ତଳମୁହାଁ ଶେୟାର ବଜାର: ୭ ଲକ୍ଷ କୋଟି ହରାଇଲେ ନିବେଶକ
ମୁମ୍ବାଇ,୧୩।୧୨: ଭାରତୀୟ ଶେୟାର ବଜାରରେ ଶୁକ୍ରବାର ସେନସେକ୍ସ ୧,୨୦୦ ପେଣ୍ଟରୁ ଅଧିକ ହ୍ରାସ ପାଇଛି। ଗୁରୁବାର ରେକର୍ଡ ହୋଇଥିବା ୪୫୮.୧୫ ଲକ୍ଷ କୋଟି ଟଙ୍କା ତୁଳନାରେ ଆଜି ନିବେଶକଙ୍କ ସମ୍ପତ୍ତି ୬.୯୩ ଲକ୍ଷ କୋଟି ହ୍ରାସ ପାଇ ୪୫୧.୨୨ ଲକ୍ଷ...
ମୁମ୍ବାଇ,୧୩।୧୨: ଭାରତୀୟ ଶେୟାର ବଜାରରେ ଶୁକ୍ରବାର ସେନସେକ୍ସ ୧,୨୦୦ ପେଣ୍ଟରୁ ଅଧିକ ହ୍ରାସ ପାଇଛି। ଗୁରୁବାର ରେକର୍ଡ ହୋଇଥିବା ୪୫୮.୧୫ ଲକ୍ଷ କୋଟି ଟଙ୍କା ତୁଳନାରେ ଆଜି ନିବେଶକଙ୍କ ସମ୍ପତ୍ତି ୬.୯୩ ଲକ୍ଷ କୋଟି ହ୍ରାସ ପାଇ ୪୫୧.୨୨ ଲକ୍ଷ...
ନୂଆଦିଲ୍ଲୀ,୧୩ା୧୨: ଭାରତରେ ପ୍ରତ୍ୟେକ୍ଷ ବିଦେଶ ନିବେଶ(ଏଫଡିଆଇ) ୨୦୦୦ ରୁ ୨୦୨୪ ମଧ୍ୟରେ ୧୦୦୦ ଆରବ ଡଲାର ପାର କରିଛି। ଏହା ବିଶ୍ୱସ୍ତରରେ ଏକ ନିରାପଦ ଏବଂ ପ୍ରାଥମିକ ପୁଞ୍ଜି ବିନିଯୋଗ ଲକ୍ଷ୍ୟ ଭାବରେ ଦେଶର ସୁନାମକୁ ସ୍ୱୀକୃତି ପ୍ରଦାନ କରୁଛି।...
ନୂଆଦିଲ୍ଲୀ,୧୩।୧୨:ଏମ୍ପପ୍ଲୋଇ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେସନ (ଇପିଏଫଓ)ର ସଦସ୍ୟମାନେ ଆସନ୍ତାବର୍ଷଠାରୁ ସିଧାସଳଖ ଏଟିଏମରୁ ଜମା ହୋଇଥିବା କଷ୍ଟ ଉପାର୍ଜିତ ଟଙ୍କା କାଢିବାକୁ କରିବାକୁ ସକ୍ଷମ ହେବେ। କେନ୍ଦ୍ର ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟର ସଚିବ ସୁମିତା ଦୋରା ଏହି ଘୋଷଣା କରିଛନ୍ତି।...
ନୂଆଦିଲ୍ଲୀ,୧୨।୧୨: ନଭେମ୍ବର ମାସରେ ହ୍ରାସ ପାଇଲା ମୁଦ୍ରାସ୍ଫିତି। ରିଜର୍ଭ ବ୍ୟାଙ୍କ ପକ୍ଷରୁ ଧାର୍ଯ୍ୟ ୬% ତଳେ ଦରଦାମ୍। ଗୁରୁବାର କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ତଥ୍ୟ ଅନୁଯାୟୀ ନଭେମ୍ବର ମାସରେ ଖୁଚୁରା ମୁଦ୍ରାସ୍ଫିତି ୫.୪୮% ରହିଛି। ଯାହା ଅକ୍ଟୋବର...
ନୂଆଦିଲ୍ଲୀ,୧୨।୧୨: ଆଉ କିଛି ଦିନ ପରେ ଆସିବ ନୂଆବର୍ଷ । ଏତିପାଇଁ ଜିଓ ଆଣିଛି ଦମଦାର ଅଫର୍। ନିଜ କୋଟି କୋଟି ୟୁଜର୍ସଙ୍କୁ ଖୁସି ଖବର ଦେଇଛି ଜିଓ। ଦେଶର ସବୁଠୁ ବଡ଼ ଟେଲିକମ କମ୍ପାନୀ ନୂଆ ହାପି ନ୍ୟୁ...
ଭୁବନେଶ୍ୱର,୧୨।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଗ୍ଲାସ ନିର୍ମାତା ‘ଏଆଇଏସ୍ ଉଇଣ୍ଡୋଜ’ର ଏକ୍ସକ୍ଲୁସିଭ ଆଉଟଲେଟ ବୁଧବାର ଭୁବନେଶ୍ୱରର ପୁରୀ ବାଇପାସ ରୋଡର ଏସଆର ଭ୍ୟାଲିରେ ଉଦ୍ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର (ଫ୍ରାଞ୍ଚାଇଜର)...
ଭୁବନେଶ୍ୱର,୧୨ା୧୨(ଅନୁରାଧା ମହାରଣା): ରାଜ୍ୟ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଷ୍ଟମ ସିଙ୍ଗଲ ୱିଣ୍ଡୋ କମିଟି (ଏସ୍ଡବ୍ଲ୍ୟୁସି) ବୈଠକରେ ୧୯୨.୪୧ ମେଗାୱାଟ୍ ଅକ୍ଷୟଶକ୍ତି ଉତ୍ପାଦନ ପାଇଁ ଆସିଥିବା ୧୩୮୬.୦୯ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ...
ନୂଆଦିଲ୍ଲୀ,୧୨।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ମୁଥୁଟ ଗ୍ରୁପର ପ୍ରମୁଖ କମ୍ପାନୀ ‘ମୁଥୁଟ ଫାଇନାନ୍ସ’ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ମୁଥୁଟ ସ୍ମାର୍ଟ ଅଙ୍ଗନଓ୍ବାଡି ସେଣ୍ଟର ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏପରିକି ହରିୟାଣାର ରଓ୍ବୋରୀସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ...
ନୂଆଦିଲ୍ଲୀ,୧୧।୧୨: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କଙ୍କ ସମ୍ପତ୍ତି ବଢ଼ିବାରେ ଲାଗିଛି। ପ୍ରଥମ ବ୍ୟକ୍ତି ଭାବେ ଏଲନଙ୍କ ସମ୍ପତ୍ତି ୪୦୦ ବିଲିୟନ ଡଲାର ଅତିକ୍ରମ କରିଛି। ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ଅନୁଯାୟୀ, କିଛି ସ୍ପେସ୍ ଏକ୍ସ ସେୟାର ବିକ୍ରି...
ନୂଆଦିଲ୍ଲୀ,୧୧।୧୨: ନୂଆ ବର୍ଷ ଆରମ୍ଭରୁ ନୂଆ ଦର ଲାଗୁହେବ ବୋଲି ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ପକ୍ଷରୁ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍ର ଏସ୍ୟୁଭି ଏବଂ ସିଭି ମଡେଲଗୁଡ଼ିକ ଉପରେ ନୂଆ ଦର ୨୦୨୫ ଜାନୁଆରୀ ୧ରୁ ଲାଗୁହେବ।
ନୂଆଦିଲ୍ଲୀ,୧୧।୧୨: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା। କେନ୍ଦ୍ର ସରକାର ଜୁଲାଇରେ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା (ଡିଏ) କୁ ୩% ବୃଦ୍ଧି କରିଥିଲେ। ଯାହା ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ବର୍ତ୍ତମାନ ସରକାର ଆଉ ଦୁଇଟି ଭତ୍ତା ବୃଦ୍ଧି...
ନୂଆଦିଲ୍ଲୀ,୧୧।୧୨: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଏପରି କୌଣସି ନୋଟ ଜାରି କରେ ନାହିଁ ଯେଉଁଥିରେ ଗର୍ଭନରଙ୍କ ଦସ୍ତଖତ ରହେନାହିଁ। ପ୍ରତ୍ୟେକ ନୋଟ ମଝିିରେ ଗର୍ଭନରଙ୍କ ଦସ୍ତଖତ ରହିଥାଏ। ଆରବିଆଇର କାମ କେବଳ ନୋଟ ଛାପିବା ନୁହେଁ ବରଂ...