ବାଣିଜ୍ୟ

ମାଲ୍ୟା ପ୍ରତ୍ୟର୍ପଣ ମାମଲାରେ ପକ୍ଷ ରଖିଲା କେନ୍ଦ୍ର

ନୂଆଦିଲ୍ଲୀ : ଅଦାଲତ ଅବମାନନା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବିଜୟ ମାଲ୍ୟାଙ୍କ ପୁନର୍ବିଚାର ମାମଲା ସୁପ୍ରିମକୋର୍ଟରେ ଶୁଣାଣି ହେଉଛି। ସୁପ୍ରିମକୋର୍ଟ ଏହି ମାମଲାରେ ମାଲ୍ୟା ଏବଂ କେନ୍ଦ୍ର ସରକାରଙ୍କ ଉତ୍ତର ଲୋଡିଥିଲେ। ଏଥିରେ କେନ୍ଦ୍ର ସରକାର ସୋମବାର ପକ୍ଷ...

୧୩ ଯାଏ ମୋରାଟୋରିୟମ ମାମଲା ଶୁଣାଣି ସ୍ଥଗିତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଋଣ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣିକୁ ଅକ୍ଟୋବର ୧୩ ଯାଏ ସ୍ଥଗିତ ରଖିଛନ୍ତି। ସୋମବାର ହୋଇଥିବା ଶୁଣାଣିରେ ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ରିଜର୍ଭ ବ୍ୟାଙ୍କକୁ ନିର୍ଦ୍ଦେଶରେ କହିଛନ୍ତି ଯେ, କେ.ଭି. କାମାଥ କମିଟି ରିପୋର୍ଟକୁ ରେକର୍ଡ ଭାବେ...

ଜେଇଇ ଆଡଭାନ୍ସରେ ଆକାଶ ଇନ୍‌ଷ୍ଟିଚ୍ୟୁଟ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର: ଜେଇଇ ଆଡଭାନ୍ସ ୨୦୨୦ରେ ଆକାଶ ଇନ୍‌ଷ୍ଟିଚ୍ୟୁଟ ଭୁବନେଶ୍ୱରର ଛାତ୍ର ଶିବାଶିଷ ରାଉତ ସର୍ବଭାରତୀୟ ର଼୍ୟାଙ୍କ ୭୩ ହାସଲ କରିଛନ୍ତି। ଏଥିରେ ଚିରାଗ ଫାଲୁର ସର୍ବଭାରତୀୟ ୧ ର଼୍ୟାଙ୍କରେ ରହିଥିବା ବେଳେ ସେ ଆକାଶର ୪ ବର୍ଷିଆ କ୍ଲାସରୁମ ଛାତ୍ର...

ବିଫଳ ହେଉଛି ପ୍ରମୁଖ ଆର୍ଥତ୍କ ସଂସ୍କାର;୧୯୯୧ ଭଳି ମ୍ୟାଜିକ ନୀତିର ଆବଶ୍ୟକତା

ନୂଆଦିଲ୍ଲୀ: ପୂର୍ବରୁ ମାନ୍ଦାବସ୍ଥା ଦେଇ ଗତି କରୁଥିବା ଅର୍ଥ ବ୍ୟବସ୍ଥାକୁ ଟ୍ରାକ୍‌କୁ ଆଣିବାରେ ସରକାରଙ୍କ ପ୍ରମୁଖ ଆର୍ଥତ୍କ ସଂସ୍କାର ବିଫଳ ହେଉଥିବା ଅର୍ଥ ବିଶେଷଜ୍ଞମାନେ କହିଛନ୍ତି। ବର୍ତ୍ତମାନ କରୋନା ଯୋଗୁ ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଏଭଳି...

କ୍ଷତିପୂରଣ ବିକଳ୍ପକୁ ବିରୋଧ କରିବେ କିିଛି ରାଜ୍ୟ

ନୂଆଦିଲ୍ଲୀ: ସୋମବାର ଜିଏସ୍‌ଟି ପରିଷଦ ବୈଠକ ବସୁଛି। ଏହି ବୈଠକ ଅନେକ ଗୁରୁତ୍ୱ ବହନ କରିବ ବୋଲି ଜଣାପଡିଛି। ଜିଏସ୍‌ଟି କ୍ଷତିପୂରଣ ଭରଣା କରିବା ଲାଗି କେନ୍ଦ୍ର ସରକାର ରାଜ୍ୟଗୁଡିକୁ ବିକଳ୍ପ ପ୍ରଦାନ କରିଛନ୍ତି। ଏହାକୁ ଅଣଭାଜପା ଶାସିତ ରାଜ୍ୟ...

କରୋନା କବଳରେ ରାଜ୍ୟର ବ୍ୟାଙ୍କ କର୍ମଚାରୀ: ୩୦୬୬ ସଂକ୍ରମିତ, ୧୪ ଜଣଙ୍କ ଜୀବନ ଗଲାଣି

ଭୁବନେଶ୍ୱର: ସାରା ରାଜ୍ୟରେ କରୋନା ମହାମାରୀ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ରାଜ୍ୟରେ ବର୍ତ୍ତମାନ ୩୭ରୁ ଊର୍ଦ୍ଧ୍ୱ ଘରୋଇ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କର କର୍ମଚାରୀ ଜୀବନକୁ ବିପଦରେ ପକାଇ ଗତ ୬ ମାସରୁ ଊର୍ଦ୍ଧ୍ୱ ସମୟ ହେବ ବିଭିନ୍ନ ସରକାରୀ କାର୍ଯ୍ୟ...

୧୧ ଗୁଣ ବଢ଼ିଛି କୃଷି ବଜେଟ

ନୂଆଦିଲ୍ଲୀ: ୨୦୦୯-୧୦ରେ ଉପା ସରକାରଙ୍କ ସମୟରେ ଦେଶର କୃଷି ବଜେଟ ପରିମାଣ ପ୍ରାୟ ୧୨ ହଜାର କୋଟି ଟଙ୍କା ରହିଥିଲା। ବର୍ତ୍ତମାନ ଏହା ୧୧ ଗୁଣ ବଢି ୧.୩୪ ଲକ୍ଷ କୋଟି ଟଙ୍କା ଛୁଇଁଥିବା ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ଶନିବାର...

ମୋରାଟୋରିୟମ: ସୁଧ ଉପରେ ଲାଗିବନି ସୁଧ

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ଋଣ କିସ୍ତି ପଇଠ ଲାଗି ସରକାର ମୋରାଟୋରିୟମ ସୁବିଧା ଘୋଷଣା କରିଥିଲେ। ଏହି ସମୟରେ ବ୍ୟାଙ୍କଗୁଡ଼ିକ ସୁଧ ଉପରେ ସୁଧ ଲାଗୁ କରିବା ଘଟଣା ସାମ୍ନାକୁ ଆସିଥିଲା। ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିବା ବେଳେ ଏହା ଉପରେ...

ରିଲାଏନ୍ସ ରିଟେଲକୁ ମିଳିଲା ଆଉ ୨ ନିବେଶକ

ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡର ଅଂଶବିଶେଷ ରିଲାଏନ୍ସ ରିଟେଲ ଭେଞ୍ଚର୍ସରେ ବିଶ୍ୱର ଆଉ ୨ ବୃହତ୍ତ ସଂସ୍ଥା ନିବେଶ କରିବା ନେଇ ଆଗେଇ ଆସିଛନ୍ତି। ଏହି କ୍ରମରେ ଜିଆଇସି ୫,୫୧୨ କୋଟି ଏବଂ ଟିପିଜି ୧୮୩୭ କୋଟି ଟଙ୍କା ନିବେଶ...

୧୬ରୁ ଆରମ୍ଭ ହେବ ବଜେଟ ପ୍ରକ୍ରିୟା

ନୂଆଦିଲ୍ଲୀ: ଆର୍ଥତ୍କ ବର୍ଷ ୨୦୨୧-୨୨ ଲାଗି ସାଧାରଣ ବଜେଟ ପ୍ରକ୍ରିୟାକୁ ଅର୍ଥ ମନ୍ତ୍ରଣାଳୟ ଚଳିତ ମାସ ୧୬ରୁ ଆରମ୍ଭ କରିବ। ଗୁରୁବାର ଏ ନେଇ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ଅର୍ଥମନ୍ତ୍ରୀ ନିର୍ମଳା...

ଶ୍ରମ କୋଡ୍‌ ବିଲ୍‌କୁ ବିରୋଧ:୨୬ ନଭେମ୍ବରରେ ଦେଶବ୍ୟାପୀ ଦିନିକିଆ ଧର୍ମଘଟ

ନୂଆଦିଲ୍ଲୀ : ଶ୍ରମ କୋଡ୍‌ ବିଲ୍‌କୁ ନିକଟରେ ସଂସଦର ଅନୁମୋଦନ ମିଳିଛି। ଏହାକୁ ବିରୋଧକରି ଦେଶର ଶ୍ରମ ସଙ୍ଗଠନଗୁଡ଼ିକ ନଭେମ୍ବର ୨୬ରେ ଦେଶବ୍ୟାପୀ ଦିନିକିଆ ଧର୍ମଘଟ ଡାକରା ଦେଇଛନ୍ତି। ଆୟକର ପ୍ରଦାନ କରିବାକୁ ସକ୍ଷମ ନ ଥିବା ପରିବାରଗୁଡ଼ିକୁ ସରକାର...

ମୂଲ୍ୟ ବଢ଼ାଇଲେ ୨ ଚକିଆ ଯାନ କମ୍ପାନୀ

  ନୂଆଦିଲ୍ଲୀ: ଦେଶର ୨ ଚକିଆ ଯାନ ନିର୍ମାତା କମ୍ପାନୀଗୁଡିକ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଯାନର ମୂଲ୍ୟ ୨% ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଏହା ମଧ୍ୟରେ ହିରୋ ମୋଟୋକର୍ପ, ହୋଣ୍ଡା ମୋଟର ସାଇକେଲ ଏବଂ ବଜାଜ ରହିଥିବା ଜଣାପଡିଛି। ଏହି ମୂଲ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri