ବାଣିଜ୍ୟ

ଶଶୀଧର ଜଗଦ୍ଦୀଶନ ହେବେ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସିଇଓ

ନୂଆଦିଲ୍ଲୀ,୫।୮: ଆଦିତ୍ୟ ପୁରୀଙ୍କ ପରେ ପ୍ରମୁଖ ଘରୋଇ କ୍ଷେତ୍ର ବ୍ୟାଙ୍କ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ନୂଆ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)ପଦବୀରେ କିଏ ନିଯୁକ୍ତ ହେବେ ସେ ନେଇ ବେଶ୍‌ ଚର୍ଚ୍ଚା ଲାଗି ରହିଥିଲା। ମଙ୍ଗଳବାର ସମସ୍ତ କଳ୍ପନାଜଳ୍ପନାରୁ ପରଦା ହଟିଛି।...

ବଜାରରେ ହିରୋ ଏକ୍ସଟ୍ରିମ୍‌ ୧୬୦ ଆର୍‌

କଟକ,୫।୮: ପ୍ରମୁଖ ୨ ଚକିଆ ଯାନ ନିର୍ମାଣକାରୀ କମ୍ପାନୀ ହିରୋ ମୋଟୋକର୍ପ ଲିମିଟେଡ୍‌ ପକ୍ଷରୁ ‘ହିରୋ ଏକ୍ସଟ୍ରିମ୍‌ ୧୬୦ ଆର୍‌’କୁ ସ୍ଥାନୀୟ ଜେଏମ୍‌ଜି ଅଟୋମୋବାଇଲ ଠାରେ ବଜାର ପ୍ରବେଶ କରାଯାଇଛି। ଜେଏମ୍‌ଜି ହିରୋର ଏମ୍‌ଡି ପ୍ରଦୀପ ଅଗ୍ରଓ୍ବାଲ ଏହାକୁ ବଜାର...

କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ମାନିତ କଲା ଖିମ୍‌ଜୀ

ଭୁବନେଶ୍ୱର,୫।୮: ବର୍ତ୍ତମାନ ଲୋକଙ୍କୁ ସୁରକ୍ଷିତ ରଖିବା ଲାଗି କୋଭିଡ୍‌ ଯୋଦ୍ଧାମାନେ ନିରନ୍ତର ଯୋଗଦାନ ରଖି ଆସୁଛନ୍ତି। ଏହି ଯୋଦ୍ଧାଙ୍କ କାର୍ଯ୍ୟକୁ ଖିମ୍‌ଜୀ ଗ୍ରୁପ୍‌ର ପ୍ରମୁଖ ଜୁଏଲେରି ବ୍ରାଣ୍ଡ ଖିମ୍‌ଜୀ ସମ୍ମାନ ଜଣାଇ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନେଇଛି। ଖିମ୍‌ଜୀ...

ବ୍ଲକ୍‌ ହେଲା ଚାଇନାର ବାଇଡୁ, ଓ୍ବିବୁ ଆପ୍‌

ନୂଆଦିଲ୍ଲୀ,୫।୮: ସୀମାରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଭାରତ ସରକାର ଚାଇନା ଉପରେ ଡିଜିଟାଲ ଷ୍ଟ୍ରାଇକ କରିଥିଲେ। ପ୍ରାଥମିକ ପର୍ଯ୍ୟାୟରେ ୫୯ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୪୭ ମୋବାଇଲ ଆପ୍ଲିକେଶନକୁ ସରକାର ବ୍ଲକ କରି ଦେଇଛନ୍ତି। ବର୍ତ୍ତମାନ...

ଟ୍ରାକ୍‌କୁ ଫେରୁଛି ଅର୍ଥ ବ୍ୟବସ୍ଥା

ନୂଆଦିଲ୍ଲୀ,୫।୮: କରୋନା ଯୋଗୁ ଦେଶ ମଧ୍ୟରେ ଅର୍ଥ ବ୍ୟବସ୍ଥାର କାର୍ଯ୍ୟକଳାପ ଉପରେ ଗଭୀର ପ୍ରଭାବ ପଡ଼ିଛି। ସଂକ୍ରମଣ ନିୟନ୍ତ୍ରଣକୁ ନ ଆସିବାରୁ ଅର୍ଥ ବ୍ୟବସ୍ଥାକୁ ଠିକ୍‌ କରିବା ଚ୍ୟାଲେଞ୍ଜ ହେଉଛି। ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ରାଜ୍ୟଗୁଡିକ ନିଜ ମଧ୍ୟରେ ବିଭିନ୍ନ...

ମାଗଣା କରୋନା ଟେଷ୍ଟ କରିବାକୁ ନେଇ ଆସୁଛି କି ମେସେଜ୍‌.. ହୋଇଯାଆନ୍ତୁ ସାବଧାନ..

ନୂଆଦିଲ୍ଲୀ,୪।୮: ମହାମାରୀ କରୋନା ସଙ୍କଟ ସମୟରେ ବ୍ୟାଙ୍କ ଠକେଇର ମାମଲା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସମୟରେ ଠକମାନେ ଏକ ନୂଆ ଉପାୟ ବାଛିଛନ୍ତି। କରୋନା କାଳରେ ଲୋକମାନଙ୍କ ଚିନ୍ତାକୁ ଦେଖି ସେମାନେ ଜାଲ ବିଛାଉଛନ୍ତି। ଏପରିସ୍ଥିତିରେ,...

ଟିକ୍‌ଟକ୍‌ ସେପ୍ଟେମ୍ବର ୧୫ ସୁଦ୍ଧା ହେବ ବିକ୍ରି: ଚାଇନାର ବଢ଼ିଲା ଚିନ୍ତା

ଓ୍ବାଶିଂଟନ, ୪।୮: ଶର୍ଟ ଭିଡ଼ିଓ ମେକିଂ ଆପ୍‌ ଟିକ୍‌ଟକ୍‌କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଇଥିବା ମନ୍ତବ୍ୟ ଯୋଗୁ ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି। ଟ୍ରମ୍ପ୍‌ କହିଛନ୍ତି ଯେ, ଟିକ୍‌ ଟକ୍‌ ସେପ୍ଟେମ୍ବର ୧୫ ସୁଦ୍ଧା ବିକ୍ରି ହେବ।...

ଜନ ଧନ ଆକାଉଣ୍ଟ ସଂଖ୍ୟା ୪୦ କୋଟି ଟପିଲା, ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ, ୩।୮: ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା(ପିଏମ୍‌ଜେଡିଓ୍ବାଇ)ଅଧୀନରେ ୪୦ କୋଟିରୁ ଅଧିକ ବ୍ୟାଙ୍କ ଆକାଉଣ୍ଟ ଖୋଲାଯାଇଛି। ଏହି ଯୋଜନା ୬ ବର୍ଷ ପୂର୍ବରୁ ଆରମ୍ଭ ହୋଇଥିଲା। ସର୍ବଶେଷ ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ଜନ ଧନ ବ୍ୟାଙ୍କ ଆକାଉଣ୍ଟ ୪୦.୦୫ କୋଟି...

ଚାଇନାରେ ୬ ପ୍ଲାଣ୍ଟ ବନ୍ଦ କରିବେ ଆପଲ୍‌ ଭେଣ୍ଡର

ନୂଆଦିଲ୍ଲୀ,୩।୮: ଆପଲ୍‌କୁ ଫୋନ ଯୋଗାଣ କରୁଥିବା କମ୍ପାନୀଗୁଡିକ ଚାଇନାରେ ୬ ପ୍ଲାଣ୍ଟ ବନ୍ଦ କରିବେ। ଏହି କମ୍ପାନୀଗୁଡିକ ଭାରତରେ ସେମାନଙ୍କ ମାନୁଫାକ୍‌ଚରିଂ ୟୁନିଟ୍‌ ସ୍ଥାପନ କରିବା ଯୋଜନା ରଖିଛନ୍ତି। ଭାରତୀୟ ବଜାରର ଚାହିଦା ପୂରଣ କରିବା ସହ ବିଦେଶକୁ ଫୋନ...

ପ୍ରଥମ ଥର କାର୍‌ କିଣୁଥିବା ଗ୍ରାହକ ବଢ଼ିଲେ

ନୂଆଦିଲ୍ଲୀ,୩।୮: କୋଭିଡ୍‌-୧୯ ଯୋଗୁ ଲୋକମାନେ ବାହାରକୁ ଯିବାକୁ ଭୟ କରୁଛନ୍ତି। ସାମାଜିକ ଦୂରତ୍ୱ ନିୟମ ପାଳନ କରିବାକୁ ସରକାର କହିଛନ୍ତି। ଅପରପକ୍ଷରେ ସାଧାରଣ ପରିବହନ ବ୍ୟବସ୍ଥାରେ ଯିବା ଆସିବା କରିବା ଲାଗି ଲୋକଙ୍କ ମଧ୍ୟରେ ଆଶଙ୍କା ଉପୁଜୁଛି। ଗତ କିଛିମାସ...

ଓଡ଼ିଶାରେ ଜିଏସ୍‌ଟି ଆଦାୟ ୧୩% ବୃଦ୍ଧି

କଟକ,୨।୮: ଚଳିତ ବର୍ଷ ଜୁଲାଇ ମାସରେ ଓଡ଼ିଶାରେ ଜିଏସ୍‌ଟି ସଂଗ୍ରହରେ ଉନ୍ନତି ପରିଲକ୍ଷିତ ହୋଇଛି। ଏହି ସମୟରେ ୭୯୪.୦୨ କୋଟି ଟଙ୍କାର ଜିଏସ୍‌ଟି ଆଦାୟ କରାଯାଇଛି। ଗତ ବର୍ଷ ଏହି ସମୟରେ ୭୦୨.୪୪ କୋଟି ଟଙ୍କାର ଜିଏସ୍‌ଟି ଆଦାୟ ହୋଇଥିଲା।...

ଜୁଲାଇରେ ଜିଏସ୍‌ଟି ଆଦାୟ ୮୭,୪୨୨ କୋଟିକୁ ହ୍ରାସ

ନୂଆଦିଲ୍ଲୀ,୨।୮: ଜୁଲାଇ ମାସରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବାବଦକୁ କେନ୍ଦ୍ର ସରକାର ୮୭,୪୨୨ କୋଟି ଟଙ୍କା ସଂଗ୍ରହ କରିଛନ୍ତି। ଜୁନ୍‌ ମାସରେ ୯୦,୯୧୭ କୋଟି ଟଙ୍କା ଜିଏସ୍‌ଟି ଆଦାୟ ହୋଇଥିବା ବେଳେ ଏହା ଜୁଲାଇରେ ହ୍ରାସ ଘଟିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri