ବାଣିଜ୍ୟ

ଛୋଟ ସହରରେ ସ୍ମାର୍ଟ ସ୍ପିକର ଚାହିଦା ବଢୁଛି

ଭୁବନେଶ୍ୱର: ଦେଶର ଅଣମେଟ୍ରୋ ଏବଂ ଛୋଟ ସହରଗୁଡ଼ିକରେ ସ୍ମାର୍ଟ ସ୍ପିକର ଚାହିଦା ଏବେ ଦ୍ରୁତ ହାରରେ ବଢୁଛି। ଏହି ସ୍ଥାନଗୁଡିକରେ ଲୋକମାନେ ସ୍ମାର୍ଟ ହୋମ୍‌, ସ୍ମାର୍ଟ ଲର୍ନିଂ ଏବଂ ସ୍ମାର୍ଟ ମ୍ୟୁଜିକ ଲାଗି ସ୍ମାର୍ଟ ସ୍ପିକରକୁ ବ୍ୟବହାର କରୁଥିବା ଜଣାପଡିଛି।...

ନଭେମ୍ବର ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବା ବାତିଲ

ନୂଆଦିଲ୍ଲୀ: ନଭେମ୍ବର ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବାକୁ ସରକାର ବାତିଲ କରିଛନ୍ତି। କରୋନା ମାମଲା ବର୍ତ୍ତମାନ ନିୟନ୍ତ୍ରଣକୁ ଆସି ନ ଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ କୁହାଯାଇଛି ଯେ, କେତେକ...

ବିଗ୍‌ ବାସ୍କେଟରେ ଅଂଶଧନ କିଣିପାରେ ଟାଟା ଗ୍ରୁପ୍‌

ନୂଆଦିଲ୍ଲୀ: ଅନ୍‌ଲାଇନରେ ଗ୍ରସେରି କ୍ଷେତ୍ରରେ ପ୍ରମୁଖ କମ୍ପାନୀ ବିଗ୍‌ ବାସ୍କେଟରେ ଟାଟା ଗ୍ରୁପ୍‌ ଅଂଶଧନ ହାସଲ କରିବା ନେଇ ଚର୍ଚ୍ଚା ଜୋର ଧରିଛି। ବିଗ୍‌ ବାସ୍କେଟ ଏହାର ବୃହତ୍‌ ପରିମାଣର ଅଂଶଧନକୁ ଟାଟାକୁ ବିକିପାରେ ବୋଲି ଶୁଣାଯାଉଛି। ଏହି ଡିଲ...

ଜିଡିପିର ଭରସା ଦେଲେ ରାଜୀବ କୁମାର

ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷରେ କରୋନା ମହାମାରୀ ପ୍ରଭାବ ଯୋଗୁ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ଲଗାତର ଖସିଚାଲିଛି। ଏହାକୁ ନେଇ ଚିନ୍ତା ପ୍ରକଟ କରାଯାଉଛି। ଏଭଳି ସ୍ଥିତିରେ ଦେଶର ଜିଡିପିକୁ ନେଇ ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର...

ଏୟାର ଇଣ୍ଡିଆ ବିମାନ ବାତିଲ କଲା ହଂକଂ

ନୂଆଦିଲ୍ଲୀ:ହଂକଂ ଚତୁର୍ଥ ଥର ଲାଗି ଏୟାର ଇଣ୍ଡିଆ ବିମାନକୁ ବାତିଲ କରିଛି। ଏହି ବିମାନ କମ୍ପାନୀ ଫ୍ଲାଇଟ୍‌ରେ ଜଣେ କୋଭିଡ୍‌-୧୯ ସଂକ୍ରମିତ ଯାତ୍ରୀ ବାହାରିବାରୁ କଟକଣା ଲଗାଯାଇଥିବା ଜଣାପଡିଛି। ନଭେମ୍ବର ୧୦ ଯାଏ ମୁମ୍ବାଇରୁ ଯାଉଥିବା ବିମାନଗୁଡିକ ଏଭଳି ନିୟମ...

ନିବେଶକଙ୍କ କ୍ଷତି ୧.୫୬ ଲକ୍ଷ କୋଟି

ନୂଆଦିଲ୍ଲୀ: ବିଶ୍ୱ ବଜାରରେ ପ୍ରଭାବ ଯୋଗୁ ଭାରତୀୟ ପୁଞ୍ଜିବଜାରରେ ନିବେଶକଙ୍କୁ ବୁଧବାର ବୃହତ୍‌ କ୍ଷତି ସହିବାକୁ ପଡିଛି। ନିବେଶକ ୧.୫୬ ଲକ୍ଷ କୋଟି ଟଙ୍କା କ୍ଷତି ସହିଥିବା ଜଣାପଡିଛି। ୩୦ ଶେୟାର ବିଶିଷ୍ଟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ୫୯୯.୬୪ ପଏଣ୍ଟ...

ପନିପରିବା ଉପରେ କେରଳ ଦେବ ଏମ୍‌ଏସ୍‌ପି

ଥିରୁଭାନନ୍ତପୁରମ: ପନିପରିବା ଉପରେ କେରଳ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ପ୍ରଦାନ କରିବ। ଏଭଳି ବ୍ୟବସ୍ଥା ଗ୍ରହଣ କ୍ଷେତ୍ରରେ କେରଳ ପ୍ରଥମ ରାଜ୍ୟ ବୋଲି ଜଣାପଡିଛି। ନୂଆ ବ୍ୟବସ୍ଥା ସମ୍ପର୍କରେ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଘୋଷଣା କରାଯାଇଛି। ଏହା ମଧ୍ୟରେ...

ଚକ୍ରବୃଦ୍ଧି ସୁଧ ଫେରାଇବେ ବ୍ୟାଙ୍କ

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ଲୋକମାନେ ଋଣ କିସ୍ତି ପଇଠ କରିବାରେ ସମସ୍ୟା ଦେଖାଦେବାରୁ ସରକାର ୬ ମାସର ମୋରାଟୋରିୟମ ସୁବିଧା ଘୋଷଣା କରିଥିଲେ। ଏହି ସମୟରେ ବ୍ୟାଙ୍କଗୁଡ଼ିକ ଚକ୍ରବୃଦ୍ଧି ସୁଧ ଲଗାଇଥିବା ଦେଖାଯାଇଥିଲା। ଏହାକୁ ନେଇ ସୁପ୍ରିମକୋର୍ଟରେ ଅନେକ ପିଟିଶନ...

ରାଜ୍ୟଗୁଡ଼ିକ ପାଇଁ ସ୍ଥିତି ଅଧିକ ଚ୍ୟାଲେଞ୍ଜିଂ

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ବଜାର ସ୍ଥିତି ସଙ୍କଟାପନ୍ନ ହୋଇଛି। କୋଭିଡ୍‌-୧୯ ଯୋଗୁ ରାଜ୍ୟଗୁଡିକର ବିତ୍ତୀୟ ସ୍ଥିତି ମଧ୍ୟ ଦୋହଲିଯାଇଛି। ଟିକସ ସଂଗ୍ରହ ଉନ୍ନତ ନ ଥିବା ବେଳେ ରାଜ୍ୟଗୁଡିକୁ ଅଧିକ ଖର୍ଚ୍ଚ କରିବାକୁ ପଡୁଛି। ଏଥିଲାଗି ବଜାରରୁ ଅଧିକ ପରିମାଣରେ...

ନକାରାତ୍ମକ ରହିବ ଅଭିବୃଦ୍ଧି: ସୀତାରାମନ

ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି)ନକାରାତ୍ମକ କିମ୍ବା ଶୂନ ସ୍ତରରେ ରହିବା ଆଶଙ୍କା ରହିଛି। କରୋନା ଯୋଗୁ ଏଭଳି ସ୍ଥିତି ସାମ୍ନା କରିବାକୁ ପଡିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର କହିଛନ୍ତି। ଏକ କାର୍ଯ୍ୟକ୍ରମରେ...

ହାଓଲା କାରବାର ଉପରେ ଆଇଟି ଚଢ଼ାଉ

ନୂଆଦିଲ୍ଲୀ: ଦେଶର ବିଭିନ୍ନ ରାଜ୍ୟରେ ହାଓଲା କାରବାରକୁ ନେଇ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜାଲ୍‌ ବିଲ୍‌ ପ୍ରସ୍ତୁତ କରି ଏଭଳି କାରବାର ଚଳାଉଥିବା ବ୍ୟକ୍ତିବିଶେଷ ଏବଂ ହାଓଲା ଅପରେଟରଙ୍କ ବିରୋଧରେ ଚଢ଼ାଉ କରାଯିବା ସହ ନଗଦ ଅର୍ଥ...

ନୀରବଙ୍କ ଜାମିନ ଆବେଦନ ଖାରଜ

ଲଣ୍ଡନ: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ଋଣ ଠକେଇ ମାମଲାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ନୀରବ ମୋଦିଙ୍କ ପ୍ରତ୍ୟପଣ ମାମଲା ଶୁଣାଣି ଲଣ୍ଡନ କୋର୍ଟରେ ହେଉଥିବା ବେଳେ ତାଙ୍କ ଜାମିନକୁ ପୁଣି ଥରେ ଖାରଜ କରାଯାଇଛି। ବର୍ତ୍ତମାନ ସୁଦ୍ଧା କୋର୍ଟ ତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri