ବାଣିଜ୍ୟ

ରାଜ୍ୟ, ଦେଶ, ବିଶ୍ୱର ପ୍ରଭାବଶାଳୀ ନେତୃତ୍ୱଙ୍କୁ ନେଇ ‘ଧରିତ୍ରୀ’ର ପାୱାର ଲିଷ୍ଟ ୨୦୨୦

୨୦୨୦ ମସିହା କେବଳ ଓଡ଼ିଶା କିମ୍ବା ଭାରତ ନୁହେଁ, ସମଗ୍ର ପୃଥିବୀକୁ ଦୋହଲାଇ ଦେଇଛି। କରୋନା ଭୂତାଣୁ ମଣିଷ ଜାତିକୁ ଅନେକ ନୂଆ ଦିଗ ଦେଖାଇଛି। ଏହି ସମୟରେ ରାଜନୈତିକ ଏବଂ ସାମାଜିକ ନେତୃତ୍ୱର ଗୁରୁତ୍ୱ ବହୁ ପରିମାଣରେ ବୃଦ୍ଧି...

ବିକାଶ ଧାରାକୁ ନୂଆ ରୂପ ଦେଇଛନ୍ତି ଓଡ଼ିଶାର ଘରୋଇ ଉଦ୍ୟୋଗୀ

ବର୍ଷ ୨୦୨୦ କରୋନା ଯୋଗୁ ସୃଷ୍ଟି ହୋଇଥିବା ପ୍ରତିକୂଳ ପରିସ୍ଥିତି ନିଯୁକ୍ତି ଏବଂ ଅର୍ଥନୀତିକୁ ପ୍ରଭାବିତ କରିଛି। ସେହି ପରିସ୍ଥିତିରୁ ବାହାରି ରାଜ୍ୟର ଅର୍ଥନୀତି ଏବଂ ନିଯୁକ୍ତି କ୍ଷେତ୍ରରେ ଦୃଢ଼ ସହଭାଗିତା ଦେଇ ବିକାଶର ଧାରାକୁ ପୁନର୍ବାର ଆରମ୍ଭ କରିବାରେ...

ଆଇଟି ରିଟର୍ନ ଅବଧି ବୃଦ୍ଧି ହେଉ: ଅର୍ଥମନ୍ତ୍ରୀଙ୍କୁ ଟୁଇଟ୍‌ କରି ଜଣାଇଲେ ସମସ୍ୟା

ନୂଆଦିଲ୍ଲୀ: ଚଳିତ ବର୍ଷ ଡିସେମ୍ବର ୩୧ ତାରିଖରେ ଆୟକର ଦାଖଲ କରିବାର ଶେଷ ତାରିଖ ହୋଇଥିବାରୁ ଟିକସଦାତାଙ୍କ ପ୍ରବଳ ଭିଡ଼ ବିଭିନ୍ନ ଆଇଟି ରିଟର୍ନ ସେଣ୍ଟର ଓ ସେବାକେନ୍ଦ୍ରରେ ଦେଖିବାକୁ ମିଳିଛି। ଯେହେତୁ ଆୟକର ରିଟର୍ନ ଦାଖଲ କରିବାର ସମୟସୀମା ପାଖେଇ...

ଟିଭି, ଆପ୍ଲାଏନ୍ସ ଦର ବଢ଼ିବ

ନୂଆଦିଲ୍ଲୀ: ଏଲ୍‌ଇଡି ଟିଭି ସମେତ ରେଫ୍ରିଜରେଟର, ଓ୍ବାଶିଂମେଶିନ ଭଳି ଆପ୍ଲାଏନ୍ସ ଦର ପ୍ରାୟ ୧୦% ବୃଦ୍ଧି ହେବାକୁ ଯାଉଛି। ତମ୍ବା, ଆଲୁମିନିୟମ ଏବଂ ଇସ୍ପାତ ଦର ବଢ଼ିବା ଯୋଗୁ ଦରରେ ଏଭଳି ବୃଦ୍ଧି ଘଟିବ ବୋଲି କୁହାଯାଉଛି। ସେହିଭଳି ସାମୁଦ୍ରିକ ଏବଂ...

୧୧ଶହ ଇଞ୍ଜିନିୟରଙ୍କୁ ନିଯୁକ୍ତ କରିବ ଏଲ୍‌ ଆଣ୍ଡ ଟି

ଭୁବନେଶ୍ୱର: ଲାର୍ସନ ଆଣ୍ଡ ଟୁବ୍ରୋ (ଏଲ ଆଣ୍ଡ ଟି ) ୨୦୨୧ରେ ୧୧୦୦ ଇଞ୍ଜିନିୟରଙ୍କୁ ନିଯୁକ୍ତ କରିବ ବୋଲି ଯୋଜନା କରିଥିବା ସୂଚନା ମିଳିଛି। କମ୍ପାନୀ ଦେଶର ପ୍ରମୁଖ ଶିକ୍ଷାନୁଷ୍ଠାନ ଆଇଆଇଟି ମାଡ୍ରାସ, ଗୁଆହାଟୀ, ଭୁବନେଶ୍ୱର, ବମ୍ବେ, ଦିଲ୍ଲୀ, ରୁର୍କୀ,...

ସୁନା ୬୩ ହଜାର ଛୁଇଁପାରେ

ନୂଆଦିଲ୍ଲୀ: ଚଳିତ ବର୍ଷ କରୋନା ମହାମାରୀ କାରଣରୁ ସୁନା ଦର ନେଇ କାହାର ଆକଳନ ନ ଥିଲା। ୨୦୨୧ରେ ଏହି ମୂଲ୍ୟବାନ୍‌ ଧାତୁ ଦର ଆକାଶଛୁଆଁ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ବର୍ତ୍ତମାନ ପ୍ରତି ୧୦ ଗ୍ରାମ ସୁନାର ଦାମ ୫୦...

ଫୋନ୍‌ପେରେ ହେବ ଟିକସ ଫାଇଲିଂ

ଭୁବନେଶ୍ୱର: ଭାରତର ଅଗ୍ରଣୀ ଡିଜିଟାଲ ପେମେଣ୍ଟ ପ୍ଲାଟ୍‌ଫର୍ମ ଫୋନ୍‌ପେ ସହିତ ପ୍ରମୁଖ ଅନ୍‌ଲାଇନ ଟ୍ୟାକ୍ସ ଫାଇଲ ପ୍ଲାଟ୍‌ଫର୍ମ ଟ୍ୟାକ୍ସ ଟୁ ଓ୍ବିନ୍‌ ସହିତ ସହବନ୍ଧିତ ହୋଇଛି। ଫଳରେ ଫୋନ୍‌ପେର ୨୫ କୋଟି ଉପଭୋକ୍ତାଙ୍କୁ ଟ୍ୟାକ୍ସ ଫାଇଲ କରିବାର ସୁବିଧା ମିଳିପାରିଛି।...

ହ୍ବାଟ୍ସଆପ୍‌ରେ ନମ୍ବର ସେଭ୍‌ ନ କରିବି ଏପରି ପଠାଇପାରିବେ ମେସେଜ୍‌; ଜାଣନ୍ତୁ ଟିପ୍ସ

ନୂଆଦିଲ୍ଲୀ,୨୭।୧୨: ଯେତେବେଳେ ହ୍ବାଟ୍ସଆପ୍‌ରେ କାହାକୁ ମେସେଜ୍‌ ପଠାଇବାକୁ ହୋଇଥାଏ, ତେବେ ପ୍ରଥମେ ତାଙ୍କ ନମ୍ବରକୁ ସେଭ୍‌ କରିବାକୁ ପଡେ। ଅନେକ ସମୟରେ ଏପରି କରିବାକୁ ଇଚ୍ଛା ହୋଇ ନ ଥାଏ। ନମ୍ବର ଦରକାରର ହୋଇ ନ ଥିବା ହେତୁ ପରେ...

ନୂଆ ଜିଏସ୍‌ଟି ନିୟମ ଅଧୀନରେ ୪୫ ହଜାର ସଂସ୍ଥା

ନୂଆଦିଲ୍ଲୀ: ସାମଗ୍ରୀ ଓ ସେବା ଟିକସ ବ୍ୟବସ୍ଥା(ଜିଏସ୍‌ଟି)ରେ ମାତ୍ର ୪୫ ହଜାର ପଞ୍ଜୀକୃତ ସଂସ୍ଥା ବାଧ୍ୟତାମୂଳକ ୧% ନଗଦ ଟିକସ ପ୍ରଦାନ କରିବେ। ଏହା ଜାନୁୟାରୀରୁ ଲାଗୁ ହେବ। ଜିଏସ୍‌ଟି ବ୍ୟବସ୍ଥାରେ ପଞ୍ଜୀକୃତ ହୋଇଥିବା ମୋଟ ବାଣିଜ୍ୟ ସଂସ୍ଥା ମଧ୍ୟରୁ...

୩.୯୭ କୋଟି ଆଇଟିଆର୍‌ ଫାଇଲ

ନୂଆଦିଲ୍ଲୀ: ଆସେସ୍‌ମେଣ୍ଟ ବର୍ଷ ୨୦୨୦-୨୧ ଲାଗି ପ୍ରାୟ ୩.୯୭ କୋଟି ଟିକସଦାତା ସେମାନଙ୍କ ଆୟକର ରିଟର୍ନ ଫାଇଲ କରିଛନ୍ତି। ଡିସେମ୍ବର ୨୪ ସୁଦ୍ଧା ଏହି ରିଟର୍ନ ଫାଇଲ କରାଯାଇଥିବା ଆୟକର ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ମୋଟ ଆଇଟିଆର୍‌...

୨୦୨୫ ସୁଦ୍ଧା ଭାରତ ପଞ୍ଚମ ବଡ଼ ଅର୍ଥ ବ୍ୟବସ୍ଥା

ନୂଆଦିଲ୍ଲୀ: ଚଳିତ ବର୍ଷ ବିଶ୍ୱର ପ୍ରମୁଖ ଅର୍ଥ ବ୍ୟବସ୍ଥା ମଧ୍ୟରେ ଭାରତ ୬ତମ ସ୍ଥାନକୁ ଖସିଯାଇଛି। ୨୦୨୫ ବେଳକୁ ପୁଣି ଥରେ ବ୍ରିଟେନକୁ ଟପି ଭାରତ ପଞ୍ଚମ ବୃହତ୍‌ ଅର୍ଥ ବ୍ୟବସ୍ଥା ହେବ। ସେହିଭଳି ୨୦୩୦ ବେଳକୁ ତୃତୀୟ ସ୍ଥାନରେ...

ଗଡ଼ିବ ୧୦୦ତମ କିଷାନ ରେଳ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସ ୨୮ରେ ଭିଡିଓ କନ୍‌ଫରେନ୍ସ ଯୋଗେ ୧୦୦ତମ କିଷାନ ରେଳର ଶୁଭାରମ୍ଭ କରିବେ। ଏହା ମହାରାଷ୍ଟ୍ରର ସାଙ୍ଗୋଲାଠାରୁ ପଶ୍ଚିମବଙ୍ଗର ଶାଲିମାର ପର୍ଯ୍ୟନ୍ତ ଚଳାଚଳ କରିବ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri