ବାଣିଜ୍ୟ

ଅଟୋ ଡିଲରଙ୍କ ଅଣ୍ଟା ଭାଙ୍ଗିଦେଇଛି କୋଭିଡ୍‌

ନୂଆଦିଲ୍ଲୀ: ମହାମାରୀ ପୂର୍ବରୁ ଦେଶର ଅଟୋମୋବାଇଲ ଶିଳ୍ପ ମାନ୍ଦାବସ୍ଥା ଦେଇ ଗତି କରୁଥିଲା। ଗତ ୧୫ ମାସ ହେବ ଅଟୋ ଶିଳ୍ପରେ ବିକ୍ରି ଖସି ଚାଲିଛି। ଅଗଷ୍ଟ ମାସର ବିକ୍ରିକୁ ଦେଖିଲେ ଏଥିରୁ ସ୍ପଷ୍ଟ ଜଣାପଡିବ ଯେ ଶିଳ୍ପର ସମସ୍ୟା...

ଭାରତ ଫ୍ୟାକ୍ଟ୍ରି ବନ୍ଦ କଲା ହାର୍ଲେ ଡାଭିଡ୍‌ସନ

ନୂଆଦିଲ୍ଲୀ: ଆମେରିକା ଭିତ୍ତିକ ଲକ୍‌ଜ୍ୟୁରି ବାଇକ ନିର୍ମାଣକାରୀ କମ୍ପାନୀ ହାର୍ଲେ ଡାଭିଡ୍‌ସନ ଭାରତରେ ଥିବା ଏହାର ଫ୍ୟାକ୍ଟ୍ରି ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ହରିୟାଣାର ବଓ୍ବାଲସ୍ଥିତ ମାନୁଫାକଚରିଂ ଫାସିଲିଟିରେ ବାଇକ ନିର୍ମାଣ କରୁଥିବା ଏହି କମ୍ପାନୀ ଘରୋଇ ବଜାରରେ କାରବାରରେ...

ମୁକେଶ ଅମ୍ବାନୀଙ୍କ ଏହି ଅଭ୍ୟାସକୁ ପସନ୍ଦ କରନ୍ତିନି ସ୍ତ୍ରୀ ନୀତା

ରିଲାଏନ୍ସ ଇଣ୍ଡଷ୍ଟ୍ରିର ମୁଖ୍ୟ ମୁକେଶ ଅମ୍ବାନୀ ୧୯୮୫ ମସିହାରେ ନୀତା ଅମ୍ବାନୀଙ୍କୁ ବିବାହ କରିଥିଲେ। ମୁକେଶଙ୍କ ପାଇଁ ନୀତାଙ୍କୁ ବାପା ଧୀରୁଭାଇ ଅମ୍ବାନୀ ପସନ୍ଦ କରିଥିଲେ। ମୁକେଶ ଏବଂ ନୀତାଙ୍କର ୩ ପିଲା ଈଶା, ଆକାଶ ଏବଂ ଆନନ୍ଦ ଅଛନ୍ତି।...

ସାଇରସ୍‌ଙ୍କ ଝିଅ ଆକାଉଣ୍ଟରୁ ୯୦ ହଜାର ଗାଏବ

ମୁମ୍ବାଇ: ସାପୁରଜୀ ପାଲୋନଜୀ ଗ୍ରୁପ୍‌ର ଦାୟିତ୍ୱ ସମ୍ଭାଳୁଥିବା ବିଲିୟନେୟାର ସାଇରସ୍‌ ମିସ୍ତ୍ରିଙ୍କ ଝିଅଙ୍କ ସହ ବ୍ୟାଙ୍କ ଠକେଇ ମାମଲା ସାମ୍ନାକୁ ଆସିଛି। କେହି ଅଜଣା ବ୍ୟକ୍ତି ସାଇରସ୍‌ଙ୍କ ଝିଅ ଲୈଲା ରୁସ୍ତମ ଜାହାଙ୍ଗୀରଙ୍କ ଆକାଉଣ୍ଟରୁ ୯୦ ହଜାର ଟଙ୍କା ଉଠାଇ...

ଚାଇନା ବେଟିଂ ଆପ୍‌ରେ ୧୦୦୦ କୋଟିର କାରବାର;ମାମଲା ଉପରେ ଇଡି ନଜର

ନୂଆଦିଲ୍ଲୀ : ଚାଇନାର ଅନ୍‌ଲାଇନ ବେଟିଂ ବା ଜୁଆ ଆପ୍‌ ଦ୍ୱାରା ୧୦୦୦ କୋଟିର ଟ୍ରାଞ୍ଜାକଶନ ହୋଇଛି। ଏହି ମାମଲା ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତଦନ୍ତ କରୁଥିବା ଜଣାପଡିଛି। ପେଟିଏମ୍‌ ଏବଂ ଏଚ୍‌ଏସ୍‌ବିସି ବ୍ୟାଙ୍କ ଦ୍ୱାରା ଏହି ନେଣଦେଣ ହୋଇଛି।...

ଓଡ଼ିଶା ଜିଏସ୍‌ଟି ସଂଗ୍ରହ ୨୨% କମିଛି

ନୂଆଦିଲ୍ଲୀ : ଚଳିତ ବର୍ଷ ମାର୍ଚ୍ଚରୁ ଜୁଲାଇ ସମୟ ମଧ୍ୟରେ ଓଡ଼ିଶାରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ୨୨.୬% କମିଛି। ଏହି ଅବଧିରେ ଏଠାରେ ୨୯୬୬ କୋଟି ଟଙ୍କା ଜିଏସ୍‌ଟି ଆଦାୟ ହୋଇଛି। ଦେଶର ବଡ ରାଜ୍ୟଗୁଡିକରେ...

ଫେସ୍‌ବୁକ୍‌ ଏମ୍‌ଡିଙ୍କୁ ଅକ୍ଟୋବର ୧୫ ଯାଏ ଆଶ୍ୱସ୍ତି

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ପ୍ରସଙ୍ଗରେ ଫେସ୍‌ବୁକ ଇଣ୍ଡିଆ ଏମ୍‌ଡି ଅଜିତ ମୋହନଙ୍କୁ ସୁପ୍ରିମକୋର୍ଟ ଅକ୍ଟୋବର ୧୫ ଯାଏ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଦଙ୍ଗା ଘଟଣାରେ ହାଜର ହେବାକୁ ଦିଲ୍ଲୀ ବିଧାନସଭାର କମିଟି ଫେସ୍‌ବୁକ ଏମ୍‌ଡିଙ୍କୁ ସମନ ଜାରି କରିଥିଲେ।...

ରିଲାଏନ୍ସ ରିଟେଲରେ ନିବେଶ କରିବ କେକେଆର୍‌

ନୂଆଦିଲ୍ଲୀ: ବିଶ୍ୱର ପ୍ରମୁଖ ପୁଞ୍ଜିନିବେଶକାରୀ କମ୍ପାନୀ କେକେଆର୍‌ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ୍‌ରେ ୫,୫୦୦ କୋଟି ଟଙ୍କା ନିବେଶ କରିବ। ଏ ନେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ଏହି ନିବେଶ ଦ୍ୱାରା କେକେଆର୍‌ ୧.୨୮% ଇକ୍ୱିଟି...

ବିମାନ ଟିକେଟ ରିଫଣ୍ଡ ନେଇ ସ୍ପଷ୍ଟକର: ସୁପ୍ରିମକୋର୍ଟ

ଦୂଆଦିଲ୍ଲୀ: ଲକ୍‌ଡାଉନ ଯୋଗୁ ଦେଶ ମଧ୍ୟରେ ବିମାନ ସେବା ବାତିଲ ରହିଥିଲା। ହେଲେ ପୂର୍ବରୁ ବିମାନ ଟିକେଟ କରିଥିବା ଲୋକମାନେ ଏହି ଅବଧିରେ ଉଡାଣ ଲାଗି କରିଥିବା ଟିକେଟର ଅର୍ଥ ଫେରି ପାଇନାହାନ୍ତି। ବିମାନ କମ୍ପାନୀଗୁଡିକ ରିଫଣ୍ଡ ପ୍ରଦାନରେ ସମସ୍ୟା...

ଦାଗ ଲାଗିଥିବା ଏହି ମଇଳା ଜିନ୍ସର ଦାମ୍‌ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ବର୍ତ୍ତମାନ ଲୋକମାନେ ବହୁତ ଫ୍ୟାଶନେବୁଲ ହୋଇଯାଇଛନ୍ତି। ଭିନ୍ନ ଷ୍ଟାଇଲ୍‌ ଏବଂ ଧାରା ଅନୁଯାୟୀ ପୋଷାକ ପିନ୍ଧିବାର ଶୈଳୀ ମଧ୍ୟ ବଦଳିଯାଇଛି। କେତେବେଳେ ଫ୍ୟାଶନରେ ଟାଇଟ୍‌ ଜିନ୍ସକୁ ପସନ୍ଦ କରାଯାଏ ତ ଆଉ କେତେବେଳେ ଢିଲା ଜିନ୍ସକୁ। ଠିକ୍‌ ସେହିପରି ଏବେ...

ବିବାହ ପରେ ସ୍ବାମୀଙ୍କ ବିଷୟରେ ଏମିତିି କହିଥିଲେ ମୁକେଶ ଅମ୍ବାନୀଙ୍କ ଝିଅ ଈଶା

ଭାରତର ସବୁଠାରୁ ଧନୀ ତଥା ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ତାଲିକାରେ ରହିଥିବା ମୁକେଶ ଅମ୍ବାନୀଙ୍କ ଝିଅ ହେଉଛନ୍ତି ଈଶା ଅମ୍ବାନୀ। ଈଶାଙ୍କ ବିବାହ ୧୨ ଡିସେମ୍ବର ୨୦୧୮ରେ ପିରାମଲ ଗ୍ରୁପ୍‌ର ଆନନ୍ଦ ପିରାମିଲଙ୍କ ସହ ହୋଇଥିଲା। ସମଗ୍ର ବିଶ୍ୱର...

ରିଜର୍ଭ ବ୍ୟାଙ୍କ ଅଧୀନକୁ ଆସିବ ସମବାୟ ବ୍ୟାଙ୍କ

ନୂଆଦିଲ୍ଲୀ : କୋଭିଡ୍‌-୧୯ ଯୋଗୁ ଦେଶର ଅନେକ ସମବାୟ ବ୍ୟାଙ୍କ ବର୍ତ୍ତମାନ ଚାପଗ୍ରସ୍ତ ହୋଇଛନ୍ତି। ସେମାନଙ୍କ ଆର୍ଥତ୍କ ସ୍ଥିତିକୁ ରିଜର୍ଭ ବ୍ୟାଙ୍କ ବର୍ତ୍ତମାନ ତର୍ଜମା କରୁଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ସୂଚନା ଦେଇଛନ୍ତି। ୧୯୬୫ ପରଠାରୁ ନିୟନ୍ତ୍ରଣାଧୀନ ସଂସ୍ଥାଗୁଡ଼ିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri