିଏସ୍‌ବି ପକ୍ଷରୁ ୫ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ

ନୂଆଦିଲ୍ଲୀ, ୧୪ା୯: ଭେଲୋର ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନେଲୋଜି- ଆନ୍ଧ୍ର ପ୍ରଦେଶ ବା ଭିଆଇଟି-ଏପିର ଏକାଡେମିକ୍‌ ରିସର୍ଚ୍ଚ ଅଫିସ୍‌ ସହ ମିଳିତ ଭାବେ ଭିଆଇଟି-ଏପି ସ୍କୁଲ ଅଫ୍‌ ବିଜ୍‌ନେସ୍‌ (ଭିଏସ୍‌ବି) ପକ୍ଷରୁ ଉଚ୍ଚ ପ୍ରଭାବଶାଳୀ ପତ୍ରିକାରେ ଗବେଷଣାତ୍ମକ ଲେଖା ଓ ପ୍ରକାଶନ...

କମ୍ପାନୀ ପ୍ରତିନିଧିଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ଆଲୋଚନା

ଭୁବନେଶ୍ୱର,୧୪ା୯: ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ବରଠାରେ ଆୟୋଜନ ହେବାକୁ ଥିବା ମେକ୍‌ ଇନ୍‌ ଇଣ୍ଡିଆ କନ୍‌କ୍ଲେଭ୍‌ ପାଇଁ ବୃହତ୍‌ କମ୍ପାନୀଗୁଡ଼ିକୁ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ଆକର୍ଷିତ କରିବା ଉଦ୍ଦେଶ୍ୟରେ ମୁମ୍ବାଇଠାରେ ଏକ ଓଡ଼ିଶା ଇନ୍‌ଭେଷ୍ଟର୍ସ...

ସ୍କୋଡା ପକ୍ଷରୁ ଗ୍ରାହକ ସମ୍ପର୍କ ଅଭିଯାନ

ନୂଆଦିଲ୍ଲୀ,୧୪ା୯: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ବା ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆ ପକ୍ଷରୁ ଗ୍ରାହକ ସମ୍ପର୍କ ଅଭିଯାନ ନାମରେ ଏକ ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ବିଶେଷକରି ଅହମ୍ମଦାବାଦ, ବେଙ୍ଗାଲୁରୁ ଏବଂ କୋଲକାତାରେ ଉକ୍ତ କାର୍ଯ୍ୟକ୍ରମର...

ଟିକେଏମ୍‌ର ମୂଲ୍ୟ ଘୋଷଣା

ନୂଆଦିଲ୍ଲୀ,୧୪ା୯: ଟୟୋଟା କିର୍ଲୋସ୍କର ମୋଟର (ଟିକେଏମ୍‌) ପକ୍ଷରୁ ନ୍ୟୁ ଟୟୋଟା ଅର୍ବାନ କ୍ରୁଜର ହାଇରାଇଡରର ମୂଲ୍ୟ ଘୋଷଣା କରାଯାଇଛି। ଏପରିକି ପର୍ଯ୍ୟାୟକ୍ରମେ ଘୋଷିତ ହେବାକୁ ଥିବା ଟୟୋଟାର ଅତ୍ୟାଧୁନିକ ଅଫରର ଶ୍ରେଷ୍ଠ ୪ଟି ଗ୍ରେଡର ପ୍ରତିଯୋଗିତାମୂଳକ ମୂଲ୍ୟ ୧୫,୧୧,୦୦୦ରୁ ୧୮,୯୯,୦୦୦ଟଙ୍କା...

ସ୍କୋୟାର ୟାର୍ଡସ୍‌ ସହ ଆକ୍ସିସ୍‌ ବ୍ୟାଙ୍କର ରାଜିନାମା

ନୂଆଦିଲ୍ଲୀ,୧୪ା୯: ରିଅଲ ଇଷ୍ଟେଟ୍‌ ପ୍ଲାଟ୍‌ଫର୍ମ ସ୍କୋୟାର ୟାର୍ଡସ୍‌ ସହ ଆକ୍ସିସ୍‌ ବ୍ୟାଙ୍କର ରାଜିନାମା ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଗ୍ରାହକ ନିଜର ସ୍ବପ୍ନର ଘର ଅନୁସନ୍ଧାନ କରିବା ପ୍ରକ୍ରିୟାକୁ ଚିନ୍ତାମୁକ୍ତ, ପ୍ରଭାବଶାଳୀ ଓ ଉଲ୍ଲାସପୂର୍ଣ୍ଣ ଅନୁଭୂତିରେ ପରିଣତ କରିବାକୁ ଏହି ସ୍ବତନ୍ତ୍ର...

ଜେକେ ଟାୟାରର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୪ା୯: ଦେଶର ପ୍ରମୁଖ ଟାୟାର କମ୍ପାନୀ ଜେକେ ଟାୟାର ଆଣ୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କମ୍ପାନୀର ୨ଟି ନୂତନ ଉତ୍ପାଦର ଉନ୍ମୋଚନ କରାଯାଇଛି। ବିଶେଷକରି ଓଡ଼ିଶା ବଜାରରେ ଉକ୍ତ...

‘ଅସହାୟ କର୍କଟରୋଗୀଙ୍କ ଯନ୍ତ୍ରଣା ଦୂରକରିବ ବାଲ୍‌କୋ’

ରାୟପୁର,୧୪ା୯: ସାରା ଦେଶରେ ଦିନକୁ ଦିନ କର୍କଟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ରୋଗଠାରୁ ରୋଗୀର ମାନସିକ ଯନ୍ତ୍ରଣା ବର୍ତ୍ତମାନ ସମୟରେ ସବୁଠାରୁ ବଡ଼ ଚିନ୍ତାର କାରଣ ବୋଲି କୁହାଯାଉଛି। ଏଭଳି ମାନସିକ ଚିନ୍ତାରେ ପଡ଼ିଥିବା ବିଭିନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri