ବାଣିଜ୍ୟ

ବ୍ୟାଙ୍କ ସହ ସୂଚନା ବିନିମୟ କରିବ ଆୟକର ବିଭାଗ

ନୂଆଦିଲ୍ଲୀ,୨।୯: ଆୟକର ବିଭାଗ ପକ୍ଷରୁ ବ୍ୟାଙ୍କଗୁଡିକ ସହ ସୂଚନା ବିନିୟମ ହୋଇ ପାରିବ। ଟିଡିଏସ୍‌ କ୍ଷେତ୍ରରେ ରହୁଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ଲାଗି ଏଭଳି ପଦକ୍ଷେପ ନିଆଯାଇଥିବା କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ସୂଚନା ଦିଆଯାଇଛି। ଏ...

୧୦.୯% ଖସିପାରେ ରିୟଲ ଜିଡିପି

ନୂଆଦିଲ୍ଲୀ,୨।୯: ପ୍ରଥମ ତ୍ରୈମାସରେ ଦେଶର ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି)୨୩.୯% ଖସିଛି। ୨୦୨୦-୨୧ ଆର୍ଥତ୍କ ବର୍ଷରେ ଦେଶର ରିୟଲ ଜିଡିପି ୧୦.୯% ଖସିପାରେ ବୋଲି ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ଏହାର ଇକୋରାପ୍‌ ରିପୋର୍ଟରେ ପ୍ରକାଶ କରିଛି। ଚଳିତ...

ଟେଲିକମ କମ୍ପାନୀଗୁଡିକୁ ବଡ ଆଶ୍ୱସ୍ତି;୧୦ ବର୍ଷରେ ପଇଠ କରିବେ ଏଜିଆର୍‌ ଦେୟ

ନୂଆଦିଲ୍ଲୀ,୨।୯: ଆଡ୍‌ଜଷ୍ଟେଡ୍‌ ଗ୍ରସ ରେଭେନ୍ୟୁ (ଏଜିଆର୍‌) ମାମଲାରେ ଟେଲିକମ କମ୍ପାନୀଙ୍କୁ ବଡ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ମଙ୍ଗଳବାର ଏହି ମାମଲାର ଶୁଣାଣି କରି କମ୍ପାନୀଗୁଡିକୁ ୧୦ ବର୍ଷ ସମୟ ଦେଇଛନ୍ତି। ଏହି ଅବଧି ମଧ୍ୟରେ ଟେଲିକମ କମ୍ପାନୀଗୁଡିକ ଏଜିଆର୍‌ ଦେୟ...

ମାସ ଆରମ୍ଭରୁ ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୨।୯: ଅଗଷ୍ଟ ମାସରେ ତେଲ ଦର ବୃଦ୍ଧି ଲୋକଙ୍କ ଚିନ୍ତା ବଢାଇଥିଲା। ହେଲେ ସେପ୍ଟେମ୍ବର ପହିଲାରୁ ପୁଣି ଥରେ ତେଲ ଦର ବଢିବା ଆରମ୍ଭ ହେଲାଣି। ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୫ ପଇସା ବୃଦ୍ଧି ଘଟି ୮୨.୬୪...

ମୋରାଟୋରିୟମ ୨ ବର୍ଷ ଯାଏ ବଢିପାରିବ; ସୁପ୍ରିମକୋର୍ଟରେ ପକ୍ଷ ରଖିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨।୯: କରୋନା ପାଇଁ ଋଣ କିସ୍ତି ପଇଠ କରିବାରେ ସମସ୍ୟା ଉପୁଜୁଛି। ବଜାର ବର୍ତ୍ତମାନ ପ୍ରଭାବିତ ହୋଇ ରହିଥିବା ବେଳେ ଶୀଘ୍ର ସ୍ଥିତି ଟ୍ରାକ୍‌କୁ ଫେରିବା ଭଳି ପ୍ରତୀୟମାନ ହେଉନାହିଁ। ଏଭଳି ସମୟରେ କିସ୍ତି ପଇଠ ଲାଗି ରିଜର୍ଭ ବ୍ୟାଙ୍କ...

୨୩.୯% ଖସିଲା ଜିଡିପି

ନୂଆଦିଲ୍ଲୀ,୧।୯: ଆର୍ଥତ୍କ ବର୍ଷ ୨୦୨୦-୨୧ର ଏପ୍ରିଲ-ଜୁନ ତ୍ରୈମାସରେ ଭାରତର ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି) ୨୩.୯% ଖସିଛି। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପକ୍ଷରୁ ସୋମବାର ଏ ସଂକ୍ରାନ୍ତ ତଥ୍ୟ ପ୍ରକାଶ ପାଇଛି। ଗତ ଆର୍ଥତ୍କ ବର୍ଷ ସମାନ ସମୟ...

କୋର୍‌ ସେକ୍ଟର ୯.୬% ହ୍ରାସ

ନୂଆଦିଲ୍ଲୀ,୧।୯: ଦେଶର ପ୍ରମୁଖ ଶିଳ୍ପକ୍ଷେତ୍ର ବା କୋର୍‌ ସେକ୍ଟର ଅଭିବୃଦ୍ଧି ଗତ କିଛି ମାସ ହେବ ପ୍ରଭାବିତ ସ୍ଥିତିରେ ରହିଛି। କରୋନା ଯୋଗୁ ବଜାର କ୍ଷତିଗ୍ରସ୍ତ ହୋଇ ରହିବା କାରଣରୁ କୋର୍‌ ସେକ୍ଟରର ପରଫରମାନ୍ସ ନିମ୍ନରେ ରହିଛି। ଗତ ୫...

ବଜେଟ ଧାର୍ଯ୍ୟ ଲକ୍ଷ୍ୟ ଟପିଲା ବିତ୍ତୀୟ ନିଅଣ୍ଟ

ନୂଆଦିଲ୍ଲୀ,୧।୯: ସରକାର ସାରା ବର୍ଷ ଲାଗି ବଜେଟରେ ଧାର୍ଯ୍ୟ କରିଥିବା ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ମାତ୍ର ୪ ମାସରେ ଟପିଯାଇଛି। ଜୁଲାଇ ଶେଷ ସୁଦ୍ଧା ବିତ୍ତୀୟ ନିଅଣ୍ଟ ୮.୨୧ ଲକ୍ଷ କୋଟି ଟଙ୍କା ରହିଛି। ଏହା ବଜେଟ ଲକ୍ଷ୍ୟର ୧୦୩.୧%...

ସେପ୍ଟେମ୍ବର ୩୦ ଯାଏ ବିଦେଶ ବିମାନ ସେବା ବାତିଲ

ନୂଆଦିଲ୍ଲୀ,୧।୯: ସରକାର ସେପ୍ଟେମ୍ବର ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ଲଗାଇଛନ୍ତି। ଏହି ସମୟ ମଧ୍ୟରେ ବିଦେଶକୁ ବିମାନ ସେବା ଉପଲବ୍ଧ ହେବ ନାହିଁ ବୋଲି ଜଣାପଡିଛି। ଅପରପକ୍ଷରେ ଆମେରିକା, ଜର୍ମାନୀ, ଫ୍ରାନ୍ସ ଏବଂ ବ୍ରିଟେନ ଲାଗି...

ରିଲାଏନ୍ସ ରିଟେଲ ଅଂଶଧନ ବିକିପାରନ୍ତି ମୁକେଶ

ନୂଆଦିଲ୍ଲୀ,୧।୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଂଶ ବିଶେଷ ରିଲାଏନ୍ସ ରିଟେଲରୁ ଅଂଶଧନ ବିକ୍ରି ହୋଇପାରେ। କମ୍ପାନୀ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏ ନେଇ ବିଚାର କରୁଥିବା ଏକ ରିପୋର୍ଟ ପ୍ରକାଶ ପାଇଛି। ଫ୍ଲିପ୍‌କାର୍ଟକୁ କିଣି ଥିବା ଆମେରିକା ଭିତ୍ତିକ କମ୍ପାନୀ ଓ୍ବାଲ୍‌ମାର୍ଟ...

ବିକ୍ରିହେବ କିଶୋର ବିୟାନୀଙ୍କ ବୀମା କମ୍ପାନୀ

ନୂଆଦିଲ୍ଲୀ,୧।୯: ଫ୍ଲିପ୍‌କାର୍ଟର ସହ ପ୍ରତିଷ୍ଠାତା ସଚିନ ବଂଶଲ ଫ୍ୟୁଚର ଗ୍ରୁପ୍‌ର ବୀମା କମ୍ପାନୀ ଫ୍ୟୁଚର ଜେନେରାଲି ଇଣ୍ଡିଆ ଲାଇଫ ଇନ୍‌ସ୍ୟୁରାନ୍ସ ଲିମିଟେଡ୍‌କୁ କିଣିବାକୁ ଯାଉଛନ୍ତି। ଏହି ଡିଲ୍‌କୁ ନେଇ ଫ୍ୟୁଚର ଗ୍ରୁପ୍‌ ଏବଂ ସଚିନ ବଂଶଲଙ୍କ ନେତୃତ୍ୱାଧୀନ କମ୍ପାନୀ ନାବୀ...

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୬୪.୯%

  ଭୁବନେଶ୍ୱର,୧।୯: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟସୂଚୀ ଜୁନ୍‌ ମାସରେ ୩୩୨ ପଏଣ୍ଟ ଥିଲା। ଜୁଲାଇରେ ଏହା ୪ ପଏଣ୍ଟ ବଢ଼ି ୩୩୬ ପଏଣ୍ଟ ଛୁଇଁଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୫୫ ପଏଣ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri