ବାଣିଜ୍ୟ

ଆଜି ମୋରାଟୋରିୟମ ମାମଲାର ଶୁଣାଣି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ମୋରାଟୋରିୟମ ମାମଲାର ଶୁଣାଣି ବୁଧବାର କରିବେ। ଏହି ମାମଲାରେ ଅନେକ ଆବେଦନ ହୋଇଥିବା ବେଳେ ଏହାର ଶୁଣାଣି ବର୍ତ୍ତମାନ ଜାରି ରହିଛି। ଏହି ମାମଲାରେ ସର୍ବୋଚ୍ଚ ଅଦାଲତ ରିଜର୍ଭ ବ୍ୟାଙ୍କ ଏବଂ କେନ୍ଦ୍ର ସରକାରଙ୍କୁ ପକ୍ଷଭୁକ୍ତ କରିଛନ୍ତି।...

୧୭ ଯାଏ ରିମାଣ୍ଡରେ ଗଲେ ଦୀପକ କୋଚ୍ଚର

ମୁମ୍ବାଇ: ଆଇସିଆଇସିଆଇ ବ୍ୟାଙ୍କର ବେଆଇନ ଋଣ ପ୍ରଦାନ ମାମଲାରେ ବ୍ୟାଙ୍କର ସିଇଓ ଚନ୍ଦା କୋଚ୍ଚରଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଳିତ ମାସ ୧୭ ତାରିଖ ଯାଏ ରିମାଣ୍ଡରେ ନେଇଛି। ମୁମ୍ବାଇର ସ୍ବତନ୍ତ୍ର କୋର୍ଟ ଏ ନେଇ ଅନୁମତି...

ପିଏନ୍‌ବି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ଓଡ଼ିଶା ଗସ୍ତ ଆଜି

ଭୁବନେଶ୍ୱର: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଏ.କେ.ଆଜାଦ ବୁଧବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଭୁବନେଶ୍ୱରସ୍ଥିତ ପିଏନ୍‌ବିର ଆଞ୍ଚଳିକ କାର୍ଯ୍ୟାଳୟ ସମେତ କଟକସ୍ଥିତ ରାମ୍‌ ସେଣ୍ଟର ଏବଂ କିଛି ଶାଖାକୁ ମଧ୍ୟ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି।...

ଭାରତ ପ୍ରବେଶ ନେଇ ଟେସ୍‌ଲାର ଯୋଜନା

ନୂଆଦିଲ୍ଲୀ: ଇଲେକ୍ଟ୍ରିକ କାର ନିର୍ମାଣକାରୀ କମ୍ପାନୀ ଟେସ୍‌ଲା ଭାରତ ବଜାରରେ ପ୍ରବେଶ କରିବା ଲାଗି ଯୋଜନା ରଖିଛି। କମ୍ପାନୀର ସିଇଓ ଏଲନ ମସ୍କ ଏ ସମ୍ପର୍କରେ ସୋମବାର ସ୍ପଷ୍ଟ କରିଛନ୍ତି। ଭାରତ ପ୍ରବେଶ ଯୋଜନା ୨୦୨୧ରୁ ଆରମ୍ଭ ହେବ ବୋଲି...

୭.୩୪% ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ: ସେପ୍ଟେମ୍ବର ମାସରେ ଖୁଚୁରା ମୁଦ୍ରାସ୍ଫୀତି ୭.୩୪% ସ୍ତରରେ ରହିଛି। ଖାଦ୍ୟ ସାମଗ୍ରୀ ଦର ଊର୍ଦ୍ଧ୍ୱରେ ରହିବା ଯୋଗୁ ଏଭଳି ସ୍ଥିତି ଦେଖାଯାଇଛି। ସରକାର ପ୍ରଦାନ କରିଥିବା ଡାଟା ମୁତାବକ ଖୁଚୁରା ମୁଦ୍ରାସ୍ଫୀତି ଅଗଷ୍ଟରେ ୬.୬୯% ସ୍ତରରେ ରହିଥିଲା। ସେହିଭଳି...

୮% ଖସିଲା ଶିଳ୍ପକ୍ଷେତ୍ର ଉତ୍ପାଦନ

  ନୂଆଦିଲ୍ଲୀ: କରୋନା ମହାମାରୀର ପ୍ରଭାବ ବଜାର ଉପରୁ ବର୍ତ୍ତମାନ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହାର ପ୍ରଭାବରେ ଅଗଷ୍ଟ ମାସରେ ଦେଶର ଶିଳ୍ପ କ୍ଷେତ୍ର ଉତ୍ପାଦନ ୮% ହ୍ରାସ ହୋଇଥିବା ନଜରକୁ ଆସିଛି। ମାନୁଫାକଚରିଂ, ଖଣି ଏବଂ ଶକ୍ତି ଉତ୍ପାଦନ...

ଉନ୍ନତ କାରବାର ଆଶାରେ ବ୍ୟବସାୟୀ;ଅର୍ଥମନ୍ତ୍ରୀଙ୍କ ଘୋଷଣା ଉତ୍ସାହ ଭରିଛି

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ର କର୍ମଚାରୀଙ୍କ ଲାଗି ସୋମବାର ପ୍ୟାକେଜ ଘୋଷଣା କରିଛନ୍ତି। ଏହା ବ୍ୟବସାୟୀଙ୍କ ମନରେ ଉତ୍ସାହ ଭରିଥିବା ଜଣାପଡିଛି। ପାର୍ବଣରେ ଉନ୍ନତ କାରବାର ହେବା ନେଇ ବ୍ୟବସାୟୀମାନେ ଆଶା ରଖିଛନ୍ତି। ସରକାରଙ୍କ ଏଭଳି ପଦକ୍ଷେପ ଯୋଗୁ...

ମୋରାଟୋରିୟମ ବଢ଼ିଲେ ବିତ୍ତୀୟ ସଙ୍କଟ

ନୂଆଦିଲ୍ଲୀ,୧୧।୧୦: କୋଭିଡ୍‌-୧୯ ଯୋଗୁ ଉପୁଜିଥିବା ସଙ୍କଟ ସମୟରେ ଲୋକଙ୍କୁ ଆଶ୍ୱସ୍ତି ଦେବା ଲାଗି ସରକାର ୬ ମାସର ମୋରାଟୋରିୟମ ସୁବିଧା ଘୋଷଣା କରିଥିଲେ। ଏହି ଅବଧିରେ ବ୍ୟାଙ୍କଗୁଡ଼ିକ ସୁଧ ଉପରେ ସୁଧ ଲାଗୁ କରିବାରୁୁ ସୁପ୍ରିମକୋର୍ଟରେ ମାମଲା ପହଞ୍ଚିଥିଲା। ସର୍ବୋଚ୍ଚ...

ମହିନ୍ଦ୍ରା ବୋଲେରୋ ପିକ୍‌ଅପ୍‌ରେ କରୋନା ବୀମା

ମୁମ୍ବାଇ: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ ପକ୍ଷରୁ ଏହାର ପିକ୍‌ଅପ୍‌ ରେଞ୍ଜର ଯାନ ଉପରେ ଗ୍ରାହକଙ୍କ ଲାଗି କରୋନା ବୀମା ସମ୍ପର୍କରେ ଘୋଷଣା କରାଯାଇଛି। ମେଗା ଫେଷ୍ଟିସ ଅଫର ଅନ୍ତର୍ଗତ କମ୍ପାନୀ ପକ୍ଷରୁ ୧ ଲକ୍ଷ ଟଙ୍କାର ବୀମା କଭର...

ପାର୍ବଣରେ ଉନ୍ନତ ରହିବ ଟୁହ୍ବିଲର୍ସ ବଜାର:ହୋଣ୍ଡା

ମୁମ୍ବାଇ: କରୋନା ଜନିତ ଲକ୍‌ଡାଉନ ଲାଗି ଦେଶର ଅଟୋମୋବାଇଲ ବଜାର କ୍ଷତିଗ୍ରସ୍ତ ହୋଇ ରହିଛି। ହେଲେ ନିକଟରେ ଆସିଥିବା ଗାଡ଼ି ବିକ୍ରି ଡାଟା ମୁତାବକ ପୂର୍ବ ତୁଳନାରେ ଯାନ ବିକ୍ରି ବୃଦ୍ଧି ହେଉଛି। ପାର୍ବଣରେ ଦେଶର ଟୁହ୍ବିଲର୍ସ ବଜାରରେ ବିକ୍ରି...

ମିଳିଲା ଦ୍ୱିତୀୟ ପର୍ଯ୍ୟାୟ ସୁଇସ୍‌ ଆକାଉଣ୍ଟ ତଥ୍ୟ

ମୁମ୍ବାଇ: ଭାରତ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ସୁଇସ୍‌ ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ଲାଭ କରିଛି। ଟିକସ ସମ୍ପର୍କିତ ସୂଚନା ଆଦାନ ପ୍ରଦାନ ଲାଗି ଭାରତ ଏବଂ ସୁଇଜରଲାଣ୍ଡ ସରକାରଙ୍କ ମଧ୍ୟରେ ହୋଇଥିବା ଚୁକ୍ତି ଅନ୍ତର୍ଗତ ଏଭଳି ସୂଚନା ମିଳିଛି। କଳାଟଙ୍କା...

ରେପୋ ରେଟ୍‌ ଅପରିବର୍ତ୍ତିତ

ମୁମ୍ବାଇ: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକ ଗର୍ଭନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। କେନ୍ଦ୍ରୀୟ ବ୍ୟାଙ୍କ ଏହି ବୈଠକରେ ରେପୋ ରେଟ୍‌ (ଆର୍‌ବିଆଇ ବ୍ୟାଙ୍କଗୁଡିକ ଯେଉଁ ସୁଧ ହାରରେ ଋଣ ଦିଏ)କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri