ବାଣିଜ୍ୟ

ଭାରତର ଜିଡିପି ୮.୬% ଖସିବ:ୟୁଏସ୍‌ବି

ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷରେ ଭାରତର ଜିଡିପି ୮.୬% ଖସିବ ବୋଲି ସ୍ବିସ୍‌ ବ୍ରୋକ୍‌ରେଜ ଫାର୍ମ ୟୁଏସ୍‌ବି ସିକ୍ୟୁରିଟି ପକ୍ଷରୁ ଗୁରୁବାର କୁହାଯାଇଛି। ଜିଡିପି ୫.୮% ଖସିବ ବୋଲି ଏହି ଏଜେନ୍ସି ପୂର୍ବରୁ ଆକଳନ କରିଥିଲା। ସେପ୍ଟେମ୍ବର ତ୍ରୈମାସ ପରେ...

ଆର୍ଥତ୍କ ପୁନରୁଦ୍ଧାର ପାଇଁ ଲାଗିପାରେ ୫ ବର୍ଷ

ନୂଆଦିଲ୍ଲୀ: କରୋନା ମହାମାରୀ ପ୍ରଭାବ ଯୋଗୁ ସାରା ବିଶ୍ୱ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛି। ବିଶ୍ୱବଜାରର ଆର୍ଥତ୍କ ପୁନରୁଦ୍ଧାର ଲାଗି ଅନ୍ତତଃ ପକ୍ଷେ ୫ ବର୍ଷ ସମୟ ଲାଗିପାରେ ବୋଲି ବିଶ୍ୱ ବ୍ୟାଙ୍କ ମୁଖ୍ୟ ଅର୍ଥନୀତିଜ୍ଞ କାର୍ମେନ ରେନ୍‌ହାଟ ଗୁରୁବାର...

ସାମ୍‌ସଙ୍ଗ୍‌ ସ୍ମାର୍ଟଫୋନ୍‌ରେ ନୂଆ ସୁରକ୍ଷା ଫିଚର

ନୂଆଦିଲ୍ଳୀ: ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ ସାମ୍‌ସଙ୍ଗ୍‌ ପକ୍ଷରୁ ଫୋନ୍‌ର ପ୍ରିଭେସି ଓ ସୁରକ୍ଷା ବୃଦ୍ଧି ଲାଗି ଏକ ନୂଆ ଫିଚର ଆଲଟ୍‌ଜେଡ୍‌ ଲାଇଫ ପ୍ରାଇଭେଟ ମୋଡ୍‌ର ଶୁଭାରମ୍ଭ କରାଯାଇଛି। ଏହା ଜରିଆରେ ସ୍ମାର୍ଟଫୋନ୍‌ର ପ୍ରିଭେସି ସ୍ତର ବୃଦ୍ଧି ସହ ସୁରକ୍ଷା...

ନିବେଶକଙ୍କ ସମ୍ପତ୍ତି ଲକ୍ଷେ କୋଟି କମିଲା

ନୂଆଦିଲ୍ଳୀ: ଗତ ୨ ଦିନ ଧରି କାରବାର ଉନ୍ନତ ରହିବା ପରେ ଗୁରୁବାର ଦେଶର ପୁଞ୍ଜି ବଜାର ଉପରେ ଚାପ ପଡିଥିବା ଜଣାପଡିଛି। ଫଳରେ ନିବେଶକଙ୍କ ସମ୍ପତ୍ତି ୧ ଲକ୍ଷ କୋଟି ଟଙ୍କା ହ୍ରାସ ଘଟିଛି। ଏହି ସମୟରେ ବମ୍ବେ...

ଜାନୁୟାରୀ ପହିଲାରୁ ଖେଳନା ଲାଗି ବାଧ୍ୟତାମୂଳକ ହେବ ବିଆଇଏସ୍‌

ନୂଆଦିଲ୍ଲୀ,୧୭।୯: କେନ୍ଦ୍ର ସରକାର ଘରୋଇ ବଜାରର ଖେଳନା ମାନୁଫାକଚର୍ସଙ୍କୁ ବୁଧବାର ଆଶ୍ୱସ୍ତି ଦେବା ଭଳି ପଦକ୍ଷେପ ନେଇଛନ୍ତି। ଖେଳନା ଲାଗି ବାଧ୍ୟତାମୂଳକ ବିଆଇଏସ୍‌ ପ୍ରମାଣନ କାର୍ଯ୍ୟକାରୀ ହେବା ସମୟକୁ ବଢ଼ାଇଛନ୍ତି। ୨୦୨୧ରୁ ଏହି ନୂଆ ନିୟମ କାର୍ଯ୍ୟକାରୀ ହେବ। ଏହା...

ବିମାନ କମ୍ପାନୀ ରାଜସ୍ବ ୮୫.୭% କମିଛି

ନୂଆଦିଲ୍ଲୀ,୧୭।୯: ଆର୍ଥତ୍କ ବର୍ଷ ୨୦୨୦-୨୧ର ପ୍ରଥମ ତ୍ରୈମାସରେ ବିମାନ କମ୍ପାନୀଗୁଡିକର ରାଜସ୍ବ ୮୫.୭% ହ୍ରାସ ଘଟି ୩,୬୫୧ କୋଟି ରହିଛି। କୋଭିଡ୍‌-୧୯ ଯୋଗୁ ବିମାନ ସେବା ବାତିଲ ରହିବାରୁ ଏଭଳି ସ୍ଥିତି ଉପୁଜିଛି ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ...

ଅର୍ଥ ବ୍ୟବସ୍ଥାର ସ୍ଥିତାବସ୍ଥା ଫେରୁଛି

ନୂଆଦିଲ୍ଲୀ,୧୭।୯: କରୋନା ମହାମାରୀ ଯୋଗୁ ଘରୋଇ ବଜାର କ୍ଷତିଗ୍ରସ୍ତ ହୋଇ ରହିଛି। ଏଭଳି ସ୍ଥିତିରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ବୁଧବାର ଦେଶର ଶିଳ୍ପଜଗତକୁ ଆଶ୍ୱାସନା ଦେଇଛନ୍ତି। ସେ କହିଛନ୍ତି ଯେ, ଅର୍ଥ ବ୍ୟବସ୍ଥାରେ ସ୍ଥିତାବସ୍ଥା ଫେରୁଛି। ଅଭିବୃଦ୍ଧି...

ନୂଆ ପାର୍ଲାମେଣ୍ଟ ବିଲ୍‌ଡିଂ ନିର୍ମାଣ କରିବ ଟାଟା ପ୍ରୋଜେକ୍ଟ

ନୂଆଦିଲ୍ଲୀ,୧୭।୯: ଦେଶର ନୂଆ ପାର୍ଲାମେଣ୍ଟ ବିଲ୍‌ଡିଂକୁ ଟାଟା ପ୍ରୋଜେକ୍ଟସ ଲିମିଟେଡ୍‌ ନିର୍ମାଣ କରିବ। ଏଥିଲାଗି କମ୍ପାନୀ ବୁଧବାର ୮୬୧.୯୦ କୋଟି ଟଙ୍କାର ବିଡ୍‌ ହାସଲ କରିଥିବା ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଏହି ପ୍ରକଳ୍ପ ଲାଗି ଏଲ୍‌ ଆଣ୍ଡ...

ସମବାୟ ବ୍ୟାଙ୍କରେ ଗଭର୍ନାନ୍ସ ଉନ୍ନତୀକରଣ ଲକ୍ଷ୍ୟ: ସୀତାରାମନ

ନୂଆଦିଲ୍ଲୀ,୧୭।୯: ବ୍ୟାଙ୍କିଙ୍ଗ୍‌ ରେଗୁଲେଶନ ଆଇନରେ ସଂଶୋଧନ ଆଣିବା ଦିଗରେ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ହାତକୁ ନେଉଛନ୍ତି। ସମବାୟ ବ୍ୟାଙ୍କଗୁଡିକୁ ରିଜର୍ଭ ବ୍ୟାଙ୍କ ପରିସରକୁ ଆଣିବା ଦିଗରେ ଯୋଜନା ଗ୍ରହଣ କରାଯାଇଛି। ଜମାକାରୀଙ୍କ ସ୍ବାର୍ଥ ରକ୍ଷା ଏବଂ ସମବାୟ ବ୍ୟାଙ୍କରେ...

ଟିକସ ସଂଗ୍ରହ ୨୨.୫% କମିଲା

ନୂଆଦିଲ୍ଲୀ,୧୭।୯: ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସ ଶେଷ ସୁଦ୍ଧା କେନ୍ଦ୍ର ସରକାରଙ୍କ ମୋଟ ଟିକସ ସଂଗ୍ରହ ୨୨.୫% ହ୍ରାସ ଘଟିଛି। ସେପ୍ଟେମ୍ବର ୧୫ ସୁଦ୍ଧା ସରକାର ୨.୫୩ ଲକ୍ଷ କୋଟି ଟଙ୍କା ସଂଗ୍ରହ କରିବାକୁ ସକ୍ଷମ ହୋଇଛନ୍ତି। ଏହା...

ମିଶ୍ରଣ ସୁଯୋଗ ଖୋଜୁଛି ପିଏମ୍‌ସି ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୯: ଋଣ ଠକେଇ ଦ୍ୱାରା ପ୍ରଭାବିତ ସ୍ଥିତିରେ ରହିଥିବା ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍‌ସି) ବ୍ୟାଙ୍କ ଏହାର ପରିଚାଳନାକୁ ଉନ୍ନତ କରିବାକୁ ଯୋଜନା ରଖିଛି। ବ୍ୟାଙ୍କର ସ୍ଥିତି ବିଗିଡ଼ିଯାଇଥିବା ବେଳେ ଅନ୍ୟ ବ୍ୟାଙ୍କ ସହ ମିଶ୍ରଣ ଲାଗି ଏହା...

ବନ୍ଦେ ଭାରତରୁ ଏୟାର ଇଣ୍ଡିଆକୁ ୨୫୫୬ କୋଟି ରାଜସ୍ବ

ନୂଆଦିଲ୍ଲୀ,୧୭।୯: ଲକ୍‌ଡାଉନରେ ବିଦେଶରେ ଫସିଥିବା ଭାରତୀୟଙ୍କୁ ଫେରାଇ ଆଣିବା ଲାଗି କେନ୍ଦ୍ର ସରକାର ଆରମ୍ଭ କରିଥିବା ‘ବନ୍ଦେ ଭାରତ ମିଶନ’ରେ ଏୟାର ଇଣ୍ଡିଆ ବିମାନ ସେବା ଯୋଗାଣ କରିଥିଲା। ଏହାଦ୍ୱାରା ଏୟାର ଇଣ୍ଡିଆକୁ ଅଗଷ୍ଟ ୩୧ ସୁଦ୍ଧା ୨,୫୫୬ କୋଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri