ବାଣିଜ୍ୟ

କରୋନା କାଳରେ ପିଏଫ୍‌ ଟଙ୍କା ଦେଲା ସାହାରା: ୪ ମାସରେ ଉଠାଇଲେଣି ୩୦ ହଜାର କୋଟି

ନୂଆଦିଲ୍ଲୀ,୨୮।୭:କରୋନା ସମୟରେ ଲୋକଙ୍କୁ ଜରୁରୀ ଅର୍ଥର ଆବଶ୍ୟକତା ବଢ଼ିଯାଇଛି। ଏଭଳି ସମୟରେ ଭବିଷ୍ୟନିଧି ପାଣ୍ଠିଂ ବା ପିଏଫ୍‌ ଟଙ୍କା ଲୋକଙ୍କର ସାହାରା ପାଲଟିଥିବା ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରେ ଖବର ଆସିଛି। ରିପୋର୍ଟ ମୁତାବକ ଏପ୍ରିଲ ଠାରୁ ଜୁଲାଇ ମାସ...

ଏସ୍‌ବିଆଇ କାର୍ଡ-ଆଇଆର୍‌ସିଟିସିର ନୂଆ କ୍ରେଡିଟ କାର୍ଡ

ଭୁବନେଶ୍ୱର,୨୮।୭: ଏସ୍‌ବିଆଇ କାର୍ଡ ଓ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜିମ କର୍ପୋରେସନ ଲିମିଟେଡ୍‌ (ଆଇଆର୍‌ସିଟିସି) ପକ୍ଷରୁ ଆଇଆର୍‌ସିଟିସି-ଏସ୍‌ବିଆଇ କୋ ବ୍ରାଣ୍ଡେଡ ସ୍ପର୍ଶବିହୀନ କ୍ରେଡିଟ କାର୍ଡ ଆସିଛି। ଏହାକୁ ରୂପେ ପ୍ଲାଟଫର୍ମରେ ଉନ୍ମୋଚନ କରାଯାଇଛି। ଟ୍ରେନରେ ନିୟମିତ ଯାତ୍ରା କରୁଥିବା...

ଅଧିକ ଚାଇନା ସାମଗ୍ରୀ ଉପରେ ଲାଗିବ କଟକଣା

ନୂଆଦିଲ୍ଲୀ,୨୮।୭: ଗଲ୍‌ଓ୍ବାନ ଘାଟିରେ ଚାଇନା ସେନା ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଚାଇନା ବିରୋଧରେ ଆର୍ଥତ୍କ କାର୍ଯ୍ୟାନୁଷ୍ଠାନ ଅନ୍ତର୍ଗତ ସେଠାରୁ ଆସୁଥିବା ଗୁଣବତ୍ତାହୀନ ପ୍ରଡକ୍ଟ ଉପରେ କଟକଣା...

ବର୍ତ୍ତମାନ ଅବସର ନେଉଥିଲେ ପେନ୍‌ସନରେ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୮।୭: କରୋନା ମହାମାରୀ ସମୟରେ ଅବସର ନେଉଥିବା ସରକାରୀ କର୍ମଚାରୀଙ୍କୁ ଆଶ୍ୱସ୍ତି। ବର୍ତ୍ତମାନ ସମୟରେ ଯେଉଁମାନେ ସରକାରୀ କର୍ମଚାରୀ ଅବସର ନେବେ ସେମାନଙ୍କୁ ପ୍ରୋଭିଜନାଲ ପେନ୍‌ସନ ବା ଏକ ନିର୍ଦ୍ଦିଷ୍ଟ ସମୟ ଯାଏ ପେନ୍‌ସନ ସୁବିଧା ପ୍ରଦାନ ନେଇ ସରକାର...

ଓଡ଼ିଆ ଉଦ୍ୟୋଗୀ ବିକଶିତ କଲେ କରୋନା ଆପ୍‌

ଲଣ୍ଡନ,୨୮।୭: କରୋନା ମହମାରୀ ବର୍ତ୍ତମାନ ଲୋକଙ୍କ ମନରେ ଭୟ ସୃଷ୍ଟି କରିଛି। ଏଥିରୁ ନିଜକୁ ଦୂରେଇ ରଖିବା ପାଇଁ ସାମାଜିକ ଦୂରତା ଏକ ପ୍ରମୁଖ ଅସ୍ତ୍ର ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ନିର୍ଦ୍ଦଷ୍ଟ ମାର୍ଗ ଦର୍ଶିକା ଜାରି କରାଯାଇଛି।...

୨୦୧୯-୨୦ରେ ୧.୮୫ ଲକ୍ଷ କୋଟିର ବ୍ୟାଙ୍କ ଠକେଇ

  ନାଗପୁର,୨୮।୭: ଆର୍ଥତ୍କ ବର୍ଷ ୨୦୧୯-୨୦ରେ ଦେଶର ବାଣିଜି୍ୟକ ବ୍ୟାଙ୍କ ଏବଂ ବିତ୍ତ ପ୍ରତିଷ୍ଠାନଗୁଡିକରେ ୮୪,୫୪୫ ଠକେଇ ମାମଲା ସାମ୍ନାକୁ ଆସିଛି। ଏହି ମାମଲା ଗୁଡିକରେ ମୋଟ ୧.୮୫ ଲକ୍ଷ କୋଟି ଟଙ୍କା ଠକେଇ ହୋଇଥିବା ରିଜର୍ଭ ବ୍ୟାଙ୍କ ଦେଇଥିବା...

ପର୍ଯ୍ୟଟନ ଶିଳ୍ପର କ୍ଷତି ୧୫ ଲକ୍ଷ କୋଟି

ନୂଆଦିଲ୍ଲୀ,୨୮।୭: କରୋନା ସାରା ବିଶ୍ୱ ବଜାରକୁ ଦୋହଲାଇ ଦେଇଛି। ଏହାଦ୍ୱାରା ଦେଶର ପର୍ଯ୍ୟଟନ ଶିଳ୍ପ ପ୍ରାୟ ୧୫ ଲକ୍ଷ କୋଟି ଟଙ୍କା କ୍ଷତି ସହିଥିବା ଶିଳ୍ପ ପକ୍ଷରୁ ଆକଳନ କରାଯାଇଛି। ଫେଡେରେଶନ ଅଫ୍‌ ଆସୋସିଏଶନ ଇନ୍‌ ଇଣ୍ଡିଆନ ଟୁରିଜମ ଆଣ୍ଡ...

ସୁନାଅଳଙ୍କାର ହଲମାର୍କିଂ ଅବଧି ବୃଦ୍ଧି

ନୂଆଦିଲ୍ଲୀ,୨୮।୭: ସୁନା ଅଳଙ୍କାର ଓ କାରିଗରୀ ଉପରେ ବାଧ୍ୟତାମୂଳକ ହଲମାର୍କିଂ ଅବଧିକୁ ସରକାର ଆସନ୍ତା ବର୍ଷ ଜୁନ ୧ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ପୂର୍ବରୁ ଏହି ଅବଧି ୨୦୨୧ ଜାନୁୟାରୀ ୧୫ ରହିଥିଲା। ଗତ ବର୍ଷ ନଭେମ୍ବରରେ ଏ ସମ୍ପର୍କରେ ସରକାର...

ଫ୍ୟୁଚର ଗ୍ରୁପ୍‌ରେ ଅଂଶଧନ କିଣିପାରେ ରିଲାଏନ୍ସ

ନୂଆଦିଲ୍ଲୀ,୨୭।୭: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମୁକେଶ ଅମ୍ବାନୀ ବର୍ତ୍ତମାନ ଚର୍ଚ୍ଚାରେ ରହି ଆସିଛନ୍ତି। ରିଟେଲ କାରବାରରେ ନିଜର ଉପସ୍ଥିତିକୁ ଦୃଢ କରିବା ଲାଗି ରିଲାଏନ୍ସ ଫ୍ୟୁଚର ଗ୍ରୁପ୍‌ରେ ଅଂଶଧନ କିଣିପାରେ ବୋଲି କୁହାଯାଉଛି। କିଶୋର ବିୟାନୀଙ୍କ ମାଲିକାନାରେ ପରିଚାଳିତ ଫ୍ୟୁଚର ଗ୍ରୁପ୍‌ରେ...

ଆଉ ୪୭ ଚାଇନା ଆପ୍‌ ବ୍ୟାନ୍‌: ପବ୍‌ଜୀ ଉପରେ ଲାଗିପାରେ କଟକଣା

ନୂଆଦିଲ୍ଲୀ,୨୭।୭: ଚାଇନା ସେନା ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଭାରତ ସରକାର ଜାତୀୟ ସୁରକ୍ଷାକୁ ଧ୍ୟାନରେ ରଖି ପ୍ରାରମ୍ଭିକ ପର୍ଯ୍ୟାୟରେ ୫୯ ଚାଇନା ମୋବାଇଲ ଆପ୍ଲିକେଶନ ଉପରେ କଟକଣା ଲଗାଇଥିଲେ। ସୋମବାର ପୁଣି ଥରେ ୪୭...

କେମିତି ମିଳିବ ଅର୍ଥ ବ୍ୟବସ୍ଥାକୁ ଗତି: ମନ୍ତ୍ର ଦେଲେ ଶକ୍ତିକାନ୍ତ

ମୁମ୍ବାଇ,୨୭।୭: କରୋନା ମହାମାରୀ ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। ଏହି ସମୟରେ ଅର୍ଥ ବ୍ୟବସ୍ଥାର ଗତିବିଧିକୁ ବଢ଼ାଇବାର ଉପାୟ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ,...

୨୦୧୯-୨୦ରେ ଓଡ଼ିଶାକୁ ୫୧୨୨ କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୨୭।୭: ଆର୍ଥତ୍କ ବର୍ଷ ୨୦୧୯-୨୦ରେ କେନ୍ଦ୍ର ସରକାର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) କ୍ଷତିପୂରଣ ବାବଦ ଓଡ଼ିଶାକୁ ମୋଟ ୫,୧୨୨ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଚଳିତ ବର୍ଷ ମାର୍ଚ୍ଚରେ ରାଜ୍ୟଗୁଡିକୁ ମୋଟ ୧୩,୮୦୬ କୋଟି ଟଙ୍କା କ୍ଷତିପୂରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri