ବାଣିଜ୍ୟ

ବିରତି ପରେ ପୁଣି ବଢିଲା ତେଲ ଦର

ନୂଆଦିଲ୍ଲୀ,୩୦।୬: ରବିବାର ଦର ବୃଦ୍ଧିର ବିରତି ପରେ ପୁଣି ଥରେ ସୋମବାର ତେଲ ଦରରେ ବୃଦ୍ଧି ଘଟିଛି। ସୋମବାର ଡିଜେଲ ଲିଟର ପିଛା ୧୩ ପଇସା ଏବଂ ପେଟ୍ରୋଲ ୫ ପଇସା ବଢିଥିବା ଜଣାପଡିଛି। ଗତ ୨୨ ଦିନ ଧରି...

ଲକ୍‌ଡାଉନ ଯୋଗୁ ୫ ରାଜ୍ୟକୁ ଅଧିକ କ୍ଷତି

  ନୂଆଦିଲ୍ଲୀ,୩୦।୬ : କୋଭିଡ୍‌-୧୯କୁ ନିୟନ୍ତ୍ରଣ କରିବା ଲାଗି କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ ଘୋଷଣା କରିଥିଲେ। ଏଥିଯୋଗୁ ଘରୋଇ ବଜାରର ଆର୍ଥତ୍କ କାର୍ଯ୍ୟକଳାପ ବର୍ତ୍ତମାନ କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। ଲକ୍‌ଡାଉନ ପାଇଁ ଓଡ଼ିଶା ସମେତ କର୍ନାଟକ, ଝାଡ଼ଖଣ୍ଡ,...

ପୁଣି ସହରକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ

ନୂଆଦିଲ୍ଲୀ,୩୦।୬ : ଲକ୍‌ଡାଉନରେ ବିଭିନ୍ନ ସମସ୍ୟା ସାମ୍ନା କରିବା ଯୋଗୁ ପ୍ରବାସୀ ଶ୍ରମିକମାନେ ନିଜ ଗାଁକୁ ଚାଲି ଚାଲି ଫେରିଥିବା ଦେଖାଯାଇଥିଲା। ସହରକୁ କାମଧନ୍ଦା ଆଶାରେ ଆସି ଲକ୍‌ଡାଉନରେ ବିଭିନ୍ନ ଦୀର୍ଘଦିନ ଧରି ବିନା କାମ ବସିବା ଏବଂ ହଇରାଣ...

ଚତୁର୍ଥ ତ୍ରୈମାସରେ ଅଧିକାଂଶ କମ୍ପାନୀଙ୍କୁ କ୍ଷତି

ନୂଆଦିଲ୍ଲୀ,୩୦।୬ : ଦେଶର ମୁଖ୍ୟସ୍ରୋତରେ ରହିଥିବା ଅଧିକାଂଶ କମ୍ପାନୀ ୨୦୧୯-୨୦ ଆର୍ଥତ୍କ ବର୍ଷ ଚତୁର୍ଥ ତ୍ରୈମାସରେ କ୍ଷତି ସହିଛନ୍ତି। ବ୍ୟାଙ୍କ ଏବଂ ସଫ୍ଟଓ୍ବେର ସେବା ଯୋଗାଣ କରୁଥିବା କମ୍ପାନୀଗୁଡିକୁ ଏହା ମଧ୍ୟରେ ସାମିଲ କରାଯାଇନାହିଁ। ଶିଳ୍ପଜଗତର ମୁଖ୍ୟସ୍ରୋତ କମ୍ପାନୀଗୁଡିକର ଟିକସ...

ନିର୍ଦ୍ଦିଷ୍ଟ କ୍ଷେତ୍ର ପାଇଁ ଆସିପାରେ ଋଣ ପୁନର୍ଗଠନ ସୁବିଧା

  ନୂଆଦିଲ୍ଲୀ,୩୦।୬ : ବର୍ତ୍ତମାନ କୋଭିଡ୍‌ ଯୋଗୁ ପ୍ରଭାବିତ ନିର୍ଦ୍ଦିଷ୍ଟ କ୍ଷେତ୍ରଗୁଡିକ ଲାଗି ରିଜର୍ଭ ବ୍ୟାଙ୍କ ଋଣ ପୁନର୍ଗଠନ ସୁବିଧା ଆଣିପାରେ। ଏଥିଲାଗି ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏକାଥରକେ ଋଣ ପୁନର୍ଗଠନ ସୁବିଧା ଆଣିବା ଦିଗରେ କାର୍ଯ୍ୟକ୍ରମ ଜାରି ରହିଛି...

ହୁଡ୍‌କୋ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା

ଭୁବନେଶ୍ୱର,୩୦।୬ : ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ହୁଡ୍‌କୋ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ଏହି ସମୟ ଅବଧିରେ ଆର୍ଥତ୍କ ଅଭିବୃଦ୍ଧି କ୍ଷେତ୍ରରେ ହୁଡ୍‌କୋ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଏହାର ଚେୟାରମ୍ୟାନ ତଥା ପରିଚାଳନା ନିର୍ଦ୍ଦେଶକ ଏମ୍‌.ନାଗରାଜ...

୩୪.୬ ଲକ୍ଷ ଗ୍ରାହକ ହରାଇଲେ ଭୋଡାଫୋନ-ଆଇଡିଆ

ନୂଆଦିଲ୍ଲୀ,୩୦।୬ : ଚଳିତ ବର୍ଷ ଫେବୃୟାରୀରେ ଭୋଡାଫୋନ ଆଇଡିଆ ୩୪.୬୭ ଲକ୍ଷ ଗ୍ରାହକ ହରାଇଛନ୍ତି। ଏହି ସମୟରେ ରିଲାଏନ୍ସ ଜିଓ ୬୨.୫୭ ଲକ୍ଷ ନୂଆ ଗ୍ରାହକ ଯୋଡ଼ିଥିବା ଭାରତୀୟ ଟେଲିକମ ନିୟାମକ କର୍ତ୍ତୃପକ୍ଷ(ଟ୍ରାଇ) ରିପୋର୍ଟରୁ ଜଣାପଡିଛି। ଓ୍ବେରଲେସ୍‌ ସବ୍‌ସ୍କ୍ରାଇବର ଯୋଡିବାରେ...

୨୦ହଜାରଙ୍କୁ ନିଯୁକ୍ତି ଦେବ ଆମାଜନ୍‌

ନୂଆଦିଲ୍ଲୀ,୨୯।୬: ପ୍ରମୁଖ ଇ-କର୍ମସ କମ୍ପାନୀ ଆମାଜନ ଇଣ୍ଡିଆ ପକ୍ଷରୁ ୨୦ ହଜାର କର୍ମଚାରୀଙ୍କୁ ସାମୟିକ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଦାନ କରାଯିବ। ଏ ନେଇ କମ୍ପାନୀ ରବିବାର ସୂଚନା ଦେଇଛି। ଅନ୍‌ଲାଇନ ଶପିଙ୍ଗ୍‌ରେ ଅଭିଜ୍ଞତା ଥିବା ବ୍ୟକ୍ତି ବିଶେଷଙ୍କୁ କମ୍ପାନୀ ନିଯୁକ୍ତି...

ଭାରତକୁ ବିଶ୍ୱବ୍ୟାଙ୍କ ଦେଲା ୩୭ଶହ କୋଟି

ନୂଆଦିଲ୍ଲୀ,୨୯।୬: ଭାରତରେ ଶିକ୍ଷାର ଭିତ୍ତିଭୂମି ବିକାଶ ପାଇଁ ରବିବାର ବିଶ୍ୱବ୍ୟାଙ୍କ ୫୦୦ ନିୟୁତ ଡଲାର (୩୭ ଶହ କୋଟି) ର ଋଣ ସହାୟତା ପ୍ରଦାନ କରିଛି। ବ୍ୟାଙ୍କର ବୋର୍ଡ ଅଫ ଏକଜିକ୍ୟୁଟିଭ ଡାଇରେକ୍ଟର୍ସ ଏହି ଋଣ ରାଶିକୁ ମଞ୍ଜୁର କରିଥିବା...

ଶୀଘ୍ର ଆସିବ ଷ୍ଟାଣ୍ଡାର୍ଡ କୋଭିଡ ବୀମା

ନୂଆଦିଲ୍ଲୀ,୨୯।୬ : ଜୁଲାଇ ୧୦ ସୁଦ୍ଧା କୋଭିଡ ଷ୍ଟାଣ୍ଡାର୍ଡ ଚିକିତ୍ସା ବୀମା ଆଣିବାକୁ ଭାରତୀୟ ବୀମା ନିୟାମକ ଏବଂ ବିକାଶ ପ୍ରାଧିକରଣ (ଆଇଆର୍‌ଡିଏଆଇ) ପକ୍ଷରୁ ବୀମା କମ୍ପାନୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ଦେଶ ମଧ୍ୟରେ କୋଭିଡ ମାମଲା ବଢୁଥିବାରୁ ‘କୋଭିଡ...

ତୃତୀୟ ଥର ଲାଗି ଘୁଞ୍ଚିଲା ଏୟାର ଇଣ୍ଡିଆ ବିଡିଂ

ନୂଆଦିଲ୍ଲୀ,୨୯।୬ : ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ବିଡିଂ ସୀମାକୁ ସରକାର ତୃତୀୟ ଥର ଲାଗି ଘୁଞ୍ଚାଇଛନ୍ତି। ବର୍ତ୍ତମାନ ଏହାକୁ ଆଗାମୀ ୨ ମାସ ବା ଅଗଷ୍ଟ ୩୧ ଯାଏ ଘୁଞ୍ଚାଯାଇଛି। କୋଭିଡ ଯୋଗୁ ସାରା ବିଶ୍ୱରେ ବର୍ତ୍ତମାନ...

ମହଙ୍ଗା ହେଲା ଇଲେକଟ୍ରୋନିକ୍ସ ପ୍ରଡକ୍ଟ

ନୂଆଦିଲ୍ଲୀ,୨୯।୬ : ଚାଇନା ସାମଗ୍ରୀ ଉପରେ ଭାରତ ବର୍ତ୍ତମାନ ନିର୍ଭରଶୀଳ ଥିବାରୁ ଚାହିଁଲେ ମଧ୍ୟ ରାତାରାତି ଏହାକୁ ନିଷେଧ କରି ପାରୁନାହିଁ। ଗଲଓ୍ବାନ ଘାଟିରେ ଚାଇନା ସେନାର ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ଯୋଗୁ ଭାରତର ସୀମାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri