ବାଣିଜ୍ୟ

ଖସିପାରେ ଦେଶର ଅଭିବୃଦ୍ଧି: ଜିଡିପି ୪ ବର୍ଷର ସର୍ବନିମ୍ନ ସ୍ତର ୬.୪% ଛୁଇଁବା ଅନୁମାନ

ନୂଆଦିଲ୍ଲୀ, ୮ା୧:ଆସନ୍ତା ମାର୍ଚ୍ଚ ୩୧ରେ ଶେଷ ହେବାକୁ ଥିବା ୨୦୨୪-୨୫ ଆର୍ଥିକବର୍ଷରେ ଭାରତର ଅଭିବୃଦ୍ଧି ୬.୪ ପ୍ରତିଶତକୁ ଖସିପାରେ, ଯାହାକି କୋଭିଡ୍‌-୧୯ ପରେ ସର୍ବନିମ୍ନ ସ୍ତର। ବିନିର୍ମାଣ (ମାନୁଫାକ୍ଚରିଂ) ଓ ନିବେଶ (ଇନ୍‌ଭେଷ୍ଟମେଣ୍ଟ) ହ୍ରାସ ଯୋଗୁ ମୋଟ ଘରୋଇ ଉତ୍ପାଦ...

୧୧ରେ ଡ୍ରିମ୍‌ସର ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୮।୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଟକ ନିକଟସ୍ଥ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ ୨୦୨୫ ଜାନୁୟାରୀ ୧୧ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ...

ଓପିଜି ମୋବିଲିଟିର ଅନାବରଣ

ନୂଆଦିଲ୍ଲୀ,୮।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଇଲେକ୍‌ଟ୍ରିକ ଭେଇକିଲ (ଇଭି) ବ୍ରାଣ୍ଡ ‘ଓକାୟା ଇଭି’ର ନୂତନ ବ୍ରାଣ୍ଡ ପରିଚୟ (ରିବ୍ରାଣ୍ଡିଙ୍ଗ) ‘ଓଟିଜି ମୋବିଲିଟି’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ରିବ୍ରାଣ୍ଡିଙ୍ଗ୍‌ ଭାରତର ଗତିଶୀଳ ଉପଭୋକ୍ତାଙ୍କ ବିକଶିତ...

ରଣନୈତିକ ନିବେଶ ପୋର୍ଟଫୋଲିଓକୁ ଉନ୍ନତ କରିବ

ନୂଆଦିଲ୍ଲୀ,୮।୧ (ଅଭୟ ଦାଶ): ନୁଭୋକୋ ଭିସ୍ତାସ୍‌ କର୍ପୋରେଶନ ଲିମିଟେଡ(ଏନ୍‌ଭିସିଏଲ)କୁ ନିକଟରେ ଆଉ ଏକ ସଫଳତା ମିଳିଛି। ଏପରିକି କମ୍ପାନୀ ଭଦ୍‌ରାଜ ସିମେଣ୍ଟ ଲିମିଟେଡ (ଭିସିଏଲ୍‌)ର ଏସ୍‌ଆର୍‌ଏ ଭାବେ ଉଭା ହୋଇଛି। ଯାହା ବର୍ତ୍ତମାନ କର୍ପୋରେଟ ଇନ୍‌ସଲ୍‌ଭେନ୍ସି ରିଜୋଲ୍ୟୁଶନ ପ୍ରୋସେସର ସମ୍ମୁଖୀନ...

ଜିଡିପି ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନ

ନୂଆଦିଲ୍ଲୀ,୮।୧: ଆସନ୍ତା ମାର୍ଚ୍ଚ ୩୧ରେ ଶେଷ ହେବାକୁ ଥିବା ୨୦୨୪-୨୫ ଆର୍ଥତ୍କ ବର୍ଷରେ ଭାରତର ଆର୍ଥତ୍କ ଅଭିବୃଦ୍ଧି ହାର ୬.୪ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି, ଯାହାକି ୪ ବର୍ଷ ମଧ୍ୟରେ ସର୍ବନିମ୍ନ। ମୁଖ୍ୟତଃ ବିନିର୍ମାଣ ଏବଂ ସେବା...

ଚାରିବର୍ଷ ସର୍ବନିମ୍ନ ସ୍ତରକୁ ଖସିପାରେ ଅଭିବୃଦ୍ଧି ହାର, ଚିନ୍ତା ବଢ଼ାଇଲା ସରକାରଙ୍କ ତଥ୍ୟ

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ସରକାର ଜିଡିପି ତଥ୍ୟ ପ୍ରକାଶ କରିଛନ୍ତି। ଏହାକୁ ଧ୍ୟାନରେ ରଖି ଅନୁମାନ କରାଯାଉଛି ଯେ, ଆଗାମୀ ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୬.୪% ହାରରେ ବଢିବାର ଅନୁମାନ କରାଯାଉଛି। ଯାହା ଚାରି ବର୍ଷର...

SBIର ଏହି ସ୍କିମରେ ୩ ବର୍ଷ ପାଇଁ କରନ୍ତୁ ନିବେଶ ମିଳିବ ୬.୯୦ ଲକ୍ଷ ଟଙ୍କାରୁ ଅଧିକ, ଆଜି ନିଅନ୍ତୁ ଫାଇଦା

ନୂଆଦିଲ୍ଲୀ, ୭।୧: ଏସବିଆଇ ଅର୍ଥାତ୍‌ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ହେଉଛି ଦେଶର ସବୁଠାରୁ ବଡ ବ୍ୟାଙ୍କ । ଏସବିଆଇ ନିବେଶକମାନଙ୍କୁ ଆକର୍ଷଣୀୟ ସୁଧ ହାର ସହିତ ନିରାପଦ ଏବଂ ଲାଭଜନକ ବିନିଯୋଗ ସୁଯୋଗ ପ୍ରଦାନ କରେ । ଯଦି...

ନିବେଶକ ହରାଇଲେ ୯ ଲକ୍ଷ କୋଟି

ମୁମ୍ବାଇ,୭।୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସାଙ୍ଗକୁ ଭାରତୀୟ ମୁଦ୍ରାର ମୂଲ୍ୟ ହ୍ରାସ ଓ ନୂତନ ଚାଇନା ଭୂତାଣୁ ଏଚ୍‌ଏମ୍‌ପିଭିର ପ୍ରାଥମିକ ପ୍ରଭାବ ଯୋଗୁ ଭାରତୀୟ ପୁଞ୍ଜି ବଜାର ବେଶ୍‌ ପ୍ରଭାବିତ ହୋଇଛି। ଏପରିକି ଘରୋଇ ଶେୟାର ବଜାରର...

ରସକିକ୍‌ ଗ୍ଲୁକୋ ଏନର୍ଜିର ଶୁଭାରମ୍ଭ

ମୁମ୍ବାଇ,୭।୧ (ଅଭୟ ଦାଶ): ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟ ଲିମିଟେଡ୍‌ (ଆର୍‌ସିପିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଗୁଣାତ୍ମକ ମୃଦୁପାନୀୟ ବ୍ରାଣ୍ଡ୍‌ ‘ରସକିକ୍‌ ଗ୍ଲୁକୋ ଏନର୍ଜି’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ରସକିକ୍‌ ବର୍ତ୍ତମାନ ଆମ୍ବ, ଆପଲ୍‌, ମିକ୍ସଡ୍‌ ଫ୍ରୁଟ୍‌, ନଡିଆ ପାଣି...

ଡିସେମ୍ବରରେ ୧୦,୬୩୯ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ନୂଆଦିଲ୍ଲୀ,୭।୧: ଦେଶର ଏକ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା ଟ୍ରାକ୍ଟର୍ସ’ର ମାସିକ ଯାନ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। ଏପରିକି ୨୦୨୪ ଡିସେମ୍ବରରେ ବ୍ରାଣ୍ଡ୍‌ ମୋଟ ୧୦,୬୩୯ ୟୁନିଟ ଟ୍ରାକ୍ଟର ବିକ୍ରି ରେକର୍ଡ ହୋଇଥିଲାବେଳେ ଗତ ବର୍ଷ...

ପତଞ୍ଜଳିର ୩୦ତମ ପୂର୍ତ୍ତି ଉତ୍ସବ

ନୂଆଦିଲ୍ଲୀ,୬।୧ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ପତଞ୍ଜଳି ସଂସ୍ଥାନର ୩୦ତମ ପୂର୍ତ୍ତି ଉତ୍ସବ ରବିବାର ହରିଦ୍ୱାରର ପତଞ୍ଜଳି ୱେଲ୍‌ନେସସ୍ଥିତ ଯୋଗ ଭବନ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ପତଞ୍ଜଳି ଯୋଗପୀଠର ପରମାଧ୍ୟକ୍ଷ ସ୍ବାମୀ ବାବା...

ବୈଦ୍ୟୁତିକ ଯାନର ବ୍ୟବହାରକୁ ସରକାରଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ,୬।୧: ବର୍ତ୍ତମାନ ସମୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବୈଦ୍ୟୁତିକ ଯାନ ( ଇଲେକଟ୍ରିକ ଭେହିକିଲ ବା ଇଭି) ର ବ୍ୟବହାରକୁ ଗୁରୁତ୍ୱ ଦେଉଛନ୍ତି। ଏପରିକି ଇଭି ଯାନ କ୍ରୟ କରୁଥିବା କ୍ରେତାଙ୍କୁ ସରକାରୀ ଆର୍ଥିକ ସହାୟତା ଯୋଗାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image