ବାଣିଜ୍ୟ

ମୁକେଶ ଅମ୍ବାନୀଙ୍କୁ ଝଟ୍‌କା, ଧନୀ ତାଲିକାରୁ ଖସିଲେ

ନୂଆଦିଲ୍ଲୀ, ୩।୧୧: ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀଙ୍କ ଜବରଦସ୍ତ ଝଟ୍‌କା ଲାଗିଛି। ଶେୟାର ମୂଲ୍ୟ ଖସିବା ଯୋଗୁ ରିଲାଏନ୍ସକୁ ବହୁ କ୍ଷତି ସହିବାକୁ ପଡିଛି। ଫଳସ୍ବରୂପ ମୁକେଶ ଅମ୍ବାନୀଙ୍କ ସମ୍ପତ୍ତି ପ୍ରାୟ ୬.୮ ବିଲିୟନ ଡ଼ଲାର (ପ୍ରାୟ ୫୦...

ବଣ୍ଡ, କରେନ୍ସି ମାର୍କେଟ ଟ୍ରେଡିଂ ସମୟ ବଢ଼ାଇବ ଆର୍‌ବିଆଇ

ମୁମ୍ବାଇ: ବଣ୍ଡ ଏବଂ କରେନ୍ସି ମାର୍କେଟର ଟ୍ରେଡିଂ ସମୟ ସୀମାକୁ ବଢ଼ାଇବା ଲାଗି ରିଜର୍ଭ ବ୍ୟାଙ୍କ ସୋମବାର ନିଷ୍ପତ୍ତି ଗ୍ରହଣ କରିଛି। ରିଜର୍ଭ ବ୍ୟାଙ୍କ ଏହାଦ୍ୱାରା ନିୟନ୍ତ୍ରିତ ବିଭିନ୍ନ ବଜାରର ଟ୍ରେଡିଂ ସମୟକୁ ପୁଣି ଥରେ ବ୍ୟବସ୍ଥିତ କରିବା ଲାଗି...

ସି. ଉଦୟ ଭାସ୍କର ନାବାର୍ଡର ନୂଆ ସିଜିଏମ୍‌

ଭୁବନେଶ୍ୱର: ଜାତୀୟ କୃଷି ଏବଂ ଗ୍ରାମୀଣ ବିକାଶ ବ୍ୟାଙ୍କ(ନାବାର୍ଡ) ଓଡ଼ିଶା ଆଞ୍ଚଳିକ କାର୍ଯ୍ୟାଳୟ ନୂଆ ମୁଖ୍ୟ ମହାପ୍ରବନ୍ଧକ(ସିଜିଏମ୍‌) ଭାବେ ସି.ଉଦୟ ଭାସ୍କର ଦାୟିତ୍ୱ ଭାର ଗ୍ରହଣ କରିଛନ୍ତି। ସେ ପବ୍ଲିକ ଆଡମିନିଷ୍ଟ୍ରେଶନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିବା ବେଳେ ନାବାର୍ଡରେ...

ଆସିବ ଆଉ ଏକ ଆର୍ଥତ୍କ ପ୍ୟାକେଜ

ନୂଆଦିଲ୍ଲୀ: କରୋନା ମହାମାରୀ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ଅଣ୍ଟା ସଳଖି ଛିଡ଼ା ହୋଇନାହିଁ। ସରକାର ପୂର୍ବରୁ ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ ଘୋଷଣା କରିଥିଲେ। ଏହା ପରେ ପାର୍ବଣରେ ବଜାରର ଉତ୍ସାହ ବଢ଼ାଇବା...

ଜରୁରୀକାଳୀନ ଋଣ ଗ୍ୟାରେଣ୍ଟି ଯୋଜନା ମିଆଦ ମାସେ ବଢିଲା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜରୁରୀକାଳୀନ ଋଣ ଗ୍ୟାରେଣ୍ଟି ଯୋଜନା(ଇସିଏଲ୍‌ଜିଏସ୍‌)ର ମିଆଦକୁ ଆଉ ମାସେ ବଢାଇଛନ୍ତି। ଏହା ଚଳିତ ମାସ ୩୦ ତାରିଖ ଯାଏ କିମ୍ବା ୩ ଲକ୍ଷ କୋଟି ଟଙ୍କାରୁ ଅଧିକ ଋଣ ମଞ୍ଜୁର ହେବା ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ।...

ମାଲ୍ୟାଙ୍କ ପ୍ରତ୍ୟର୍ପଣ: ଷ୍ଟାଟସ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ମୁମ୍ବାଇ: ପଳାତକ ବିଜୟ ମାଲ୍ୟାଙ୍କୁ ଭାରତ ଫେରାଇ ଆଣିବା ଲାଗି ବ୍ରିଟେନରେ ବର୍ତ୍ତମାନ ପ୍ରତ୍ୟର୍ପଣ ଲାଗି ପ୍ରକ୍ରିୟା ଜାରି ରହିଛି। ଏହି ମାମଲା ବର୍ତ୍ତମାନ ଝୁଲି ରହିଛି। ଏହାକୁ ନେଇ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଛନ୍ତି। ୬...

ଅକ୍ଟୋବର ବେକାରି ହାର ୬.୯୮%କୁ ବୃଦ୍ଧି

ନୂଆଦିଲ୍ଲୀ: ଭାରତର ବେକାରି ହାର ଅକ୍ଟୋବର ମାସରେ ୬.୯୮%କୁ ବୃଦ୍ଧି ଘଟିଛି। ଏହା ସେପ୍ଟେମ୍ବରରେ ୬.୬୭% ରହିଥିଲା ବୋଲି ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ ଇକୋନୋମି(ସିଏମ୍‌ଆଇଇ) ପକ୍ଷରୁ ସୋମବାର ଜାରି ଡାଟାରେ ପ୍ରକାଶ ପାଇଛି। କରୋନା ମହାମାରୀ ଦ୍ୱାରା ଦେଶର...

କେନ୍ଦ୍ର ଦେଲା ୬ ହଜାର କୋଟିର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଓଡିଶା ସମେତ ୧୬ ରାଜ୍ୟ ଏବଂ ୩ କେନ୍ଦ୍ର ଶାସିତ ଅଞ୍ଚଳକୁ ଜିଏସ୍‌ଟି କ୍ଷତିପୂରଣ ଭାବେ ୬ ହଜାର କୋଟି ଟଙ୍କା ପ୍ରଦାନ କରିବାକୁ ସୋମବାର ଘୋଷଣା କରିଛନ୍ତି। ଚଳିତ ବର୍ଷ ଜିଏସ୍‌ଟି କ୍ଷତିପୂରଣ ସେସ୍‌...

ଅମ୍ବାନୀ ପରିବାର ପାଳିଲେ ଭାବି ସାନବୋହୂ ରାଧିକାଙ୍କ ଜନ୍ମଦିନ: ଭିଡିଓ ଭାଇରାଲ

ଦେଶର ସବୁଠାରୁ ଧନୀ ବ୍ୟବସାୟୀ ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାମ୍ୟାନ୍‌ ମୁକେଶ ଅମ୍ବାନୀଙ୍କ ପରିବାରର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଅମ୍ବାନୀ ପରିବାର ପୁଅ ଅନନ୍ତ ଅମ୍ବାନୀଙ୍କ ଗର୍ଲଫ୍ରେଣ୍ଡ ରାଧିକା...

ସୁଧାର ପଥରେ ଅର୍ଥ ବ୍ୟବସ୍ଥା: ଅର୍ଥ ସଚିବ

ନୂଆଦିଲ୍ଲୀ: ଅର୍ଥ ବ୍ୟବସ୍ଥାରେ ବର୍ତ୍ତମାନ ସୁଧାର ପରିଲକ୍ଷିତ ହେଉଛି। ଅକ୍ଟୋବର ମାସରେ ପରୋକ୍ଷ ଟିକସ ସଂଗ୍ରହ ବଢିଛି। କୋଭିଡ-୧୯ ଯୋଗୁ ଦେଶ ମଧ୍ୟରେ ଉପୁଜିଥିବା ସମସ୍ୟା ସମାଧାନ ପାଇଁ ସରକାର ଘୋଷଣା କରିଥିବା ଆର୍ଥତ୍କ ପ୍ୟାଜେକର ଲାଭ ଅର୍ଥ ବ୍ୟବସ୍ଥାକୁ...

ଓଡ଼ିଶାରେ ଜିଏସ୍‌ଟି ଆଦାୟ ୨୧% ବଢ଼ିଲା

ଭୁବନେଶ୍ୱର: ଚଳିତ ବର୍ଷ ଅକ୍ଟୋବରରେ ଓଡ଼ିଶାରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ଗତ ବର୍ଷ ଅକ୍ଟୋବର ତୁଳନାରେ ୨୧% ବଢି ୨୪୧୯ କୋଟି ଟଙ୍କା ଛୁଇଁଛି। ସେହିଭଳି ଗତ ବର୍ଷ ତୁଳନାରେ ଚଳିତ ବର୍ଷ ସେପ୍ଟେମ୍ବରରେ ରାଜ୍ୟରେ...

ଆଜିଠାରୁ ୧୯ କୋଇଲା ବ୍ଲକ ନିଲାମ

ନୂଆଦିଲ୍ଲୀ: ସୋମବାରଠାରୁ ୧୯ କୋଇଲା ବ୍ଲକ ନିଲାମ ଆରମ୍ଭ ହେଉଛି। ବାଣିିଜି୍ୟକ ଖଣି ଅଧୀନରେ ଏହି ନିଲାମ ପ୍ରକ୍ରିୟା ସମ୍ପାଦନ ହେବ। ଏହି ବର୍ଗରେ ଏହା ପ୍ରଥମ ନିଲାମ ହୋଇଥିବା ବେଳେ ବେଦାନ୍ତ, ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ଲିମିଟେଡ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri