ବାଣିଜ୍ୟ

ଆର୍‌ବିଆଇ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନବାଚୀ;ଏମ୍‌ପିସିର ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତିକୁ ସରକାରଙ୍କ ଅଣଦେଖା

ନୂଆଦିଲ୍ଲୀ: ମାନ୍ଦାବସ୍ଥା ଦେଇ ଗତି କରୁଥିବା ଅର୍ଥ ବ୍ୟବସ୍ଥା କରୋନା ମହାମାରୀ ଯୋଗୁ ସଙ୍କଟ ସ୍ଥିତିକୁ ଚାଲିଯାଇଛି। ମଙ୍ଗଳବାରଠାରୁ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି କମିଟି(ଏମ୍‌ପିସି) ବୈଠକ ଅନୁଷ୍ଠିତ ହେବାର ଥିଲା। ସୁଧହାର ବା ରେପୋ ନେଇ ନିଷ୍ପତ୍ତି ଗ୍ରହଣ କରୁଥିବା...

ପି.ଡି. ବାଘେଲା ଟ୍ରାଇ ମୁଖ୍ୟ

ନୂଆଦିଲ୍ଲୀ,୨୯ା୯: ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ୍‌ କମିଟି ସୋମବାର ୧୯୮୬ ବ୍ୟାଚ୍‌ ଗୁଜରାଟ କ୍ୟାଡର ଆଇଏଏସ୍‌ ଅଧିକାରୀ ପି.ଡି. ବାଘେଲାଙ୍କୁ ଟେଲିକମ୍‌ ରେଗୁଲେଟୋରି ଅଥରିଟି ଅଫ୍‌ ଇଣ୍ଡିଆ (ଟ୍ରାଇ)ର ନୂଆ ମୁଖ୍ୟ ଭାବେ ନିଯୁକ୍ତି ପ୍ରଦାନ କରିଛି। ସେ ୩ ବର୍ଷ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ...

ଆର୍‌ବିଆଇ ଏମ୍‌ପିସି ବୈଠକ ସ୍ଥଗିତ

ନୂଆଦିଲ୍ଲୀ :ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡଆ (ଆର୍‌ବିଆଇ) ପକ୍ଷରୁ ଏହାର ଦ୍ୱିମାସିକ ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକ ଚଳିତ ମାସ ୨୯ ତାରିଖଠାରୁ ଅନୁଷ୍ଠିତ ହେବ ନେଇ ସମୟ ଧାର୍ଯ୍ୟ ହୋଇଥିଲା। ଏହାକୁ ବର୍ତ୍ତମାନ ସ୍ଥଗିତ ରଖାଯାଇଛି। ଅକ୍ଟୋବର ପହିଲାରେ...

ଏସ୍‌ବିଆଇ ରିଟେଲ ଋଣରେ ପ୍ରୋସେସିଂ ଫି ଛାଡ଼

ଭୁବନେଶ୍ୱର: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ପାର୍ବଣ ଅଫର ଘୋଷଣା କରାଯାଇଛି। ବ୍ୟାଙ୍କ ପକ୍ଷରୁ ୭.୫% ହାରରେ ଯାନ ଋଣ ପ୍ରଦାନ କରାଯାଉଥିବା ବେଳେ ରିଟେଲ ଋଣ ଉପରେ ପ୍ରୋସେସିଂ ଫି ଛାଡ଼ କରାଯାଇଛି। ବ୍ୟାଙ୍କର ବ୍ୟକ୍ତିଗତ ଋଣ...

ରେଲ୍‌ଓ୍ବେର ପ୍ରକୃତ ଅପରେଟିଂ କଷ୍ଟ୍‌ ଦେଖାଯାଇନି:ସିଏଜି

  ନୂଆଦିଲ୍ଲୀ: କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ (ସିଏଜି) ଭାରତୀୟ ରେଲ୍‌ଓ୍ବେର ଆର୍ଥତ୍କ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ନିକଟରେ ପାର୍ଲାମେଣ୍ଟରେ ଉପସ୍ଥାପନ ହୋଇଥିବା ରିପୋର୍ଟରେ ସିଏଜି କହିଛନ୍ତି ଯେ, ରେଲଓ୍ବେର ଅପରେଟିଂ କଷ୍ଟ ପରିଚାଳନା ମୂଲ୍ୟରେ ହେରଫେର...

ଖିମ୍‌ଜୀରେ ଅନ୍‌ଲକ୍‌ ସେଲ୍‌

ଭୁବନେଶ୍ୱର: ପ୍ରମୁଖ ଜୁଏଲେରି ବ୍ରାଣ୍ଡ ଖିମ୍‌ଜୀ ପକ୍ଷରୁ ‘ଅନ୍‌ଲକ୍‌ ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଗ୍ରାହକଙ୍କ ଲାଗି ଶୋ’ରୁମ୍‌ ପକ୍ଷରୁ ଆରମ୍ଭ ହୋଇଥିବା ଏହି ସ୍ବତନ୍ତ୍ର ସେଲ୍‌ରେ ସୁନାରେ ନିବେଶ ନେଇ ନୂଆ ସୁଯୋଗ ପ୍ରଦାନ କରାଯାଇଛି। ଏହି ସେଲ୍‌...

ଅନିଲଙ୍କ ସମ୍ପତ୍ତି ଉପରେ କାର୍ଯ୍ୟାନୁଷ୍ଠାନ ନେବ ଚାଇନା ବ୍ୟାଙ୍କ

ଲଣ୍ଡନ: ପ୍ରାୟ ୩ ଚାଇନା ବ୍ୟାଙ୍କରୁ ଋଣ ଆଣି ଏହାକୁ ପଇଠ କରିବା ଲାଗି ଦେବାଳିଆ ହୋଇ ଯାଇଥିବା ରିଲାଏନ୍ସ କମ୍ୟୁନିକେଶନ ମାଲିକ ଅନିଲ ଅମ୍ବାନୀ ସକ୍ଷମ ହୋଇନାହାନ୍ତି। ଏହି ବ୍ୟାଙ୍କଗୁଡିକ ଅନିଲଙ୍କୁ ପ୍ରାୟ ୫,୨୭୬ କୋଟି ଟଙ୍କାର ଋଣ...

ଡିସେମ୍ବର ସୁଦ୍ଧା ଲାଗୁ ହେବ ୪ ଶ୍ରମ କୋଡ୍‌: ଗଙ୍ଗଓ୍ବାର

ନୂଆଦିଲ୍ଲୀ: ଚଳିତବର୍ଷ ଡିସେମ୍ବର ସୁଦ୍ଧା ସରକାର ୪ ଶ୍ରମ କୋଡ୍‌କୁ ଏକା ଥରକେ ଲାଗୁ କରିବାକୁ ଲକ୍ଷ୍ୟ ରଖିଥିବା ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ରବିବାର ସୂଚନା ଦେଇଛନ୍ତି। ଇଣ୍ଡଷ୍ଟ୍ର୍ରିଆଲ ରିଲେଶନ କୋଡ୍‌, ସୋସିଆଲ ସିକ୍ୟୁରିଟି କୋଡ୍‌, ଅକ୍ୟୁପେଶନାଲ ସେଫଟି ଏବଂ...

ରେଲଓ୍ବେ ପକ୍ଷରୁ ୧୦ ଲକ୍ଷ କାର୍ଯ୍ୟଦିବସ ସୃଷ୍ଟି

ନୂଆଦିଲ୍ଲୀ,୨୮।୯: କରୋନା ମହାମାରୀ ଯୋଗୁ ବିଭିନ୍ନ ସଂସ୍ଥାରେ କାର୍ଯ୍ୟ ବନ୍ଦ କାରଣରୁ ଶ୍ରମିକମାନେ ଘରେ ହାତ ବାନ୍ଧିି ବସିଛନ୍ତି। ଏହି ମହାମାରୀ ସମୟରେ ଭାରତୀୟ ରେଳ ପକ୍ଷରୁ ଦେଶର ପ୍ରମୁଖ ୬ଟି ରାଜ୍ୟରେ ପ୍ରାୟ ୧୦ଲକ୍ଷରୁ ଉର୍ଦ୍ଧ୍ୱ କାର୍ଯ୍ୟ ଦିବସ...

ବ୍ୟାଙ୍କ ପାଇବେ ୨୦ ହଜାର କୋଟିର ପୁଞ୍ଜି

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ବ୍ୟାଙ୍କଗୁଡିକ ବର୍ତ୍ତମାନ ବିଭିନ୍ନ ଚ୍ୟାଲେଞ୍ଜ ସ୍ଥିତି ଦେଇ ଗତି କରୁଛନ୍ତି। ଏହି ସମସ୍ୟାକୁ ଧ୍ୟାନରେ ରଖି ସରକାର ବ୍ୟାଙ୍କଗୁଡିକରେ ପୁଞ୍ଜି ପ୍ରଦାନ କରିବାକୁ ଯୋଜନା ରଖିଛନ୍ତି। ଏହ ଅଧୀନରେ ପ୍ରାୟ ୨୦ ହଜାର କୋଟି ଟଙ୍କାର...

ରୁଟ୍‌ ଦେଖିବା ପାଇଁ ଡ୍ରାଇଭିଂ ବେଳେ ବ୍ୟବହାର ହୋଇପାରିବ ଫୋନ

ନୂଆଦିଲ୍ଲୀ: ଡ୍ରାଇଭିଂ ବେଳେ ମୋବାଇଲ କିମ୍ବା ଅନ୍ୟ ହ୍ୟାଣ୍ଡ ହୋଲ୍ଡ ଡିଭାଇସର ବ୍ୟବହାର କରାଯାଇ ପାରିବ। ଏହା କେବଳ ରୁଟ୍‌ ଦେଖବା ପାଇଁ ବ୍ୟବହାର କରାଯାଇ ପାରିବ ବୋଲି ସଡକ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ରବିବାର ସୂଚନା ରହିଛି। ଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri