ବାଣିଜ୍ୟ

ଯୋଗ-ଆୟୁର୍ବେଦ ଏକ ଜନ ଆନ୍ଦୋଳନ

ନୂଆଦିଲ୍ଲୀ,୫ା୮ ଆଜାଦୀ କି ଅମୃତ ମହୋତ୍ସବ ଅବସରରେ ପତଞ୍ଜଳି ଯୋଗପୀଠର ସାଧାରଣ ସମ୍ପାଦକ ତଥା ପତଞ୍ଜଳି ବିଶ୍ୱବିଦ୍ୟାଳୟର କୁଳପତି ଆଚାର୍ଯ୍ୟ ବାଲ୍‌କ୍ରିଷ୍ଣାଙ୍କ ୫୦ ତମ ଜନ୍ମଦିବସ ପରିପ୍ରେକ୍ଷୀରେ ସ୍ବର୍ଣ୍ଣ ଜୟନ୍ତୀ ମହୋତ୍ସବ ବା ଜଡ଼ିବୁଟ ଦିବସ ଭାବେ ପାଳନ କରାଯାଇଥିଲା।...

ଅଂଶଧନ ବିକ୍ରି କରିବ ସ୍ପାଇସ୍‌ଜେଟ୍‌

ନୂଆଦିଲ୍ଲୀ,୫।୮: ଦେଶର ପ୍ରମୁଖ ଘରୋଇ ବିମାନ କମ୍ପାନୀ ସ୍ପାଇସ୍‌ଜେଟ୍‌ ପାଣ୍ଠି ଯୋଗାଡ଼ କରିବା ଲାଗି ନିଜର ଅଂଶଧନ ବିକ୍ରି କରିବା ସମ୍ପର୍କରେ ବିଚାର କରୁଛି। ଏପରିକି ବିଭିନ୍ନ କାରଣରୁ କମ୍ପାନୀ ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। କମ୍ପାନୀର...

କମିପାରେ ଖାଇବାତେଲ ଦର

ନୂଆଦିଲ୍ଲୀ,୫।୮:ଦୀର୍ଘଦିନର ଦରବୃଦ୍ଧି ପରେ ଗତ ମାସ ବିଭିନ୍ନ ବର୍ଗର ଖାଇବା ତେଲ ଉପରେ ୫ରୁ ୧୦ ଟଙ୍କା ହ୍ରାସ ଘଟିଥିଲା। ଫଳରେ ଖାଉଟି କିଛି ପରିମାଣରେ ଆଶସ୍ତି ଲାଭ କରିଥିଲେ। ଏପରିକି ସାରା ଦେଶ ଆଗକୁ ପାର୍ବଣ ପାଳନ କରିବ।...

ଆସସ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୪।୮: ଆସସ୍‌ ଇଣ୍ଡିଆ, ରିପବିକ୍ଲ ଅଫ୍‌ ଗେମର୍ସ (ରଗ୍‌) ପକ୍ଷରୁ ରଗ୍‌ ଜିଫାଇରସ୍‌ ଡୁଓ୧୬, ଜିଫାଇରସ୍‌ ଜି୧୪ ଓ ଫ୍ଲୋ ଏକ୍ସ୧୬ ସମେତ ପାୱାର ଓ ଅପ୍‌ଗ୍ରେଡେଡ୍‌ ପର୍‌ଫର୍ମାନ୍ସ ସହ ସୁସଜ୍ଜିତ ଜିଫାଇରସ୍‌ ଜି୧୫ ଓ ଫ୍ଲୋ ଏକ୍ସ୧୩ର ନୂଆ...

ଆଇଡିଏସ୍‌ ପକ୍ଷରୁ ମୁଖ ସ୍ବଚ୍ଛତା ଦିବସ

ଭୁବନେଶ୍ୱର,୪।୮: ବର୍ତ୍ତମାନ ସମୟରେ ମୁଖ ଗହ୍ବର ସ୍ବଚ୍ଛତା ଏବଂ ସୁସ୍ଥତା ବଜାୟ ରଖିବା ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ ସାଇନ୍‌ସେସ୍‌ (ଆଇଡିଏସ୍‌) ପକ୍ଷରୁ ନିକଟରେ ମୁଖ ସ୍ବଚ୍ଛତା ଦିବସ ପାଳିତ ହୋଇଯାଇଛି।...

କିଟ୍‌ ପଲିଟେକ୍ନିକ୍‌ ରାଜ୍ୟରେ ୧ ନମ୍ବର

ଭୁବନେଶ୍ୱର,୪।୮: କ୍ୱାଲିଟି କାଉନ୍‌ସିଲ ଅଫ୍‌ ଇଣ୍ଡିଆ (କ୍ୟୁସିଆଇ)ର ନ୍ୟାଶନାଲ୍‌ ଆକ୍ରିଡିଟେସନ୍‌ ବୋର୍ଡ ଫର୍‌ ଏଜୁକେଶନ ଆଣ୍ଡ ଟ୍ରେନିଂ (ନାବେଟ୍‌) ଏବଂ ଷ୍ଟେଟ୍‌ କାଉନସିଲ୍‌ ଫର୍‌ ଟେକ୍ନିକାଲ୍‌ ଏଜୁକେଶନ ଓ ଭୋକେଶନାଲ ଟ୍ରେନିଂ ପକ୍ଷରୁ ୧ମ ଥର ଲାଗି ଓଡ଼ିଶାରେ ଥିବା...

ହୋଣ୍ଡାର ନୂଆ ଲିମିଟେଡ୍‌ ଏଡିସନ୍‌ ଡିଓ ସ୍ପୋର୍ଟସ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୪।୮: ଦେଶର ପ୍ରମୁଖ ୨ ଚକିଆ ଯାନ ନିର୍ମାତା ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ନ୍ୟୁ ଡିଓ ସ୍ପୋର୍ଟସ୍‌ର ଶୁଭାରମ୍ଭ କରାଯାଇଛି। ଏହା ସୀମିତ ସମୟ ପାଇଁ ଉପଲବ୍ଧ ହେବ ବୋଲି କମ୍ପାନୀ...

ମିଶନ ଶକ୍ତି ସହ ୟୁକୋ ବ୍ୟାଙ୍କର ଚୁକ୍ତିନାମା

ଭୁବନେଶ୍ୱର,୪।୮: ୟୁକୋ ବ୍ୟାଙ୍କର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ବ୍ୟାଙ୍କର କୋଲକାତାସ୍ଥିତ ମୁଖ୍ୟ କାର୍ଯ୍ୟାଳୟର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଇସ୍ରାକ ଅଲ୍ଲୀ ଖାନ୍‌ ନିକଟରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ। ଗସ୍ତ ଅବସରରେ ସେ...

ମାଲାବାର ପକ୍ଷରୁ ଛାତ୍ରୀ ବୃତ୍ତି ପ୍ରଦାନ

ଭୁବନେଶ୍ୱର,୪।୮: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ୍‌ର ଓଡ଼ିଶା ୟୁନିଟ୍‌ (ଭୁବନେଶ୍ୱର)ର ଶହୀଦନଗର ଷ୍ଟୋର ପକ୍ଷରୁ ସ୍ଥାନୀୟ ୟୁନିଟ୍‌-୧, କମଳା ନେହେରୁ ମହିଳା ମହାବିଦ୍ୟାଳୟ (କେଏନ୍‌ଡବ୍ଲ୍ୟୁସି)ର କ୍ୟାମ୍ପସ ପରିସରରେ ବୁଧବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ...

ଫଚ୍ୟୁନ୍‌ ଗ୍ଲୋବାଲ ୫୦୦ ତାଲିକାରେ ଏଲ୍‌ଆଇସି

ନୂଆଦିଲ୍ଲୀ, ୪ା୮ ଦେଶର ସର୍ବବୃହତ ରାଷ୍ଟ୍ରାୟତ୍ତ ବୀମା କମ୍ପାନୀ ଜୀବନ ବୀମା ନିଗମ (ଏଲ୍‌ଆଇସି) ଫର୍ଚ୍ୟୁନ୍‌ ଗ୍ଲୋବାଲ ୫୦୦ ତାଲିକାରେ ସ୍ଥାନିତ ହୋଇଛି। ନିକଟରେ ଶେୟାର ବଜାରରେ ପଞ୍ଜୀକୃତ ହୋଇଥିବା ଏଲ୍‌ଆଇସି ଚଳିତ ଆର୍ଥିକ ବର୍ଷରେ ୯୭.୨ ବିଲିୟନ ଡଲାର...

ରଞ୍ଜିତ ରଥ ଅଏଲ ଇଣ୍ଡିଆ ସିଏମ୍‌ଡି

ନୂଆଦିଲ୍ଲୀ, ୪ା୮: ଦେଶର ଦ୍ୱିତୀୟ ବୃହତ୍ତମ ତୈଳ ଓ ବାଷ୍ପ ଉତ୍ପାଦନକାରୀ ସଂସ୍ଥା ଅଏଲ ଇଣ୍ଡିଆର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଭାବେ ରଞ୍ଜିତ ରଥ ନିଯୁକ୍ତି ପାଇଛନ୍ତି। ଆଇଆଇଟି ବମ୍ବେ, ଆଇଆଇଟି ଖଡଗପୁର ଓ ଉତ୍କଳ ୟୁନିଭର୍ସିଟିର ପୂର୍ବତନ ଛାତ୍ର...

ମାଇଁ ମେଡିସିନ ପଲିକ୍ଲିନିକ ଉଦ୍‌ଘାଟିତ

ଭୁବନେଶ୍ୱର,୩ା୮: ସ୍ବଳ୍ପ ମୂଲ୍ୟରେ ଉନ୍ନତମାନର ଚିକିତ୍ସା ସହ ଅର୍ଥାଭାବରୁ ବଞ୍ଚିତ ହେଉଥିବା ଲୋକମାନଙ୍କ ପାଖରେ ଚିକିତ୍ସା ସୁବିଧା ଯୋଗାଇଦେବାର ଲକ୍ଷ୍ୟ ନେଇ ମାଇଁ ମେଡିସିନ ପଲିକ୍ଲିନିକର ଶୁଭାରମ୍ଭ ସ୍ଥାନୀୟ ଲୁଇସ୍‌ ରୋଡ୍‌ଠାରେ ଆରମ୍ଭ ହୋଇଯାଇଛି। ଏଠାରେ ପ୍ରାୟ ସବୁ ବିଭାଗର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri