ବାଣିଜ୍ୟ

କେୟର୍ନ ମାମଲା ଉପରେ ୟୁଏସ୍‌ କୋର୍ଟଙ୍କ ରୋକ୍‌

ନୂଆଦିଲ୍ଲୀ,୨୭।୯: କେୟର୍ନ ଏନର୍ଜି ମାମଲା ଉପରେ ନ୍ୟୁୟର୍କର ଏକ କୋର୍ଟ ରୋକ୍‌ ଲଗାଇବା ଲାଗି ନିର୍ଦ୍ଦେଶନାମା ଜାରି କରିଛନ୍ତି। ମାମଲାର ସମାଧାନ ଲାଗି କମ୍ପାନୀ ଭାରତ ସରକାରଙ୍କ ସହ ଆଲୋଚନା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ୧୮ ନଭେମ୍ବର...

କ୍ରିପ୍ଟୋ କରେନ୍ସି କାରବାର ଉପରେ ଚାଇନାର କଟକଣା

ନୂଆଦିଲ୍ଲୀ,୨୭।୯: ଚାଇନାର କେନ୍ଦ୍ରୀୟ ବ୍ୟାଙ୍କ ଶୁକ୍ରବାର କ୍ରିପ୍ଟୋ କରେନ୍ସି କାରବାର ଉପରେ କଟକଣା ଲାଗୁ କରିଛି। ଫଳରେ ଡିଜିଟାଲ କରେନ୍ସି ମୂଲ୍ୟରେ ହ୍ରାସ ଦେଖାଯାଇଛି। କ୍ରିପ୍ଟୋକରେନ୍ସି ସହ ଜଡ଼ିତ ସମସ୍ତ କାର୍ଯ୍ୟକଳାପକୁ ପିପୁଲ୍ସ ବ୍ୟାଙ୍କ ଅଫ୍‌ ଚାଇନା ଅବୈଧ ଘୋଷଣା...

‘ଦେଶକୁ ଲୋଡ଼ା ୪-୫ ବଡ଼ ବ୍ୟାଙ୍କ’

ନୂଆଦିଲ୍ଲୀ,୨୭।୯:  ଭାରତକୁ ୪ରୁ ୫ ବୃହତ୍‌ ବ୍ୟାଙ୍କର ଆବଶ୍ୟକତା ରହିଛି। ଦେଶର ବର୍ଦ୍ଧିିତ ଚାହିଦା ପୂରଣ ଦିଗରେ ଏହା ସହାୟକ ହୋଇପାରିବ। ମହାମାରୀ ପରବର୍ତ୍ତୀ ସମୟରେ ସୁଧାର ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଦିଗରେ ଏହା ଯୋଗଦାନ ରଖିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା...

ଫୋନ୍‌ରେ ରହିବ ସମାନ ଚାର୍ଜର

ସାର୍ବଜନୀନ ଚାର୍ଜର ନିୟମ ଲାଗୁ କରିବା ନେଇ ୟୁରୋପିଆନ ୟୁନିୟନ ନିଷ୍ପତ୍ତି ଗ୍ରହଣ କରିଛି। ସ୍ମାର୍ଟଫୋନ ଲାଗି ୟୁଏସ୍‌ବି ସି-ଟାଇପ କେବଲକୁ ଷ୍ଟାଣ୍ଡାର୍ଡ ବନାଇବା ପାଇଁ ଏହା ନିୟମ ଲାଗୁ କରିବ। ଏଭଳି ନିୟମ ଆସିଲେ ଲୋକଙ୍କୁ ସିଧାସଳଖ ଫାଇଦା...

୩ ବର୍ଷର ରେକର୍ଡ ସ୍ତରରେ ଅଶୋଧିତ ତୈଳ

ନୂଆଦିଲ୍ଲୀ,୨୭।୯: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ପୁଣି ଥରେ ବଢ଼ିଚାଲିଛି। ଶନିବାର ବ୍ୟାରେଲ ପିଛା ଏହାର ଦର ୭୮.୯୫ ଡଲାର ଛୁଇଁଛି। ଏହା ୩ ବର୍ଷର ରେକର୍ଡ ଉଚ୍ଚ ସ୍ତର। ଏହା ପୂର୍ବରୁ ଅକ୍ଟୋବର ୨୦୧୮ରେ ଅଶୋଧିତ ତେଲ ଦର...

ଡିଜେଲ୨୮ ପଇସା ବୃଦ୍ଧି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୭।୯: ଦିନକର ବିରତି ପରେ ପୁଣି ଥରେ ଡିଜେଲ ଦରରେ ପରିବର୍ତ୍ତନ ଘଟିଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ରବିବାର ଭୁବନେଶ୍ୱରରେ ଡିଜେଲ ୨୮ ପଇସା ବୃଦ୍ଧି ପାଇଥିବାବେଳେ ପେଟ୍ରୋଲ...

ଦେଶକୁ ଏସ୍‌ବିଆଇ ଭଳି ୪-୫ ବ୍ୟାଙ୍କ ଆବଶ୍ୟକ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୬।୯: ଭାରତକୁ ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଭଳି ୪ରୁ ୫ ବୃହତ ବ୍ୟାଙ୍କର ଆବଶ୍ୟକତା ରହିଛି ବୋଲି ରବିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଦେଶର ବର୍ଦ୍ଧିିତ ଚାହିଦା ପୂରଣ ଦିଗରେ ଏହା ସହାୟକ ହୋଇପାରିବ। ମହାମାରୀ ପରବର୍ତ୍ତୀ...

ପୁଣି ରେକର୍ଡ ଭାଙ୍ଗିଲା ସେନସେକ୍ସ

ନୂଆଦିଲ୍ଲୀ,୨୪।୯:ଭାରତୀୟ ଷ୍ଟକ ମାର୍କେଟ କ୍ରମାଗତ ରେକର୍ଡ ଭାଙ୍ଗିବାରେ ଲାଗିଛି। ପ୍ରଥମ ଥର ପାଇଁ ସେନସେକ୍ସ ୬୦ ହଜାର ଅତିକ୍ରମ କରିଛି। ଶୁକ୍ରବାର ପ୍ରାରମ୍ଭିକ ଅଧିବେଶନରେ ସେନସେକ୍ସ ୩୨୫.୭୧ ପଏଣ୍ଟ ବୃଦ୍ଧି ପାଇ ୬୦୨୧୧,୦୭ରେ ପହଞ୍ଚିଛି। ଅନ୍ୟପକ୍ଷରେ, ନିଫ୍ଟି ୯୩.୩୦ ପଏଣ୍ଟ...

ଭାରତୀୟ ଆଇଟି କମ୍ପାନୀର ବଦଳିଲା ଭାଗ୍ୟ, କ୍ଷଣିକ ମଧ୍ୟରେ ୫୦୦ ପାଲଟିଲେ କୋଟିପତି…

ଓ୍ବାଶିଂଟନ,୨୩।୯: ଭାରତୀୟ ଆଇଟି କମ୍ପାନୀ ଫ୍ରେଶ୍‌ଓ୍ବାର୍କ ଆମେରିକାର ନାସଡାକ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ରେ ତାଲିକାଭୁକ୍ତ ହୋଇଛି। ଏହାଦ୍ୱାରା କ୍ଷଣିକ ମଧ୍ୟରେ ୫୦୦ ଲୋକ କୋଟିପତି ପାଲଟି ଯାଇଛନ୍ତି। ଫ୍ରେଶ୍‌ଓ୍ବାର୍କ ଆମେରିକା ବଜାରରେ ସୂଚୀବଦ୍ଧ ହୋଇଥିବା ପ୍ରଥମ ସଫ୍ଟଓ୍ବେର ଏଜ୍‌ ଏ ସର୍ଭିସ୍‌...

ମାଷ୍ଟରକାର୍ଡ ବ୍ୟାନ୍‌କୁ ୟୁଏସ୍‌ର ସମାଲୋଚନା

ନୂଆଦିଲ୍ଲୀ,୨୧।୯ ଭାରତରେ ନୂଆ କାର୍ଡ ଜାରି କରିବା ନେଇ ମାଷ୍ଟରକାର୍ଡ ଉପରେ ରିଜର୍ଭ ବ୍ୟାଙ୍କ ଜୁଲାଇରେ କଟକଣା ଲଗାଇଛି। ଏଭଳି ପଦକ୍ଷେପକୁ ଅତ୍ୟନ୍ତ କଠୋର ବୋଲି ଆମେରିକାର ଜଣେ ବାଣିଜି୍ୟକ ପ୍ରତିନିଧି ସମାଲୋଚନା କରିଛନ୍ତି। ଏଭଳି କାର୍ଯ୍ୟାନୁଷ୍ଠାନ ଦ୍ୱାରା ଅନେକ...

ବ୍ରହ୍ମପୁରରେ ଷ୍ଟୋର ଖୋଲିବ ଅରୁନ୍ଧତୀ

ଭୁବନେଶ୍ୱର,୨୧।୯ ରାଜ୍ୟର ଏକ ପ୍ରତିଷ୍ଠିତ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ୪ର୍ଥ ବାର୍ଷିକ ଉସତ୍ବ ନିରାଡମ୍ବର ସହକାରେ ପାଳନ କରାଯାଇଛି। ଏହି ଅବସରରେ ଅରୁନ୍ଧତୀ ତା’ର ଅଗଣିତ ଗ୍ରାହକଙ୍କ ପାଇଁ ‘ବିଗ୍‌ ଆନିଭରସାରି ଅଫର’ ମଧ୍ୟ ପ୍ରଦାନ କରୁଛି।...

ଭାରତରେ ଆମଦାନୀ ଶୁଳ୍କ ଅତ୍ୟଧିକ:ମର୍ସିଡିଜ

ନୂଆଦିଲ୍ଲୀ,୨୦।୯ ଆମଦାନୀ ହେଉଥିବା କାର୍‌ଗୁଡିକ ଉପରେ ଭାରତ ସରକାର ଅତ୍ୟଧିକ ଟିକସ ଲାଗୁ କରୁଛନ୍ତି। ଏହା କମ୍ପାନୀଗୁଡ଼ିକ ଲାଗି ଅଡୁଆ ସୃଷ୍ଟି କରିଛି ବୋଲି ପ୍ରମୁଖ ବିଳାସପୂର୍ଣ୍ଣ କାର୍‌ ନିର୍ମାତା ମର୍ସିଡିଜ ବେଞ୍ଜ ସୋମବାର କହିଛି। ଭାରତ ସରକାର ଟିକସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri