ବାଣିଜ୍ୟ

କରୋନା ଚିକିତ୍ସା ବାବଦକୁ ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗ୍ରହଣ କରିବ ଚିକିତ୍ସାଳୟ

ନୂଆଦିଲ୍ଲୀ:  ଦେଶରେ କରୋନା ମହାମାରୀର ୨ୟ ଲହର ଦ୍ରୁତଗତିରେ ବ୍ୟାପିବା ସହ ଶହଶହ ଲୋକ ଏହାଦ୍ୱାରା ସଂକ୍ରମିତ ହୋଇ ବିଭିନ୍ନ ଚିକିତ୍ସାଳୟରେ ଭର୍ତ୍ତି ହେଉଛନ୍ତି। ଏହି ସମୟରେ କେନ୍ଦ୍ର ସରକାରଙ୍କ ନଗଦ କାରବାର କଟକଣା ରୋଗୀର ଚିକିତ୍ସା କ୍ଷେତ୍ରରେ ବାଧକ ସାଜିଛି।...

ଆକାଉଣ୍ଟ ଡିଲିଟ୍‌ କରିବନି ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୮।୫: ହ୍ବାଟ୍ସଆପ୍‌ ଏହାର ନୂଆ ପ୍ରିଭେସି ନିୟମକୁ ନେଇ କୋହଳ ମନୋଭାବ ପୋଷଣ କରିଛି। ନୂଆ ନିୟମ ନ ମାନିଲେ ବି ବର୍ତ୍ତମାନ ୟୁଜରଙ୍କ ଆକାଉଣ୍ଟ ଡିଲିଟ ହେବ ନାହିଁ। ଏହାଦ୍ୱାରା ୟୁଜରଙ୍କୁ ଏକ ପ୍ରକାର ଆଶ୍ୱସ୍ତି ମିଳିଛି। କମ୍ପାନୀର...

ରିଜର୍ଭ ବ୍ୟାଙ୍କର ବଡ଼ ଘୋଷଣା: ସ୍ବାସ୍ଥ୍ୟ ସୁବିଧା ଲାଗି ୫୦ ହଜାର କୋଟିର ଋଣ…

ନୂଆଦିଲ୍ଲୀ,୫।୫: ଦେଶରେ ଜାରି ରହିଥିବା କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଅର୍ଥବ୍ୟବସ୍ଥା ପ୍ରଭାବିତ ହୋଇଥିବା ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାଶ ବୁଧବାର ଏକ ଗଣମାଧ୍ୟମ ସମ୍ମିଳିନୀରେ ସୂଚନା ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ...

ଜିଏସ୍‌ଟି ଦାତାଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ:  କୋଭିଡ୍‌ ମହାମାରୀ ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ଜିଏସ୍‌ଟି ଆଇନ ପରିସର ମଧ୍ୟରେ ଟିକସଦାତାଙ୍କ ପାଇଁ ବିଭିନ୍ନ ରିହାତି ସୁବିଧା ଯୋଗାଇ ଦେଇଛନ୍ତି। ଟିକସଦାତା ଜିଏସ୍‌ଟି ପଇଠ କ୍ଷେତ୍ରରେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଥିବାରୁ ସରକାର ଏଭଳି ପଦକ୍ଷେପ ଗ୍ରହଣ...

୯, ୬୫୯ କୋଟି ଉଠାଇ ନେଲେ ବିଦେଶୀ ନିବେଶକ

ନୂଆଦିଲ୍ଲୀ: ଫରେନ ପୋର୍ଟଫୋଲିଓ ନିବେଶକ (ଏଫ୍‌ପିଆଇ)ମାନେ ଏପ୍ରିଲରେ ପୁଞ୍ଜି ବଜାରରୁ ୯,୬୫୯ କୋଟି ଟଙ୍କା ଉଠାଇ ନେଇଛନ୍ତି। କରୋନାର ଦ୍ୱିତୀୟ ଲହର ପ୍ରଭାବରେ ନିବେଶକ ଆଶଙ୍କାରେ ରହିବା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ବଜାର ସ୍ଥିତି ବିଗିଡିଲେ ନିବେଶକମାନେ ପୁଞ୍ଜି...

ରବିଶଙ୍କର ଆରବିଆଇର ନୂଆ ଡେପୁଟି ଗଭର୍ନର

ମୁମ୍ବାଇ: କେନ୍ଦ୍ର ସରକାର ବରିଷ୍ଠ ବ୍ୟାଙ୍କର୍ସ ତଥା ରିଜର୍ଭ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ କାର୍ଯ୍ୟ କରୁଥିବା ଟି. ରବିଶଙ୍କରଙ୍କୁ କେନ୍ଦ୍ରୀୟ ବ୍ୟାଙ୍କର ଆଗାମୀ ଡେପୁଟି ଗଭର୍ନର ଭାବେ ମନୋନୀତ କରିଛନ୍ତି। ସେ ଏହି ନୂତନ ପଦବୀରେ ଆଗାମୀ...

ବ୍ୟାଙ୍କିଙ୍ଗ୍‌ ଉଦ୍ୟୋଗ ମହଙ୍ଗା ଭତ୍ତା ୨୫.୬୯%

ଭୁବନେଶ୍ୱର:  ଦେଶର ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଖାଉଟି ମୂଲ୍ୟସୂଚୀ ନିକଟରେ ପ୍ରକାଶ ପାଇଛି। ଉକ୍ତ ସୂଚୀ ଅନୁସାରେ ୨୦୨୧ ଫେବୃୟାରୀରେ ଏହା ୧୧୯ ପଏଣ୍ଟ ରହିଥିଲା; ଯାହା ୨୦୨୧ ମାର୍ଚ୍ଚରେ ୦.୬ ପଏଣ୍ଟ ବୃଦ୍ଧି ପାଇ ୧୧୯.୬ ପଏଣ୍ଟରେ ରହିଛି।...

ବଢ଼ିଲା ରପ୍ତାନି

ନୂଆଦିଲ୍ଲୀ: ଚଳିତବର୍ଷ ଏପ୍ରିଲରେ ଦେଶ ମଧ୍ୟରୁ ରପ୍ତାନି ପ୍ରାୟ ୩ ଗୁଣ ବୃଦ୍ଧିପାଇ ୩୦.୨୧ ବିଲିୟନ ଛୁଇଁଛି। ଇଞ୍ଜିନିୟରିଂ, ଜେମ୍ସ ଆଣ୍ଡ ଜୁଏଲେରି, ପେଟ୍ରୋକେମିକାଲ ପ୍ରଡକ୍ଟରେ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଏହି ସମୟରେ ବାଣିଜ୍ୟ ନିୟଣ୍ଟ ୧୫.୨୪% ସ୍ତରରେ ରହିଥିବା...

ସନ୍ୟାସୀ ପାଲଟିଲେ ରିଲାଏନ୍ସ୍‌ର ପୂର୍ବତନ ଉପସଭାପତି…

ମୁମ୍ବାଇ,୨୯।୪: ଦୁନିଆର ମୋହମାୟା ଛାଡ଼ି ରିଲାଏନ୍ସ୍‌ର ପୂର୍ବତନ ଉପସଭାପତି ପ୍ରକାଶ ଶାହା ସନ୍ୟାସୀ ପାଲଟିଛନ୍ତି। ସେ ଜଣେ ଜୈନ ସାଧୁଙ୍କଠାରୁ ସନ୍ୟାସ ଦୀକ୍ଷା ଗ୍ରହଣ କରିଛନ୍ତି। ପ୍ରକାଶ ତାଙ୍କ ସ୍ତ୍ରୀ ନୈନାଙ୍କ ସହିତ ମୁମ୍ବାଇଠାରେ ସନ୍ୟାସବ୍ରତ ଗ୍ରହଣ କରିଛନ୍ତି। ଗତବର୍ଷ...

ଏଲ୍‌ଏନ୍‌ଜିକୁ ଏଲ୍‌ଏମ୍‌ଓ ଟ୍ୟାଙ୍କରରେ ପରିଣତ କଲା ଆଇଓସିଏଲ୍‌

ଭୁବନେଶ୍ୱର,୨୯।୪: ମେଡିକାଲ ଅକ୍ସିଜେନ ଯୋଗାଣକୁ ନଜରରେ ରଖି ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌) ପକ୍ଷରୁ ଏହାର ଅବ୍ୟବହୃତ ଏଲ୍‌ଏନ୍‌ଜି ଟ୍ୟାଙ୍କରକୁ ମେଡିକାଲ ଅକ୍ସିଜେନ ଟ୍ୟାଙ୍କର ଭାବେ ରୂପାନ୍ତରିତ କରାଯାଇଛି। ମହାମାରୀ ଲଢ଼େଇରେ ସାମିଲ ହୋଇ ସହଯୋଗର ହାତ ବଢ଼ାଇବା...

କରୋନା ଲଢ଼େଇରେ ଶିଳ୍ପଜଗତ

ବାଙ୍ଗାଲୋର,୨୯।୪:  ଦେଶର ଦ୍ୱିତୀୟ ବୃହତ୍‌ ଜନବହୁଳ ରାଷ୍ଟ୍ର ଭାରତରେ କରୋନା ମହାମାରୀ ବର୍ତ୍ତମାନ ସଙ୍କଟ ସୃଷ୍ଟି କରିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ସଂକ୍ରମଣ ବର୍ତ୍ତମାନ ବଢ଼ିଥିବା ବେଳେ ଏହା ଚିନ୍ତାର କାରଣ ପାଲଟିଛି। ଏଭଳି ସ୍ଥିତିରେ ଦେଶର ଶିଳ୍ପ ଜଗତ...

ୟୁନିଟ ଆଗୁଆ ବନ୍ଦ କଲା ମାରୁତି

ବାଙ୍ଗାଲୋର,୨୯।୪: କୋଭିଡ୍‌ ସ୍ଥିତିକୁ ନଜରରେ ରଖି ମାରୁତି ସୁଜୁକି ପକ୍ଷରୁ ଏହାର ଗୋଟିଏ ୟୁନିଟକୁ ଆଗୁଆ ବନ୍ଦ କରାଯାଇଛି। କମ୍ପାନୀ ଏହାର ଫ୍ୟାକ୍ଟ୍ରି ମେଣ୍ଟେନାନ୍ସ ଲାଗି ଜୁନ୍‌ରେ କାମ ବନ୍ଦ କରିବାର ଥିଲା। ହେଲେ ସ୍ଥିତି ବିଗିଡ଼ିବାରୁ ହରିୟାଣା ସ୍ଥିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri