ବାଣିଜ୍ୟ

ନୂଆ ଇ-ମାର୍କେଟ ପ୍ଲାଟ୍‌ଫର୍ମ ଶୁଭାରମ୍ଭ

ଦୁବାଇ, ୩୦।୮(ପି.ଟି.): ୟୁଏଇ ପକ୍ଷରୁ ନୂତନ ଜ୍ଞାନକୌଶଳ ଆଧାରିତ କୃଷି ସାମଗ୍ରୀ ବ୍ୟବସାୟ ଓ ସଂଗ୍ରହ ଲାଗି ଇ-ମାର୍କେଟ ପ୍ଲାଟଫର୍ମ ‘ଏଗ୍ରିଓଟା’ର ଶୁଭାରମ୍ଭ କରାଯାଇଛି। ଏହା ଭାରତର ଗ୍ରାମାଞ୍ଚଳର ଲକ୍ଷ ଲକ୍ଷ ଚାଷୀ ଓ ଉପସାଗରୀୟ ଦେଶର ଖାଦ୍ୟ ଶିଳ୍ପ...

ସହରାଞ୍ଚଳରେ ୨ ଗୁଣ ବଢ଼ିଲେ ଇ-କମର୍ସ ଗ୍ରାହକ

ନୂଆଦିଲ୍ଲୀ,୩୦।୮:ମହାମାରୀ ସମୟରେ ସହରାଞ୍ଚଳଗୁଡିକରେ ଇ-କମର୍ସ କମ୍ପାନୀଗୁଡିକର କାରବାର ବେଶ୍‌ ଉନ୍ନତ ରହିଥିବା ଜଣାପଡିଛି। ସହରାଞ୍ଚଳରେ ଗତ ୩ ମାସରେ ଇ-କମର୍ସ ଗ୍ରାହକଙ୍କ ସଂଖ୍ୟା ୨ ଗୁଣ ବଢିଛି। ଇ-କମର୍ସର ପ୍ରାୟ ୫୦% ନୂଆ ଗ୍ରାହକ ଟାୟାର ୧ ଏବଂ ୨...

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନିଯୁକ୍ତିରେ ହେବ ପରିବର୍ତ୍ତନ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ସରକାର ସରକାରୀ ନିଯୁକ୍ତିରେ ପରିବର୍ତ୍ତନ କରିବା ଲାଗି ଯୋଜନା ପ୍ରସ୍ତୁତ କରୁଛନ୍ତି। ସୂଚନା ମୁତାବକ, ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଅଧ୍ୟକ୍ଷ ଏବଂ ଏମ୍‌ଡି ନିଯୁକ୍ତି କ୍ଷେତ୍ରରେ ଏଭଳି ପରିବର୍ତ୍ତନ ହେବ। ଏଭଳି ପଦକ୍ଷେପ ଦ୍ୱାରା ଟାଲେଣ୍ଟ ପୁଲ୍‌ର ସମ୍ପ୍ରସାରଣ...

ଇଜ୍‌ ଅଫ୍‌ ଡୁଇଁ ବିଜନେସ ଲାଗି ଆସିବ ପଦକ୍ଷେପ

ନୂଆଦିଲ୍ଲୀ,୩୦।୮: ବୋର୍ଡ ରିପୋର୍ଟରେ ଅସଙ୍ଗତି କିମ୍ବା ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)ରେ ବିଳମ୍ବ ହେଲେ ଜେଲ୍‌ ଦଣ୍ଡ ଭୋଗିବାକୁ ପଡିବ ନ ପାରେ। ଜିଏସ୍‌ଟିର ବିଭିନ୍ନ ଆଇନକୁ ଅଣଆପରାଧିକ କରିବା ଦିଗରେ ସରକାର ପଦକ୍ଷେପ ନେବେ। ଦେଶ ମଧ୍ୟରେ ଇଜ୍‌ ଅଫ୍‌...

ଫ୍ୟୁଚର ଗ୍ରୁପ କାରବାର ଅଧିଗ୍ରହଣ କରିବ ରିଲାଏନ୍ସ ରିଟେଲ୍‌

ନୂଆଦିଲ୍ଲୀ,୩୦।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଂଶ ବିଶେଷ ରିଲାଏନ୍ସ ରିଟେଲ୍‌ ଭେଞ୍ଚର ଲିମିଟେଡ୍‌ ଫ୍ୟୁଚର ଗ୍ରୁପର ରିଟେଲ, ହୋଲ୍‌ସେଲ ବାଣିଜ୍ୟ ସମେତ ଲଜିଷ୍ଟିକ ଏବଂ ଓ୍ବେରହାଉସିଂ ବିଜନେସ୍‌କୁ ଅଧିଗ୍ରହଣ କରିବ। ଏ ନେଇ କମ୍ପାନୀ ପକ୍ଷରୁ ଶନିବାର ଘୋଷଣା...

କ୍ଷତିପୂରଣ ବିକଳ୍ପ ନେଇ ରାଜ୍ୟଗୁଡିକୁ ଅବଗତ କରାଗଲା

ନୂଆଦିଲ୍ଲୀ,୩୦।୮: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) କ୍ଷତିପୂରଣ ଆବଶ୍ୟକତା ପୂରଣ ଲାଗି କେନ୍ଦ୍ର ସରକାର ରାଜ୍ୟଗୁଡିକୁ ୨ ବିକଳ୍ପ ପ୍ରଦାନ କରିଛନ୍ତି। ୪୧ତମ ଜିଏସ୍‌ଟି ପରିଷଦ ବୈଠକରେ ଏ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏ ସମ୍ପର୍କରେ ଶନିବାର ରାଜ୍ୟଗୁଡିକ...

କୋକାକୋଲାରୁ ୪ହଜାର ଛଟେଇ

ବାଙ୍ଗାଲୋର,୩୦।୮: କୋଭିଡ୍‌-୧୯ ସଂକ୍ରମଣ କାରଣରୁ ସାରା ବିଶ୍ୱରେ ଆର୍ଥିକ ମାନ୍ଦାବସ୍ଥା ସହ ବଜାରରେ ସମସ୍ୟା ସୃଷ୍ଟି ହୋଇଛି। ବିଶ୍ୱର ପ୍ରମୁଖ କମ୍ପାନୀ କୋକାକୋଲା ବର୍ତ୍ତମାନ ବିଭିନ୍ନ ସମସ୍ୟା ସାମ୍ନା କରୁଛି। ଏଥିଲାଗି କମ୍ପାନୀ ଆମେରିକା ସମେତ ଅନ୍ୟ ୟୁନିଟରୁ ମଧ୍ୟ...

ବଢ଼ି ନ ପାରେ ମୋରାଟୋରିୟମ ଅବଧି

ମୁମ୍ବାଇ,୩୦।୮: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଅଗଷ୍ଟ ୩୧ ପରେ ମୋରାଟୋରିୟମ ଅବଧିକୁ ବୃଦ୍ଧି କରି ନ ପାରେ। ଏହା ବଢ଼ାଇବା ଦ୍ୱାରା ବ୍ୟାଙ୍କଗୁଡିକ ଉପରେ ପ୍ରଭାବ ପଡୁଥିବାରୁ ଏପରି ହୋଇ ନ ପାରେ ବୋଲି ଶୁଣାଯାଉଛି। କୋଭିଡ୍‌-୧୯ ଯୋଗୁ...

ଏହି ଗ୍ଲାମର ଗର୍ଲ ହେବେ ଅମ୍ବାନୀ ପରିବାରର ସାନ ବୋହୂ: ବାପାଙ୍କର ରହିଛି ୮ କମ୍ପାନୀ

ଦେଶର ସବୁଠାରୁ ଧନୀ ତଥା ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ତାଲିକାରେ ରହିଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀ। ତେବେ ମୁକେଶଙ୍କ ପରିବାର ବିଷୟରେ ଜାଣିବାକୁ ସମସ୍ତେ ଚାହିଁଥାନ୍ତି। ଅମ୍ବାନୀ ପରିବାରର ପ୍ରତ୍ୟେକ ସଦସ୍ୟ ସେଲିବ୍ରିଟିଠାରୁ କିଛି କମ୍‌...

ଚାଇନା କମ୍ପାନୀ ତେଲ ଆମଦାନୀ ବନ୍ଦ

ନୂଆଦିଲ୍ଲୀ,୨୯।୮: ଗଲ୍‌ଓ୍ବାନ ଘାଟିରେ ଚାଇନା ସେନା ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଭାରତ ସରକାର କାର୍ଯ୍ୟାନୁଷ୍ଠାନ ନେବା ଆରମ୍ଭ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ଦେଶର ସଂହତି ପ୍ରତି ବିପଦ ସୃଷ୍ଟି କରୁଥିବା ଚାଇନା ଭିତ୍ତିକ ମୋବାଇଲ...

ଜନଧନ ଯୋଜନାକୁ ୬ ବର୍ଷ ପୂରିଲା

ନୂଆଦିଲ୍ଲୀ,୨୯।୮: ପ୍ରଧାନମନ୍ତ୍ରୀ ଜନଧନ ଯୋଜନା(ପିଏମ୍‌ଜେଡିଓ୍ବାଇ) ୬ ବର୍ଷ ପୂରଣ କରିଛି। ୨୦୧୪ ଅଗଷ୍ଟରେ ଏହି ଯୋଜନାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିଲେ। ଲୋକଙ୍କ ମଧ୍ୟରେ ଆର୍ଥତ୍କ ଅନ୍ତର୍ଭୁକ୍ତୀକରଣକୁ ଉତ୍ସାହିତ କରିବା ଦିଗରେ ଏହି ଯୋଜନାକୁ ସରକାର ଉନ୍ମୋଚନ କରିଥିଲେ।...

ଏସ୍‌ବିଆଇର ନୂଆ ମୁଖ୍ୟ ହେବେ ଦିନେଶ ଖାରା

ନୂଆଦିଲ୍ଲୀ,୨୯।୮: ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ)ର ନୂଆ ଅଧ୍ୟକ୍ଷ ଭାବେ ଦିନେଶ ଖାରା ଅକ୍ଟୋବରରେ ଦାୟିତ୍ୱ ଗ୍ରହଣ କରିବେ। ବ୍ୟାଙ୍କ ବୋର୍ଡ ବ୍ୟୁରୋ(ବିବିବି) ଶୁକ୍ରବାର ଖାରାଙ୍କ ନାମକୁ ସୁପାରିସ କରିଥିବା ଜଣାପଡ଼ିଛି। ଖାରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri