ବାଣିଜ୍ୟ

୨୩ରୁ ଆପଲ୍‌ ଅନ୍‌ଲାଇନ ଷ୍ଟୋର

ନୂଆଦିଲ୍ଲୀ,୧୯।୯ : ପ୍ରମୁଖ ସ୍ମାର୍ଟ ଫୋନ ବ୍ରାଣ୍ଡ ଆପଲ୍‌ ଖୁବ୍‌ଶୀଘ୍ର ଭାରତ ବଜାରରେ ଅନ୍‌ଲାଇନ ଷ୍ଟୋର ଖୋଲିବାକୁ ଯାଉଛି। ଭାରତୀୟ ଗ୍ରାହକଙ୍କ ଚାହିଦାକୁ ନଜରରେ ରଖି କମ୍ପାନୀ ଏହି ସେବା ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଛି। ଚଳିତ ମାସ...

ଅଟୋମେଟିକ ରୁଟ୍‌ରେ ବଢ଼ିଲା ପ୍ରତିରକ୍ଷା ଏଫ୍‌ଡିଆଇ

ନୂଆଦିଲ୍ଲୀ,୧୯।୯: ଦେଶର ପ୍ରତିରକ୍ଷା କ୍ଷେତ୍ର ଲାଗି ଅଟୋମେଟିକ୍‌ ରୁଟ୍‌ରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ (ଏଫ୍‌ଡିଆଇ) ୪୯%ରୁ ୭୪%କୁ ବଢ଼ାଯାଇଛି। ସେହିଭଳି ୭୪%ରୁ ଊର୍ଦ୍ଧ୍ୱ ଏଫ୍‌ଡିଆଇ ଲାଗି ସରକାରଙ୍କ ଅନୁମତି ଆବଶ୍ୟକ ହେବ ବୋଲି ଜଣାପଡିଛି। ସରକାରଙ୍କ ଏଭଳି ପଦକ୍ଷେପ...

ଏୟାର ଇଣ୍ଡିଆ ଏକ୍ସପ୍ରେସକୁ ୧୫ ଦିନ ବାତିଲ କଲା ଦୁବାଇ

ନୂଆଦିଲ୍ଲୀ,୧୯।୯: ଦୁବାଇ କର୍ତ୍ତୃପକ୍ଷ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ସେବାକୁ ୧୫ ଦିନ ପାଇଁ ବାତିଲ କରିଛନ୍ତି। ଏହି ବିମାନରେ ଯାତ୍ରା କରିଥିବା ଜଣେ ଯାତ୍ରୀ କୋଭିଡ୍‌-୧୯ ସଂକ୍ରମିତ ଜଣାପଡିବା ପରେ ବିମାନ କମ୍ପାନୀ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଏମ୍‌ଡି ଆଦିତ୍ୟ ପୁରୀଙ୍କ ବିରୋଧରେ ମାମଲା

ମୁମ୍ବାଇ,୧୯।୯: ଆମେରିକା ଭିତ୍ତିକ ଲ ଫାର୍ମ ରୋଜେନ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ବିରୋଧରେ ପୁଣି ଥରେ ମାମଲା ଦାଏର କରିଛି। ନିବେଶକଙ୍କୁ ହୋଇଥିବା କ୍ଷତିର ଭରଣା ଲାଗି ଏହି ମାମଲା କରାଯାଇଥିବା ଜଣାପଡିଛି। ଏହା ପୂର୍ବରୁ ଉକ୍ତ ଫାର୍ମ ଜୁଲାଇରେ ଏକ...

ପ୍ଲେ ଷ୍ଟୋରରୁ ହଟିବା ପରେ ପୁଣି ଫେରିଲା ପେଟିଏମ୍‌ ଆପ୍‌

ନୂଆଦିଲ୍ଲୀ,୧୯।୯: ପେମେଣ୍ଟ ଏବଂ ଫାଇନାନ୍ସ ସେବା ଯୋଗାଉଥିବା ଆପ୍ଲିକେଶନ ପେଟିଏମ୍‌କୁ ଗୁଗଲ ଏହାର ପ୍ଲେ ଷ୍ଟୋରରୁ ଶୁକ୍ରବାର ହଟାଇଦେଇଥିଲା। ଏହାର ଘଣ୍ଟାଏ ପରେ ଉକ୍ତ ଆପ୍‌ ପୁଣିଥରେ ପ୍ଲେ ଷ୍ଟୋରରେ ଉପଲବ୍ଧ ହେଉଥିବା ପେଟିଏମ୍‌ ସୂଚନା ଦେଇଛନ୍ତି। ଅପରପକ୍ଷରେ ପେଟିଏମ୍‌ର...

ଗୁଗଲ ପ୍ଲେ ଷ୍ଟୋରରୁ ହଟିଲା ‘ପେଟିଏମ୍‌ ଆପ୍‌’: ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮।୯: ଗୁଗଲ ନିଜ ପ୍ଲେ ଷ୍ଟୋରରୁ ଶୁକ୍ରବାର ପେଟିଏମ୍‌ ଆପ୍‌କୁ ହଟାଇ ଦେଇଛି। ଏନେଇ ପ୍ରତିକ୍ରିୟା ରଖି ଗୁଗଲ କହିଛି, କମ୍ପାନୀ ନିଜର ପ୍ଲାଟଫର୍ମରେ କୌଣସି ଜୁଆ ଖେଳକୁ ସମର୍ଥନ କରିବ ନାହିଁ। ପେଟିଏମ୍‌ ସହ କଥାବାର୍ତ୍ତା ଚାଲିଛି। ସେମାନଙ୍କଠାରୁ...

ଟିଭିଏସ୍‌କୁ ଲକ୍ଷେ ମାସ୍କ ଦେଲା ଦକ୍ଷିଣ କୋରିଆ

ନୂଆଦିଲ୍ଲୀ : ଦକ୍ଷିଣ କୋରିଆର ଅଙ୍ଗୁକ ଜେନ ସେଣ୍ଟର ପକ୍ଷରୁ ଟିଭିଏସ୍‌ ମୋଟର କମ୍ପାନୀକୁ ୧ଲକ୍ଷ ମାସ୍କ ପ୍ରଦାନ କରାଯାଇଛି। ଏହି ମାସ୍କ ଭାରତରେ ମାଗଣା ବଣ୍ଟନ କରାଯିବ। ଭାରତ ଓ ଦକ୍ଷିଣ କୋରିଆ ମଧ୍ୟରେ ରହିଥିବା ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କର...

ଓ୍ବାଲ୍‌ମାର୍ଟ ପକ୍ଷରୁ କ୍ଷୁଦ୍ରଚାଷୀଙ୍କୁ ସହାୟତା

ନୂଆଦିଲ୍ଲୀ: ଭାରତ କୋଭିଡ୍‌ ମହାମାରୀ କାରଣରୁ ଅନେକ ସମସ୍ୟା ସାମ୍ନା କରୁଛି। ଏହି ମହାମାରୀ ସମୟରେ ଦେଶର କ୍ଷୁଦ୍ରଚାଷୀମାନଙ୍କର ବିକାଶ ଲାଗି ଓ୍ବାଲ୍‌ମାର୍ଟ ଫାଉଣ୍ଡେଶନ ପକ୍ଷରୁ ୨ଟି ନୂତନ ଅନୁଦାନ ଘୋଷଣା କରାଯାଇଛି। ଭାରତର ଚାଷୀମାନଙ୍କର ଜୀବିକାରେ ଉନ୍ନତ ଲାଗି...

ଜମାକାରୀଙ୍କ ସୁରକ୍ଷା ଲାଗି ଆର୍‌ବିଆଇ ଅଧୀନରେ ସମବାୟ ବ୍ୟାଙ୍କ:ସୀତାରାମନ

ନୂଆଦିଲ୍ଲୀ : ସମବାୟ ବ୍ୟାଙ୍କ ଜମାକାରୀଙ୍କ ସ୍ବାର୍ଥକୁ ସରକାର ପ୍ରାଥମିକତା ଦେଉଛନ୍ତି। ଏହାକୁ ଧ୍ୟାନରେ ରଖି ସମବାୟ ବ୍ୟାଙ୍କଗୁଡିକର ପରିଚାଳନାକୁ ରିଜର୍ଭ ବ୍ୟାଙ୍କ ପରିସରକୁ ଅଣାଯାଉଥିବା ବ୍ୟାଙ୍କିଙ୍ଗ୍‌ ରେଗୁଲେଶନ ସଂଶୋଧନ ବିଲ୍‌-୨୦୨୦ ବିତର୍କରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏହା କହିଛନ୍ତି।...

ଜିଏସ୍‌ଟି କ୍ଷତିପୂରଣକୁ ନେଇ ୮ ଦଳର ପ୍ରତିବାଦ

ନୂଆଦିଲ୍ଲୀ: ପ୍ରତିଶ୍ରୁତି ମୁତାବକ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଜନିତ କ୍ଷତିପୂରଣ ପ୍ରଦାନକୁ ନେଇ ବର୍ତ୍ତମାନ ଟଣାଓଟରା ଲାଗି ରହିଛି। ଏହି ପ୍ରସଙ୍ଗକୁ ନେଇ ୮ ବିରୋଧୀ ଦଳର ନେତା ଗୁରୁବାର ସଂସଦ ପରିସରରେ...

ପୂର୍ବ ତୁଳନାରେ କାର୍‌ ଉପରେ କମିଛି ଜିଏସ୍‌ଟି; ରୟାଲଟି କମାଇ ଖର୍ଚ୍ଚ କମାନ୍ତୁ କମ୍ପାନୀ: ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ : ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଲାଗୁ ହେବା ପୂର୍ବରୁ କାର୍‌ ଉପରେ ଯେଉଁ ହାରରେ ଟିକସ ଲାଗୁ ଥିଲା ବର୍ତ୍ତମାନ ତାହା ଅପେକ୍ଷାକୃତ କମିଛି। ଅଟୋମୋବାଇଲ କମ୍ପାନୀଗୁଡିକ ବିଦେଶରେ ରହିଥିବା ସେମାନଙ୍କ ମୂଳ କମ୍ପାନୀକୁ ପ୍ରଦାନ କରୁଥିବା...

ଭିସ୍ତାରା ଦେବ ଅନ୍‌ବୋର୍ଡ ଓ୍ବାଇଫାଇ ସେବା

ନୂଆଦିଲ୍ଲୀ : ପ୍ରଥମ ଭାରତୀୟ ବିମାନ ସେବା ଯୋଗାଣକାରୀ କମ୍ପାନୀ ଭାବେ ଭିସ୍ତାରା ଏହାର ବିମାନ ଯାତ୍ରୀଙ୍କୁ ଅନ୍‌ବୋର୍ଡ ଓ୍ବାଇଫାଇ ସେବା ପ୍ରଦାନ କରିବ। ସେପ୍ଟେମ୍ବର ୧୮ଠାରୁ ବିମାନଯାତ୍ରୀ ଏହି ସେବା ଲାଭ କରିପାରିବେ ବୋଲି କମ୍ପାନୀ ପକ୍ଷରୁ ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri